ଶପଥ ନେଲେ ଓଡିଶାର ନୂଆ ମୁଖ୍ୟମନ୍ତ୍ରୀ ଓ ତାଙ୍କ ମନ୍ତ୍ରୀମଣ୍ଡଳ

ଭୁବନେଶ୍ୱର :ସବୁ ଅପେକ୍ଷାର ଅନ୍ତ ଘଟାଇ ୨୪ ବର୍ଷ ପରେ ଓଡ଼ିଶାକୁ ମିଳିଲେ ନୂଆ ମୁଖ୍ୟମନ୍ତ୍ରୀ । ଏହା ସହିତ ତାଙ୍କ ସହ ଶପଥ ନେଇଛନ୍ତି ଦୁଇ ଉପମୁଖ୍ୟମନ୍ତ୍ରୀ ନିମାପଡା ବିଧାୟକ ପ୍ରଭାତୀ ପରିଡ଼ା ଓ ପାଟଣାଗଡ ବିଧାୟକ କେଭି ସିଂହଦେଓ…

ଓଡିଶା ଶପଥଗ୍ରହଣ ଉତ୍ସବରେ ଯୋଗଦେବାକୁ ରାଜଧାନୀରେ ୯ ରାଜ୍ୟର ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର:ନୂଆ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବେ ମୋହନ ମାଝୀ। ସେଥିପାଇଁ ଚଳଞ୍ଚଳ ହୋଇଛି ରାଜଧାନୀ ଭୁବନେଶ୍ୱର। ଶପଥ ଗ୍ରହଣ ଉତ୍ସବରେ ସାମିଲ୍‌ ହେବା ପାଇଁ ଆସିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, କେନ୍ଦ୍ରମନ୍ତ୍ରୀ ଓ ୯ ରାଜ୍ୟର ମୁଖ୍ୟମନ୍ତ୍ରୀ। ଆଜିର ଶପଥ ଗ୍ରହଣ…

ଶେଷରେ ମୁଖ୍ୟମନ୍ତ୍ରୀଙ୍କ ନାଁ ଉପରୁ ଉଠିଲା ପରଦା

ଭୁବନେଶ୍ୱର:ସବୁ କଳ୍ପନା ଜଳ୍ପନାର ଅନ୍ତ ଘଟାଇ ମୁଖ୍ୟମନ୍ତ୍ରୀଙ୍କ ନାଁ ଉପରୁ ଉଠିଛି ପରଦା। ଓଡ଼ିଶାର ନୂଆ ମୁଖ୍ୟମନ୍ତ୍ରୀ ହେବେ ବରିଷ୍ଠ ବିଜେପି ନେତା ତଥା କେନ୍ଦୁଝରର ବିଧାୟକ ମୋହନ ମାଝୀ ସେ ଆସନ୍ତାକାଲି ଅପରାହ୍ନ ୪.୪୫ଟାରେ ଓଡ଼ିଶାର ମୁଖ୍ୟମନ୍ତ୍ରୀ ଭାବେ ଶପଥ…

ମୁଖ୍ୟମନ୍ତ୍ରୀଙ୍କ ନାମକୁ ନେଇ ଏବେବି ସସ୍ପେନ୍ସ ଜାରି

ଭୁବନେଶ୍ୱର:ଏପର୍ଯ୍ୟନ୍ତ ଓଡ଼ିଶାର ମୁଖ୍ୟମନ୍ତ୍ରୀଙ୍କୁ ଚୟନ କରାଯାଇନାହିଁ । ଏନେଇ ଚର୍ଚ୍ଚା ଜୋର ଧରିଛି । ତେବେ ବୁଧବାର ୧୨ ଜୁନରେ ଜଣାପଡିବ କିଏ ହେବ ଓଡ଼ିଶାର ନୂତନ ମୁଖ୍ୟମନ୍ତ୍ରୀ । ନୂଆ ମୁଖ୍ୟମନ୍ତ୍ରୀଙ୍କ ଶପଥପାଠ କରିବାର ସମୟ ସୀମା ବର୍ତ୍ତମାନ ଧାର୍ଯ୍ୟ…

କ୍ରମାଗତ ତୃତୀୟ ଥର ପ୍ରଧାନମନ୍ତ୍ରୀ ଭାବେ ଶପଥ ନେଲେ ମୋଦୀ

ନୂଆଦିଲ୍ଲୀ :ତୃତୀୟଥର ପାଇଁ ପ୍ରଧାନମନ୍ତ୍ରୀ ଭାବେ ଶପଥ ଗ୍ରହଣ କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ଆଜି ରାଷ୍ଟ୍ରପତି ଭବନରେ ଆୟୋଜିତ ଶପଥ ପାଠ ଉତ୍ସବରେ ତାଙ୍କୁ ଶପଥ କରାଇଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ଆଜି ଆୟୋଜିତ ଏହି ଉତ୍ସବରେ ପଡୋଶୀ ରାଷ୍ଟ୍ରର…

ସକ୍ରିୟ ରାଜନୀତିରୁ ସନ୍ୟାସ ଗ୍ରହଣ କଲେ ଭିକେ ପାଣ୍ଡିଆନ.

ଭୁବନେଶ୍ୱର ଦୀର୍ଘ ୨୪ ବର୍ଷର ରାଜୁତି ଗୋଟେ ଝଟକାରେ ସରିଗଲା।ତେବେ କେବଳ ଏତିକିରେ ସରିନି ବିଜେଡିର ଖରାପସମୟ । ରବିବାର ହଠାତ୍ ରାଜନୀତିରୁ ସନ୍ନ୍ୟାସ ନେଇଛନ୍ତି ୨ୟ କ୍ଷମତା କେନ୍ଦ୍ର ଭିକେ ପାଣ୍ଡିଆନ ।ପୂର୍ବରୁ ଆଇଏଏସ ଚାକିରୀ ଛାଡିଲେ,ଏବେ ରାଜନୀତି ଛାଡିଲେ…

କାର୍ତିକ ପାଣ୍ଡିଆନଙ୍କୁ ଦେଖାକରିବାକୁ ସମୟ ଦେଲେନି ଗୃହମନ୍ତ୍ରୀ ଅମିତ ଶାହା

ନୂଆଦିଲ୍ଲୀ ଏକଦା ଓଡିଶା ରାଜନୀତିର ସର୍ବଶକ୍ତିମାନ ନେତା ଥିଲେ ପାଣ୍ଡିଆନ।ଖବରରୁ ପ୍ରକାଶ ଯେ ଗତ ଦୁଇଦିନ ହେଲା ରାଜଧାନୀ ଦିଲ୍ଲୀରେ ଡେରା ପକାଇଛନ୍ତି ସେ। ଏକ ପଞ୍ଚତାରକା ହୋଟେଲରେ ଡେରା ପକାଇଛନ୍ତି। କେନ୍ଦ୍ର ଗୃହ ମନ୍ତ୍ରୀ ଙ୍କ ସହ ଦେଖା କରିବାକୁ…

ହଠାତ ଲମ୍ବା ଛୁଟିରେ ଗଲେ ସୁଜାତା କାର୍ତ୍ତିକେୟନ

ଭିକେ ପାଣ୍ଡିଆନଙ୍କ ସ୍ତ୍ରୀ ସୁଜାତା କାର୍ତ୍ତିକେୟନକୁ ନେଇ ବର୍ତ୍ତମାନ ଏକ ଖବର ସାମ୍ନାକୁ ଆସିଛି । ଝିଅର ଦଶମ ଶ୍ରେଣୀ ପରୀକ୍ଷା ପ୍ରସ୍ତୁତି ପାଇଁ ରାଜ୍ୟ ସରକାରଙ୍କ ଅର୍ଥ ବିଭାଗର ସ୍ବତନ୍ତ୍ର ସଚିବ ସୁଜାତା ଆର୍‌ କାର୍ତ୍ତିକେୟନ୍‌ ୬ ମାସ ପାଇଁ…

ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେଲେ ନବୀନ ପଟ୍ଟନାୟକ

ଭୁବନେଶ୍ୱର :ଓଡିଶା ରାଜନୀତିକୁ ନେଇ ବଡ ଖବର ଆସିଛି। ଓଡିଶା ବିଧାନସଭା ନିର୍ବାଚନରେ ବିଜେଡ଼ି ସଂଖ୍ୟା ଗରିଷ୍ଠତାରେ ବିଫଳ ହେବା ପରେ ପାଞ୍ଚଥରର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଇସ୍ତଫା ଦେବାକୁ ରାଜଭବନରେ ପହଞ୍ଚିଛନ୍ତି। ନବୀନ ପଟ୍ଟନାୟକ ପ୍ରଥମେ ସକାଳ ୧୧.୩୦ ଟାରେ…

ରାଜ୍ୟପାଳଙ୍କୁ ନିଜ ଇସ୍ତଫାପତ୍ର ଦେବେ ନବୀନ

ବିଧାନସଭା ଏବଂ ଲୋକସଭା ନିର୍ବାଚନରେ ପରାଜୟ ପରେ ଏକ୍ସ ରେ ନିଜର ପ୍ରଥମ ବୟାନ ଦେଇଛନ୍ତି ନବୀନ। ସେ କହିଛନ୍ତି ‘ଦଳମତ ନିର୍ବିଶେଷରେ ବିଜୟୀ ସମସ୍ତ ପ୍ରାର୍ଥୀଙ୍କୁ ମୋର ଶୁଭେଚ୍ଛା। ବିଜୁ ଜନତା ଦଳର ସମସ୍ତ କର୍ମୀ ଓ ନେତାଙ୍କ ନିଷ୍ଠାପର…

Powered by Joinchat