ସୁବର୍ଣ୍ଣପୁର ଜିଲ୍ଲା ବରିଷ୍ଠ ନାଗରିକ ସଂଘ ପକ୍ଷରୁ ମା ପାଇଁ ଗଛ ଟିଏ କାର୍ଯ୍ଯକ୍ରମ

ସୁବର୍ଣ୍ଣପୁର (ଶାନ୍ତନୁ କୁମାର କର୍ଣ୍ଣ): ସୁବର୍ଣ୍ଣପୁର ଜିଲ୍ଲାର ବରିଷ୍ଠ ନାଗରିକ ସଂଘ ଦ୍ଵାରା ଆୟୋଜିତ ସୋନପୁର ମହାନଦୀ ବ୍ରିଜ ପାର୍ଶ୍ଵସ୍ଥିତ ରିଙ୍ଗ ରୋଡ ର ଉଭୟ ପାର୍ଶ୍ଵରେ ମା ପାଇଁ ଗଛଟିଏ କାର୍ଯ୍ୟକ୍ରମ ଅବସରରେ ଏକ ସଚେତନତା ସଭା ଓ ବୃକ୍ଷରୋପଣ…

“ଅର୍‌ଫାନ୍ ସର୍ଭେ-୨୦୨୫” ଆରମ୍ଭ , “ଆମରି ଶିଶୁ” ପୋର୍ଟାଲ୍‌ରେ ରହିବ ଶିଶୁଙ୍କ ତଥ୍ୟ

ଗଞ୍ଜାମ/ବୁଗୁଡା (ସୋରେନ କୁମାର ପ୍ରଧାନ): ସ୍ଥାନୀୟ ସମନ୍ବିତ ଶିଶୁ ବିକାଶ ପ୍ରକଳ୍ପ କାର୍ଯ୍ୟାଳୟ ପକ୍ଷରୁ ଶିଶୁ ଅଧିକାର ଓ କଲ୍ୟାଣକୁ ସୁନିଶ୍ଚିତ କରିବା ଲକ୍ଷ୍ୟରେ “ଅର୍‌ଫାନ୍ ସର୍ଭେ-୨୦୨୫” କାର୍ଯ୍ୟକ୍ରମ ଆରମ୍ଭ ହୋଇଯାଇଛି। ବୁଗୁଡା ବ୍ଳକ ସିଡିପିଓ ବବିତା କୁମାରୀ ପଣ୍ଡାଙ୍କ ତତ୍ତ୍ୱାବଧାନ…

ଆସନ୍ତା କାଲି ସୋନପୁର ବନ୍ଦ ନେଇ କଂଗ୍ରେସ ଦଳର ପ୍ରେସମିଟ

ସୁବର୍ଣ୍ଣପୁର (ଶାନ୍ତନୁ କୁମାର କର୍ଣ୍ଣ): ଆସନ୍ତା କାଲି ଓଡ଼ିଶା କଂଗ୍ରେସ ପକ୍ଷରୁ ସାରା ଓଡ଼ିଶା ବନ୍ଦ ପରିପ୍ରେକ୍ଷୀରେ ସୁବର୍ଣ୍ଣପୁର ଜିଲ୍ଲା ବନ୍ଦ ଡାକରା ଦେଇଛି ଜିଲ୍ଲା କଂଗ୍ରେସ । ବାଲେଶ୍ଵର ଫକୀରମୋହନ ସ୍ୱୟଂଶାସିତ ମହାବିଦ୍ୟାଳୟ ର ଅସହାୟ ଛାତ୍ରୀ ସୌମ୍ୟାଶ୍ରୀ ବିଶି…

ଜିଲ୍ଲା ସ୍ତରୀୟ ଏଡସ ସମ୍ପର୍କିତ କୁଇଜ ପ୍ରତିଯୋଗିତା

ସୁବର୍ଣ୍ଣପୁର (ଶାନ୍ତନୁ କୁମାର କର୍ଣ୍ଣ) : ଓଡ଼ିଶା ରାଜ୍ୟ ଏଡ଼ସ ନିୟନ୍ତ୍ରଣ ସମିତି, ଭୁବନେଶ୍ୱର ଓ ଭାରତୀୟ ରେଡକ୍ରାସ ଓଡ଼ିଶା ରାଜ୍ୟ ଶାଖା ମିଳିତ ଉଦ୍ୟମରେ ସୁବର୍ଣ୍ଣପୁର ଜିଲ୍ଲା ଅନ୍ତର୍ଗତ ସମସ୍ତ ସ୍କୁଲର ରେଡ ରିବନ୍ କ୍ଲବର ଛାତ୍ରଛାତ୍ରୀ ମାନଙ୍କୁ ନେଇ…

ଚେଇଁ ଶୋଇଛନ୍ତି ମାଇନିଙ୍ଗ ଅଧିକାରୀ , ବାଲି ଧରୁଛି ସ୍ପେଶିଆଲ ସ୍କ୍ୱାର୍ଡ

ଅନୁଗୋଳ (ଅଜିତ କୁମାର ଭୋଇ): ଜିଲ୍ଲାରେ ବଢୁଛି ବେଆଇନ୍ ବାଲି ଚାଲାଣଚେଇଁ ଶୋଇ ପଡ଼ିଛି ମାଇନିଙ୍ଗ ଅଧିକାରୀ , ବାଲି ଧରୁଛି ସ୍ପେଶିଆଲ ସ୍କ୍ୱାର୍ଡଜିଲ୍ଲାରେ ଦିନକୁ ଦିନ ଖଣିଜ ପଦାର୍ଥ ବେଆଇନ୍ ଲୁଟ ହେଉଛି। ତାଳଚେରରେ ଥିବା ଖଣି ଉପ ନିର୍ଦ୍ଦେଶକ…

କଣିହାଁ ରେ ଜିଲ୍ଲା ସ୍ତରୀୟ ମିଳିତ ଜନ ଶୁଣାଣି କାର୍ଯ୍ୟକ୍ରମ ଅନୁଷ୍ଠିତ

ଅନୁଗୋଳ (ଅଜିତ କୁମାର ଭୋଇ) : ଜିଲ୍ଲାପାଳ ଶ୍ରୀ ଅବଦାଲ୍ ମୁହମ୍ମଦ ଅଖତରଙ୍କ ଅଧ୍ୟକ୍ଷତାରେ କଣିହାଁ ବ୍ଳକ୍ କାର୍ଯ୍ୟାଳୟ ଠାରେ ଜିଲ୍ଲା ସ୍ତରୀୟ ମିଳିତ ଜନଶୁଣାଣି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଜନଶୁଣାଣି ଶିବିରରେ ସମୁଦାୟ ୨୬ଟି ଅଭିଯୋଗ ଗ୍ରହଣ କରାଯାଇଥିଲା…

ଜିଲ୍ଲା କାର୍ଯ୍ୟାଳୟରେ ଅଭିଯୋଗ ଶୁଣାଣି

ଅନୁଗୋଳ (ଅଜିତ କୁମାର ଭୋଇ) : ଜିଲ୍ଲା କାର୍ଯ୍ୟାଳୟ ଠାରେ ଅନୁଗୋଳ ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ପ୍ରତାପ ପ୍ରୀତିମୟଙ୍କ ଅଧ୍ୟକ୍ଷତାରେ ଜନ ଶୁଣାଣି କାର୍ଯ୍ୟକ୍ରମ ଅନୁଷ୍ଠିତ । ଏହି କାର୍ଯ୍ୟକ୍ରମରେ ୨୯ଟି ଅଭିଯୋଗ ଗ୍ରହଣ କରାଯଇଥିଲା ।ସେଥିମଧ୍ୟରୁ ୨୫ଟି ବ୍ୟକ୍ତିଗତ ଓ…

ଶ୍ରାବଣ ମାସର ପ୍ରଥମ ସୋମବାରରେ ରାମେଶ୍ୱର ଶୈବପୀଠରେ ଭକ୍ତଙ୍କ ଭିଡ

ସୁବର୍ଣ୍ଣପୁର (ଶାନ୍ତନୁ କୁମାର କର୍ଣ୍ଣ): ପବିତ୍ର ଶ୍ରାବଣ ମାସର ପ୍ରଥମ ସୋମବାର ଅବସରରେ ସୁବର୍ଣ୍ଣପୁର ଜିଲ୍ଲାର ତ୍ରିବେଣୀ ସଙ୍ଗମ ରାମେଶ୍ୱର ଶୈବପୀଠ ଠାରେ କାଉଡ଼ିଆଙ୍କ ବୋଲବମ ଧ୍ବନିରେ‌ ପ୍ରକମ୍ପିତ ହୋଇଉଠିଛି। ଆଜି ଭୋର ୪ ଟାରୁ ମନ୍ଦିର ଖୋଲା ହୋଇ ମହାଦେବଙ୍କ…

ବୀରମହାରାଜପୁର ମହାବିଦ୍ୟାଳୟର ୪୫ତମ ପ୍ରତିଷ୍ଠା ଦିବସ ପାଳିତ

ସୁବର୍ଣ୍ଣପୁର (ଶାନ୍ତନୁ କୁମାର କର୍ଣ୍ଣ): ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର ମହାବିଦ୍ୟାଳୟର ୪୫ତମ ପ୍ରତିଷ୍ଠା ଦିବସ ମହା ସମାରୋହରେ ପାଳିତ ହୋଇଯାଇଛି। ମହାବିଦ୍ୟାଳୟର ଅଧ୍ୟକ୍ଷ ଡ. ହିମାଂଶୁ ଶେଖର ପାଢୀଙ୍କ ସଭାପତିତ୍ବରେ ଅନୁଷ୍ଠିତ ସଭାରେ ବୀରମହାରାଜପୁର ବିଧାୟକ ଇଂ ରଘୁନାଥ ଜଗଦଲା ମୁଖ୍ୟଅତିଥି…

କେନ୍ଦୁଝର ଜିଲ୍ଲା ର ବିଜେଡି ସଭାପତି ଙ୍କ ମାତୃବିୟୋଗ

କେନ୍ଦୁଝର/ଯୋଡ଼ା (ସୀତାରାମ ଦୀକ୍ଷିତ): କେନ୍ଦୁଝର ଜିଲ୍ଲା ଗୁଆଲିର ଧର୍ମପରାୟଣା ମହିଳା ସୀତା ଦେବୀଙ୍କ ପରଲୋକ ଶନିବାର ଭୋରରେ ହୋଇଯାଇଛି । ସୀତା ଦେବୀ ୯୫ ବର୍ଷ ବୟସରେ ସେ ଶେଷ ନିଶ୍ବାସ ତ୍ୟାଗ କରିଛନ୍ତି । ଶେଷ ଜୀବନ ପର୍ଯ୍ୟନ୍ତ ସେ…

error: Content is protected !!