ରାୟଗଡ଼ (ଗୋପୀନାଥ ଗୌଡ଼): ରାୟଗଡ଼ ଜିଲ୍ଲା ପ୍ରଶାସନ ତରଫରୁ ବେଟି ବଚାଓ ବେଟି ପଢ଼ାଓ ଯୋଜନାର ୧୦ବର୍ଷ ପୂର୍ତ୍ତି ଅବସରରେ ବିଭିନ୍ନ କାର୍ଯ୍ୟକ୍ରମର ଯୋଜନା କରାଯାଇଛି I ଅଙ୍ଗନବାଡି କେନ୍ଦ୍ର ସ୍ତରରେ, ଗ୍ରାମ ସ୍ତରରେ, ବିଦ୍ୟାଳୟ ସ୍ତରରେ, ଗ୍ରାମ ସଭା ଆୟୋଜନ…
Author: Shree khetra News
ଉତ୍କଳ ଆଲୁମିନା କେଣ୍ଟିନରେ ଜଣେ ଯୁବକ କାମ କରୁଥିବା ଅବସ୍ଥାରେ ନିଆଁ ଲାଗି ଗୁରୁତର ।
ରାୟଗଡା (ଗୋପୀନାଥ ଗୌଡ଼): ରାୟଗଡା ଜିଲ୍ଲା ଦୋରଗୁଡା ଥାନା ଅନ୍ତର୍ଗତ ଉତ୍କଳ ଆଲୁମିନା କାରଖାନାର ଏକ କେଣ୍ଟିନରେ ବଡ ଧାରଣ ଏକ ଅଘଟଣ ଘଟି ଯାଇଥିବା ବେଳେ, ପୀଡିତ ଯୁବକ ୩ ଦିନ ଧରି ନୂଆପଡା ମେଡ଼ିକାଲରେ ଭର୍ତ୍ତି ହେଇ ମୃତ୍ୟୁ…
ଆଜାଦ୍ ହିନ୍ଦ୍ ୟୁଥ୍ ଆସୋସିଏସନ୍ ପକ୍ଷରୁ ନେତାଜୀ ଜୟନ୍ତୀ ପାଳିତ
ରାୟଗଡା (ଗୋପୀନାଥ ଗୌଡ଼) : ସ୍ଥାନୀୟ ଆଜାଦ୍ ହିନ୍ଦ୍ ୟୁଥ୍ ଆସୋସିଏସନ୍ ପକ୍ଷରୁ ନେତାଜୀ ଜୟନ୍ତୀ ତଥା ଅନୁଷ୍ଠାନର ବାର୍ଷିକ ଉତ୍ସବ ମହାସମାରୋହରେ ପାଳନ କରାଯାଇଛି। ଆଜି ସନ୍ଧ୍ୟାରେ ଆୟୋଜିତ କାର୍ଯ୍ୟକ୍ରମରେ ଅନୁଷ୍ଠାନର ସାଧାରଣ ସମ୍ପାଦକ ବିନାୟକ କର ଅଧ୍ୟକ୍ଷତା କରିଥିଲେ।…
ଚାନସାରୀ ନେତାଜୀ ଉଚ୍ଚ ବିଦ୍ୟାଳୟର ରୌପ୍ୟ ଜୟନ୍ତୀ ପାଳିତ
ରାୟଗଡ (ଗୋପୀନାଥ ଗୌଡ଼): ଗୁଣୁପୁର ବବ୍ଲର ଚାନସାରୀ ଗ୍ରାମପଂଚାୟତ ଅନ୍ତର୍ଗତ ଚୀନlସlରି ଉଚ୍ଚ ବିଦ୍ୟାଳୟ ତାର ୨୫ବର୍ଷ ପୂର୍ତ୍ତି ଉପଲଖେ ଦୁଇଦିନ ଧରି ତାହାର ରୌପ୍ୟ ଜୟନ୍ତୀ ଗତ ୨୨/୦୧/୨୫ ଓ ୨୩/୦୧/୨୫ରିଖ ଦୁଇଦିନ ଧରି ବିଦ୍ୟାଳୟ ପରିସରରେ ପାଳିତ ହୋଇଯାଇଛି…
ବନାଞ୍ଚଳ ସ୍ତରୀୟ ଜଙ୍ଗଲ ନିଆଁ ନିବାରଣ ସଚେତନତା ଉପଲକ୍ଷେ ମୋଟର ସାଇକେଲ ର।ଲି
ରାୟଗଡା (ଗୋପୀନାଥ ଗୌଡ଼) : ରାୟଗଡା ବନାଞ୍ଚଳ ତରଫରୁ ବନାଞ୍ଚଳ ସ୍ତରୀୟ ଜଙ୍ଗଲ ନିଆଁ ନିବାରଣ ସଚେତନତା ଉପଲକ୍ଷେ ମୋଟର ସାଇକେଲ ର।ଲି ଅନୁଷ୍ଠିତ ହୋଇଥିଲା । ଏହି ମୋଟର ସାଇକେଲ ରାଲି କୁ ବନଖଣ୍ଡ ଅଧିକାରୀ ଶ୍ରୀ ସଚିନ ଆନ୍ନାସାହେବ…
ରାୟଗଡ଼ା ସ୍ୱାମୀ ବିବେକାନନ୍ଦ ସେବା ସମିତି ପକ୍ଷରୁ ନେତାଜୀ ଜୟନ୍ତୀ ପାଳିତ
ରାୟଗଡା (ଗୋପୀନାଥ ଗୌଡ଼) : ରାୟଗଡ଼ା ସ୍ଵାମୀ ବିବେକାନନ୍ଦ ସେବା ସମିତି ପକ୍ଷରୁ ନେତାଜୀ ସୁବାଷ ଚନ୍ଦ୍ର ବୋଷ ଏବଂ ବୀର ସୁରେନ୍ଦ୍ର ସାଏଙ୍କ ଜୟନ୍ତୀ ମହାଆଡମ୍ବରରେ ପାଳିତ ହୋଇଯାଇଛି। ରାୟଗଡ଼ା ବିଦ୍ୟା ନଗର ସ୍ଥିତ ମହିଳା ସଂସ୍କୃତି ଅନୁଷ୍ଠାନ ଗୃହରେ…
ଓଡ଼ିଶା ଖଣି ଯାନ୍ତ୍ରିକ ବିଦ୍ୟାଳୟଠାରେ ଆୟୋଜିତ ହେବ ଜିଲ୍ଲାସ୍ତରୀୟ ନିଯୁକ୍ତି ମେଳା
କେନ୍ଦୁଝର (ସୀତାରାମ ଦୀକ୍ଷିତ): ଜିଲ୍ଲା ପ୍ରଶାସନ,କେନ୍ଦୁଝର ଓ ଓଡିଶା ସରକାରଙ୍କ ଦକ୍ଷତା ଵିକାଶ ପ୍ରାଧିକରଣ(OSDA) ମିଳିତ ଆନୁକୂଲ୍ୟରେ ଜିଲ୍ଲାସ୍ତରୀୟ ନିଯୁକ୍ତି ମେଳା ଆସନ୍ତା ତା. ୨୯.୦୧.୨୦୨୫ ରିଖରେ ଯୋଡ଼ା, ଝୁମ୍ପୁରା, ବାଂଶପାଳ,ତେଲକୋଇ, ସାହରପଡା, କେନ୍ଦୁଝର ସଦର, ଚମ୍ପୁଆ, ପାଟଣା ବ୍ଲକନିମନ୍ତେ ଏବଂ…
ବିଭିନ୍ନ ଶିକ୍ଷାନୁଷ୍ଠାନରେ ନେତାଜୀ ଜୟନ୍ତୀ ପାଳିତ
ଗଞ୍ଜାମ/ବୁଗୁଡା (ସୋରେନ କୁମାର ପ୍ରଧାନ): ବୁଗୁଡ଼ା ଅଞ୍ଚଳର ବିଭିନ୍ନ ଶିକ୍ଷାନୁଷ୍ଠାରେ ନେତାଜୀ ଜୟନ୍ତୀ ପାଳିତ ହୋଇଯାଇଛି । ସ୍ଥାନୀୟ ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିର ପକ୍ଷରୁ ସ୍ବପରିସରରେ ପ୍ରଧାନାଚାର୍ଯ୍ୟ ଆଟଲ୍ ଲିଙ୍ଗରାଜଙ୍କ ପୌରହିତ୍ଯରେ ଅନୁଷ୍ଠିତ ନେତାଜୀ ଜୟନ୍ତୀ ପାଳନ କାର୍ଯ୍ୟକ୍ରମରେ ଅତିଥି…
ଜାନୁଆରୀ ୩୧ ରେ ରାସନକାର୍ଡ ଇ-କେୱାଇସି ଶେଷ – ଯୋଗାଣ ମନ୍ତୀ
ଭୁବନେଶ୍ୱର (ସମୀର ରଞ୍ଜନ ନାୟକ )ପୁଣି ରାସନ କାର୍ଡ କୁ ନେଇ ଆସିଲା ବଡ଼ ଖବର ବଡ ସୂଚନା ଦେଲେ ମନ୍ତ୍ରୀ । ଜାନୁଆରୀ ୩୧ ରେ ଇ କେୱାଇସି ଶେଷ ହେବ , ତା ପୂର୍ବରୁ ଅଯୋଗ୍ୟ ହିତାଧିକାରୀ କାର୍ଡ…
‘ଉତ୍କର୍ଷ ଓଡ଼ିଶା’ କନକ୍ଲେଭରେ ଯୋଗ ଦେବା ପାଇଁ ଫର୍ଚ୍ୟୁନ୍ ତାଲିକାରୁ ୧୦୦କମ୍ପାନୀକୁ ନିମନ୍ତ୍ରଣ
ଭୁବନେଶ୍ବର(ସମୀର ରଞ୍ଜନ ନାୟକ) : ମେକ ଇନ କନକ୍ଲେଭ 2025 ପୂର୍ବରୁ ରାଜ୍ୟର ଶିଳ୍ପାୟନ ପ୍ରକ୍ରିୟାରେ ଲାଗିଛି ଡେଣା । ରାଜ୍ୟରେ ପ୍ରାୟ 3883 କୋଟି ଟଙ୍କାର ପୁଞ୍ଜିନିବେଶ ପ୍ରସ୍ତାବକୁ ସିଙ୍ଗଲ ୱିଣ୍ଡୋ କ୍ଲିଅରାନ୍ସ ଅଥରିଟି ବୈଠକରେ ମଞ୍ଜୁରୀ ମିଳିଛି ।…
