ଵର୍ଷକ ଭିତରେ ଆମ ବସ୍ ନେଲାଣି ୭ ମୁଣ୍ଡ ।

ଅନୁଗୋଳ (ଅଜିତ କୁମାର ଭୋଇ): ଆମ ବସ୍ ଦୁର୍ଘଟଣାରେ ସର୍ବାଧିକ ଭୁବନେଶ୍ୱରରେ ୬ ଜଣ ମୃତ୍ୟୁବରଣ କରିଥିବା ବେଳେ କଟକରେ ଜଣେ ମୃତ୍ୟୁବରଣ କରିଛନ୍ତି । ସେହିପରି ଆମ ବସ୍ ଦୁର୍ଘଟଣାରେ ବର୍ଷକ ମଧ୍ୟରେ ୮ ଜଣ ହୋଇଛନ୍ତି ଗୁରୁତର ସର୍ବାଧିକ…

ନାଲକୋ କୃଷକବଜାର ଠାରେ ବାବା ଆଖଣ୍ଡଳମଣି ଙ୍କ ୧୫ତମ ଜନ୍ମ ବାର୍ଷିକ ମହୋତ୍ସବ ଅନୁଷ୍ଠିତ

ଅନୁଗୋଳ(ଅଜିତ କୁମାର ଭୋଇ) :ଅନୁଗୋଳ ଜିଲ୍ଲା ବଅଁରପାଳ ବ୍ଲକ ଅନ୍ତର୍ଗତ ନାଲକୋ ନଗର କୃଷକ ବଜାର ଠାରେ ବାବା ଆଖଣ୍ଡଳମଣି ଙ୍କ ୧୫ତମ ଜନ୍ମ ବାର୍ଷିକ ମହୋତ୍ସବ ଓ ବିଶ୍ଵ ଶାନ୍ତି ମହାଯଜ୍ଞ ଅନୁଷ୍ଠିତ ହୋଇଯାଇଛି । ତିନି ଦିନ ବ୍ୟାପି…

ବୁଗୁଡ଼ା ଅଞ୍ଚଳରେ ସାଇବର ଠକେଇର ପର୍ଦ୍ଦାଫାସ, ୨ ଅଭିଯୁକ୍ତ ଗିରଫ

ଗଞ୍ଜାମ/ବୁଗୁଡା (ସୋରେନ କୁମାର ପ୍ରଧାନ): ସମ୍ପ୍ରତି ବିଭିନ୍ନ ମାଧ୍ୟମରେ ସଚେତନତା ସତ୍ତ୍ବେ ଲୋକେ ସାଇବର ଠକେଇର ଶିକାର ହୋଇଆସୁଥିବା ବେଳେ ଓଡିଶା ପୋଲିସର ସାଇବର କବଚ ସ୍ବତନ୍ତ୍ର ଅଭିଯାନ ପରିପ୍ରେକ୍ଷୀରେ ବୁଗୁଡା ପୋଲିସ ଏବେ ଏକ ସାଇବର ଠକେଇ ନେଟୱାର୍କର ପର୍ଦ୍ଦାଫାସ…

ପଞ୍ଚାୟତ ସ୍ତରୀୟ ମିଳିତ ଜନଶୁଣାଣି

ଗଞ୍ଜାମ /ବୁଗୁଡ଼ା (ସୋରେନ କୁମାର ପ୍ରଧାନ): ବୁଗୁଡା ବ୍ଲକ ଅନ୍ତର୍ଗତ ଆଶ୍ରମ କରଡାବାଡି ପଞ୍ଚାୟତରେ ଫେବୃଆରୀ ୨୩ ତାରିଖ ଦିନ ପଞ୍ଚାୟତ ସ୍ତରୀୟ ମିଳିତ ଜନଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି । ବୁଗୁଡା ବିଡିଓ ଦୁତିକୃଷ୍ଣ ପାତ୍ରଙ୍କ ତତ୍ତ୍ବାବଧାନରେ ଜନଶୁଣାଣି କାର୍ଯ୍ୟକ୍ରମ…

ଆନ୍ତର୍ଜାତୀୟ ମାତୃଭାଷା ଦିବସ ପାଳିତ

ଗଞ୍ଜାମ/ବୁଗୁଡ଼ା (ସୋରେନ କୁମାର ପ୍ରଧାନ):ସ୍ଥାନୀୟ ସରସ୍ଵତୀ ଶିଶୁ ବିଦ୍ୟା ମନ୍ଦିର ପରିସରରେ ଆନ୍ତର୍ଜାତୀୟ ମାତୃଭାଷା ଦିବସ ପାଳିତ ହୋଇଯାଇଛି। ନିଜ ଭାଷା ଓ ସଂସ୍କୃତି ପ୍ରତି ଛାତ୍ରଛାତ୍ରୀଙ୍କ ମନରେ ସମ୍ମାନ ଭାବ ସୃଷ୍ଟି କରିବା ଉଦ୍ଦେଶ୍ୟରେ ଏହି କାର୍ଯ୍ୟକ୍ରମର ଆୟୋଜନ କରାଯାଇଥିଲା।…

ଚଢ଼ାଉ କରି ଗ୍ରାମର ୬ଜଣଙ୍କୁ ଗିରଫ କରିଛି କଟକ ଅବକାରୀ ବିଭାଗ ।

କଟକ (ଆକାଶ କୁମାର ସ୍ୱାଇଁ) : ଅବକାରୀ ଅଧ୍ୟକ୍ଷକ କରୁଣା ଶଙ୍କର ତିୱାରୀ ଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ କଟକ ଜିଲ୍ଲା ଅବକାରୀ ବିଭାଗ ଏବଂ ନରସିଂହପୁର ତହସିଲଦାର ଏବଂ ଅଲରା ରାଜସ୍ବ ନିରୀକ୍ଷକ ଙ୍କୁ ନେଇ ଗଠିତ 40 ଜଣିଆ ସ୍ବତନ୍ତ୍ର…

ଆଇସିଡିଏସ ପକ୍ଷରୁ ସାଇବର ସୁରକ୍ଷା ସଚେତନତା କର୍ମଶାଳା

ଗଞ୍ଜାମ/ବୁଗୁଡା (ସୋରେନ କୁମାର ପ୍ରଧାନ): ବୁଗୁଡା ସମନ୍ୱିତ ଶିଶୁ ବିକାଶ ପ୍ରକଳ୍ପ କାର୍ଯ୍ୟାଳୟ ପକ୍ଷରୁ ବ୍ଲକ ସମ୍ମିଳନୀ କକ୍ଷରେ ସାଇବର ସୁରକ୍ଷା ସଚେତନତା କର୍ମଶାଳା ଅନୁଷ୍ଠିତ ହୋଇଯାଇଛି । ସରକାରଙ୍କ “ବେଟି ବଚାଓ, ବେଟି ପଢାଓ” ଏବଂ “ବାଲ୍ୟ ବିବାହ ମୁକ୍ତ…

ସମଲ ପୋଲିସ ହାତରେ ଧଳା ଜହର ଚାଲାଣ କାରି ଗିରଫ

ଅନୁଗୋଳ (ଅଜିତ କୁମାର ଭୋଇ): ଅନୁଗୁଳ ଜିଲ୍ଲା କଣିହାଁ ବ୍ଲକ ସମଲ ଥାନାର ଏସଆଇ ବିଚିତ୍ରାନନ୍ଦ ସାହୁ ଓ ସାଥି କର୍ମଚାରୀ ଗତ ୧୬ତାରିଖ ରାତି ୧୨ଟା ବେଳେ ପେଟ୍ରୋଲିଂ କଲାବେଳେ ଜଣେ ବ୍ରାଉନ ସୁଗାର ବ୍ୟବସାୟୀକୁ ଗିରଫ କରିବାରେ ସଫଳ…

ବୁଗୁଡ଼ା ପିପୁଲ୍ସ କଲେଜରେ ରାଜ୍ୟସ୍ତରୀୟ ଅର୍ଥଶାସ୍ତ୍ର ସେମିନାର୍ ଅନୁଷ୍ଠିତ

ଗଞ୍ଜାମ/ବୁଗୁଡ଼ା (ସୋରେନ କୁମାର ପ୍ରଧାନ): ସ୍ଥାନୀୟ ପିପୁଲ୍ସ କଲେଜର ଅର୍ଥଶାସ୍ତ୍ର ବିଭାଗ ପକ୍ଷରୁ “ଭାରତରେ ଅରେଞ୍ଜ ଇକୋନୋମି ବଜେଟ୍ ପ୍ରାଥମିକତା ଏବଂ ଅର୍ଥନୈତିକ ପ୍ରଭାବ” ଶୀର୍ଷକ ଏକ ରାଜ୍ୟସ୍ତରୀୟ ସେମିନାର୍ ଅନୁଷ୍ଠିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମରେ ମୁଖ୍ୟ ବକ୍ତା ଭାବେ ଏସ୍.ବି.ଆର୍.…

ରୁଙ୍ଗଟା ମାଇନ୍ସ ଲିମିଟେଡ଼ରେ ବିଶାଳ ରକ୍ତଦାନ ଶିବିର ଆୟୋଜିତ

କେନ୍ଦୁଝର/ବଡ଼ବିଲ(ସୀତାରାମ ଦୀକ୍ଷିତ) : କେନ୍ଦୁଝର ଜିଲ୍ଲାର ବଡ଼ବିଲ ତହସିଲ ଅନ୍ତର୍ଗତ କାରାଖେନ୍ଦ୍ରାସ୍ଥିତ ରୁଙ୍ଗଟା ମାଇନ୍ସ ଲିମିଟେଡ଼ ଦ୍ୱାରା ଏହାର କାରାଖେନ୍ଦ୍ରା ଷ୍ଟିଲ୍ ପ୍ଲାଣ୍ଟ ପରିସରରେ ଏକ ବ୍ୟାପକ ରକ୍ତଦାନ ଶିବିର ଆୟୋଜନ କରାଯାଇଥିଲା। ସାମାଜିକ ଦାୟିତ୍ୱବୋଧ ଓ ମାନବ ସେବାର ଉଦ୍ଦେଶ୍ୟରେ…

error: Content is protected !!