ଓଡ଼ିଶା ବିଧାନସଭା ଫଳାଫଳରେ ଏକ ବଡ଼ ଧରଣର ପରିବର୍ତ୍ତନର ସୂଚନା ଅନୁମାନ କରାଯାଉଛି। ପ୍ରାଥମିକ ପର୍ଯ୍ୟାୟ ଭୋଟ ଗଣତିରେ ଅଧିକ ସ୍ଥାନରେ ବିଜେପି ପ୍ରାର୍ଥୀମାନେ ଆଗୁଆ ଅଛନ୍ତି। କଣ୍ଟାବାଂଜି ବିଧାନସଭା ଆସନରେ ପଛରେ ପଡ଼ି ଯାଇଛନ୍ତି ଖୋଦ ବିଜେଡି ସୁପ୍ରିମୋ ନବୀନ…
Category: BREAKING NEWS
ପୁରୀରେ ସମ୍ବିତ ପାତ୍ର ଆଗରେ,ଅରୂପ ପଛରେ ପଡିଲେ
ଆଜି ଆରମ୍ଭ ହୋଇଛି ଭୋଟ ଗଣତି। ବାଲାଟ୍ ପେପର ଭୋଟ ଗଣତି ପରେ ଆରମ୍ଭ ହୋଇଛି ଇଭିଏମ୍ ଗଣତି। ମୁଖ୍ୟ ନିର୍ବାଚନ କମିଶନରଙ୍କ ଓ୍ବେବସାଇଟ୍ରେ ପ୍ରକାଶିତ ତଥ୍ୟ ଅନୁଯାୟୀ ପୁରୀ ଲୋକସଭା ଆସନରେ ବିଜେପି ପ୍ରାର୍ଥୀ ଆଗରେ ରହିଛନ୍ତି। ବିଜେପି ପ୍ରାର୍ଥୀ…
ତାଜ ଏକ୍ସପ୍ରେସର ତିନୋଟି କୋଚରେ ନିଆଁ,କେହି ମୃତାହତ ହୋଇନାହାନ୍ତି
ସୋମବାର ଦିଲ୍ଲୀର ସରିତା ବିହାରରେ ତାଜ ଏକ୍ସପ୍ରେସର ତିନୋଟି କୋଚରେ ନିଆଁ ଲାଗିଯାଇଥିଲା। ଦିଲ୍ଲୀ ଅଗ୍ନିଶମ ସେବା କହିଛି ଯେ ଏପର୍ଯ୍ଯ଼ନ୍ତ କୌଣସି କ୍ଷୟ କ୍ଷତିର ସୂଚନା ମିଳିନାହିଁ। ପାଞ୍ଚଟି ଅଗ୍ନିଶମ ଗାଡ଼ି ଘଟଣାସ୍ଥଳକୁ ପଠାଯାଇଥିଲା। ରେଳ ଡିସିପି କେପିଏସ୍ ମାଲହୋତ୍ରା…
ଏକଜିଟ ପୋଲ ରେଜଲ୍ଟରେ ପୁଣିଥରେ ମୋଦୀ ସରକାରର ପୂର୍ବାନୁମାନ
ଦେଶରେ ୫୪୩ ଲୋକସଭା ଆସନ ଓ କିଛି ରାଜ୍ୟର ବିଧାନସଭା ଆସନ ପାଇଁ ଲୋକମାନେ ଦେଇଛନ୍ତି ଭୋଟ। ମୋଟ ୭ଟି ପର୍ଯ୍ୟାୟରେ ଭୋଟିଂ କରିଛି ଦେଶ। ଜନତା ଆସନ୍ତା ୫ ବର୍ଷ ପାଇଁ ନିଜର ସରକାର ବାଛି ସାରିଛନ୍ତି। loksabha election…
ଲୋକସଭା ନିର୍ବାଚନ ପଳାଫଳ ପୂର୍ବରୁ ରନ୍ଧନ ଗ୍ୟାସ ମୂଲ୍ୟ ହ୍ରାସ
ନୂଆଦିଲ୍ଲୀ:2024 ଲୋକସଭା ନିର୍ବାଚନର ଫଳାଫଳ ପୂର୍ବରୁ ତୈଳ ବିତରଣ କମ୍ପାନୀ (ଓ.ଏମ୍.ସି.) ଗୁଡ଼ିକ 19 କିଲୋଗ୍ରାମ କିମ୍ବା ବ୍ୟବସାୟିକ ଏଲ.ପି.ଜି ସିଲିଣ୍ଡର୍ (ରନ୍ଧନ ଗ୍ୟାସ ) ମୂଲ୍ଯରେ ବ୍ୟାପକ ହ୍ରାସ ଘୋଷଣା କରିଛନ୍ତି। ଇଣ୍ଡିଆନ ଅଏଲର ୱେବସାଇଟ ଅନୁସାରେ, 19 କିଲୋଗ୍ରାମର…
ପୂର୍ବ ପ୍ରଧାନମନ୍ତ୍ରୀ ଏଚ୍ ଡି ଦେବେଗୌଡ଼ାଙ୍କ ନାତି ପ୍ରଜ୍ବଳ ରେବନ୍ନାଙ୍କୁ ଗିରଫ କଲା ଏସଆଇଟି
କର୍ଣ୍ଣାଟକ:ଯୌନ ନିର୍ଯାତନା ଅଭିଯୋଗରେ ତଦନ୍ତରେ ସହଯୋଗ ପାଇଁ ଭାରତ ଫେରିଛନ୍ତି ଜେଡିଏସ୍ ସାଂସଦ ପ୍ରଜ୍ଜ୍ୱଳ ରେଭନ୍ନା। ଜର୍ମାନୀର ମୁଞ୍ଚି ବିମାନବନ୍ଦରରୁ ସେ ବେଙ୍ଗାଲୁରୁ ଆସୁଥିବା ଜଣାପଡ଼ିଛି। ଯୌନ କେଳେଙ୍କାରିର ଭିଡିଓ ଭାଇରାଲ୍ ହେବା ପରେ ପ୍ରଜ୍ଜ୍ୱଳ ଜର୍ମାନୀ ଫେରାର୍ ହୋଇଯାଇଥିଲେ। ସେବେଠାରୁ…
ବାତ୍ୟା ‘ରେମାଲ’ ପାଇଁ ପ୍ରବଳ ବର୍ଷାର ସତର୍କ ସୂଚନା ଜାରି କରାଯାଇଛି
ବଙ୍ଗୋପସାଗରରେ ସୃଷ୍ଟି ବାତ୍ୟା ‘ରେମାଲ’ ତୀବ୍ର ହୋଇ ପଶ୍ଚିମବଙ୍ଗର ସାଗର ଦ୍ୱୀପ ଏବଂ ବାଂଲାଦେଶର ଖେପୁପାରା ମଧ୍ୟରେ ୨୬ ତାରିଖ ମଧ୍ୟରାତ୍ରିରେ ଭାରତ ପାଣିପାଗ ବିଭାଗ (ଆଇଏମଡି) ଅନୁଯାୟୀ ମାଡ ହେବ ବୋଲି ଆଶା କରାଯାଉଛି। ବଙ୍ଗୋପସାଗରରେ ଚଳିତ ମୌସୁମୀର ଏହା…
ରାଜ୍ୟପାଳ ପୁରସ୍କାର ପ୍ରଦାନ ଉତ୍ସବ ଅନୁଷ୍ଠିତ
ଭୁବନେଶ୍ୱର :ଭାରତ ସ୍କାଉଟ ଗାଇଡ୍, ଓଡିଶା ତରଫରୁ ତା ୧୪ ରିଖରେ ରାଜଭବନର ଅଭିଷେକ ହଲ୍ରେ ଆୟୋଜିତ ଏକ ସ୍ବତନ୍ତ୍ର ସମାରୋହରେ ୨୦୨୩-୨୪ ବର୍ଷର ରାଜ୍ୟପାଳ ପୁରସ୍କାର ପ୍ରଦାନ ଉତ୍ସବ ଅନୁଷ୍ଠିତ ହୋଇଯାଇଛି। ଏଥିରେ ମହାମହିମ ରାଜ୍ୟପାଳ ଶ୍ରୀଯୁକ୍ତ ରଘୁବର ଦାସ,…
ଦିଲ୍ଲୀ ମହିଳା କମିଶନର ପୂର୍ବତନ ଅଧ୍ୟକ୍ଷା ଅସୁରକ୍ଷିତ ତ ସାଧାରଣ ମହିଳାଙ୍କ ଅବସ୍ଥା କଣ ?
ଆମଆଦମୀ ପାର୍ଟି ର ରାଜ୍ୟସଭା ସାଂସଦ ତଥା ଦିଲ୍ଲୀ ମହିଳା କମିଶନର ପୂର୍ବତନ ଅଧ୍ୟକ୍ଷା ସ୍ବାତୀ ମାଲିୱାଲଙ୍କୁ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲଙ୍କ ବାସଭବନରେ ଓ ଉପସ୍ଥିତିରେ ଅସଦାଚରଣ ଅଭିଯୋଗ । କେଜ୍ରିୱାଲଙ୍କ ବ୍ୟକ୍ତିଗତ ସଚିବ ବୈଭବ କୁମାର ମାରପିଟ ସହିତ ଅସଦାଚରଣ…
କର୍କଟ ରୋଗଠାରୁ ଶେଷରେ ଜୀବନ ଯୁଦ୍ଧ ହାରିଗଲେ ସୁଶୀଲ ମୋଦୀ
ଆଜି ବିଜେପିର ବରିଷ୍ଠ ନେତା ତଥା ରାଜ୍ୟସଭା ସାଂସଦ ସୁଶୀଲ ମୋଦିଙ୍କ ୭୨ ବର୍ଷ ବୟସରେ ଦେହାନ୍ତ ହୋଇଯାଇଛି ।ଅନେକଦିନ ହେଲା କର୍କଟ ରୋଗରେ ଆକ୍ରାନ୍ତ ହୋଇ ସେ ମାସେ ହେଲାଣି ଦିଲ୍ଲୀ ଏମ୍ସର ଆଇସିୟୁରେ ଚିକିତ୍ସିତ ହେଉଥିଲେ। ଆଜି ଚିକିତ୍ସାଧୀନ…
