ସର୍ବଭାରତୀୟ ପୋଲିସ ଜୋନାଲ୍ କ୍ରିକେଟ ଓଡ଼ିଶା ଟିମରେ ସୁବର୍ଣ୍ଣପୁରର ପୁରୁଷୋତ୍ତମ

ସୁବର୍ଣ୍ଣପୁର (ଶାନ୍ତନୁ କୁମାର କର୍ଣ୍ଣ): ଆସନ୍ତା ୪ ତାରିଖରେ ଆସାମ ରାଜ୍ୟର ଗୌହାଟି ଠାରେ ହେବାକୁ ଥିବା ଭାରତୀୟ ପୋଲିସ ଜୋନାଲ କ୍ରିକେଟ ଟୁର୍ନାମେଣ୍ଟ ରେ ଓଡିଶା ରାଜ୍ୟ ପୋଲିସ ଦଳରେ ସୁବର୍ଣ୍ଣପୁର ଜିଲ୍ଲା ପୋଲିସର ବି. ପୁରୁଷୋତ୍ତମ ପାତ୍ର (ପୁରୁ…

ବିଭିନ୍ନ ଶିକ୍ଷାନୁଷ୍ଠାନରେ ସରସ୍ଵତୀ ପୂଜା

ଗଞ୍ଜାମ/ବୁଗୁଡ଼ା (ସୋରେନ କୁମାର ପ୍ରଧାନ): ପବିତ୍ର ମାଘ ଶୁକ୍ଳ ପଞ୍ଚମୀ ତିଥିରେ ବୁଗୁଡ଼ା ଅଞ୍ଚଳର ବିଭିନ୍ନ ଶିକ୍ଷାନୁଷ୍ଠାନରେ ବିଦ୍ଯାଦାତ୍ରୀ ମା ସରସ୍ୱତୀଙ୍କ ପୂଜା ଉତ୍ସବ ଅନୁଷ୍ଠିତ ହୋଇଯାଇଛି । ସ୍ଥାନୀୟ ଶ୍ରୀ ଅରବିନ୍ଦ ପୂର୍ଣ୍ଣାଙ୍ଗ ଶିକ୍ଷାକେନ୍ଦ୍ର , ସରସ୍ବତୀ ଶିଶୁ ବିଦ୍ୟା…

ସରସ୍ଵତୀ ଶିଶୁ ବିଦ୍ୟା ମନ୍ଦିରରେ ନିଷ୍କ୍ରମଣ ଉତ୍ସବ

ଗଞ୍ଜାମ/ବୁଗୁଡ଼ା (ସୋରେନ କୁମାର ପ୍ରଧାନ): ସ୍ଥାନୀୟ ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିର ପକ୍ଷରୁ ସ୍ବପରିସରରେ ନିଷ୍କ୍ରମଣ ଉତ୍ସବ ଅନୁଷ୍ଠିତ ହୋଇଯାଇଛି । ପରିଚାଳନା ସମିତି ସଭାପତି ବ୍ରଜ କିଶୋର ପାଢ଼ୀଙ୍କ ପୌରହିତ୍ଯରେ ଅନୁଷ୍ଠିତ ଉକ୍ତ ଉତ୍ସବରେ ମୁଖ୍ୟ ଅତିଥି ଭାବେ ବିରଞ୍ଚିପୁର…

ଟ୍ରାଫିକ ବିହୀନ ୱାନ ୱେ ଟ୍ରାଫିକ ଛକ। ଘଟୁଛି ଦୁର୍ଘଟଣା।

ରାୟଗଡ଼ (ଗୋପୀନାଥ ଗୌଡ଼): ରାୟଗଡ଼ ସହର ମେରୁଦଣ୍ଡ କୁହାଯାଉଥିବା ଷ୍ଟେଟ ବ୍ୟାଙ୍କ ଛକ ବର୍ତ୍ତମାନ୍ ଦୁର୍ଘଟଣାର କେନ୍ଦ୍ର ବିନ୍ଦୁ ପାଲଟିଛି। କହିବାକୁ ଗଲେ ପ୍ରତ୍ୟେକ ଦିନ ଏହି ଛକରେ ଛୋଟ ମୋଟ ଦୁର୍ଘଟଣା ଘଟୁଛି। ଏହି ଛକ ନିକଟରେ ସର୍ବଦା ଜନ…

ଚନ୍ଦ୍ରଭାଗାରେ ମୁତୟନ ହେବେ ୩୩ ପ୍ଲାଟୁନ ପୋଲିସ ଫୋର୍ସ,

ପୁରୀ (ସମୀର ରଞ୍ଜନ ନାୟକ):ମାଘ ସପ୍ତମୀ ବୁଡ଼ ପାଇଁ ଚନ୍ଦ୍ରଭାଗାରେ ଲକ୍ଷାଧିକ ଭକ୍ତଙ୍କ ସମାଗମ ହେବ । ପୁରୀ ପୋଲିସ ପକ୍ଷରୁ ବ୍ୟାପକ ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି । ସୁରକ୍ଷା ଦାୟିତ୍ବରେ ମୁତୟନ ହେବେ ୩୩ ପ୍ଲାଟୁନ ପୋଲିସ ଫୋର୍ସ…

ଫେବ୍ରୁଆରୀ ୮ରେ ମିଳିବ ୪ର୍ଥ ପର୍ଯ୍ୟାୟ ସୁଭଦ୍ରା ଟଙ୍କା – ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା

ଭୁବନେଶ୍ୱର (ସମୀର ରଞ୍ଜନ ନାୟକ): ଫେବ୍ରୁଆରୀ ୮ରେ ୪ର୍ଥ ପର୍ଯ୍ୟାୟ ସୁଭଦ୍ରା । ସୂଚନା ଦେଲେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା । ଯାଜପୁରରେ ‘ସୁଭଦ୍ରା’ ଟଙ୍କା ବଣ୍ଟନ କାର୍ଯ୍ୟକ୍ରମ । ୩ ଓ ୪ ତାରିଖରେ ବ୍ୟାଙ୍କରେ NPCI ଚେକ୍‌ କରିପାରିବେ…

ଅମ୍ବାଦଳାରୁ ସୁନା ଅଳଙ୍କାର ଲୁଟ୍ ଘଟଣା ନାବାଳକ ନିକଟରୁ ୪୩୦ ଗ୍ରାମ ସୁନା ଅଳଙ୍କାର ଉଦ୍ଧାର

ରାୟଗଡ଼ା (ଗୋପୀନାଥ ଗୌଡ଼): ରାୟଗଡ଼ା ଜିଲା ମୁନିଗୁଡା ବ୍ଲକ ଅମ୍ବାଦଳାର ଏକ ସୁନା ଦୋକାନ ସମ୍ମୁଖରୁ ଲୁଟ୍ ଘଟଣାରେ ରାୟଗଡା ଜିଲା ପୁଲିସକୁ ମିଳିଛି ବଡ ସଫଳତା। ଲୁଟ୍ ହୋଇଥିବା ୪୩୦ ଗ୍ରାମର ସୁନା ଅଳଙ୍କାର ଉଦ୍ଧାର କରିଛି ସ୍ବତନ୍ତ୍ର ପୁଲିସ…

ପାଇକପଡା ଠାରେ ଜଗନ୍ନାଥ ମନ୍ଦିର ପ୍ରତିଷ୍ଠା ଉତ୍ସବ ।

ରାୟଗଡ଼ା (ଗୋପୀନାଥ ଗୌଡ଼): ରାୟଗଡ଼ା ଜିଲ୍ଲା କୋଲନରା ବ୍ଲକ୍ ଅଧିନ ପାଇକ ପଢା ଗ୍ରାମଠାରେ ତିନିଦିନ ଧରି ଶ୍ରୀ ଜଗନ୍ନାଥ ଓ ମାତା ଲକ୍ଷ୍ମୀଙ୍କ ମନ୍ଦିର ପ୍ରତିଷ୍ଠା ଉତ୍ସବ ଅନୁଷ୍ଠିତ ହୋଇ ଯାଇଛି। ଏହି ପ୍ରତିଷ୍ଠା ଉତ୍ସବ ଗତ ଜାନୁୟାରୀ ୩୦…

ରାୟଗଡ଼ ଜିଲ୍ଲା କଂଗ୍ରେସର ସାମ୍ୱାଦିକ ସମ୍ମିଳନୀ।

ରାୟଗଡା (ଗୋପୀନାଥ ଗୌଡ଼): ଜିଲ୍ଲାପାଳ ପାରୁଲ ପଟୱରୀ ଓ ପୂର୍ବତନ ମଙ୍ଗଳ ଅଧିକାରୀ ଅସୀମା ରାଓଙ୍କ ମଧ୍ଯରେ ଲାଗି ରହିଥିବା ବିବାଦ ଏବେ ଦାଣ୍ଡରେ ପଡି ହାଟରେ ଗଡୁଛି। ଜିଲ୍ଲାପାଳ ପଟୱରୀ ଅସୀମାଙ୍କୁ ମାନସିକ ନିର୍ଯାତନା ଦେବା ସହ ବାରମ୍ବାର ଏକ…

ଛାତ୍ର ଛାତ୍ରୀ ମାନଙ୍କୁ ବିଦାୟ କାଳୀନ ସମ୍ବର୍ଦ୍ଧନା।

ରାୟଗଡ଼ (ଗୋପୀନାଥ ଗୌଡ଼): ଗୋବିନ୍ଦ ଚନ୍ଦ୍ର ଦେବ ଜିଲ୍ଲା ହାଇସ୍କୁଲ ରାୟଗଡ଼ ଠାରେ ବିଦ୍ୟାଳୟର ଦଶମ ଶ୍ରେଣୀରେ ପଢ଼ୁଥିବା ଛାତ୍ର ଛାତ୍ରୀ ମାନଙ୍କ ପାଇଁ, ନବମ ଶ୍ରେଣୀ ଛାତ୍ରଛାତ୍ରୀ ମାନଙ୍କ ସାହାଯ୍ୟରେ ଏକ ବିଦାୟକାଳୀନ ସମ୍ବର୍ଦ୍ଧନା ସଭାର ଆୟୋଜନ କରାଯାଇଥିଲା। ଏହି…

error: Content is protected !!