କଟକ (ଆକାଶ କୁମାର ସ୍ୱାଇଁ): ପ୍ରତିବର୍ଷ ପରି ଚଳିତ ବର୍ଷ ମାର୍ଚ୍ଚ ୨୯ ଓ ୩୦ତାରିଖରେ ନଦୀକୂଳ ସାହି ପ୍ରିମିୟର ଲିଗ୍ ସିଜନ-୪ ବିଶ୍ଵଜିତ ମେମୋରିଆଲ୍-୨୦୨୫ କଟକ ଶିଖରପୁର କମଳାକାନ୍ତ ବିଦ୍ୟାପୀଠ ଖେଳ ପଡିଆରେ ଅନୁଷ୍ଠିତ ହେବ ବୋଲି କଟକ ଶିଖରପୁର…
Author: Shree khetra News
ଗୋଟିଏ ରାତିରେ ୩ କୋଟି ଜିତି ଭାଗ୍ୟ ବଦଳିଗଲା କେନ୍ଦୁଝର ଜିଲ୍ଲାର ଗୁରୁଚରଣ ଜମୁଦାଙ୍କର
କେନ୍ଦୁଝର (ସୀତାରାମ ଦୀକ୍ଷିତ ): ଗୋଟିଏ ରାତିରେ ୩ କୋଟି ଭାଗ୍ୟ ବଦଳାଇ ଦେଲା କେନ୍ଦୁଝର ଜିଲ୍ଲାର ଚମ୍ପୁଆ ଥାନା ଅନ୍ତର୍ଗତ ଚମକପୁର କ୍ଷେତ୍ରର ରେଭେନସାପୁର ଗାଁର ୨୯ ବର୍ଷିୟ ଯୁବକ ଗୁରୁଚରଣ ଜମୁଦା, ରାତା ରାତି ଗୁରୁଚରଣଙ୍କ ଭାଗ୍ୟ ବଦଳି…
୧୫ ବର୍ଷ ରୁ କମ୍ ଇଣ୍ଟର କ୍ଲବ୍ ଫୁଟବଲ୍ ଚାମ୍ପିଅନସିପ ୨୦୨୫ ପାଇଁ ପ୍ରସ୍ତୁତି ଆରମ୍ଭ
ସୁବର୍ଣ୍ଣପୁର (ଶାନ୍ତନୁ କୁମାର କର୍ଣ୍ଣ ):ଆସନ୍ତା ଏପ୍ରିଲ ୨ ତାରିଖ ରେ ସୁବର୍ଣ୍ଣପୁର ଗାନ୍ଧୀ ଷ୍ଟାଡିୟମ ରେ ହେବାକୁ ଥିବା ୧୫ ବର୍ଷ ରୁ କମ୍ ଇଣ୍ଟର କ୍ଳବ୍ ଜିଲ୍ଲା ସ୍ତରୀୟ ଫୁଟବଲ୍ ଚାମ୍ପିଅନସିପ ୨୦୨୫ ପାଇଁ ସୁବର୍ଣ୍ଣପୁର ଜିଲ୍ଲା କ୍ରିଡ଼ା…
ଆଦିତ୍ୟ ଆଲୁମିନା ରିଫାଇନାରୀର ତରଫରୁ ‘ଞ୍ୟାନବୃଦ୍ଧି ପାଠଶାଳା’ ଶୁଭାରମ୍ଭ
ରାୟଗଡ଼ା(ଗୋପୀନାଥ ଗୌଡ଼): ଆଦିତ୍ୟ ଅଲୁମିନା ରିଫାଇନରୀ, ହିଣ୍ଡାଲକୋ ଇଣ୍ଡଷ୍ଟ୍ରିଜ ଲିମିଟେଡ଼, ଆଦିତ୍ୟ ବିର୍ଲା ଗ୍ରୁପର ଏକ ସହଯୋଗୀ କମ୍ପାନୀ, ଏହାର ପରିପାର୍ଶ୍ୱିକ ଅଞ୍ଚଳରେ ଶିକ୍ଷା ବ୍ୟବସ୍ଥାକୁ ସୁଦୃଢ ନିମନ୍ତେ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ଗ୍ରହଣ କରିଛି।ଶୈଶବକୁ ସଶକ୍ତ ସକାଶେ ଆଦିତ୍ୟ ରିଫାଇନାରୀର…
ରାୟଗଡ଼ ସହର ମଧ୍ୟ ଦେଇ ୨୪ ଘଣ୍ଟା ଭାରି ଯାନ ଚଳାଚଳ ଚିନ୍ତାର କାରଣ।
ରାୟଗଡ଼(ଗୋପୀନାଥ ଗୌଡ଼): ରାୟଗଡ଼ ସହର ମଧ୍ୟ ଦେଇ ଦିନରାତି ୨୪ ଘଣ୍ଟା ଭାରି ଯାନ ଚଳାଚଳ ସାଧାରଣ ଲୋକଙ୍କ ପାଇଁ ଚିନ୍ତାର କାରଣ ପାଲଟିଛି। ପ୍ରତ୍ୟେକ ଦିନ ରାୟଗଡ଼ ସହରକୁ ୧୦ ଗୋଟି ବ୍ଲକଏବଂ ଆଖପାଖ ଗ୍ରାମାଞ୍ଚଳରୁ ଲୋକେ ନିଜ ନିଜର…
ଆଗାମୀ ଦୁଇ ବର୍ଷ ମଧ୍ୟରେ ତୁଟିବ ଜଗନ୍ନାଥ ଜମି ବିବାଦ – ପୃଥ୍ୱୀରାଜ ହରିଚନ୍ଦନ
ଭୁବନେଶ୍ୱର (ସମୀର ରଞ୍ଜନ ନାୟକ) ତିନି ମାସ ମଧ୍ୟରେ ରାଜ୍ୟ ସରକାର ନୂଆ ୟୁନିଫର୍ମ ଲ୍ୟାଣ୍ଡ ପିଲିସି ଆଣିବାକୁ ଯାଉଛନ୍ତି। ଏନେଇ କ୍ୟାବିନେଟ ବୈଠକରେ ଦିଆଯିବ ଅନୁମୋଦନ। ରାଜ୍ୟବ୍ୟାପୀ ଜଗନ୍ନାଥଙ୍କ ଜମି ବିବାଦ ଦୁଇ ବର୍ଷ ମଧ୍ୟରେ ତୁଟିବ ବୋଲି ଗୃହରେ…
ନବୀନଙ୍କ ଅଚାନକ ତାମିଲନାଡୁ ଗସ୍ତକୁ ନେଇ ରାଜନୀତିକ ଉଷ୍ମତା ବୃଦ୍ଧି ପାଇଛି
ଭୁବନେଶ୍ୱର (ସମୀର ରଞ୍ଜନ ନାୟକ):ବିରୋଧୀ ଦଳ ନେତା ତଥା ବିଜୁ ଜନତା ଦଳ (ବିଜେଡି)ର ସୁପ୍ରିମୋ ନବୀନ ପଟ୍ଟନାୟକ ଶୁକ୍ରବାର ଦିନ ତାମିଲନାଡୁର କୋଇମ୍ବାଟୁର ବିମାନବନ୍ଦରରେ ଦେଖିବାକୁ ମିଳିଛି। ତାଙ୍କ ସହ ତାଙ୍କର ଘନିଷ୍ଠ ସହଯୋଗୀ ଭି.କେ. ପାଣ୍ଡିଆନ ମଧ୍ୟ ଉପସ୍ଥିତ…
ପୋଚାଲୁଣ୍ଡି ଓ ଭାମଶ୍ୟାଳି ରେ ପ୍ରସିଦ୍ଧ ଦଣ୍ଡଯାତ୍ରା ଆରମ୍ଭ
ଗଞ୍ଜାମ/ବୁଗୁଡା (ସୋରେନ କୁମାର ପ୍ରଧାନ) : ବୁଗୁଡା ବ୍ଳକ ଅନ୍ତର୍ଗତ ପୋଚାଲୁଣ୍ଡି ଏବଂ ଭାମଶ୍ୟାଳି ଗ୍ରାମରେ ପ୍ରସିଦ୍ଧ ଦଣ୍ଡଯାତ୍ରା ଆରମ୍ଭ ହୋଇଯାଇଛି । ଯାତ୍ରାର ପ୍ରଥମ ଦିନରେ ଦଣ୍ଡ ଉଠୁଥିବା କାଳୀ ମନ୍ଦିର ଗୁଡିକରେ ପାରମ୍ପରିକ ରୀତିନୀତି ପ୍ରକାରେ ସମସ୍ତ କାର୍ଯ୍ୟ…
ସାଂସ୍କୃତିକ ଓ ସମାଜିକ ଅନୁଷ୍ଠାନ ଭୂମିକା ତରଫରୁ ବିଶ୍ଵ ନାଟ୍ୟ ଦିବସ ପାଳିତ
ସୁବର୍ଣ୍ଣପୁର (ଶାନ୍ତନୁ କୁମାର କର୍ଣ୍ଣ): ବିଶ୍ଵ ନାଟ୍ୟ ଦିବସରେ ଅବସରରେ ଓଡ଼ିଶାର ଅଗ୍ରଣୀ ସାମାଜିକ ସାଂସ୍କୃତିକ ଅନୁଷ୍ଠାନ “ଭୂମିକା” ତରଫରୁ ଗ୍ରାମାଞ୍ଚଳର ନାଟ୍ୟ ପରମ୍ପରାକୁ ଉଜ୍ଜୀବିତ କରି ରଖିବା ପାଇଁ ସୁବର୍ଣ୍ଣପୁର ଜିଲ୍ଲାର ତରଭା ନିକଟସ୍ଥ ସରଗଜ ଗ୍ରାମରେ ବିଶ୍ୱ ନାଟ୍ୟ…
ଆଦର୍ଶ ସରକାରୀ ଉପ୍ରା ବିଦ୍ୟାଳୟର ବାର୍ଷିକ ଉତ୍ସବ ପାଳନ
ସୁବର୍ଣ୍ଣପୁର (ଶାନ୍ତନୁ କୁମାର କର୍ଣ୍ଣ ସୋନପୁର ଆଦର୍ଶ ସରକାରୀ ଉ. ପ୍ରା ବିଦ୍ୟାଳୟ ଶିକ୍ଷା ବର୍ଷ ୨୦୨୪-୨୫ ର ବାର୍ଷିକ ଉତ୍ସବ ମହାସମାରୋହରେ ପାଳିତ ହୋଇଯାଇଛି l ମୁଖ୍ୟ ଅତିଥି ଭାବରେ ସୁବର୍ଣ୍ଣପୁର ଅତିରିକ୍ତ ଜିଲ୍ଲାପାଳ ଶ୍ରୀମତୀ ଅଞ୍ଜଳିନା ପ୍ରଧାନ ଯୋଗଦେଇ…
