୧୫ ବର୍ଷ ରୁ କମ୍ ମୁଖ୍ୟମନ୍ତ୍ରୀ ଟ୍ରଫି ଫୁଟବଲ୍ ଚମ୍ପିଅନସିପ -୨୦୨୫

ସୁବର୍ଣ୍ଣପୁର(ଶାନ୍ତନୁ କୁମାର କର୍ଣ୍ଣ): ସୁବର୍ଣ୍ଣପୁର ଗାନ୍ଧୀ ଷ୍ଟାଡିୟମରେ ୧୫ ବର୍ଷରୁ କମ୍ ମୁଖ୍ୟମନ୍ତ୍ରୀ ଟ୍ରଫି ଇଣ୍ଟର କ୍ଳବ୍ ଜିଲ୍ଲା ସ୍ତରୀୟ ଫୁଟବଲ୍ ଚମ୍ପିଅନସିପ ୨୦୨୫ ର ଫାଇନାଲ ଖେଳ ଅନୁଷ୍ଟିତ ହୋଇଯାଇଛି l ସୁବର୍ଣ୍ଣପୁର ଜିଲ୍ଲା କ୍ରିଡ଼ା ସଂଘ, ଫୁଟବଲ୍ ଆସୋସିଏସନ୍…

ଏପ୍ରିଲ ୧୭ରେ ଓଡିଶା ଆସିବେ କେନ୍ଦ୍ର ସଡକ ଓ ପରିବହନ ମନ୍ତ୍ରୀ ନୀତିନ ଗଡକରୀ ।

ଭୁବନେଶ୍ୱର (ସମୀର ରଞ୍ଜନ ନାୟକ ): କେନ୍ଦ୍ର ସଡ଼କ ପରିବହନ ଓ ରାଜପଥ ମନ୍ତ୍ରୀ ନୀତିନ ଗଡ଼କରୀ ଏପ୍ରିଲ ୧୭ ତାରିଖରେ ଦିନିକିଆ ଓଡ଼ିଶା ଗସ୍ତରେ ଆସିବେ ବୋଲି ପୂର୍ତ୍ତ, ଅବକାରୀ ତଥା ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ ମଙ୍ଗଳବାର ସୂଚନା…

ରାଜ୍ୟରେ ୨୫୦୦ ଗୃହରକ୍ଷୀ ପଦବୀ ସୃଷ୍ଟି: ଅନୁମୋଦନ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

ଭୁବନେଶ୍ବର (ସମୀର ରଞ୍ଜନ ନାୟକ): ଯୁବବର୍ଗକୁ ମୁଖ୍ୟମନ୍ତ୍ରୀଙ୍କ ବଡ ଭେଟି । ବଢିଲା ଗୃହରକ୍ଷୀ ପଦବୀ ସଂଖ୍ୟା । ରାଜ୍ୟରେ ୨୫୦୦ ନୂଆ ଗୃହରକ୍ଷୀ ପଦବୀ ସଂଖ୍ୟା ସୃଷ୍ଟି କରାଯାଇଛି । ଏନେଇ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଆଜି ଏ ସଂକ୍ରାନ୍ତୀୟ…

ବୁଗୁଡା ରେ ଆୟୁସ୍ମାନ ଓ ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନାର ଶୁଭାରମ୍ଭ

ଗଞ୍ଜାମ/ବୁଗୁଡା (ସୋରେନ କୁମାର ପ୍ରଧାନ):ଆଜି ସାରା ରାଜ୍ୟରେ ଭର୍ଚୁଆଲ ଆପ୍ ମାଧ୍ୟମରେ ଆୟୁସ୍ମାନ ଭାରତ ଓ ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନାର ଶୁଭାରମ୍ଭ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କରିଥିବା ବେଳେ ପ୍ରତେକ ବ୍ଳକର ଉପ ସ୍ବାସ୍ଥ୍ୟ କେନ୍ଦ୍ର ଗୁଡିକ ରେ…

ଗଞ୍ଜାମ ପ୍ରସିଦ୍ଧ ଦଣ୍ଡ ଯାତ୍ରା ଉଦଯାପିତ

ଗଞ୍ଜାମ/ବୁଗୁଡ଼ା (ସୋରେନ କୁମାର ପ୍ରଧାନ):ବୁଗୁଡ଼ା ବ୍ଲକର ବିଭିନ୍ନ ଗ୍ରାମରେ ଦଣ୍ଡଯାତ୍ରା, ପଣା ସଂକ୍ରାନ୍ତି ଓ ଓଡିଆ ନବବର୍ଷ ବହୁ ଆଡ଼ମ୍ବର ସହକାରେ ପାଳିତ ହୋଇଯାଇଛି l ଏହାସହ ଶେଷ ହୋଇଯାଇଛି ଦୀର୍ଘ ୨୧ଦିନ ଧରି ଚାଲିଥିବା ପ୍ରସିଦ୍ଧ ଦଣ୍ଡଯାତ୍ରା l ଏଥିସହ…

ଓଡିଆ ପକ୍ଷ ପାଳନ ସହ ଓଡ଼ିଆ ନବ ବର୍ଷକୁ ସ୍ୱାଗତ

ସୁବର୍ଣ୍ଣପୁର (ଶାନ୍ତନୁ କୁମାର କର୍ଣ୍ଣ): ଓଡିଆ ପକ୍ଷ ପାଳନ ଅବସରରେ ଆଜି ସୁବର୍ଣ୍ଣପୁର ନିଉ ଟାଉନ୍ ହଲ୍ ଠାରେ ପାରମ୍ପରିକ ଓଡ଼ିଆ ପିଠା ପଣା, ଝୋଟି, ମୁରୁଜ, ଚିତା ପ୍ରତିଯୋଗିତ ଅନୁଷ୍ଠିତ ସହ ଓଡ଼ିଆ ନବ ବର୍ଷ ପାଳନ ନିମନ୍ତେ ଏକ…

ଗୋଧନେଶ୍ଵର ଶୈବପୀଠରେ ମେରୁ ଯାତ୍ରା ଉଦଯାପିତ : ପ୍ରଚଣ୍ଡ ଖରାରେ ହେଲା ମାଁଙ୍କ ଆରାଧନା

ସୁବର୍ଣ୍ଣପୁର ଶାନ୍ତନୁ କୁମାର କର୍ଣ୍ଣ): ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର ଉପଖଣ୍ଡର ଜଟେସିଂହା ପଞ୍ଚାୟତ ଅନ୍ତର୍ଗତ ମହାନଦୀ କୂଳରେ ଅବସ୍ଥିତ ପ୍ରସିଦ୍ଧ ଶୈବପୀଠ ବାବା ଗୋଧନେଶ୍ଵରଙ୍କ ଦଣ୍ଡ ଯାତ୍ରା (ମେରୁ) ଉଦଯାପିତ ହୋଇଯାଇଛି। ଏଥିରେ ଶତାଧିକ ପୁରୁଷ ବ୍ରତ ଧାରି ସାମିଲ ହୋଇଥିବା…

ନାରାୟଣୀଙ୍କ ପୀଠରେ ବିଶ୍ଵଶାନ୍ତି ପାଇଁ ଚଣ୍ଡୀ ଯଜ୍ଞ

ସୁବର୍ଣ୍ଣପୁର (ଶାନ୍ତନୁ କୁମାର କର୍ଣ୍ଣ): ଦ୍ଵିତୀୟ ବାରାଣସୀ ଭାବରେ ଖ୍ୟାତ ସୁବର୍ଣ୍ଣପୁର ସହର ର ରାୟଗୁରୁ ପଡ଼ାରେ ଅବସ୍ଥିତ ମା’ନାରାୟଣୀଙ୍କ ପୀଠରେ ଚୈତ୍ର ଶୁକ୍ଳପକ୍ଷ ପ୍ରତିପଦ ଠାରୁ ପୂର୍ଣ୍ଣିମା ପର୍ଯ୍ୟନ୍ତ ୧୫ଦିନ ଧରି ବିଶେଷ ପୂଜାର୍ଚ୍ଚନା ସହ ପୂର୍ଣ୍ଣମୀ ଦିନ ସନ୍ଧ୍ୟାରେ…

“ଘୁମୁସର ର ସ୍ବର” ପକ୍ଷରୁ ୧୪୮ତମ ସାହିତ୍ୟ ଆଲୋଚନା ଚକ୍ର ଓ ଭଞ୍ଜ ଜୟନ୍ତୀ

ଗଞ୍ଜାମ/ବୁଗୁଡ଼ା (ସୋରେନ କୁମାର ପ୍ରଧାନ): ଓଡ଼ିଆ ଭାଷା ସାହିତ୍ୟ କଳା ଓ ସଂସ୍କୃତି ଗବେଷଣା ପ୍ରତିଷ୍ଠାନ “ଘୁମୁସର ର ସ୍ବର” ପକ୍ଷରୁ ୧୪୮ତମ ପୁର୍ଣ୍ଣିମା ସାହିତ୍ୟ ଆଲୋଚନା ଚକ୍ର ଓ ଭଞ୍ଜ ଜୟନ୍ତୀ ବାଲିପଦର ଫ୍ରେଣ୍ଡସ୍ କ୍ଳବ୍ ସଭା କକ୍ଷରେ ପ୍ରତିଷ୍ଠାନର…

ମାନବ ଅଧିକାର ସାମ୍ବୁଖ୍ୟ ପକ୍ଷରୁ ମଣ୍ଡଳ ସ୍ତରୀୟ ମାନବ ଅଧିକାର କର୍ମଶlଳା ଅନୁଷ୍ଠିତ

ସୁବର୍ଣ୍ଣପୁର (ଶାନ୍ତନୁ କୁମାର କର୍ଣ୍ଣ): ସମାଜ ର ଦଳିତ ନିଷ୍ପେସିତ ଲୋକ ଙ୍କ ଅଧିକାର ସମ୍ପର୍କରେ ସଚେତନ କରାଇ ସେମାନଙ୍କ ଅଧିକାର କୁ କ୍ଷୁର୍ଣ୍ଣ କରୁଥିବା ଅନୁଷ୍ଠାନ ଓ ବ୍ୟକ୍ତି ବିରୁଦ୍ଧ ରେ ଲଢେଇ କରି ତାଙ୍କୁ ହକ ଦେବା ପାଇଁ…

error: Content is protected !!