ସୁବର୍ଣ୍ଣପୁର ଠାରେ ସଡ଼କ ସୁରକ୍ଷା ସଚେତନତା କାର୍ଯ୍ୟକ୍ରମ

ସୁବର୍ଣ୍ଣପୁର (ଶାନ୍ତନୁ କୁମାର କର୍ଣ୍ଣ) : ଆଜି ଅପରାହ୍ନ ରୁ ସନ୍ଧ୍ୟା ପର୍ଯ୍ୟନ୍ତ ବ୍ଲକ ଛକ, ସୋନପୁର ଠାରେ ପଶ୍ଚିମ ଓଡିଶା ଟ୍ରାଫିକ ସଚେତନତା ସଂସ୍ଥା ଓ ଆଞ୍ଚଳିକ ପରିବହନ ବିଭାଗ ସୁବର୍ଣ୍ଣପୁରର ମିଳିତ ସହଯୋଗ ରେ ଏକ ସଡକ ସୁରକ୍ଷା…

ଗୋଲିଆ ଆଦର୍ଶ ବିଦ୍ୟାଳୟର ଦଶମ ଶ୍ରେଣୀର ଶୁଭଶ୍ରୀ, ଦ୍ବାଦଶର ସ୍ମିତାରାଣୀ ପ୍ରଥମ

ଗଞ୍ଜାମ/ବୁଗୁଡ଼ା (ସୋରେନ କୁମାର ପ୍ରଧାନ): ସିବିଏସଇ ଦଶମ ଓ ଦ୍ବାଦଶ ଶ୍ରେଣୀ ପରୀକ୍ଷା ଫଳ ପ୍ରକାଶ ପାଇବା ପରେ ଛାତ୍ରଛାତ୍ରୀଙ୍କ ମଧ୍ୟରେ ଉତ୍ସାହ ଦେଖିବାକୁ ମିଳିଛି। ଏ ପରିପ୍ରେକ୍ଷୀରେ ବୁଗୁଡ଼ା ବ୍ଲକର ଗୋଲିଆ ଆଦର୍ଶ ବିଦ୍ୟାଳୟର ଦଶମ ଶ୍ରେଣୀ ପରୀକ୍ଷା ଦେଇଥିବା…

ରାଷ୍ଟ୍ରୀୟ ସ୍ଵୟଂସେବକ ସଂଘ, ସୁବର୍ଣ୍ଣପୁର ଜିଲ୍ଲା ଶାଖା ତରଫରୁ ନାରଦ ଜୟନ୍ତୀ ପାଳିତ

ସୁବର୍ଣ୍ଣପୁର (ଶାନ୍ତନୁ କୁମାର କର୍ଣ୍ଣ) : ସୁବର୍ଣ୍ଣପୁର ରାଷ୍ଟ୍ରୀୟ ସ୍ୱୟଂସେବକ ସଂଘ ତରଫରୁ ଗତ କାଲି ନାରଦ ଜୟନ୍ତୀ ସ୍ଥାନୀୟ ଦୟାନନ୍ଦ ପ୍ଲେ ସ୍କୁଲର ପରିସରରେ ପାଳନ ହୋଇଯାଇଛି। ବ୍ରହ୍ମାଙ୍କ ମାନସ ପୁତ୍ରଙ୍କ ଜନ୍ମ ଦିନରେ ସଂଘର ପ୍ରଚାର ବିଭାଗ ତରଫରୁ…

୯୦ ପ୍ରତିଶତ ମାର୍କ ରଖିଥିବା ଯୁକ୍ତଦୁଇ ଛାତ୍ରଛାତ୍ରୀଙ୍କୁ ଏକ ଲକ୍ଷଟଙ୍କା ପ୍ରଦାନ କରିବ ଆପ୍ରାଇଜ଼ ଗ୍ରୁପ୍

ବରଗଡ (ମୁକୁନ୍ଦ ଦାସ) ପଶ୍ଚିମ ଓଡିଶାର ଅଗ୍ରଣୀ ଶିକ୍ଷାନୁଷ୍ଠାନ ଆପ୍ରାଇଜ଼ ଗ୍ରୁପ ତାର ବିଭିନ୍ନ ଶାଖାମାନଙ୍କରେ ବାପା ଓ ମା ଛେଉଣ୍ଡ ଛାତ୍ର ଓ ଛାତ୍ରୀ ମାନଙ୍କୁ ସମ୍ପୂର୍ଣ ମାଗଣାରେ ପାଠ ପଢାଇଵ ଓ ଯୁକ୍ତ ଦୁଇରେ ୯୦ ପ୍ରତିଶତ ମାର୍କ…

ଯୁଡୋ କରାଟେ ସ୍କୁଲର ରାଜ୍ୟ ସ୍ତରୀୟ ସଫଳତା

ସୁବର୍ଣ୍ଣପୁର (ଶାନ୍ତନୁ କୁମାର କର୍ଣ୍ଣ): ଗତ ୯ ତାରିଖ ଠାରୁ ୧୧ ତାରିଖ ପର୍ଯ୍ୟନ୍ତ ରାୟଗଡ଼ା ର ଗୋପବନ୍ଧୁ ସ୍କୁଲ ଠାରେ ଓଡିଶା ରାଜ୍ୟ ବ୍ୟାୟାମ ସଂଘ ଓ ଥାଙ୍ଗ- ଟା ମାର୍ଶଲ ଆର୍ଟସ୍ ଏବଂ ମୁଆଥାଇ ( ଥାଇବକ୍ସିଂ) ଅନୁଷ୍ଠିତ…

ସୁବର୍ଣ୍ଣପୁର ଜିଲ୍ଲା ନର୍ସିଂ କର୍ମଚାରୀ ସଂଘ ତରଫରୁ ଆନ୍ତର୍ଜାତିକ ସେବିକା ଦିବସ ପାଳିତ

ସୁବର୍ଣ୍ଣପୁର (ଶାନ୍ତନୁ କୁମାର କର୍ଣ୍ଣ): ସୁବର୍ଣ୍ଣପୁର ଜିଲ୍ଲା ନର୍ସିଂ କର୍ମଚାରୀ ସଂଘ ତରଫରୁ ସ୍ଥାନୀୟ ଜିଲ୍ଲା ସଂସ୍କୃତି ଭବନରେ ଆନ୍ତର୍ଜାତିକ ସେବିକା ଦିବସ ପାଳିତ ହୋଇଯାଇଛି । ଏହି ଉତ୍ସବ ରେ ମୁଖ୍ୟ ଅତିଥିଭାବେ ଯୋଗଦେଇ ଆରକ୍ଷୀ ଅଧିକ୍ଷକ ଶ୍ରୀଯୁକ୍ତ ନାରାୟଣ…

ସୁବର୍ଣ୍ଣପୁର ଠାରେ ବୁଦ୍ଧ ଜୟନ୍ତୀ ପାଳିତ

ସୁବର୍ଣ୍ଣପୁର (ଶାନ୍ତନୁ କୁମାର କର୍ଣ୍ଣ) : ବୁଦ୍ଧ ପୂର୍ଣ୍ଣିମା ତଥା ଜୟନ୍ତୀ ଅବସରରେ ସୋନପୁର ପୌର ପରିଷଦ ପକ୍ଷରୁ ସହର ର ସର୍କିଟ ହାଉସ ଛକ ଠାରେ ଥିବା ବୁଦ୍ଧ ଙ୍କ ପ୍ରତିମୂର୍ତ୍ତି ଠାରେ ପୁଷ୍ପ ମାଲ୍ୟ ଅର୍ପଣ ପୂର୍ବକ ଭଗବାନ…

ବଜ୍ରପାତରେ ଗୃହପାଳିତ ପଶୁଙ୍କ ମୃତ୍ୟୁ ସହିତ ବ୍ୟାପକ କ୍ଷତି

ଗଞ୍ଜାମ/ବୁଗୁଡ଼ା (ସୋରେନ କୁମାର ପ୍ରଧାନ): ବୁଗୁଡା ବ୍ଲକର ମାଣିତରା ଗ୍ରାମରେ ଗତ ସୋମବାର ସନ୍ଧ୍ୟାରେ ବଜ୍ରପାତ ଘଟି ରମେଶ ଗୌଡ଼ଙ୍କ ଗୋଟିଏ ଗାଈ ଓ ଗୋଟିଏ ଛେଳି ମୃତ୍ୟୁ ବରଣ କରିଥିବା ଜଣାଯାଇଛି । ପ୍ରକାଶ ଯେ, ରମେଶ ଗୌଡ଼ ନିଜର…

ରାଜ୍ୟପାଳଙ୍କ ଠାରୁ ଷଷ୍ଠ ଥର ଶ୍ରେଷ୍ଠ ଜିଲ୍ଲା ସ୍କାଉଟ କେମ୍ପୋରୀ ଭାବେ ସୁବର୍ଣ୍ଣପୁର ଜିଲ୍ଲା ପୁରସ୍କୃତ

ସୁବର୍ଣ୍ଣପୁର (ଶାନ୍ତନୁ କୁମାର ବାରିକ): ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର ଉଚ୍ଚ ବିଦ୍ୟାଳୟରେ ଅନୁଷ୍ଠିତ ୧୨ ତମ ସୁବର୍ଣ୍ଣପୁର ଜିଲ୍ଲା ଭାରତ ସ୍କାଉଟ ଗାଇଡ କେମ୍ପୋରୀ ୨୦୨୪-୨୫ କୁ ମହାମହିମ ଓଡ଼ିଶାର ରାଜ୍ୟପାଳ ଡ.ହରିବାବୁ କମ୍ବମପତି ଚଳିତ ବର୍ଷ ପାଇଁ ଶ୍ରେଷ୍ଠ ଜିଲ୍ଲା…

ଖଣି ଓ ପରିବହନ ବିଭାଗର ସମୀକ୍ଷା ବୈଠକ

ସୁବର୍ଣ୍ଣପୁର (ଶାନ୍ତନୁ କୁମାର କର୍ଣ୍ଣ): ମାନ୍ୟବର ମନ୍ତ୍ରୀ, ବାଣିଜ୍ୟ ଓ ପରିବହନ ଏବଂ ଇସ୍ପାତ ଓ ଖଣି ବିଭାଗ, ଓଡିଶା ଶ୍ରୀ ବିଭୂତି ଭୂଷଣ ଜେନା ଆଜି ସୁବର୍ଣ୍ଣପୁର ଜିଲ୍ଲା ଗସ୍ତରେ ଆସି ସର୍କିଟ୍ ହାଉସ୍‌ରେ ଅନୁଷ୍ଠିତ ବୈଠକରେ ଜିଲ୍ଲାର ଖଣି…

error: Content is protected !!