ଗଞ୍ଜାମ/ବୁଗୁଡା (ସୋରେନ କୁମାର ପ୍ରଧାନ): ବୁଗୁଡା ବ୍ଲକ ଅନ୍ତରପଡ଼ା କ୍ଲଷ୍ଟର ଅନ୍ତର୍ଗତ ପଙ୍କଳବାଡ଼ି ଗ୍ରାମର ଆଞ୍ଚଳିକ କୃଷି ଉଚ୍ଚ ବିଦ୍ୟାଳୟ ପରିସରରେ କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ “ସୁରଭି-୨୦୨୫” କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଅନ୍ତରପଡ଼ା କ୍ଲଷ୍ଟର ର ସିଆରସିସି ଶର୍ମିଷ୍ଠା ଜେନାଙ୍କ…
Author: Shree khetra News
ଚର୍ଚ୍ଚାରେ ଏନ୍ଏସି ନିର୍ମିତ ପେବର୍ ରାସ୍ତା ଅବରୋଧ
ଗଞ୍ଜାମ/ବୁଗୁଡ଼ା(ସୋରେନ କୁମାର ପ୍ରଧାନ): ସ୍ଥାନୀୟ ହରିଶରଣପୁର ଗ୍ରାମ ସ୍ଥିତ ଠାକୁର ଚନ୍ଦ୍ରଶେଖର ସ୍ବାମୀଙ୍କ ଜମିରେ ବୁଗୁଡା ଏନ୍ଏସି ପକ୍ଷରୁ ବ୍ଲକ୍ କଲୋନୀ ନିକଟରେ ପେବର୍ ରାସ୍ତା ନିର୍ମାଣ କରାଯାଇଥିବା ବେଳେ ଏବେ ତାହାକୁ ମାଟି ପକାଇ ଚାରି ଦିନ ହେଲା ଅବରୋଧ…
ରାୟଗଡ଼ାରେ ଓରମାସ ଦୀପାବଳି ଉତ୍ସବ ଷ୍ଟଲର ଉଦଘାଟିତ l
ରାୟଗଡ଼(ଗୋପୀନାଥ ଗୌଡ଼):ରାୟଗଡ଼ାର ସିଡିଓ -କମ-ଇଓ, ଜିଲ୍ଲା ପରିଷଦ ଶ୍ରୀ ଅକ୍ଷୟ କୁମାର ଖେମୁଣ୍ଡୁ ଆଜି ପୂର୍ବାହ୍ନ ୧୧:୦୦ ଘଟିକାରେ ରାୟଗଡ଼ାର ଜନଜାତି ସେବା ଜଗତ କାର୍ଯ୍ୟାଳୟ ପରିସର, ଟ୍ରାଇବାଲ୍ ୱାର୍ଲ୍ଡ ସମ୍ମୁଖରେ ଓରମାସ, ଦୀପାବଳି ଉତ୍ସବ ଷ୍ଟଲର ଉଦଘାଟନ କରିଛନ୍ତି। ଏହି…
ରାୟଗଡା ସ୍ୱୟଂଶାସିତ ମହାବିଦ୍ୟାଳୟରେ ମାନସିକ ସ୍ୱାସ୍ଥ୍ୟ ସଚେତନତା କାର୍ଯ୍ୟକ୍ରମ ଆୟୋଜିତ
ରାୟଗଡା (ଗୋପୀନାଥ ଗୌଡ଼): ରାୟଗଡା ସ୍ୱୟଂଶାସିତ ମହାବିଦ୍ୟାଳୟରେ ଯୁବ ରେଡକ୍ରସ୍, ଆଇ.ସି. ସି., ଓମେନସ୍ ସେଲ୍ ଓ ଛାତ୍ରୀନିବାସ ଦ୍ଵାରା “ମାନସିକ ସ୍ୱାସ୍ଥ୍ୟ ସଚେତନତା କାର୍ଯ୍ୟକ୍ରମ” ଆୟୋଜିତ ହୋଇଯାଇଛି । କାର୍ଯ୍ୟକ୍ରମରେ ଅଧ୍ୟକ୍ଷା ଡ଼. ସରସ୍ଵତୀ ରାୟ ସଭାପତିତ୍ବ କରିବା ସହ…
ମାଣିତରା କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ “ସୁରଭି”
ଗଞ୍ଜାମ/ବୁଗୁଡା(ସୋରେନ କୁମାର ପ୍ରଧାନ): ବୁଗୁଡା ବ୍ଲକର ମାଣିତରା କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ସୁରଭି-୨୦୨୫ କାର୍ଯ୍ୟକ୍ରମ ମାଣିତରା ଆଞ୍ଚଳିକ ଉଚ୍ଚ ବିଦ୍ୟାଳୟ ପରିସରରେ ଅନୁଷ୍ଠିତ ହୋଇଯାଇଛି। ମାଣିତରା କ୍ଲଷ୍ଟର ସିଆରସିସି ଶଶିକାନ୍ତ ପାତ୍ରଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ସୁରଭି-୨୦୨୫ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା।…
ଗ୍ରାମରେ ମଦ ବିକ୍ରୀକୁ ବିରୋଧ କରି ଥାନାର ଦ୍ୱାରସ୍ଥ ହେଲେ ମହିଳା
ସୁବର୍ଣ୍ଣପୁର (ଶାନ୍ତନୁ କୁମାର କର୍ଣ୍ଣ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ କେନଝିରିଆପାଲି ଗ୍ରାମ ପଞ୍ଚାୟତର ବଳିପାଲି ଗ୍ରାମରେ ବ୍ୟାପକ ମାତ୍ରାରେ ଦେଶୀ ଓ ବିଦେଶୀ ମଦ ବିକ୍ରି ହେଉଛି। ଏଣୁ ଏଥିରେ ଅତିଷ୍ଠ ହୋଇ ଗ୍ରାମର ମହିଳାମାନେ ଏକତ୍ରିତ ହୋଇ…
ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ ସ୍ୱତନ୍ତ୍ର ସଘନ ସଂଶୋଧନ ସଂପର୍କିତ ଆଭାସୀ ବୈଠକ ଅନୁଷ୍ଠିତ
ରାୟଗଡା (ଗୋପୀନାଥ ଗୌଡ଼): ମୁଖ୍ୟ ନିର୍ବାଚନ ଅଧିକାରୀ, ଓଡ଼ିଶା ଶ୍ରୀ ଆର୍.ଏସ୍. ଗୋପାଳନ (ଭା. ପ୍ର. ସେ.)ଙ୍କ ଅଧ୍ୟକ୍ଷତାରେ ସ୍ୱତନ୍ତ୍ର ସଘନ ସଂଶୋଧନ ସମ୍ପର୍କିତ ଆଭାସି ବୈଠକ ଅନୁଷ୍ଠିତ ହୋଇଯାଇଛି । ଏହି ବୈଠକରେ ଉପ ମୁଖ୍ୟ ନିର୍ବାଚନ ଅଧିକାରୀ ଡ.…
ପବିତ୍ର କାର୍ତ୍ତିକ ମାସର ପ୍ରଥମ ସୋମବାରରେ ବୃଦ୍ଧଖୋଲ ଶୈବ ପୀଠରେ ଭକ୍ତଙ୍କ ଭିଡ
ଗଞ୍ଜାମ/ବୁଗୁଡ଼ା (ସୋରେନ କୁମାର ପ୍ରଧାନ): ଆଜି ପବିତ୍ର କାର୍ତ୍ତିକ ମାସର ପ୍ରଥମ ସୋମବାର ହୋଇଥିବା ବେଳେ ବୁଗୁଡ଼ା ଅଞ୍ଚଳର ସମସ୍ତ ଶୈବପୀଠ ଓ ମନ୍ଦିରରେ ଲାଗିଛି ଭକ୍ତଙ୍କ ଭିଡ଼।ସେହିଭଳି ଗଞ୍ଜାମଜିଲ୍ଲା ବୁଗୁଡ଼ା ରେ ଥିବା ଐତିହ୍ୟ ଶୈବପୀଠ ବୃଦ୍ଧଖୋଲ,ବୁଗୁଡ଼ା ଶ୍ରୀ ବଳଦେବ…
ବୁଗୁଡା ବ୍ଲକ ସ୍ତରୀୟ ବରିଷ୍ଠ ନାଗରିକ ଦିବସ ୨୦୨୫
ଗଞ୍ଜାମ/ବୁଗୁଡା (ସୋରେନ କୁମାର ପ୍ରଧାନ): ଓଡିଶା ସରକାରଙ୍କ ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ ବିଭାଗ ଆନୁକୂଲ୍ୟରେ ଓ ଗଞ୍ଜାମ ଜିଲ୍ଲା ପ୍ରଶାସନଙ୍କ ନିର୍ଦ୍ଦେଶ ପ୍ରକାରେ ବୁଗୁଡା ବ୍ଲକ ପ୍ରଶାସନ ପକ୍ଷରୁ ପଞ୍ଚାୟତ ସମିତି ସମ୍ମିଳନୀ କକ୍ଷରେ ବୁଗୁଡା ବ୍ଲକ ସ୍ତରୀୟ…
ସାମାଜିକ ଗଣ ମାଧ୍ୟମ ସଂସ୍କାର ବୈଠକ
ଗଞ୍ଜାମ/ବୁଗୁଡ଼ା (ସୋରେନ କୁମାର ପ୍ରଧାନ):ବୁଗୁଡ଼ା ନିକଟରେ ଥିବା ଗଞ୍ଜାମ ଜିଲ୍ଲାର ପ୍ରସିଦ୍ଧ ପର୍ଯ୍ୟଟନ କ୍ଷେତ୍ର ବୁଦ୍ଧଖୋଲ ଠାରେ “ସାମାଜିକ ଗଣମାଧ୍ୟମ ସଂସ୍କାର ବୈଠକ” ଅନୁଷ୍ଠିତ ହୋଇ ଯାଇଛି । ବୁଗୁଡ଼ାର ଅନ୍ତର୍ଜାତୀୟ ଚିତ୍ରଶିଳ୍ପୀ ତଥା ସଂସ୍କାର ଭାରତୀ ଉତ୍କଳ ପୁର୍ବ ପ୍ରାନ୍ତର…
