ସୁବର୍ଣ୍ଣପୁର (ଶାନ୍ତନୁ କୁମାର କର୍ଣ୍ଣ) – ସାରା ରାଜ୍ୟରେ ଏପ୍ରିଲ ୧ରୁ୧୪ତାରିଖ ପର୍ଯ୍ୟନ୍ତ ଓଡ଼ିଆ ପକ୍ଷ ପାଳନ କରାଯାଉଛି।ଏହି ପରିପ୍ରେକ୍ଷୀରେ ବିନିକା ସ୍ଥିତ ସିଦ୍ଧାର୍ଥ ଡିଗ୍ରୀ କଲେଜରେ ଏକ ସ୍ଵେଚ୍ଛାକୃତ ରକ୍ତଦାନ ଶିବିର ଅନୁଷ୍ଠିତ ହୋଇଯାଇଛି । କଲେଜର ଯୁବ ରେଡକ୍ରସ…
Author: Shree khetra News
୩୯ ତମ ସବ ଜୁନିୟର ବାଳକ ହ୍ୟାଣ୍ଡବଲ ଚମ୍ପିୟାନସିପ ରେ ମୁଖ୍ୟମନ୍ତ୍ରୀ ଯୋଗ ଦେଲେ
କେନ୍ଦୁଝର (ସୀତାରାମ ଦୀକ୍ଷିତ): ଦିନିକିଆ କେନ୍ଦୁଝର ଜିଲ୍ଲା ଗସ୍ତରେ ଆସିଥିଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି | ମୁଖ୍ୟମନ୍ତ୍ରୀ ଭୁବନେଶ୍ୱର ଠାରୁ ହେଲିକ୍ୟାପଟର ଯୋଗେ ଆସି ଦିନ ୧୦.୪୦ ଟା ମିନିଟ ସମୟରେ ରିଜର୍ଭ ପୋଲିସ ଗ୍ରାଉଣ୍ଡ ଠାରେ ପହଞ୍ଚି ସେଠାରୁ…
ଏସିଆନ ଜୁନିୟର ଚମ୍ପିଆନସିପ ପାଇଁ ଦଳର ଯୁଗ୍ନ ପ୍ରସିକ୍ଷକ ହେଲେ ପ୍ରଣୟ କୁମାର ପାଣି
କେନ୍ଦୁଝର/ଯୋଡ଼ା (ସୀତାରାମ ଦୀକ୍ଷିତ): ଏସିଆନ ଜୁନିୟର ଚମ୍ପିଆନସିପ ପାଇଁ ଭାରତୀୟ ଦଳର ଯୁଗ୍ନ ପ୍ରସିକ୍ଷକ ହେଲେ ପ୍ରଣୟ କୁମାର ପାଣି । ଓଡ଼ିଶା ତଥା କେନ୍ଦୁଝର ପାଇଁ ଏକ ବଡ ଖୁସି ଖବର । ଓଡ଼ିଶାର ହ୍ୟାଣ୍ଡବଲ କୋଚ ପ୍ରଣୟ କୁମାର…
ମୁହଁ ଖୋଲିଲେ ପ୍ରଭାତ ତ୍ରିପାଠୀ, କହିଲେ ମୁଁ ଗତକାଲିଠାରୁ ବିଜୁ ଜନତା ଦଳରେ ନାହିଁ
ଭୁବନେଶ୍ୱର (ସମୀର ରଞ୍ଜନ ନାୟକ):ବରିଷ୍ଠ ରାଜନେତା ପ୍ରଭାତ ତ୍ରିପାଠୀ ଆଜି ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକଙ୍କୁ ପ୍ରଶ୍ନ ପଚାରି ବିଜେଡିର ଅନ୍ତର୍ଦ୍ୱନ୍ଦ୍ୱକୁ ଆହୁରି ପଦାରେ ପକାଇଛନ୍ତି। ସେ କହିଛନ୍ତି ୱାକଫ ସଂଶୋଧନ ବିଧେୟକ ଆଲୋଚନା ବେଳେ ବିଜେଡି ରାଜନୀତିକ ପ୍ରତିବଦ୍ଧତାରୁ…
ରେଡ଼କ୍ରସ ପକ୍ଷରୁ ବିଶ୍ୱ ସ୍ୱାସ୍ଥ୍ୟ ଦିବସ
କେନ୍ଦୁଝର/ଯୋଡ଼ା (ସୀତାରାମ ଦୀକ୍ଷିତ) ଭାରତୀୟ ରେଡ଼କ୍ରସ ସଂସ୍ଥା କେନ୍ଦୁଝର ଶାଖା ପକ୍ଷରୁ ସରକାରୀ ନର୍ସି ତାଲିମ କେନ୍ଦ୍ର ସଭାଗୃହ ରେ ବିଶ୍ୱ ସ୍ୱାସ୍ଥ୍ୟ ଦିବସ ପାଳିତ ହୋଇଯାଇଛି, ଅତିରିକ୍ତ ଜିଲ୍ଲାପାଳ ରବୀନ୍ଦ୍ର କୁମାର ପ୍ରଧାନ ମୁଖ୍ୟ ଅତିଥିଭାବେ ଯୋଗ ଦେଇ ଉତ୍ତମ…
ଜିଲ୍ଲା ପରିଷଦର ୫୯ତମ ସାଧାରଣ ବୈଠକ ଅନୁଷ୍ଠିତ ।
ଅନୁଗୋଳ (ଅଜିତ କୁମାର ଭୋଇ) : ଜିଲ୍ଲା ପରିଷଦ ସମ୍ମିଳନୀ କକ୍ଷ ଠାରେ ଜିଲ୍ଲା ପରିଷଦର ୫୯ତମ ସାଧାରଣ ବୈଠକ ଅନୁଷ୍ଠିତ ହୋଇଯାଇଛି । ଜିଲ୍ଲା ପରିଷଦ ଅଧ୍ୟକ୍ଷା ଶ୍ରୀମତୀ ବବିତା ପ୍ରଧାନ ଏହି ସଭାରେ ଅଧ୍ୟକ୍ଷତା କରିଥିଲେ । ଏହି…
ଶେଷରେ ମୁହଁ ଖୋଲିଲେ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ, ପାଣ୍ଡିଆନଙ୍କୁ ନେଇ କହିଲେ
ଭୁବନେଶ୍ୱର (ସମୀର ରଞ୍ଜନ ନାୟକ) : ଓଡ଼ିଶାର ପୂର୍ବ ସରକାରରେ ପୂର୍ବତନ ୫ଟି ଅଧ୍ୟକ୍ଷ ଥିବା ଭିକେ ପାଣ୍ଡିଆନଙ୍କ ସପକ୍ଷରେ ମୁହଁ ଖୋଲିଛନ୍ତି ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ । ପାଣ୍ଡିଆନଙ୍କୁ ଟାର୍ଗେଟ୍ କରୁଥିବା ନେତାଙ୍କୁ ନବୀନ…
କିଶୋରୀ ବାଳିକା ଆଲୋଚନା ଚକ୍ର
ଗଞ୍ଜାମ/ବୁଗୁଡ଼ା (ସୋରେନ କୁମାର ପ୍ରଧାନ):ବୁଗୁଡ଼ା ବ୍ଲକ ଅନ୍ତର୍ଗତ ପୋଚାଲୁଣ୍ଡି ମା କାଳୀ କୃଷକ ବିଦ୍ୟାପୀଠ ରେ ଏକ ” କିଶୋରୀ ବାଳିକା ଶିକ୍ଷା ଆଲୋଚନା ଚକ୍ର ” ବିଦ୍ୟାଳୟ ପକ୍ଷରୁ ଅନୁଷ୍ଠିତ ହୋଇଯାଇଛି | ପ୍ରଧାନ ଶିକ୍ଷକ ରମାରଞ୍ଜନ ମିଶ୍ରଙ୍କ ସଭାପତିତ୍ୱ…
କଂଗ୍ରେସ କର୍ମୀଙ୍କ ବିଧାନସଭା ଘେରାଉ ମାମଲା ୫ ହଜାରରୁ ଉର୍ଦ୍ଧ୍ବ କର୍ମୀଙ୍କ ନାଁରେ ମାମଲା ଦାଏର
ଭୁବନେଶ୍ୱର (ସମୀର ରଞ୍ଜନ ନାୟକ): ୫ ହଜାର କଂଗ୍ରେସ କର୍ମୀଙ୍କ ନାଁରେ ମାମଲା ରୁଜୁ ହେଲା । ଦଙ୍ଗା ଭିଆଇବା, ଆଇନକୁ ହାତକୁ ନେବା ଭଳି ୧୦ ସଙ୍ଗୀନ ଦଫାରେ ମାମଲା ରୁଜୁ କରିଛି କମିଶନରେଟ ପୁଲିସ । ଗତ ୧୭…
ଡୁଙ୍ଗୁରିପାଲିରେ ନୂତନ ବିଜ୍ଞାନ କଲେଜ ପାଇଁ ଦାବି କଲେ ଅଞ୍ଚଳର ସଚେତନ ନାଗରିକ
ସୁବର୍ଣ୍ଣପୁର (ଶାନ୍ତନୁ କୁମାର କର୍ଣ୍ଣ): ସୁବର୍ଣ୍ଣପୁର ଜିଲ୍ଲା ଡୁଙ୍ଗୁରିପାଲି ସ୍ଥିତି ଚନ୍ଦ୍ରମଣି ମିଶ୍ରଙ୍କ ବାସଭଵନକୁ ମାନ୍ୟବର ଉପ ମୁଖ୍ୟମନ୍ତ୍ରୀ କନକବର୍ଦ୍ଧନ ସିଂଦଓ ଏବଂ ତାଙ୍କ ଧର୍ମପତ୍ନୀ ବଲାଙ୍ଗୀର ସାଂସଦ ସଂଗୀତା କୁମାରୀ ସିଂଦେଓ ଆସିଥିବାବେଳେ, ଡୁଙ୍ଗୁରିପାଲି ଅଂଚଳର ସଚେତନ ନାଗରିକଙ୍କ ପକ୍ଷରୁ…
