ବିଜେପି କୃଷକ ମୋର୍ଚ୍ଚା ଆନୁକୂଲ୍ୟରେ ୨୦୨୫ ନୂତନ ବର୍ଷର ବନ୍ଧୁ ମିଳନ କାର୍ଯ୍ୟକ୍ରମ

କେନ୍ଦୁଝର (ସୀତାରାମ ଦୀକ୍ଷିତ): କେନ୍ଦୁଝରଗଡ଼ସ୍ଥିତ ଅଶୋକ ବାଟିକା ଠାରେ ଜିଲ୍ଲା ସଭାପତି ଶ୍ରୀ ଭାଗିରଥି ସିଂ ଙ୍କ ସଭାପତିତ୍ବରେ ଅନୁଷ୍ଠିତ ହୋଇଯାଇଛି। ଏହି ବଂଧୂ ମିଳନ କାର୍ଯ୍ୟକ୍ରମ ରେ ବିଜେପି କୃଷକ ମୋର୍ଚ୍ଚା ରାଜ୍ୟ ସଭାପତି ଶ୍ରୀ ମହେଶ୍ଵର ସାହୁ ମୁଖ୍ୟ…

ଜିଲ୍ଲାସ୍ଥରୀୟ କୃଷିମେଳା ଉଦଯାପିତ।

ରାୟଗଡା (ଗୋପୀନାଥ ଗୌଡ଼): ରାୟଗଡାରେ ଦୀର୍ଘ ୫ଦିନ ବ୍ୟାପି ଆୟୋଜିତ କୃଷି ମୋହତ୍ସବ ଆଜି ଉଦଯାପିତ ହୋଇଯାଇଛି l ସ୍ଥାନୀୟ ଜି.ଆଇ.ସି.ଆର ପଡିଆ ଠାରେ ଆୟୋଜିତ ଜିଲ୍ଲା ସ୍ଥରୀୟ ଉତ୍ସବ ଓ କୃଷୀ ଯନ୍ତ୍ରପାତି ମେଳାର ଅନ୍ତିମ ଦିନରେ ମୁଖ୍ୟ ଅତିଥି…

ଯୋଗ ପ୍ରଶିକ୍ଷଣ ଶିବିର ଅନୁଷ୍ଠିତ

ସୁବର୍ଣ୍ଣପୁର (ଶାନ୍ତନୁ କୁମାର କର୍ଣ୍ଣ): ସୁବର୍ଣ୍ଣପୁର ଜିଲ୍ଲାର ନାରାୟଣପୁର ହାଇସ୍କୁଲ୍ ପଡିଆ ରେ ହେଉଥିବା ଯୋଗ ପ୍ରଶିକ୍ଷଣ ଶିବିର ଆଜି ଉଦଯାପିତ ହୋଈ ଯାଇଚି । ଏହି ଶିବିର ରେ ଗ୍ରାମରେ ଅନେକ ବୟସ୍କ, ଶିଶୁ ଓ ମହିଳା ଯୋଗ ଦେଇଥିଲେ।…

ଜୁନିୟର ରେଡକ୍ରସ ତରଫରୁ ସଡ଼କ ସୁରକ୍ଷା ସଚେତନତା ଶୋଭାଯାତ୍ରା ଅନୁଷ୍ଠିତ

ସୁବର୍ଣ୍ଣପୁର (ଶାନ୍ତନୁ କୁମାର କର୍ଣ୍ଣ) : ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ କେନଝରିଆପାଲି ସ୍ଥିତ ଆଞ୍ଚଳିକ ଉଚ୍ଚ ବିଦ୍ୟାପୀଠ ଠାରେ ଜୁନିଅର ରେଡ଼କ୍ରସ ଆନୁକୂଲ୍ୟରେ ସଡକ ସୁରକ୍ଷା ସଚେତନତା ଶୋଭାଯାତ୍ରା ଶନିବାର ଅନୁଷ୍ଠିତ ହୋଇଯାଇଛି। ବିଦ୍ୟାଳୟ ପ୍ରଧାନ ଶିକ୍ଷକ ବ୍ରଜମୋହନ…

ସଂସ୍କୃତିର ବାର୍ତ୍ତାବହ ୩୧ତମ ସୁବର୍ଣ୍ଣ ଲୋକ ମହୋତ୍ସବ-୨୦୨୫ ଉଦଯାପିତ

ସୁବର୍ଣ୍ଣପୁର (ଶାନ୍ତନୁ କୁମାର କର୍ଣ୍ଣ) : ସୁବର୍ଣ୍ଣପୁର ଜିଲ୍ଲା ରାମେଶ୍ବର ଷ୍ଟାଡିୟମ ଠାରେ ପାଞ୍ଚ ଦିନ ବ୍ୟାପି ଚାଲିଥିବା ୩୧ତମ ସୁବର୍ଣ୍ଣ ଲୋକ ମହୋତ୍ସବ-୨୦୨୫ ଓ ରାଜ୍ୟସ୍ତରୀୟ ପଲ୍ଲୀଶ୍ରୀ ମେଳା, ଜିଲ୍ଲା ଉନ୍ନୟନ ପ୍ରଦର୍ଶନୀ ତଥା ସୁବର୍ଣ୍ଣ ଫୁଡ ଫେଷ୍ଟ ଉଦ୍‌ଯାପିତ…

କୃଷି ଓ ପାରମ୍ପରିକ ଶିଳ୍ପକୁ ଗୁରୁତ୍ତ୍ଵ ଦେଲେ ପରିବେଶ ବଞ୍ଚିବ – ରାୟଗଡା ନାଗରିକ ମଞ୍ଚ

ରାୟଗଡ଼(ଗୋପୀନାଥ ଗୌଡ଼) : ରାୟଗଡ଼ ଜିଲ୍ଲା ସଦର ମହକୁମା ସ୍ଥିତ ଜଳଛାୟା ପ୍ରକଳ୍ପ ସମ୍ମିଳନୀ କକ୍ଷରେ ପରିବେଶ ଓ ଶିଳ୍ପାନୁଷ୍ଠାନ ମଧ୍ୟରେ ସନ୍ତୁଳନ ରକ୍ଷା ନେଇ ଏକ ସେମିନାର ଅନୁଷ୍ଠିତ କରାଯାଇଛି । ଏହି କାର୍ଯ୍ୟକ୍ରମକୁ ନାଗରିକ ମଞ୍ଚର ସଭାପତି ଡଃ…

ପୂର୍ବତନ ମନ୍ତ୍ରୀ ନବ ଦାସଙ୍କ ପୁଅ ଥାନାରେ ଅଟକ,ଛତିଶଗଡ଼ ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ନବୀନ

ଭୁବନେଶ୍ୱର (ସମୀର ରଞ୍ଜନ ନାୟକ) : ପୂର୍ବତନ ମନ୍ତ୍ରୀ ନବ ଦାସଙ୍କ ପୁଅ ବିଶାଳ ଦାସ ଥାନାରେ ଅଟକ। ଛତିଶଗଡ଼ ମହାସମୁଦ୍‌ ଜିଲ୍ଲା ସରେଇପାଲି ଥାନା ପୋଲିସ ବିଶାଳଙ୍କୁ ଅଟକ ରଖିଛି। ଗତକାଲି ବିଳମ୍ବିତ ରାତିରୁ ବିଶାଳ ଅଟକ ଥିବା ସୂଚନା…

କୋଟିଆ ଭାଗ୍ୟ କେବେ ବଦଳିବ

ଭୁବନେଶ୍ୱର (ସମୀର ରଞ୍ଜନ ନାୟକ): ଓଡିଶା ରାଜ୍ୟର ଜନସାଧାରଣ ମାନେ ପଡୋଶୀ ରାଜ୍ୟର ଲୋକ ସହ ଭାଇଚାରା ସମ୍ପର୍କରେ ଚଳନ୍ତି ଏବଂ ପଡୋଶୀ ରାଜ୍ୟର ଅଧିବାସୀ ମାନେ ମଧ୍ୟ୍ୟ ଓଡିଶା ସୀମାନ୍ତରେ ବାସ କରୁଥିବା ଲୋକଙ୍କ ସହିତ ମଧ୍ୟ ଉତ୍ତର ସମ୍ପର୍କ…

ସନସାଇନ ସ୍ପୋର୍ଟିଙ୍ଗ କ୍ଲବର ଅନୁଷ୍ଠିତ ଆନ୍ତଃଜିଲ୍ଲା କ୍ରିକେଟ ଟୁର୍ଣ୍ଣାମେଣ୍ଟ ଉଦଯାପିତ

ଭୁବନେଶ୍ୱର (ସମୀର ରଞ୍ଜନ ନାୟକ): ଖୋର୍ଦ୍ଧା ଜିଲ୍ଲା ଅଧିନସ୍ଥ ବାଣପୁର ବ୍ଲକ ଅନ୍ତର୍ଗତ ଓଡ଼ଗାଁ ଠାରେ ସନସାଇନ ସ୍ପୋର୍ଟିଙ୍ଗ କ୍ଲବର ଆନ୍ତଃଜିଲ୍ଲା କ୍ରିକେଟ ଟୁର୍ଣ୍ଣାମେଣ୍ଟ ଉଦଯାପିତ ହୋଇଯାଇଛି l ଏଗାରଦିନ ବ୍ୟାପି ଚାଲିଥିବା ଟୁର୍ଣ୍ଣାମେଣ୍ଟରେ ସମୁଦାୟ ୧୬ଟି ଟିମ ସାମିଲ ହୋଇଥିଲା…

ଅପ୍ରାଇଜ ଗ୍ରୁପ୍ ଅଫ ଇନଷ୍ଟିଚ୍ୟୁଟ ତରଫରୁ ଆଲୋଚନା ଚକ୍ର ଅନୁଷ୍ଠିତ

ବରଗଡ : ବରଗଡ଼ ଜିଲ୍ଲା ଅତାବିରା ବ୍ଲକ ଅନ୍ତର୍ଗତ ଲାଦର ପାଲି ସ୍ଥିତ ମାଁ ରାମଚଣ୍ଡୀ ମନ୍ଦିର ପରିସରରେ ଅପ୍ରାଇଜ ଗ୍ରୁପ୍ ଅଫ ଇନଷ୍ଟିଚ୍ୟୁଟ, ବରଗଡ଼ ପକ୍ଷରୁ ଛାତ୍ରଛାତ୍ରୀ ମାନଙ୍କ ଭବିଷ୍ୟତ ନିର୍ମାଣ ଉପରେ ଏକ ଆଲୋଚନା ଚକ୍ର ଅନୁଷ୍ଠିତ ହୋଇଥିଲା।…

error: Content is protected !!