ଜାତୀୟ କିକ ବକ୍ସିଂ ପ୍ରତିଯୋଗିତାରେ ବୁଗୁଡ଼ାର ୩ ଜଣଙ୍କୁ ବ୍ରୋଞ୍ଜ ପଦକ

ଗଞ୍ଜାମ/ବୁଗୁଡ଼ା(ସୋରେନ କୁମାର ପ୍ରଧାନ):ଜାତୀୟ କିକ ବକ୍ସିଂ ପ୍ରତିଯୋଗିତାରେ ବୁଗୁଡ଼ାର ୩ ଜଣ ବ୍ରୋଞ୍ଜ ପଦକ ହାସଲ କରିଛନ୍ତି l ହିମାଞ୍ଚଳ ଆମେଚର କିକ ବକ୍ସିଂ ଆସୋସିଏସନ ଆନୁକୂଲ୍ୟରେ ହିମାଞ୍ଚଳ ପ୍ରଦେଶର ସୋଲାନ ଠାରେ ଆୟୋଜିତ ପ୍ରତିଯୋଗିତାରେ ଅଂଶ ଗ୍ରହଣ କରି ଲୋ…

ସର୍ବଭାରତୀୟ ନକଆଉଟରେ ଝାରଖଣ୍ଡକୁ ହରାଇ ବୀରମହାରାଜପୁର ଚମ୍ପିୟାନ

ସୁବର୍ଣ୍ଣପୁର(ଶାନ୍ତନୁ କୁମାର କର୍ଣ୍ଣ): ସୁବର୍ଣ୍ଣପୁର ଜିଲ୍ଲା ବିନିକା ବ୍ଲକ କୁହିବାହାଲ ପଞ୍ଚାୟତ ପଧାନପାଲି ଖେଳପଡିଆ ଠାରେ ପ୍ରଜାମଙ୍ଗଲ କ୍ଲବ ଆନୁକୁଲ୍ୟରେ ଚାଲିଥିବା ସର୍ବଭାରତୀୟ ନକଆଉଟ ଫୁଟବଲ ଟୁର୍ଣ୍ଣାମେଣ୍ଟର ଫାଇନାଲ ମ୍ୟାଚରେ ଝାରଖଣ୍ଡ ଧନବାଦ ଇଲେଭେନକୁ ୩-୦ ଗୋଲରେ ହରାଇ ବୀରମହାରାଜପୁର ଚିତ୍ତାକର୍ଷକ…

ଚୂଡାଖାଇ ଡଙ୍ଗର ଲୋକମହୋତ୍ସବର ଦ୍ବିତୀୟ ସନ୍ଧ୍ୟାରେ ସାରସ୍ଵତ ସମାରୋହ

ସୁବର୍ଣ୍ଣପୁର(ଶାନ୍ତନୁ କୁମାର କର୍ଣ୍ଣ)ସୁବର୍ଣ୍ଣପୁର ଜିଲ୍ଲା ତରଭା ବ୍ଲକ ଚୂଡାଖାଇ ଡଙ୍ଗର ଲୋକ ମହୋତ୍ସବର ଦ୍ବିତୀୟ ସନ୍ଧ୍ୟାରେ କୋଶଳ ସାହିତ୍ୟ ଏକାଡେମୀର ସଭାପତି ଦେବେନ୍ଦ୍ର କୁମାର ନାଏକଙ୍କ ଅଧ୍ୟକ୍ଷତାରେ ଏକ ସାରସ୍ବତ ସମାରୋହ ଅନୁଷ୍ଠିତ ହୋଇଯାଇଛି। ଏଥିରେ ସାମ୍ବାଦିକ ଅନ୍ତର୍ଯ୍ୟାମୀ ସାହୁ ମୁଖ୍ୟ…

ଦୃଷ୍ଟି ବାଧିତ ଓଏଏସ ଛାତ୍ରଙ୍କ ଘରେ ପହଞ୍ଚି ସମ୍ବର୍ଦ୍ଧିତ କଲେ ଜିଲ୍ଲାପାଳ

ସୁବର୍ଣ୍ଣପୁର (ଶାନ୍ତନୁ କୁମାର କର୍ଣ୍ଣ): ଓଡ଼ିଶା ପ୍ରଶାସନିକ ସେବା ପରୀକ୍ଷାରେ କୃତକାର୍ଯ୍ୟ ହୋଇଥିବା ବାହାଦୂର ଦେବତା ଙ୍କ ଘରକୁ ଯାଇ ସମ୍ବର୍ଦ୍ଧନା ଜଣାଇଲେ ସୁବର୍ଣ୍ଣପୁର ଜିଲ୍ଲାପାଳ ଡ. ନୃପରାଜ ସାହୁ l ଜିଲ୍ଲାପାଳ ତାଙ୍କ ଘରକୁ ଯାଇ ସମ୍ବର୍ଦ୍ଧିତ କରିଥିବା ବେଳେ…

ମା ଦୁର୍ଗା ଯୁବକ ସଂଘ ଆନୁକୂଲ୍ୟରେ ଦଶହରା ପୂଜା ଅନୁଷ୍ଠିତ

କେନ୍ଦୁଝର/ଚମ୍ପୁଆ(ପ୍ରଦୀପ ମହାନ୍ତ): ଚମ୍ପୁଆ ବ୍ଲକ ଅନ୍ତର୍ଗତ କାଶିପାଳ ପଞ୍ଚାୟତ, କାଶିପାଳ ପାନପଶି ଗ୍ରାମର ଦେହୁରୀସାହି ମା ଦୁର୍ଗା ଯୁବକ ସଂଘ ଆନୁକୂଲ୍ୟରେ ଦଶହରା ଉପଲକ୍ଷେ ଡ୍ୟାନ୍ସ ଧାମାକା ଅନୁଷ୍ଠିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମକୁ ଫଗୁ ନାଏକ, ଅଖୟ କୁମାର ନାଏକ, ଉଦ୍ଧବ…

ଅସହାୟ ପରିବାରକୁ ସହାୟତାର ହାତ ବଢାଇଲା ଭରସା ପରିବାର ଟ୍ରଷ୍ଟ

କେନ୍ଦୁଝର/ଚମ୍ପୁଆ (ପ୍ରଦୀପ ମହାନ୍ତ): ଶୁଦ୍ଧିକ୍ରିୟା ପାଇଁ ଅସହାୟ ପରିବାରକୁ ସହାୟତାର ହାତ ବଢାଇଲା ଭରସା ପରିବାର ଟ୍ରଷ୍ଟ, କେନ୍ଦୁଝର । ଚମ୍ପୁଆ ବ୍ଲକ୍ ସୁନାପଶି ପଞ୍ଚାୟତ ଅନ୍ତର୍ଗତ ବାଙ୍କ ଗ୍ରାମର ଲଳିତ ଲୋହାର ଗ୍ୟାସରେ ରୋଷେଇ କରୁଥିବା ସମୟରେ ଅତ୍ୟଧିକ ଗ୍ୟାସ…

କଟକ ସହରରେ ସୋସିଆଲ ମିଡ଼ିଆ ବନ୍ଦ କଲେ ସରକାର

କଟକ (ଶ୍ରୀକ୍ଷେତ୍ର ନ୍ୟୁ୍ଜ଼ ବ୍ୟୁରୋ): କଟକରେ ଦେଖାଯାଇଥିବା ଗୋଷ୍ଠୀ ବିବାଦ ଘଟଣା ପରେ ପ୍ରଶାସନ ଏଭଳି କଟକଣା ଲଗାଇଛି । ୨୪ ଘଣ୍ଟା ପାଇଁ କଟକରେ ଇଣ୍ଟରନେଟ୍ ସେବା ବନ୍ଦ କରାଯାଇଛି । କଟକ ସହରରେ ଆଜି ସନ୍ଧ୍ୟା ୦୭ ଟା…

ଅଧ୍ୟାପକ ଯଜ୍ଞେଶ୍ଵର ବିଶିଙ୍କ ଭକ୍ତି ରାସାତ୍ମକ କବିତା ସଂକଳନ “ପଦ୍ମ ପାଖୁଡ଼ା” ଲୋକାର୍ପିତ

ସୁବର୍ଣ୍ଣପୁର (ଶାନ୍ତନୁ କୁମାର କର୍ଣ୍ଣ):ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର କଲେଜର ଅର୍ଥନୀତି ବିଭାଗର ମୁଖ୍ୟ ଅଧ୍ୟାପକ ଯଜ୍ଞେଶ୍ଵର ବିଶିଙ୍କ ସପ୍ତମ ପୁସ୍ତକ ଭକ୍ତି ରାସାତ୍ମକ ଏକପଦୀ କବିତା ସଂକଳନ “ପଦ୍ମ ପାଖୁଡ଼ା”ବାଲାଙ୍ଗୀର ଟାଉନ ବାଳିକା ବିଦ୍ୟାଳୟ ପରିସରରେ ଲୋକାର୍ପିତ ହୋଇଯାଇଛି I ଶାରଦୀୟ…

ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିର, ବଡବିଲରେ ପୂର୍ବଛାତ୍ର ଏକତ୍ରୀକରଣ ଉତ୍ସବ ଉଦ୍‌ଯାପିତ

କେନ୍ଦୁଝର/ବଡ଼ବିଲ(ସୀତାରାମ ଦୀକ୍ଷିତ) :ପବିତ୍ର ଏକାଦଶୀ ତିଥିରେ ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିର, ବଡବିଲ ପ୍ରାଙ୍ଗଣରେ ପ୍ରଥମଥର ପାଇଁ ଏକ ଏତିହାସିକ “ପୂର୍ବଛାତ୍ର ଏକତ୍ରୀକରଣ” କାର୍ଯ୍ୟକ୍ରମ ଉଦ୍‌ଯାପିତ ହେଲା। ୨୦୦୪ ଠାରୁ ୨୦୨୫ ପର୍ଯ୍ୟନ୍ତ ବର୍ଷଗତ ଛାତ୍ରଛାତ୍ରୀମାନେ ଏହି କାର୍ଯ୍ୟକ୍ରମରେ ଅଂଶଗ୍ରହଣ କରି ସ୍ମୃତିକୁ…

କାନସୁକା ଗ୍ରାମରେ ନେଟୱର୍କ ସମସ୍ୟା

ଗଞ୍ଜାମ/ବୁଗୁଡ଼ା (ସୋରେନ କୁମାର ପ୍ରଧାନ):ଗଞ୍ଜାମ ଜିଲ୍ଲା ବୁଗୁଡ଼ା ବ୍ଲକ୍ ଅନ୍ତର୍ଗତ କାନସୁକା ଗ୍ରାମରେ ଦୀର୍ଘ ଦିନ ଧରି ମୋବାଇଲ୍ ନେଟୱର୍କର ଘୋର ସମସ୍ୟା ଦେଖାଦେଇଛି। ବିଶେଷ କରି ଅଗ୍ରଣୀ ମୋବାଇଲ୍ ସେବା ପ୍ରଦାନକାରୀ କମ୍ପାନୀ ଜିଓ ଏବଂ ଏଆରର୍ଟଲ ର ନେଟୱର୍କ…

error: Content is protected !!