ସୁବର୍ଣ୍ଣପୁର (ଶାନ୍ତନୁ କୁମାର କର୍ଣ୍ଣ): ସୁବର୍ଣ୍ଣପୁର ଜିଲ୍ଲା ଉଲୁଣ୍ଡା ବ୍ଲକର ତିକୁଡା ଝର ତପୋବନ ପଡିଆ ଠାରେ ଦୁଇ ଦିନିଆ ଜିଲ୍ଲା ସ୍ତରୀୟ ଡ଼ୁମାଲ ସମାଜର ସାଧାରଣ ବୈଠକ ଅନୁଷ୍ଠିତ ହୋଇଯାଇଛି l ଗତକାଲି ହିଙ୍ଗମା ମାହେଶ୍ୱରୀ ମନ୍ଦିରରୁ ମାଁ ମାହେଶ୍ୱରୀ…
Author: Shree khetra News
ଖଲିଆପାଲି ଭୀମଭୋଇ ମହିମା ପୀଠରେ ମାଘ ମେଳା ଅନୁଷ୍ଠିତ
ସୁବର୍ଣ୍ଣପୁର (ଶାନ୍ତନୁ କୁମାର କର୍ଣ୍ଣ) ମହିମା ଧର୍ମର ଅନନ୍ୟ ପୀଠସ୍ଥଳୀ ସୁବର୍ଣ୍ଣପୁର ଜିଲ୍ଲାର ଖଲିଆପାଲିର ଭୀମଭୋଇ ସମାଧି ପୀଠରେ ଆରମ୍ଭ ହୋଇଥିବା ପବିତ୍ର ମାଘମେଳାରେ ମହିମାଧର୍ମୀ ସାଧୁସନ୍ଥ ଓ ଶ୍ରଦ୍ଧାଳୁଙ୍କ ସମାଗମରେ ପୀଠସ୍ଥଳୀ ଉତ୍ସବମୁଖର ହୋଇଉଠିଛି । ମାଘ ତ୍ରୟୋଦଶୀ ସନ୍ଧ୍ୟାରେ…
ତିକୁଡା ରେ ଡ଼ୁମାଲ ସମାଜ ତରଫରୁ ରକ୍ତଦାନ ଶିବିର ୨୦ ୟୁନିଟ ରକ୍ତ ସଂଗ୍ରହ
ସୁବର୍ଣ୍ଣପୁର (ଶାନ୍ତନୁ କୁମାର କର୍ଣ୍ଣ): ସୁବର୍ଣ୍ଣପୁର ଜିଲ୍ଲା ଉଲୁଣ୍ଡା ବ୍ଲକ ର ତିକୁଡା ଝର ତପୋବନ ପଡିଆ ରେ ଆଜି ଆମ ଓଡିଶା ସମ୍ବାଦ ଓ ଜିଲ୍ଲା ଡ଼ୁମାଲ ସମାଜ ସୁବର୍ଣ୍ଣପୁର ତରଫରୁ ଏକ ରକ୍ତଦାନ ଶିବିର ଅନୁଷ୍ଠିତ ହୋଇଯାଇଛି l…
ସୁବର୍ଣ୍ଣପୁରରେ ଜାତୀୟ କୃମିନାଶକ ଔଷଧ ସେବନର ଶୁଭାରମ୍ଭ
ସୁବର୍ଣ୍ଣପୁର (ଶାନ୍ତନୁ କୁମାର କର୍ଣ୍ଣ) :ଜିଲ୍ଲା ସ୍ବାସ୍ଥ୍ୟ ସମିତି, ସୁବର୍ଣ୍ଣପୁର ଦ୍ୱାରା ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ମଝିପଡ଼ା ଠାରେ ଜିଲ୍ଲା ମୁଖ୍ୟ ଚିକିତ୍ସା ଓ ଜନସ୍ୱାସ୍ଥ୍ୟ ଅଧିକାରୀ ଡ଼ଃ ପ୍ରଦୀପ କୁମାର ଗୁରୁଙ୍କ ଅଧ୍ୟକ୍ଷତାରେ ଜିଲ୍ଲା କୃମିନାଶକ ଦିବସ ପାଳନର…
ଆସନ୍ତାକାଲି ଠାରୁ ବିନିକା ପାପକ୍ଷୟ ଲୋକ ମହୋତ୍ସବ
ସୁବର୍ଣ୍ଣପୁର (ଶାନ୍ତନୁ କୁମାର କର୍ଣ୍ଣ): ସୁବର୍ଣ୍ଣପୁର ଜିଲ୍ଲା ବିନିକା ପାପକ୍ଷୟ ଲୋକ ମହୋତ୍ସବ ଆସନ୍ତାକାଲି ୧୧ ତାରିଖ ଠାରୁ ଆରମ୍ଭ ହେବାକୁ ଯାଉଥିବାବେଳେ ଦୀର୍ଘ ୪ଦିନ ଧରି ହେବାକୁ ଥିବା ଲୋକକଳା ପର୍ବରେ ସହର/ଗ୍ରାମାଞ୍ଚଳ, ବ୍ଲକ,ଜିଲ୍ଲା ତଥା ରାଜ୍ୟର କୋଣ ଅନୁକୋଣରୁ…
ଖରାଦିନ ପାଇଁ ସରକାରଙ୍କ ପ୍ରସ୍ତୁତି ନେଇ ମନ୍ତ୍ରୀ ରବି ନାରାୟଣ ନାୟକଙ୍କ ସୂଚନା
ଭୁବନେଶ୍ବର (ସମୀର ରଞ୍ଜନ ନାୟକ): ଖରାଦିନ ଆସିବା ପୂର୍ବରୁ ସରକାରଙ୍କ ପ୍ରସ୍ତୁତି ନେଇ ରାଜ୍ୟ ପଞ୍ଚାୟତିରାଜ ଓ ପାନୀୟ ଜଳ ଯୋଗାଣ ମନ୍ତ୍ରୀ ରବି ନାରାୟଣ ନାୟକ ସୂଚନା ଦେଇଛନ୍ତି। ସେ କହିଛନ୍ତି, ଖରାଦିନକୁ ଆଖି ଆଗରେ ରଖି ୭୦ ଜନସଂଖ୍ୟା…
ଫେବୃଆରୀ ୧୬ରେ ବିଧାନସଭା ଘେରିବେ ଶିକ୍ଷକ
ଭୁବନେଶ୍ବର (ସମୀର ରଞ୍ଜନ ନାୟକ): ୩ ଦଫା ଦାବି ନେଇ ଆସନ୍ତା ୧୬ରେ ବିଧାନସଭା ଘେରିବେ ସମସ୍ତ ବର୍ଗର ପ୍ରାଥମିକ ଶିକ୍ଷକ। ରାଜ୍ୟ ସରକାର ଶିକ୍ଷାକୁ ଗୁରୁତ୍ଵ ଦେଉନାହାନ୍ତି । ୨୦୧୦ରେ ଶିକ୍ଷା ଅଧିକାର ଅଧିନିୟମ ରାଜ୍ୟରେ ଲାଗୁ ହୋଇଥିଲେ ମଧ୍ୟ…
ରାମପୁରରେ ବରିଷ୍ଠ ଦେୱାନୀ ଜଜ୍ କୋର୍ଟ ଉଦଘାଟିତ
ସୁବର୍ଣ୍ଣପୁର (ଶାନ୍ତନୁ କୁମାର କର୍ଣ୍ଣ ): ସୁବର୍ଣ୍ଣପୁର ଜିଲ୍ଲା ରାମପୁର ଠାରେ ଆଜି ବହୁ ପ୍ରତିକ୍ଷୀତ ବରିଷ୍ଠ ଦେୱାନି ଜଜ୍ କୋର୍ଟ ଉଦଘାଟିତ ହୋଇଯାଇଛି। ଓଡିଶା ହାଇକୋର୍ଟର ବିଚାରପତି ଆନନ୍ଦଚନ୍ଦ୍ର ବେହେରା ମୁଖ୍ୟ ଅତିଥି ଭାବେ ଯୋଗ ଦେଇ କୋର୍ଟକୁ ଆନୁଷ୍ଠାନିକ…
ଜିଲ୍ଲାର ଯୋଗ ଶିକ୍ଷକ ମାନକୁ ନେଇ ଯୋଗ ପ୍ରଶିକ୍ଷଣ ଶିବିର ଅନୁଷ୍ଠିତ
ସୁବର୍ଣ୍ଣପୁର(ଶାନ୍ତନୁ କୁମାର କର୍ଣ୍ଣ):ସୁବର୍ଣ୍ଣପୁର ଜିଲ୍ଲାର ସଦର ସ୍ମାର୍ଟ ପାର୍କ ରେ ପତଞ୍ଜଳି ଯୋଗ ପୀଠ ହରିଦ୍ଵାର ର ନିର୍ଦେଶ କ୍ରମେ ଜିଲ୍ଲାର ସମସ୍ତ ଯୋଗ ଶିକ୍ଷକଙ୍କୁ ନେଇ ଏକ ପ୍ରଶିକ୍ଷଣ ଶିବିର ଅନୁଷ୍ଟିତ ହୋଇ ଯାଇଛି । ଏହି ଶିବିର କୁ…
୧୧ ଟି ପ୍ରସ୍ତାବକୁ କ୍ୟାବିନେଟ ମୋହର, ଅନ୍ତୋଦୟ ଗୃହ ଯୋଜନାରେ ଲୋକଙ୍କୁ ମିଳିବ ପକ୍କା ଘର
ଭୁବନେଶ୍ୱର (ସମୀର ରଞ୍ଜନ ନାୟକ): କ୍ୟାବିନେଟ୍ ନିଷ୍ପତ୍ତି | ଅନ୍ତୋଦୟ ଗୃହ ଯୋଜନାସମାଜର ଦୁର୍ବଳ ବର୍ଗର ଲୋକମାନଙ୍କୁ ପକ୍କାଘର ଯୋଗାଇ ଦେଇ ସେମାନଙ୍କ ଜୀବନ ଧାରଣର ମାନ ପରିବର୍ତ୍ତନ କରିବା ଅନ୍ତୋଦୟ ଗୃହ ଯୋଜନା’ର ମୂଳ ଲକ୍ଷ୍ୟ।ପ୍ରାକୃତିକ ଅଥବା ମନୁଷ୍ୟକୃତ ବିପର୍ଯ୍ୟୟରେ…
