ଶିକ୍ଷକ ଓ ଶିକ୍ଷୟିତ୍ରୀଙ୍କୁ ଅବସରକାଳୀନ ବିଦାୟ ସମ୍ବର୍ଦ୍ଧନା

ଗଞ୍ଜାମ/ବୁଗୁଡ଼ା(ସୋରେନ କୁମାର ପ୍ରଧାନ): ବୁଗୁଡ଼ା ଗୋଷ୍ଠୀ ଶିକ୍ଷାଧିକାରୀଙ୍କ କାର୍ଯ୍ୟାଳୟ ଅଧିନସ୍ଥ ୪ଟି ବିଦ୍ୟାଳୟର ୫ ଜଣ ଶିକ୍ଷକ ଓ ଶିକ୍ଷୟିତ୍ରୀ ଜାନୁଆରୀ ମାସର ଅନ୍ତିମ ଦିବସରେ ଅବସର ଗ୍ରହଣ କରିଥିବା ବେଳେ ସେମାନଙ୍କୁ ବିଦାୟକାଳୀନ ସମ୍ବର୍ଦ୍ଧନା ଜ୍ଞାପନ ଉଦ୍ଦେଶ୍ଯରେ ଏକ କାର୍ଯ୍ୟକ୍ରମ…

ମହିଳା ୱାକର କ୍ଲବ୍ ତରଫରୁ ୭୭ ତମ ସାଧାଣତନ୍ତ୍ର ଦିବସ ଉପଲକ୍ଷେ ପ୍ରତିଯୋଗିତା

ରାୟଗଡ଼ା (ଗୋପୀନାଥ ଗୌଡ଼): ସ୍ଥାନୀୟ ଇନ୍ଦିରା ନଗର ସ୍ଥିତ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଅଧ୍ୟୟନ କରୁଥିବା ଛାତ୍ର ଛାତ୍ରୀମାନଙ୍କ ମଧ୍ୟରେ ୭୭ ତମ ସାଧାଣତନ୍ତ୍ର ଦିବସ ଉପଲକ୍ଷେ ମହିଳା ୱାକର୍ କ୍ଲବ୍ ତରଫରୁ ବକୃତା ସଙ୍ଗୀତ ଓ ଚିତ୍ରାଙ୍କନ ପ୍ରତିଯୋଗିତା…

ପିପୁଲ୍ସ କଲେଜର ୪୮ତମ ବାର୍ଷିକ କ୍ରୀଡା ଉଦଘାଟିତ

ଗଞ୍ଜାମ/ବୁଗୁଡା (ସୋରେନ କୁମାର ପ୍ରଧାନ): ସ୍ଥାନୀୟ ପିପୁଲ୍ସ କଲେଜର ୪୮ତମ ବାର୍ଷିକ କ୍ରୀଡାର ଶୁଭାରମ୍ଭ ହୋଇଯାଇଛି । ନିକଟସ୍ଥ ଠାକୁରାଣୀ ମନ୍ଦିରରୁ କ୍ରୀଡା ଜ୍ୟୋତି ଆସି ପହଞ୍ଚିବା ପରେ କଲେଜ ଅଧ୍ୟକ୍ଷ ଡ.ପୁରୁଷୋତ୍ତମ ମିଶ୍ରଙ୍କ ଦ୍ବାରା କ୍ରୀଡା ପତାକା ଉତ୍ତୋଳନ ସହ…

ଦୁର୍ଗାମାଧବ ମନ୍ଦିର ପ୍ରତିଷ୍ଠା ପାଇଁ କଳସ ଯାତ୍ରା

ସୁବର୍ଣ୍ଣପୁର (ଶାନ୍ତନୁ କୁମାର କର୍ଣ୍ଣ): ସୁବର୍ଣ୍ଣପୁର ଜିଲ୍ଲା ଉଲୁଣ୍ଡା ବ୍ଲକ ଭଙ୍ଗାମୁଣ୍ଡା ଠାରେ ନବ ନିର୍ମିତ ଦୁର୍ଗାମାଧବ ମନ୍ଦିର ପ୍ରତିଷ୍ଠା ପାଇଁ ସୋମବାର ପୂର୍ବାହ୍ନରେ କଳସଯାତ୍ରା ଅନୁଷ୍ଠିତ ହୋଇଯାଇଛି। ଭଙ୍ଗା ମୁଣ୍ଡା ମଠର ମହନ୍ତ ହରେକୃଷ୍ଣ ଦାସ୍‌ଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ଅନୁଷ୍ଠିତ…

“ଘୁମୁସର ର ସ୍ବର” ପକ୍ଷରୁ ୧୫୮ ତମ ପୁର୍ଣ୍ଣିମା ସାହିତ୍ୟ ଆସର ଓ ସମ୍ବର୍ଦ୍ଧନା ସଭା

ଗଞ୍ଜାମ/ବୁଗୁଡ଼ା (ସୋରେନ କୁମାର ପ୍ରଧାନ)ଓଡ଼ିଆ ଭାଷା ସାହିତ୍ୟ କଳା ଓ ସଂସ୍କୃତି ଗବେଷଣା ପ୍ରତିଷ୍ଠାନ ଘୁମୁସର ର ସ୍ବର ବାଲିପଦର ପକ୍ଷରୁ ୧୫୮ ତମ ପୁର୍ଣ୍ଣିମା ସାହିତ୍ୟ ଆଲୋଚନା ଚକ୍ର ଓ ସମ୍ବର୍ଦ୍ଧନା ସଭା ଅନୁଷ୍ଠିତ ହୋଇଯାଇଛି। ପ୍ରତିଷ୍ଠାନର ସଭାପତି ଡକ୍ଟର…

ପଠାଣି ସାମନ୍ତ ଗଣିତ ମେଧାବୃତ୍ତି ପରୀକ୍ଷା ଦେଲେ ୨୦୭ ଜଣ ଛାତ୍ରଛାତ୍ରୀ

ଗଞ୍ଜାମ/ବୁଗୁଡ଼ା (ସୋରେନ କୁମାର ପ୍ରଧାନ): ସ୍ଥାନୀୟ ପିପୁଲ୍ସ ହାଇସ୍କୁଲ କେନ୍ଦ୍ରରେ ଆଜି ଶିକ୍ଷାବର୍ଷ ୨୦୨୫-୨୬ର ପଠାଣି ସାମନ୍ତ ଗଣିତ ମେଧାବୃତ୍ତି ପରୀକ୍ଷା ଅନୁଷ୍ଠିତ ହୋଇଯାଇଛି । ବୁଗୁଡା ବ୍ଲକ ଓ ଏନ୍‌ଏସି ଅନ୍ତର୍ଗତ ବିଭିନ୍ନ ବିଦ୍ୟାଳୟର ମୋଟ ୨୦୭ ଜଣ ଛାତ୍ରଛାତ୍ରୀ…

ମାଣିବନ୍ଧକୁ ରାଜସ୍ବ ଗ୍ରାମ ଘୋଷଣା ଓ ପଟା ବଣ୍ଟନ କଲେ ମନ୍ତ୍ରୀ ।

ଗଞ୍ଜାମ/ବୁଗୁଡ଼ା (ସୋରେନ କୁମାର ପ୍ରଧାନ):ବୁଗୁଡ଼ା ତହସିଲ ଅନ୍ତର୍ଗତ ଅନ୍ତରପଡା ପଞ୍ଚାୟତର ମାଣିବନ୍ଧ ଗ୍ରାମକୁ ରାଜସ୍ବ ଗ୍ରାମ କରିବା ପାଇଁ ୨୮ ବର୍ଷ ଧରି ଗ୍ରାମ ବାସୀ ଉଦ୍ୟମ କରି ଆସୁଥିଲେ ମଧ୍ୟ ସୁଫଳ ହୋଇ ପାରୁନଥିଲା। ସରକାର ପରିବର୍ତ୍ତନ ହେବା ପରେ…

କୃଷ୍ଣସାର ମୃଗ ଗଣନା କାର୍ଯ୍ୟକ୍ରମ, ମୃଗ ସଂଖ୍ୟା ବୃଦ୍ଧି ଆକଳନ

ଗଞ୍ଜାମ/ବୁଗୁଡ଼ା (ସୋରେନ କୁମାର ପ୍ରଧାନ): ଦକ୍ଷିଣ ଘୁମୁସର ବନଖଣ୍ଡ ଅନ୍ତର୍ଗତ ବୁଗୁଡା ବନାଞ୍ଚଳର ବିଭିନ୍ନ ସ୍ଥାନରେ ବନ ବିଭାଗ ପକ୍ଷରୁ କୃଷ୍ଣସାର ମୃଗ ଗଣନା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ବନାଞ୍ଚଳ ଅଧିକାରୀ ମାନସ କୁମାର ସାହୁଙ୍କ ତତ୍ତ୍ୱାବଧାନରେ ଅନୁଷ୍ଠିତ ଉକ୍ତ କାର୍ଯ୍ୟକ୍ରମରେ…

ଟାଟା ଷ୍ଟିଲ ଫାଉଣ୍ଡେସନ ସହଯୋଗରେ ଷ୍ଟ୍ରବେରୀ ଚାଷ କରି ଉଦାହରଣ ପାଲଟିଛନ୍ତି ଗଙ୍ଗାଧର

କେନ୍ଦୁଝର/ଯୋଡ଼ା (ସୀତାରାମ ଦୀକ୍ଷିତ): କେନ୍ଦୁଝର ଜିଲ୍ଲା ଯୋଡ଼ା ଅଞ୍ଚଳର ଲାଲ ମାଟିରେ ଚାଷ ର ନୂଆ ଅଧ୍ୟାୟ ଆରମ୍ଭ କରିଛନ୍ତି ଚମକପୁର ପଞ୍ଚାୟତ ଅଧୀନ ରେଭେନ୍ସାପୁର (କ) ଗାଁର ଗଙ୍ଗାଧର ମୁଣ୍ଡା। ସ୍ଥାନୀୟ ବୃଦ୍ଧାଶ୍ରମ ନିକଟସ୍ଥ ସୁନା ନଦୀ କୂଳରେ ଆଧୁନିକ…

କୋରାପୁଟ ଜିଲ୍ଲାପାଳଙ୍କର ବଦଳିଲା ନିଷ୍ପତ୍ତି, ଆଜି ସ୍ବାଭାବିକ ରହିବ ଆମିଷ ବିକ୍ରି

କୋରାପୁଟ (ମଣ୍ଡଳ ମିଣିଆକା): କୋରାପୁଟ ଜିଲ୍ଲାରେ ସାଧାରଣତନ୍ତ୍ର ଦିବସରେ ଆମିଷ ବ୍ୟାନ ନିଷ୍ପତ୍ତି ବଦଳାଇଲେ ଜିଲ୍ଲାପାଳ l ଆସନ୍ତା କାଲି କୋରାପୁଟ ଜିଲ୍ଲାରେ ଆମିଷ ବିକ୍ରି ସ୍ବାଭାବିକ ରହିବ। ଜାନୁଆରୀ ୨୬ ସାଧାରଣତନ୍ତ୍ର ଦିବସ ଅବସରରେ କୋରାପୁଟ ଜିଲ୍ଲାରେ ଆମିଷ ଖାଦ୍ୟ…

error: Content is protected !!