ଭୁବନେଶ୍ବର (ସମୀର ରଞ୍ଜନ ନାୟକ): ପୁଣି ଆଇଏଏସ ସ୍ତରରେ ଅଦଳବଦଳ କରିଛନ୍ତି ରାଜ୍ୟ ସରକାର । ରାଜ୍ୟ ସରକାର ଦୁଇଜଣ ଅଧିକାରୀଙ୍କୁ ବଦଳି କରି ଆଇଏଏସ୍ କ୍ୟାଡରରେ ଏକ ଛୋଟିଆ ଅଦଳବଦଳ କରିଛନ୍ତି । ଏନେଇ ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ…
Author: Shree khetra News
ବିଶ୍ୱ ଉପଭୋକ୍ତା ଅଧିକାର ଦିବସରେ ବିଷ ଅଧିକାରୀମାନଙ୍କ ପାଇଁ ‘ଗଭର୍ନମେଣ୍ଟ-କନେକ୍ଟ’ ଅଭିଯାନ
ବରଗଡ(ମୁକୁନ୍ଦ ଦାସ): ଭାରତୀୟ ମାନକ ବ୍ୟୁରୋ (BIS), ଭୁବନେଶ୍ୱର ଶାଖା କାର୍ଯ୍ୟାଳୟ ବିଶ୍ୱ ଉପଭୋକ୍ତା ଅଧିକାର ଦିବସ ଉପଲକ୍ଷେ ସରକାରୀ ଅଧିକାରୀମାନଙ୍କ ମଧ୍ୟରେ ଗୁଣବତ୍ତା ଏବଂ ମାନକଗୁଡ଼ିକ ଉପରେ ଜାଗୃକତା ଏବଂ ବୁଝିବା ଶକ୍ତି ବଢ଼ାଇବା ପାଇଁ’ଗଭର୍ନମେଣ୍ଟ-କନେକ୍ଟ’ (ଶାସନ ସଂଯୋଗ) ଅଭିଯାନ…
ଅସ୍ମିତା ଖେଲୋ ଇଣ୍ଡିଆ ୧୭ ବର୍ଷରୁ କମ ବାଳିକା ଫୁଟବଲ ଚମ୍ପିୟାନସିପ
କେନ୍ଦୁଝର (ସୀତାରାମ ଦୀକ୍ଷିତ): ଅଲ ଇଣ୍ଡିଆ ଫୁଟବଲ ଫେଡେରେସନ, ଫୁଟବଲ ଆସୋସିଏସନ ଅଫ ଓଡିଶା ଏବଂ ଜିଲ୍ଲା କ୍ରୀଡା ସଂସ୍ଥା, କେନ୍ଦୁଝର ମିଳିତ ସହଯୋଗରେ କେନ୍ଦୁଝର ଶଙ୍କରପୁରସ୍ଥିତ ଧରଣୀଧର ସ୍ପୋର୍ଟ୍ସ କମ୍ପ୍ଲେକ୍ସରେ ଅସ୍ମିତା ଖେଲୋ ଇଣ୍ଡିଆ ୧୭ ବର୍ଷରୁ କମ ବାଳିକା…
କୋଶଳେଶ୍ୱର ଉଚ୍ଚ ବିଦ୍ୟାଳୟରେ ପିଏମ୍ ଶ୍ରୀ ସ୍ୱଚ୍ଛତା ପକ୍ଷ ପାଳିତ
ସୁବର୍ଣ୍ଣପୁର (ଶାନ୍ତନୁ କୁମାର କର୍ଣ୍ଣ): ସୁବର୍ଣ୍ଣପୁର ଜିଲ୍ଲା ସଦର ବ୍ଲକ୍ ସ୍ଥିତ ପିଏମ୍ ଶ୍ରୀ କୋଶଳେଶ୍ୱର ଉଚ୍ଚ ବିଦ୍ୟାଳୟରେ ଆଜି ସ୍ୱଚ୍ଛତା ପକ୍ଷ ପାଳିତ ହୋଇଯାଇଛି l ପ୍ରଧାନ ଶିକ୍ଷକ ବାବୁଲାଲ ସାହୁଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଉଦ୍ ଯାପନୀ ଉତ୍ସବରେ ସମାଜ…
୮ ଦିନ ହେଲା ଛୁଟିରେ ସ୍ବାସ୍ଥ୍ୟ ମିଶନ କର୍ମଚାରୀ : ଜିଲ୍ଲାରେ ସ୍ୱାସ୍ଥ୍ୟସେବ ପ୍ରଭାବିତ
ସୁବର୍ଣ୍ଣପୁର (ଶାନ୍ତନୁ କୁମାର କର୍ଣ୍ଣ): ଜନସ୍ୱାସ୍ଥ୍ୟ ପରିଚାଳନା ପଦବୀ ସୃଷ୍ଟି ଓ ଚାକିରୀ ସ୍ଥାୟୀକରଣ ଦାବିରେ ଜାତୀୟ ସ୍ୱାସ୍ଥ୍ୟ ମିଶନରେ କାର୍ଯ୍ୟରତ ଠିକା କର୍ମଚାରୀଙ୍କ ଆନ୍ଦୋଳନ ଆଜି ଅଷ୍ଟମ ଦିନରେ ପହଞ୍ଚିଥିଲା ବେଳେ ସୁବର୍ଣ୍ଣପୁର ଜିଲ୍ଲା ସ୍ୱାସ୍ଥ୍ୟ ବିଭାଗରେ ନାନା ସମସ୍ୟା…
ମାଣିତରା ହାଇସ୍କୁଲରେ ବାର୍ଷିକ ଉତ୍ସବ ଏବଂ ଆମ ସଂସ୍କୃତି ଓ ଆମ ଖେଳନା କାର୍ଯ୍ୟକ୍ରମ
ଗଞ୍ଜାମ/ବୁଗୁଡା(ସୋରେନ କୁମାର ପ୍ରଧାନ): ବୁଗୁଡା ବ୍ଲକ ଅନ୍ତର୍ଗତ ମାଣିତରା ଆଞ୍ଚଳିକ ଉଚ୍ଚ ବିଦ୍ୟାଳୟର ବାର୍ଷିକ ଉତ୍ସବ ଏବଂ ଆମ ସଂସ୍କୃତି ଓ ଆମ ଖେଳନା ସମ୍ପର୍କିତ କର୍ମଶାଳା ଅନୁଷ୍ଠିତ ହୋଇଯାଇଛି। ଉକ୍ତ କାର୍ଯ୍ୟକ୍ରମରେ ବିଦ୍ୟାଳୟର ପ୍ରଧାନ ଶିକ୍ଷକ କୈଳାଶ ଚନ୍ଦ୍ର ମହାରଣା…
କେନ୍ଦ୍ରୀୟ ଶିକ୍ଷାମନ୍ତ୍ରୀଙ୍କ ପିତା ଦେବେନ୍ଦ୍ର ପ୍ରଧାନଙ୍କ ପରଲୋକ, ଶେଷଦର୍ଶନ କଲେ ପ୍ରଧାନମନ୍ତ୍ରୀ
ନୂଆଦିଲ୍ଲୀ : କେନ୍ଦ୍ରୀୟ ଶିକ୍ଷାମନ୍ତ୍ରୀଙ୍କ ପିତା ଦେବେନ୍ଦ୍ର ପ୍ରଧାନଙ୍କ ପରଲୋକ ଦିଲ୍ଲୀରେ ୮୩ ବର୍ଷ ବୟସରେ ହୋଇଛି । ସେ ଦିଲ୍ଲୀ ଏମସରେ ଶେଷ ନିଶ୍ବାସ ତ୍ୟାଗ କରିଛନ୍ତି ।ସୂଚନାଯୋଗ୍ୟ, ୧୬ ଜୁଲାଇ ୧୯୪୧ରେ ସ୍ବର୍ଗତ ଦେବେନ୍ଦ୍ର ପ୍ରଧାନ ଓଡ଼ିଶାର ଅବିଭକ୍ତ…
ବେପାରୁଆ ଗାଡି ଚାଳନା ଯୋଗୁ ସଡକ ଦୁର୍ଘଟଣା, ଜଣେ ମୃତ ତିନି ଗୁରୁତର
ଗଞ୍ଜାମ/ବୁଗୁଡ଼ା ସୋରେନ କୁମାର ପ୍ରଧାନ):ବେପାରୁଆ ଗାଡି ଚାଳନା ଯୋଗୁ ଦୈନନ୍ଦିନ ସଡ଼କ ଦୁର୍ଘଟଣା ଘଟିଛି।ସେହିଭଳି ଆଜି ବୁଗୁଡା ‐ ସୋଳମଇଲି ରାସ୍ତାରେ ଏକ ବାଇକ ଦୁର୍ଘଟଣା ଘଟିଛି। ଏହି ଦୁର୍ଘଟଣାରେ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ତିନି ଜଣ ଗୁରୁତର ଆହତ…
ପୁଣି ଏକ ଜିବନ ଗଲା ନାଗାବଳୀ ନଦୀରେ।
ରାୟଗଡ଼ (ଗୋପୀନାଥ ଗୌଡ଼) : କଟକଣା ଥିବା ସତ୍ତ୍ବେ ଆନ୍ଧ୍ରରୁ ଆସୁଥିବା ପର୍ଯ୍ୟଟକ ନଦୀରେ ଗାଧୋଇବାକୁ ଗଲେ ।ଶିଶୁକୁ ଉଦ୍ଧାର କରିବାକୁ ଯାଇ ବୁଡ଼ିଗଲେ ନାବାଳକ। ଆକର୍ଷଣର କେନ୍ଦ୍ରବିନ୍ଦୁ ପାଲଟିଥିବା ଝୁଲା ବ୍ରିଜ ଓ ବ୍ରିଜ ତଳେ କୁଳୁକୁଳୁ ନାଦ କରି…
ଦୋଳପୂର୍ଣ୍ଣିମା ଓ ସୁନାବେଶ ଉପଲକ୍ଷେ ଶ୍ରୀମନ୍ଦିର ଚଳଚଞ୍ଚଳ
ପୁରୀ(ଜିତେନ୍ଦ୍ର କୁମାର ସାବୁତ) : ଦୋଳପୂର୍ଣ୍ଣିମା ପାଇଁ ସବୁଠି ଉତ୍ସବ ମୁଖର ପରିବେଶ । ମହାପ୍ରଭୁଙ୍କ ଦ୍ବାଦଶ ଯାତ୍ରା ମଧ୍ୟରୁ ଦୋଳଯାତ୍ରା ଅନ୍ୟତମ । ଶ୍ରୀମନ୍ଦିରରେ ଆସନ୍ତା ୧୪ ତାରିଖ ଦିନ ଶ୍ରୀଜିଉଙ୍କର ଅନୁଷ୍ଠିତ ହେବ ସୁନାବେଶ lଶ୍ରୀମନ୍ଦିରରେ ଦୋଳ ଉତ୍ସବ…
