ପଣ୍ଡିତ ଦୀନଦୟାଲ ଉପାଧ୍ୟାୟଙ୍କ ଜନ୍ମବାର୍ଷିକୀ ପାଳିତ

ଗଞ୍ଜାମ/ବୁଗୁଡ଼ା (ସୋରେନ କୁମାର ପ୍ରଧାନ): ବୁଗୁଡ଼ା ବିଜେପି ପକ୍ଷରୁ ଆଜି ପଣ୍ଡିତ ଦୀନଦୟାଲ ଉପାଧ୍ୟାୟଙ୍କ ଜୟନ୍ତୀ ପାଳିତ ହୋଇଯାଇଛି। ବୁଗୁଡ଼ା ବ୍ଲକ କାର୍ଯ୍ୟାଳୟରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ଅନ୍ତ୍ୟୋଦୟ ଏବଂ ଏକାତ୍ମ ମାନବବାଦର ପ୍ରବର୍ତ୍ତକ ପଣ୍ଡିତ ଦୀନଦୟାଲ ଉପାଧ୍ୟାୟଙ୍କ ଫଟୋଚିତ୍ରରେ ପୁଷ୍ପମାଲ୍ୟ…

ଜିଲ୍ଲାସ୍ତରୀୟ ଘରୋଇ ହିଂସାରୁ ମହିଳାମାନଙ୍କୁ ସୁରକ୍ଷା ଅଧିନିୟମ – ୨୦୦୫ ତାଲିମ ଶିବିର ଅନୁଷ୍ଠିତ।

ସୁବର୍ଣ୍ଣପୁର(ଶାନ୍ତନୁ କୁମାର କର୍ଣ୍ଣ):ସୁବର୍ଣ୍ଣପୁର ଜିଲ୍ଲା ସମାଜ କଲ୍ୟାଣ କାର୍ଯ୍ୟାଳୟ ଓ ଜିଲ୍ଲା ପ୍ରଶାସନ ଦ୍ଵାରା ଜିଲ୍ଲା ସ୍ତରୀୟ ଘରୋଇ ହିଂସାରୁ ମହିଳାମାନଙ୍କୁ ସୁରକ୍ଷା ଅଧିନିୟମ – ୨୦୦୫ ସମ୍ବନ୍ଧୀୟ ଏକ ତାଲିମ ଶିବିର ଅନୁଷ୍ଠିତ ହୋଇଯାଇଛି । ଏହି ଶିବିରରେ ମୁଖ୍ୟ…

ତାକରଡାରେ ସେବାପକ୍ଷ ଉପଲକ୍ଷେ ରକ୍ତଦାନ ଶିବିର

ଗଞ୍ଜାମ/ବୁଗୁଡ଼ା (ସୋରେନ କୁମାର ପ୍ରଧାନ):ବୁଗୁଡ଼ା ବ୍ଲକ ଅନ୍ତର୍ଗତ ତାକରଡା ପଞ୍ଚାୟତରେ ୨୪ ସେପ୍ଟେମ୍ବର ଠାରୁ ଅକ୍ଟୋବର ୨ ପର୍ଯ୍ୟନ୍ତ ସେବା ପକ୍ଷ ଓ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ୭୫ ତମ ଜନ୍ମଦିନ ଅବସରରେ ବିଭିନ୍ନ ସ୍ଥାନରେ ରକ୍ତଦାନ ଶିବିର ଅନୁଷ୍ଠିତ ହୋଇଥିବା…

ଟେଣ୍ଡର ବାତିଲ ନେଇ ଠିକାଦାରମାନଙ୍କ ସମଲ ବ୍ୟାରେଜ ମୁଖ୍ୟଯନ୍ତ୍ରୀଙ୍କୁ ଦାବି ପତ୍ର

ଅନୁଗୋଳ/ତାଳଚେର(ଅଜିତ୍ କୁମାର ଭୋଇ): ଅନୁଗୁଳ ଜିଲ୍ଲା କଣିହାଁ ବ୍ଲକ ସମଲ ରେ ଥିବା ଓଡିଶା ସରକାର ଙ୍କ ଜଳ ସମ୍ପଦ ବିଭାଗ ର ସୁପରିଟେଟଡ଼ଣ୍ଟ ଇଞ୍ଜିନିଅର ୩ଟି ଟେଣ୍ଡର କାମକୁ ଅନଲାଇନ ମାଧ୍ୟମରେ ବିଜ୍ଞପ୍ତି ଜାରି କରିଥିଲେ l ଏହି ଟେଣ୍ଡର…

ଉଦ୍ଭିଦ ବିଜ୍ଞାନ ବିଭାଗ ପକ୍ଷରୁ ଅଭିଭାବକ-ଶିକ୍ଷକ ସଂଘ ବୈଠକ

ଗଞ୍ଜାମ/ବୁଗୁଡା (ସୋରେନ କୁମାର ପ୍ରଧାନ): ସ୍ଥାନୀୟ ପିପୁଲସ କଲେଜର ଉଦ୍ଭିଦ ବିଜ୍ଞାନ ପକ୍ଷରୁ ଅଭିଭାବକ-ଶିକ୍ଷକ ସଂଘ ବୈଠକ ଉଦ୍ଭିଦ ବିଜ୍ଞାନ ବିଭାଗର ପରୀକ୍ଷାଗାରରେ ଅନୁଷ୍ଠିତ ହୋଇଯାଇଛି। ଉଦ୍ଭିଦ ବିଜ୍ଞାନ ବିଭାଗର ମୁଖ୍ୟ ଅଧ୍ୟାପକ ଡକ୍ଟର ଜୟରାମ ବିଷୋୟୀଙ୍କ ତତ୍ତ୍ୱାବଧାନରେ ଅନୁଷ୍ଠିତ ପିଟିଏ…

୫୨୦ ନମ୍ବର ଜାତୀୟ ରାଜପଥରେ ଫସିଲା ବସ,ରାସ୍ତାର ଅବସ୍ଥା ଶୋଚନୀୟ

କେନ୍ଦୁଝର/ଯୋଡ଼ା (ସୀତାରାମ ଦୀକ୍ଷିତ) :କେନ୍ଦୁଝର ଜିଲ୍ଲାର ରୁଗୁଡି ଥାନା ଅନ୍ତର୍ଗତ ଟୋପାଡି ନିକଟରେ ଥିବା ୫୨୦ ନମ୍ବର ଜାତୀୟ ରାଜପଥର ଅତି ଦୟନୀୟ ପରିସ୍ଥିତି ହେତୁ, ଏକ ଯାତ୍ରୀବାହି ଅମ୍ବିକା ବସ ରାଜପଥ ଉପରେ ଫସିଯାଇଛି। ଏହି ଘଟଣା ଦ୍ୱାରା ଏକପଟେ…

ଗଜଲକ୍ଷ୍ମୀ ପୂଜା ଉପଲକ୍ଷେ ଶୁଭଖୁଣ୍ଟି ସ୍ଥାପନ

ଗଞ୍ଜାମ/ବୁଗୁଡ଼ା (ସୋରେନ କୁମାର ପ୍ରଧାନ): ବୁଗୁଡ଼ା ବ୍ଲକ୍ ଅନ୍ତର୍ଗତ ଗୌଡିଆବୋରଦା ଗ୍ରାମରେ ପବିତ୍ର କୁମାର ପୂର୍ଣ୍ଣିମା ଉତ୍ସବ ଅବସରରେ ମା ଗଜଲକ୍ଷ୍ମୀଙ୍କ ପୂଜା ଉପଲକ୍ଷେ ଅସ୍ଥାୟୀ ପୂଜା ମଣ୍ଡପଠାରେ ଶୁଭଖୁଣ୍ଟି ସ୍ଥାପନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି।ଗୌଡିଆବୋରଦା ଗ୍ରାମର ଲଙ୍ଗଳେଶ୍ବର ପାଠାଗାରା କ୍ଲବ…

ପିପୁଲସ କଲେଜ : ଓଡ଼ିଆ ବିଭାଗ ପକ୍ଷରୁ ପାଠ ଚକ୍ର

ଗଞ୍ଜାମ/ବୁଗୁଡା (ସୋରେନ କୁମାର ପ୍ରଧାନ): ଗଞ୍ଜାମ ଜିଲ୍ଲାର ବୁଗୁଡା ପିପୁଲସ କଲେଜରେ ଓଡିଆ ବିଭାଗ ପକ୍ଷରୁ ସେପ୍ଟେମ୍ବର ୨୦ ତାରିଖ ଦିନ ଏକ ପାଠ ଚକ୍ର ଅନୁଷ୍ଠିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମରେ କଲେଜର ପ୍ରିନ୍ସପାଲ ଡକ୍ଟର ପୁରୁଷୋତ୍ତମ ମିଶ୍ର ଅଧ୍ୟକ୍ଷତା କରିଥିବା…

ତୃତୀୟ ଓ ପଞ୍ଚମ ଶ୍ରେଣୀ ବୃତ୍ତି ପରୀକ୍ଷା ଅନୁଷ୍ଠିତ

ଗଞ୍ଜାମ/ବୁଗୁଡ଼ା (ସୋରେନ କୁମାର ପ୍ରଧାନ): ସ୍ଥାନୀୟ ପିପୁଲ୍ସ ହାଇସ୍କୁଲ କେନ୍ଦ୍ରରେ ଆଜି ତୃତୀୟ ଶ୍ରେଣୀ ବୃତ୍ତି ପରୀକ୍ଷା ଅନୁଷ୍ଠିତ ହୋଇଯାଇଛି । ବୁଗୁଡା ଗୋଷ୍ଠୀ ଶିକ୍ଷାଧକାରୀଙ୍କ କାର୍ଯ୍ୟାଳୟ ଅଧୀନସ୍ଥ ବିଭିନ୍ନ ବିଦ୍ୟାଳୟର ୧୬୩ ଜଣ ପରୀକ୍ଷାର୍ଥୀଙ୍କ ମଧ୍ୟରୁ ୧୫୪ ଜଣ ପରୀକ୍ଷା…

ବଡ଼ କାଳିମାଟି ପଞ୍ଚାୟତ ରେ ସ୍ବଚ୍ଛତା ହିଁ ସେବା ଅଭିଯାନ କାର୍ଯ୍ୟକ୍ରମ ଆରମ୍ଭ।

କେନ୍ଦୁଝର/ଯୋଡ଼ା (ସୀତାରାମ ଦୀକ୍ଷିତ):ଯୋଡ଼ା ବ୍ଲକ ଅନ୍ତର୍ଗତ ବଡ଼ କାଳିମାଟି ପଞ୍ଚାୟତ ରେ ସ୍ୱଚ୍ଛ ଉତ୍ସବ ଅଭିଯାନ କାର୍ଯ୍ୟକ୍ରମ ଆରମ୍ଭ ହୋଇ ଯାଇଛି, କେନ୍ଦୁଝର ଜିଲ୍ଲା ଯୋଡ଼ା ବ୍ଳକ ଅନ୍ତର୍ଗତ ବଡ଼ କାଳିମାଟି ପଞ୍ଚାୟତ ର ଦବୁନା ସାପ୍ତାହିକ ହାଟ ଠାରେ ଦେଖିବାକୁ…

error: Content is protected !!