କେନ୍ଦୁଝର (ସୀତାରାମ ଦୀକ୍ଷିତ) : ଚମ୍ପୁଆ ମହତାବ ସରକାରୀ ଉଚ୍ଚ ବିଦ୍ୟାଳୟର ହୀରକ ଜୟନ୍ତୀ ପାଳିତ।ରାଜ୍ୟର ଶିକ୍ଷା ପରିବେଶକୁ ସୁଦୃଢ କରିବା ପାଇଁ ଉଦ୍ୟମ ଆରମ୍ଭ ହୋଇଛି, ଜୁନ୍ ଶେଷ ସୁଦ୍ଧା ସମ୍ପୂର୍ଣ୍ଣ ହେବ ବୈତରଣୀ ବୃହତ ଜଳ ସେଚନ ପ୍ରକଳ୍ପ,…
Author: Shree khetra News
ମାନ୍ୟବର ମୁଖ୍ୟମନ୍ତ୍ରୀ ଙ୍କ ସହ ଓଡିଶା ରାଜସ୍ଵ ଅମଲା ସଂଘର ସୌଜନ୍ୟମୂଳକ ସାକ୍ଷାତ l
କେନ୍ଦୁଝର (ସୀତାରାମ ଦୀକ୍ଷିତ) : ଆଜି ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀଯୁକ୍ତ ମୋହନ ଚରଣ ମାଝି ଙ୍କ କେନ୍ଦୁଝର ସରକାରୀ ଗସ୍ତ ସମୟରେ ସ୍ଥାନୀୟ ସର୍କିଟ ହାଉସ ଠାରେ ଓଡିଶା ରାଜସ୍ୱ ଅମଲା ସଂଘର ଏକ ପ୍ରତିନିଧି ଦଳ ମାନ୍ୟବର ମୁଖ୍ୟମନ୍ତ୍ରୀ ଙ୍କ…
ଶିମିଳିପାଳକୁ ଜଗିବେ ସଶସ୍ତ୍ର ପୋଲିସ : ଗଠନ ହେବ ୧୩୧ ଜଣିଆ ପୋଲିସ ରିଜର୍ଭ କମ୍ପାନୀ
ମୟୁରଭଞ୍ଜ/କରଞ୍ଜିଆ (ଜିତେନ୍ଦ୍ର ରାଜ଼) : ଶିମିଳିପାଳ ବ୍ୟାଘ୍ର ସଂରକ୍ଷଣ ପ୍ରକଳ୍ପ ଜଗିବେ ଗୋଟିଏ କମ୍ପାନୀ ସଶସ୍ତ୍ର ପୁଲିସ ବଳ। ତିଆରି ହେବ ୧୩୧ ଜଣିଆ ଏକ ସମର୍ପିତ ସଶସ୍ତ୍ର ବା ଡେଡିକେଟେଡ ଆର୍ମଡ ପୁଲିସ ରିଜର୍ଭ କମ୍ପାନୀ । ଏଥିପାଇଁ ଆକାଉଣ୍ଟ…
ପାଞ୍ଚପୀଢ ମହିଳା ମହାବିଦ୍ୟାଳୟର ବାର୍ଷିକ କ୍ରୀଡା ଉତ୍ସବ ଅନୁଷ୍ଠିତ
ମୟୁରଭଞ୍ଜ/କରଞ୍ଜିଆ ( ଜିତେନ୍ଦ୍ର ରାଜ): ମୟୂରଭଞ୍ଜ ଜିଲ୍ଲା କରଞ୍ଜିଆ ସହରସ୍ଥିତ ପାଞ୍ଚପୀଢ ମହିଳା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ କରଞ୍ଜିଆ ରେ ତା ୧୮/୧୨/୨୦୨୪ ଓ ତା ୧୯/୧୨/୨୦୨୪ ରିଖ ରେ ବାର୍ଷିକ କ୍ରୀଡା ଉତ୍ସବ ଅନୁଷ୍ଠିତ ହୋଇ ଯାଇଛି । ପ୍ରଥମ…
ସାମାଜିକ ଲିଙ୍ଗ ଭିତ୍ତିକ ସମତା ଓ ପାଠ୍ୟକ୍ରମ ରେ ସଂଯୋଗୀକରଣ ତାଲିମ ଶିବିର ଉଦଯାପିତ
ମୟୁରଭଞ୍ଜ/କରଞ୍ଜିଆ (ଜିତେନ୍ଦ୍ର ରାଜ଼) : କରଞ୍ଜିଆ ଗୋଷ୍ଠି ଶିକ୍ଷାଅଧିକାରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ବ୍ଲକ ସ୍ତରୀୟ ତ୍ରିଦିବସୀୟ ଅଣ ଆବାସିକ ବର୍ଣ୍ଣାଳି ତାଲିମ ଶିବିର କରଞ୍ଜିଆ ବି.ଆର.ସି.ସି ହଲ ଠାରେ ଗୁରୁବାର ଅପରାହ୍ନ ରେ ଉଦଯାପିତ ହୋଇଯାଇଛି କରଞ୍ଜିଆ ସହକାରୀ ଗୋଷ୍ଠି ଶିକ୍ଷାଅଧିକାରୀ…
ଭୁବନେଶ୍ବରରେ ବିଜେପି ଯୁବ ମୋର୍ଚ୍ଚାର ବିକ୍ଷୋଭ,ରାହୁଲ ଗାନ୍ଧୀଙ୍କ କୁଶପୁତ୍ତଳିକା ଦାହ
ଭୁବନେଶ୍ୱର (ସମୀର ରଞ୍ଜନ ନାୟକ) :ଭୁବନେଶ୍ୱର ମାଷ୍ଟର କ୍ୟାଣ୍ଟିନରେ ବିଜେପି ଯୁବମୋର୍ଚ୍ଚାର ପ୍ରତିବାଦସଂସଦରେ ପ୍ରତାପ ଷଡ଼ଙ୍ଗୀଙ୍କୁ ପେଲାଠେଲା ପାଇଁ ପ୍ରତିବାଦ କରିଥିବା ଦେଖିବା କୁ ମିଳି ଥିଲା ସୂଚନା ଯୋଗ୍ୟ ଯେ l ବାଲେଶ୍ବର ସାଂସଦ ପ୍ରତାପ ଷଡ଼ଙ୍ଗୀଙ୍କୁ ବିରୋଧୀ ଦଳ…
ବୀରମହାରାଜପୁର କଲେଜରେ ବାର୍ଷିକ କ୍ରୀଡା ପ୍ରତିଯୋଗିତା ଉଦଘାଟିତ
ସୁବର୍ଣ୍ଣପୁର(ଶାନ୍ତନୁ କୁମାର କର୍ଣ୍ଣ) : ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର ମହାବିଦ୍ୟାଳୟ ରେ ଦ୍ବି-ଦିବାସୀୟ ୪୩ ଧବାର ଉଦଘାଟିତ ହୋଇଯାଇଛି I ଏହି ଅବସରରେ କ୍ରୀଡ଼ାବିତ ମାନଙ୍କ ଦ୍ୱାରା ସ୍ଥାନୀୟ ଦୁର୍ଗା ମନ୍ଦିରରୁ ଅଣାଯାଇଥିବା କ୍ରୀଡା ମଶାଲକୁ ନିମନ୍ତ୍ରିତ ଅତିଥିମାନଙ୍କ ଦ୍ୱାରା ସ୍ୱାଗତ…
ବାଇକ ଦୁର୍ଘଟଣାରେ ଯୁବକ ଗୁରୁତର
ଗଞ୍ଜାମ/ବୁଗୁଡା (ସୋରେନ କୁମାର ପ୍ରଧାନ): ବୁଗୁଡା-ବାଲିପଦର ରାସ୍ତାରେ ବାଇକ୍ ଦୁର୍ଘଟଣାରେ ଜଣେ ଯୁବକ ଗୁରୁତର ହୋଇଥିବା ବେଳେ ଅନ୍ୟ ଜଣେ ଆହତ ହୋଇଥିବା ଜଣାଯାଇଛି। ଗୁରୁତର ଯୁବକ ଜଣକ ହେଲେ ପୋଲସରା ଥାନା ଅନ୍ତର୍ଗତ ବିରିପୁର ଗ୍ରାମର ପ୍ରବୀଣ ଡାକୁଆ (୨୬)…
ବିରଞ୍ଚି ନାରାୟଣ ପବ୍ଲିକ୍ ସ୍କୁଲର ବାର୍ଷିକ କ୍ରୀଡା ଉତ୍ସବ ଅନୁଷ୍ଠିତ
ବୁଗୁଡ଼ା (ସୋରେନ କୁମାର ପ୍ରଧାନ): ସ୍ଥାନୀୟ ବିରଞ୍ଚି ନାରାୟଣ ପବ୍ଲିକ୍ ସ୍କୁଲର ୧୦ମ ବାର୍ଷିକ କ୍ରୀଡା ଅନୁଷ୍ଠିତ ହୋଇଯାଇଛି । ଉକ୍ତ ଦ୍ବିଦିବସୀୟ ବାର୍ଷିକ କ୍ରୀଡାର ଉଦଘାଟନୀ ଉତ୍ସବରେ ସ୍କୁଲ ପରିଚାଳନା ନିର୍ଦ୍ଦେଶକ ଚନ୍ଦନ ଚର୍ଚ୍ଚିତ ପାତ୍ର ଅଧ୍ଯକ୍ଷତା କରିଥିବା ବେଳେ…
ଦରବୃଦ୍ଧି ବିରୋଧରେ ଜାନୁଆରୀ ୬ ତାରିଖରେ ଗଣବିକ୍ଷୋଭ କରିବ ବିଜୁ ଜନତା ଦଳ।
ଭୁବନେଶ୍ୱର (ସମୀର ରଞ୍ଜନ ନାୟକ) : ମୁଦ୍ରାସ୍ପୀତି ବୃଦ୍ଧିରେ ଦେଶରେ ଓଡ଼ିଶାର ସ୍ଥାନ ତୃତୀୟ ହୋଇଥିବାବେଳେ ପ୍ରଥମ ଆଠଟି ରାଜ୍ୟ ମଧ୍ୟରୁ ସାତଟି ବିଜେପି ଶାସିତ ରାଜ୍ୟ। ମୁଦ୍ରାସ୍ପୀତିକୁ ନିୟନ୍ତ୍ରଣ କରିବା ପାଇଁ କେନ୍ଦ୍ର ସରକାର ଏବଂ ଓଡ଼ିଶା ସମେତ ବିଜେପି…
