କେନ୍ଦୁଝର/ଚମ୍ପୁଆ (ପ୍ରଦୀପ କୁମାର ମହାନ୍ତ):ଓଡିଶା ସରକାରଙ୍କ ହସ୍ତଶିଳ୍ପ ,ବୟନ ଓ ହସ୍ତତନ୍ତ ମନ୍ତ୍ରଣାଳୟ ଅଧୀନରେ କାର୍ଯ୍ୟ କରୁଥିବା କେନ୍ଦୁଝର ସ୍ଥିତ ହସ୍ତଶିଳ୍ପ ବିଭାଗ ଆନୁକୂଲ୍ୟରେ ଦକ୍ଷତା ବିକାଶ କାର୍ଯ୍ୟକ୍ରମ ଅନ୍ତର୍ଗତ ଏକ ଚାନ୍ଦୁଆ ତିଆରି କାର୍ଯ୍ୟକ୍ରମ ସଫଳତାର ସହିତ ଶେଷ ହୋଇଛି।…
Author: Shree khetra News
ରିମୁଳି ମହାବିଦ୍ୟାଳୟରେ କ୍ୟାମ୍ପସ୍ ୟୁନିଟ୍ ୨୦୨୫-୨୬ ଗଠନ
କେନ୍ଦୁଝର/ଚମ୍ପୁଆ (ପ୍ରଦୀପ ମହାନ୍ତ) : ଆଜି ଅଖିଳ ଭାରତୀୟ ବିଦ୍ୟାର୍ଥୀ ପରିଷଦ କେନ୍ଦୁଝର ନଗର ତରଫରୁ ରିମୁଳି ମହାବିଦ୍ୟାଳୟରେ କ୍ୟାମ୍ପସ୍ ୟୁନିଟ୍ ୨୦୨୫-୨୬ ଗଠନ କରାଯାଇଅଛି। ଏଥିରେ କ୍ୟାମ୍ପସ୍ ୟୁନିଟ୍ ର ସଭାପତି ଭାବେ ବାଦଲ କୁମାର ମହାନ୍ତ ତଥା ଉପସଭାପତି…
ଦେଢ ଲକ୍ଷ ଟଙ୍କାର ଉର୍ଦ୍ଧ ମୂଲ୍ୟର ମାଦକ ଦ୍ରବ୍ଯ ଜବତ
ଅନୁଗୋଳ(ଅଜିତ୍ କୁମାର ଭୋଇ): ବଅଁରପାଳ ଥାନା ପକ୍ଷରୁ ଜିଲ୍ଲା ଆରକ୍ଷୀ ଅଧିକ୍ଷକ ଙ୍କ ଅପରେସନ ପ୍ରହାର ଅନୁଯାୟୀ ମଙ୍ଗଳବାର ଦିନ ପାଞ୍ଚଗଡ଼ ଅଞ୍ଚଳର ବିଭିନ୍ନ ପାନ ଓ ତେଜରାତି ହୋଲସେଲରେ ଚଢ଼ଉ କରାଯାଇଥିଲା।ପାଞ୍ଚଗଡ଼ ଅଞ୍ଚଳର ଟେଲକୋ ଛକ, ନୂଆହତା ଛକ, ନୂଆହତା…
ବୁଗୁଡ଼ା ବିଜେପି କାର୍ଯ୍ୟାଳୟ ଠାରେ ସେବା ପକ୍ଷ ମଣ୍ଡଳ ସ୍ତରୀୟ କର୍ମଶାଳା ଅନୁଷ୍ଠିତ
ଗଞ୍ଜାମ/ବୁଗୁଡ଼ା (ସୋରେନ କୁମାର ପ୍ରଧାନ):ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଙ୍କ ଜନ୍ମ ଦିବସ ଅବସରରେ ବିଜେପି ପକ୍ଷରୁ ଆସନ୍ତା ୧୭ ତାରିଖ ଠାରୁ ଅକ୍ଟୋବର ୨ ତାରିଖ ପର୍ଯ୍ୟନ୍ତ ସବୁଠି ସେବା ପକ୍ଷ ପାଳନ କରାଯିବା କୁ ଲକ୍ଷ ରଖିଛି ବିଜେପି ଦଳ…
ଯୋଡ଼ା ବ୍ଲକରେ ଭୀମଭୋଇ ସାମର୍ଥ୍ୟ ଶିବିର ଅନୁଷ୍ଠିତ
କେନ୍ଦୁଝର/ଯୋଡ଼ା(ସୀତାରାମ ଦୀକ୍ଷିତ) :କେନ୍ଦୁଝର ଜିଲ୍ଲା ଯୋଡ଼ା ବ୍ଲକ ପ୍ରାଙ୍ଗଣରେ ବୁଧବାର ଦିନ ସମସ୍ତ ପଞ୍ଚାୟତ ଏବଂ ଯୋଡ଼ା ପୌରପାଳିକା କୁ ନେଇ ଏକ ସ୍ୱତନ୍ତ୍ର ଭିନ୍ନକ୍ଷମ ସ୍ୱାସ୍ତ୍ୟ ଶିବିର ଅନୁଷ୍ଠିତ ହୋଇଥିଲା। ଏହି ଶିବିରର ଉଦ୍ଦେଶ୍ୟ ଥିଲା ଭିନ୍ନକ୍ଷମ,ଦିବ୍ୟାଙ୍ଗ ଓ ଦୃଷ୍ଟିହୀନ…
ସିଏମପିଏଫ ପେନସନ ବୃଦ୍ଧି ଦାବିରେ ଏଆଇସିପିଏସ ତରଫରୁ ଧାରଣା
ତାଳଚେର (ଅଜିତ କୁମାର ଭୋଇ): ତାଳଚେରର ବିଭିନ୍ନ କୋଇଲାଖଣି ଗୁଡିକରେ କାର୍ଯ୍ୟକରି ବହୁ କର୍ମଚାରୀ ଓ ଶ୍ରମିକ ମାନେ ଅବସର ନେଇଥିବାବେଳେ ସେମାନଙ୍କୁ ଉପଯୁକ୍ତ ପେନସନ ମିଳୁନଥିବା ସହ ସେମାନେ ପାଉଥିବା ପେନସନ ବୃଦ୍ଧି କରିବା ଓ ସ୍ଵାସ୍ଥ୍ୟ ସୁବିଧା ପାଇବା…
ମହିଳା କମିଶନରଙ୍କ ଅନୁଗୋଳ ଗସ୍ତ
ଅନୁଗୋଳ(ଅଜିତ କୁମାର ଭୋଇ): ଓଡିଶା ସରକାରଙ୍କ ମହିଳା କମିଶନର ସଦସ୍ୟା ପ୍ରତିଭା ଶତପଥୀ ଓ ନିରିକ୍ଷକ ସସ୍ମିତା ଦାସ ଏକ ଦିନିକିଆ ଅନୁଗୋଳ ଗସ୍ତରେ ଆସି ଜିଲ୍ଲାରେ ବିଭିନ୍ନ ସାମାଜିକ ଅନୁଷ୍ଠାନ ବୁଲି ଅନ୍ତେବାସୀମାନଙ୍କ ସହ ବାର୍ତାଳାପ କରି ତାଙ୍କର ସୁବିଧା…
ବରିଷ୍ଠ ନାଗରିକ ସଂଗଠନର ପ୍ରତିନିଧିଙ୍କ ଦ୍ଵାରା ଡ଼ାକ୍ତରଖାନା ପରିଦର୍ଶନ
ସୁବର୍ଣ୍ଣପୁର (ଶାନ୍ତନୁ କୁମାର କର୍ଣ୍ଣ): ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର ସଦର ସ୍ଥିତ ବରିଷ୍ଠ ନାଗରିକ ସଂଗଠନର କର୍ମକର୍ତ୍ତା ମଙ୍ଗଳବାର ସ୍ଥାନୀୟ ଉପଖଣ୍ଡସ୍ତରୀୟ ଡ଼ାକ୍ତରଖାନା ପରିଦର୍ଶନ କରି ଜିଲ୍ଲା ମୁଖ୍ୟ ଚିକିତ୍ସାଧିକାରୀ ଓ ଜିଲ୍ଲା ଜନସ୍ବାସ୍ଥ୍ୟ ଅଧିକାରୀ ଙ୍କ ଉଦ୍ଦେଶ୍ୟରେ ଏକ ସ୍ମାରକପତ୍ର…
ଭଦ୍ରାସାହିରେ ପରିମଳ ସମସ୍ୟା ଉପରେ ବୈଠକ, ବଜାର କମିଟି ଗଠନ
କେନ୍ଦୁଝର/ବଡ଼ବିଲ (ସୀତାରାମ ଦୀକ୍ଷିତ): କେନ୍ଦୁଝର ଜିଲ୍ଲା ଯୋଡ଼ା ବ୍ଲକ ଅନ୍ତର୍ଗତ ଭଦ୍ରାସାହି ପଞ୍ଚାୟତରେ ପରିମଳ ବ୍ୟବସ୍ଥା ଠପ୍ ହୋଇଯାଇଥିବା ନେଇ ଖବର ପ୍ରସାରଣ ହେବା ପରେ ଆଜି ପଞ୍ଚାୟତର ନିଦ ଭାଙ୍ଗିଥିବା ଦେଖିବାକୁ ମିଳିଛି । ଆଜି ଭଦ୍ରାସାହି କଲ୍ୟାଣ ମଣ୍ଡପ ଠାରେ…
ଚମ୍ପୁଆ ରେଞ୍ଜ ପକ୍ଷରୁ ପରିବେଶ ସଚେତନତା କାର୍ଯ୍ୟକ୍ରମ
କେନ୍ଦୁଝର/ଚମ୍ପୁଆ (ପ୍ରଦୀପ ମହାନ୍ତ):ଚମ୍ପୁଆ ବନାଞ୍ଚଳ ପକ୍ଷରୁ ଚମ୍ପୁଆ ଉପଖଣ୍ଡରେ ପରବେଶ ସୁରକ୍ଷା ସଚେତନତା କାର୍ଯ୍ୟକ୍ରମ ଉଦଘାଟନ କରାଯାଇଛି । ଏହି ଅବସରରେ ଚମ୍ପୁଆ ରେଞ୍ଜ କାର୍ଯ୍ୟାଳୟଠାରେ ମାଆଙ୍କ ନାମରେ ବୃକ୍ଷଟିଏର ଏକ ସଚେତନତା ରଥର ଶୁଭ ଉଦଘାଟନ କରାଯାଇଥିଲା । ଏଥିରେ…
