ଗଞ୍ଜାମ/ବୁଗୁଡ଼ା (ସୋରେନ କୁମାର ପ୍ରଧାନ): ଗଞ୍ଜାମ ଜିଲ୍ଲା ଅନ୍ତର୍ଗତ ବୁଗୁଡ଼ା ସହରର ଅଗ୍ରଣୀ ଶିକ୍ଷାନୁଷ୍ଠାନ ନିୟୁ ଏରା ପବ୍ଲିକ ସ୍କୁଲକୁ ପ୍ରକୃତି ମିତ୍ର ପୁରସ୍କାର ମିଳିଛି। ଭୁବନେଶ୍ୱର ସ୍ଥିତ କୃଷି ଶିକ୍ଷା ସଦନରେ ଏକ ବର୍ଣ୍ଣାଢ଼୍ୟ ଉତ୍ସବରେ ଓଡ଼ିଶାର ଜଙ୍ଗଲ ପରିବେଶ…
Author: Shree khetra News
ଶ୍ରୀ ନୀଳକଣ୍ଠେଶ୍ଵର ବାବା ଓ ମାତା ପାର୍ବତୀ ଙ୍କ ବିବାହ ସମ୍ପନ୍ନ: ମନ୍ଦିରକୁ ଫେରିଲେ ଦେବ ଦମ୍ପତ୍ତି
ସୁବର୍ଣ୍ଣପୁର (ଶାନ୍ତନୁ କୁମାର କର୍ଣ୍ଣ): ସୁବର୍ଣ୍ଣପୁର ଜିଲ୍ଲା ତରଭା ବ୍ଲକ ଶ୍ରୀ ନୀଳକଣ୍ଠେଶ୍ଵର ମନ୍ଦିର ପରିସରରେ ନିରାଡ଼ମ୍ବର ଭାବରେ ଦେବଦେବ ମହାଦେବ ଓ ମାତା ପାର୍ବତୀଙ୍କ ବିବାହ ସମ୍ପନ୍ନ ହୋଇ ଯାଇଛି I ଶନିବାର ପୂର୍ବାହ୍ନରେ ମହାଦେବ ଓ ମାତା ପାର୍ବତୀଙ୍କ…
ରେଜାଙ୍ଗାଲା ସହିଦ୍ ମାଟି କଳସକୁ ଭବ୍ୟ ସ୍ଵାଗତ।
ରାୟଗଡ଼ (ଗୋପୀନାଥ ଗୌଡ଼): ରାୟଗଡ଼ ଜିଲ୍ଲା ଯାଦବ ମହାସଭା ପକ୍ଷରୁ ପବିତ୍ର ରେଜାଙ୍ଗାଲା ମାଟି କଳସକୁ ରାୟଗଡ଼ ର କଲେଜ୍ ରୋଡ଼ ନିକଟସ୍ଥ ଶ୍ରୀ ଶ୍ରୀ ରାଧାକୃଷ୍ଣ ମନ୍ଦିର ପ୍ରାଙ୍ଗଣରେ ଭବ୍ୟ ସ୍ଵାଗତ କରଯାଇଛି। ଏହି ପବିତ୍ର କଳସ କୁ କାଶିପୁର…
ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ କରକମଳରେ ସ୍ୱୟଂଚାଳିତ ଯାନ ଚାଳନା ପରୀକ୍ଷଣ କେନ୍ଦ୍ରର ଉଦଘାଟନ
ସୁବର୍ଣ୍ଣପୁର (ଶାନ୍ତନୁ କୁମାର କର୍ଣ୍ଣ): ଓଡିଶା ସରକାର ପରିବହନ ବିଭାଗ ଦ୍ୱାରା ସୁବର୍ଣ୍ଣପୁର ଜିଲ୍ଲାବାସୀଙ୍କ ସୁବିଧା ପାଇଁ ସୁବର୍ଣ୍ଣପୁର ଜିଲ୍ଲାର ସାହାଜପିଟାସ୍ଥିତ ଜିଲ୍ଲା ସ୍ୱୟଂଚାଳିତ ଯାନ ଚାଳନା ପରୀକ୍ଷଣ କେନ୍ଦ୍ରର ଆଜି ଉଦ୍ଘାଟନ ଓ ଲୋକାର୍ପଣ କରାଯାଇଛି। ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ…
ବିକଶିତ କୃଷି ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ର ଶୁଭାରମ୍ଭ
କେନ୍ଦୁଝର/ଚମ୍ପୁଆ (ପ୍ରଦୀପ ମହାନ୍ତ):ଚମ୍ପୁଆ ବ୍ଲକର ହୁଞ୍ଜପଶି ଓ ଚିମିଳା ଠାରେ ବିକଶିତ କୃଷି ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମର ଶୁଭାରମ୍ଭ ହୋଇ ଯାଇଛି। ହୁଞ୍ଜପଶି ଓ ଚିମିଳା ପଞ୍ଚାୟତ କାର୍ଯ୍ୟାଳୟ ପରିସରରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ସ୍ଥାନୀୟ ସରପଞ୍ଚ ମଞ୍ଜୁଲତା ନାୟକ, ବ୍ଲକ…
ଆଜି ବି ମନରୁ ଲିଭିନି ସେଦିନର ସେହି କାଳ ରାତ୍ରୀର କରାଳ ରୂପ
ଅନୁଗୋଳ (ଅଜିତ କୁମାର ଭୋଇ): ଆଜି ବି ମନରୁ ଲିଭିନି ସେଦିନର ସେହି କାଳ ରାତ୍ରୀ କରାଳ ରୂପ,ବାହାନଗା ଟ୍ରେନ ଟ୍ରାଜେଡି କୁ ବିତିଲା ଦୁଇ ବର୍ଷ।ସେହି ନିରୀହ ନିଷ୍ପାପ ଯାତ୍ରୀ ମାନଙ୍କ ପାଇଁ ଅଶ୍ରୁଳ ଶ୍ରଦ୍ଧାଞ୍ଜଳି।ମନେ ଆଜି ସେଦିନର ସେହି…
ବୁଗୁଡ଼ାରେ ୭ଟି ୟୁପିଏସକୁ ଗୋଦାବରୀଶ ମିଶ୍ର ଆଦର୍ଶ ପ୍ରାଥମିକ ବିଦ୍ୟାଳୟ ଘୋଷିତ
ଗଞ୍ଜାମ/ବୁଗୁଡା (ସୋରେନ କୁମାର ପ୍ରଧାନ): ରାଜ୍ୟସରକାର ପକ୍ଷରୁ ବିଦ୍ୟାଳୟ ମାନଙ୍କରେ ପିଲାମାନଙ୍କ ଗୁଣାତ୍ମକ ଶୈକ୍ଷିକର ବୃଦ୍ଧି ନିମନ୍ତେ ବ୍ଲକ ସ୍ତରରେ ଗୋଦାବରୀଶ ମିଶ୍ର ଆଦର୍ଶ ପ୍ରାଥମିକ ବିଦ୍ୟାଳୟ ଭାବରେ କିଛି ବିଦ୍ୟାଳୟକୁ ଘୋଷଣା କରାଯାଇଛି । ଏଥିରେ ସ୍ଥାନୀୟ ବିଧାୟକ ତଥା…
ପ୍ରାତଃଭ୍ରମଣବେଳେ ମହିଳାଙ୍କଠୁ ଅଳଙ୍କାର ଲୁଟ୍ ଅଭିଯୋଗ
ଗଞ୍ଜାମ/ବୁଗୁଡ଼ା (ସୋରେନ କୁମାର ପ୍ରଧାନ):ବୁଗୁଡ଼ା ସହର ଉପକଣ୍ଠସ୍ଥ ସ୍ବାଗତ ତୋରଣ ନିକଟରେ ପ୍ରାତଃଭ୍ରମଣରେ ଯାଇଥିବା ଜନୈକା ମହିଳାଙ୍କଠାରୁ ସୁନା ଅଳଙ୍କାର ଲୁଟ ଘଟଣା ସାଧାରଣରେ ଚର୍ଚ୍ଚାର ବିଷୟ ପାଲଟିଛି । ଲୁଟର ଶିକାର ହୋଇଥିବା ମହିଳା ଜଣକ ହେଲେ ସ୍ଥାନୀୟ ଶକ୍ତିନଗର…
ସୁବର୍ଣ୍ଣପୁରରେ ସହରାଞ୍ଚଳ ସ୍ଵାସ୍ଥ୍ୟସେବା ଶିବିର ଅନୁଷ୍ଠିତ
ସୁବର୍ଣ୍ଣପୁର(ଶାନ୍ତନୁ କୁମାର କର୍ଣ୍ଣ): ସୁବର୍ଣ୍ଣପୁର ପୌରାଞ୍ଚଳ ଅଧିନସ୍ଥ ୱାର୍ଡ ନ ୧୨ ଥାନାପତି ପଡା ଅଙ୍ଗନୱାଡି କେନ୍ଦ୍ର ଠାରେ ସହରାଞ୍ଚଳ ସ୍ୱାସ୍ଥ୍ୟ ଆୟୁଷ୍ମାନ ଆରୋଗ୍ୟ ମନ୍ଦିର ସୋନପୁର ଆନୁକୂଲ୍ୟରେ ସନ୍ଧ୍ୟା ୪ଟା ରୁ ୭ ଟା ପର୍ଯ୍ୟନ୍ତ ଏକ ସ୍ୱାସ୍ଥ୍ୟ ସେବା…
ସୁବର୍ଣ୍ଣପୁର ଠାରେ ଗୋ ସେବା ପାଳନ କେନ୍ଦ୍ର ର ଶୁଭ ଉଦ୍ଘାଟନ କଲେ ଜିଲ୍ଲାପାଳ
ସୁବର୍ଣ୍ଣପୁର (ଶାନ୍ତନୁ କୁମାର କର୍ଣ୍ଣ) :ସୁବର୍ଣ୍ଣପୁର ଜିଲ୍ଲା କୁଲପଡା ଠାରେ ଗୋପାଳଜୀ ଗୋ ସେବା ଚାରିଟେବୁଲ ଟ୍ରଷ୍ଟ ପକ୍ଷରୁ ଗୋ ସେବା ପାଳନ କେନ୍ଦ୍ରର ଶୁଭ ଉଦଘାଟନ ହୋଇଯାଇଛି। ଏହାକୁ ସୁବର୍ଣ୍ଣପୁର ଜିଲ୍ଲାପାଳ ଅନ୍ୟା ଦାସ ଉଦଘାଟନ କରିବା ସହ ଟ୍ରଷ୍ଟ…
