କ୍ରମାଗତ ତୃତୀୟ ଥର ପ୍ରଧାନମନ୍ତ୍ରୀ ଭାବେ ଶପଥ ନେଲେ ମୋଦୀ

ନୂଆଦିଲ୍ଲୀ :ତୃତୀୟଥର ପାଇଁ ପ୍ରଧାନମନ୍ତ୍ରୀ ଭାବେ ଶପଥ ଗ୍ରହଣ କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ଆଜି ରାଷ୍ଟ୍ରପତି ଭବନରେ ଆୟୋଜିତ ଶପଥ ପାଠ ଉତ୍ସବରେ ତାଙ୍କୁ ଶପଥ କରାଇଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ଆଜି ଆୟୋଜିତ ଏହି ଉତ୍ସବରେ ପଡୋଶୀ ରାଷ୍ଟ୍ରର…

ସକ୍ରିୟ ରାଜନୀତିରୁ ସନ୍ୟାସ ଗ୍ରହଣ କଲେ ଭିକେ ପାଣ୍ଡିଆନ.

ଭୁବନେଶ୍ୱର ଦୀର୍ଘ ୨୪ ବର୍ଷର ରାଜୁତି ଗୋଟେ ଝଟକାରେ ସରିଗଲା।ତେବେ କେବଳ ଏତିକିରେ ସରିନି ବିଜେଡିର ଖରାପସମୟ । ରବିବାର ହଠାତ୍ ରାଜନୀତିରୁ ସନ୍ନ୍ୟାସ ନେଇଛନ୍ତି ୨ୟ କ୍ଷମତା କେନ୍ଦ୍ର ଭିକେ ପାଣ୍ଡିଆନ ।ପୂର୍ବରୁ ଆଇଏଏସ ଚାକିରୀ ଛାଡିଲେ,ଏବେ ରାଜନୀତି ଛାଡିଲେ…

କାର୍ତିକ ପାଣ୍ଡିଆନଙ୍କୁ ଦେଖାକରିବାକୁ ସମୟ ଦେଲେନି ଗୃହମନ୍ତ୍ରୀ ଅମିତ ଶାହା

ନୂଆଦିଲ୍ଲୀ ଏକଦା ଓଡିଶା ରାଜନୀତିର ସର୍ବଶକ୍ତିମାନ ନେତା ଥିଲେ ପାଣ୍ଡିଆନ।ଖବରରୁ ପ୍ରକାଶ ଯେ ଗତ ଦୁଇଦିନ ହେଲା ରାଜଧାନୀ ଦିଲ୍ଲୀରେ ଡେରା ପକାଇଛନ୍ତି ସେ। ଏକ ପଞ୍ଚତାରକା ହୋଟେଲରେ ଡେରା ପକାଇଛନ୍ତି। କେନ୍ଦ୍ର ଗୃହ ମନ୍ତ୍ରୀ ଙ୍କ ସହ ଦେଖା କରିବାକୁ…

ହଠାତ ଲମ୍ବା ଛୁଟିରେ ଗଲେ ସୁଜାତା କାର୍ତ୍ତିକେୟନ

ଭିକେ ପାଣ୍ଡିଆନଙ୍କ ସ୍ତ୍ରୀ ସୁଜାତା କାର୍ତ୍ତିକେୟନକୁ ନେଇ ବର୍ତ୍ତମାନ ଏକ ଖବର ସାମ୍ନାକୁ ଆସିଛି । ଝିଅର ଦଶମ ଶ୍ରେଣୀ ପରୀକ୍ଷା ପ୍ରସ୍ତୁତି ପାଇଁ ରାଜ୍ୟ ସରକାରଙ୍କ ଅର୍ଥ ବିଭାଗର ସ୍ବତନ୍ତ୍ର ସଚିବ ସୁଜାତା ଆର୍‌ କାର୍ତ୍ତିକେୟନ୍‌ ୬ ମାସ ପାଇଁ…

ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେଲେ ନବୀନ ପଟ୍ଟନାୟକ

ଭୁବନେଶ୍ୱର :ଓଡିଶା ରାଜନୀତିକୁ ନେଇ ବଡ ଖବର ଆସିଛି। ଓଡିଶା ବିଧାନସଭା ନିର୍ବାଚନରେ ବିଜେଡ଼ି ସଂଖ୍ୟା ଗରିଷ୍ଠତାରେ ବିଫଳ ହେବା ପରେ ପାଞ୍ଚଥରର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଇସ୍ତଫା ଦେବାକୁ ରାଜଭବନରେ ପହଞ୍ଚିଛନ୍ତି। ନବୀନ ପଟ୍ଟନାୟକ ପ୍ରଥମେ ସକାଳ ୧୧.୩୦ ଟାରେ…

ରାଜ୍ୟପାଳଙ୍କୁ ନିଜ ଇସ୍ତଫାପତ୍ର ଦେବେ ନବୀନ

ବିଧାନସଭା ଏବଂ ଲୋକସଭା ନିର୍ବାଚନରେ ପରାଜୟ ପରେ ଏକ୍ସ ରେ ନିଜର ପ୍ରଥମ ବୟାନ ଦେଇଛନ୍ତି ନବୀନ। ସେ କହିଛନ୍ତି ‘ଦଳମତ ନିର୍ବିଶେଷରେ ବିଜୟୀ ସମସ୍ତ ପ୍ରାର୍ଥୀଙ୍କୁ ମୋର ଶୁଭେଚ୍ଛା। ବିଜୁ ଜନତା ଦଳର ସମସ୍ତ କର୍ମୀ ଓ ନେତାଙ୍କ ନିଷ୍ଠାପର…

ଶେଷରେ କଣ୍ଟାବାଞ୍ଜିରୁ ହାରିଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

ଶେଷରେ କଣ୍ଟାବାଞ୍ଜିରୁ ହାରିଲେ ନବୀନ ପଟ୍ଟନାୟକ। ବିଜେପି ପ୍ରାର୍ଥୀ ଲକ୍ଷ୍ମଣ ବାଗଙ୍କ ଠାରୁ ମୁଖ୍ୟମନ୍ତ୍ରୀ ତଥା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ହାରି ଯାଇଛନ୍ତି।କଣ୍ଟାବାଞ୍ଜି ବିଧାନସଭା କ୍ଷେତ୍ରରେ ବିଜେଡି ସୁପ୍ରିମୋ ଏବଂ ବିଜେଡିର ସଭାପତି ତଥା ବିଜେଡି ପ୍ରାର୍ଥୀ ନବୀନ ପଟ୍ଟନାୟକ…

ଘସିପୁରା ବିଧାନସଭା ଆସନରେ ସ୍ବାଧୀନ ପ୍ରାର୍ଥୀ ସୌମ୍ୟରଂଜନ ପଟ୍ଟନାୟକ ଆଗରେ

କେଉଁଝରର ଘସିପୁରା ବିଧାନସଭା ଆସନରେ ଏକ ଭିନ୍ନ ପ୍ରକାରର ପରିସ୍ଥିତି ସୃଷ୍ଟି ହୋଇଛି। ଓଡିଶାରେ ନବୀନ ଏବଂ ମୋଦୀ ହ୍ୱାୱା ଚାଲିଥିବା ବେଳେ ଘସିପୁରାରେ ସ୍ବାଧୀନ ପ୍ରାର୍ଥୀ ସୌମ୍ୟରଂଜନ ପଟ୍ଟନାୟକ ଆଗରେ ଅଛନ୍ତି। ଗଣତି ଅନୁସାରେ ସୌମ୍ୟରଂଜନ ପଟ୍ଟନାୟକ 2110 ଭୋଟ…

ଓଡିଶାରେ ଦେଖିବାକୁ ମିଳୁଛି ବଡ ପରିବର୍ତନ

ଓଡ଼ିଶା ବିଧାନସଭା ଫଳାଫଳରେ ଏକ ବଡ଼ ଧରଣର ପରିବର୍ତ୍ତନର ସୂଚନା ଅନୁମାନ କରାଯାଉଛି। ପ୍ରାଥମିକ ପର୍ଯ୍ୟାୟ ଭୋଟ ଗଣତିରେ ଅଧିକ ସ୍ଥାନରେ ବିଜେପି ପ୍ରାର୍ଥୀମାନେ ଆଗୁଆ ଅଛନ୍ତି। କଣ୍ଟାବାଂଜି ବିଧାନସଭା ଆସନରେ ପଛରେ ପଡ଼ି ଯାଇଛନ୍ତି ଖୋଦ ବିଜେଡି ସୁପ୍ରିମୋ ନବୀନ…

ପୁରୀରେ ସମ୍ବିତ ପାତ୍ର ଆଗରେ,ଅରୂପ ପଛରେ ପଡିଲେ

ଆଜି ଆରମ୍ଭ ହୋଇଛି ଭୋଟ ଗଣତି। ବାଲାଟ୍‌ ପେପର ଭୋଟ ଗଣତି ପରେ ଆରମ୍ଭ ହୋଇଛି ଇଭିଏମ୍‌ ଗଣତି। ମୁଖ୍ୟ ନିର୍ବାଚନ କମିଶନରଙ୍କ ଓ୍ବେବସାଇଟ୍‌ରେ ପ୍ରକାଶିତ ତଥ୍ୟ ଅନୁଯାୟୀ ପୁରୀ ଲୋକସଭା ଆସନରେ ବିଜେପି ପ୍ରାର୍ଥୀ ଆଗରେ ରହିଛନ୍ତି। ବିଜେପି ପ୍ରାର୍ଥୀ…

error: Content is protected !!