ବାଲେଶ୍ୱର :ବାଲେଶ୍ବର ସହର ସୁନହଟ ଅଞ୍ଚଳରେ ଦୁଇଗୋଷ୍ଠୀ ମଧ୍ୟରେ ବ୍ୟାପକ ଗଣ୍ଡଗୋଳ ହୋଇଛି। ଢେଲାପଥର, ଲାଠି ଓ କାଚ ବୋତଲ ମାଡ଼ରେ ୫ ପୁଲିସ କର୍ମଚାରୀଙ୍କ ସମେତ ୧୦ ଜଣ ଲହୁଲୁହାଣ ହୋଇଛନ୍ତି। ଘଟଣାସ୍ଥଳରେ ଅନେକ ଗାଡ଼ି ସହ ଲୋକଙ୍କ ଘର…
Category: BREAKING NEWS
ପୁଣି ବାହାନଗା ଭଳି ମର୍ମନ୍ତୁତ ରେଳ ଦୁର୍ଘଟଣା
କୋଲକାତା : ଗତ ବର୍ଷ ବାଲେଶ୍ୱରର ବାହାନଗା ଦୁର୍ଘଟଣା ମନରୁ ନ ଲିଭିଣୁ ପୁଣି ଥରେ ଘଟିଛି ଦୁଃଖଦ ରେଳ ଦୁର୍ଘଟଣା। ମାଲବାହୀ ଟ୍ରେନ୍ ପଛରୁ କଞ୍ଚନଜୁଙ୍ଗା ଏକ୍ସପ୍ରେସକୁ ଧକ୍କା ଦେଇଥିଲା । ସିଆଲଦା ଯାଉଥିବା କାଞ୍ଚନଜଙ୍ଗା ଏକ୍ସପ୍ରେସ୍ ଟ୍ରେନକୁ ପଛରୁ…
ନିର୍ବାଚନ ସରିବା ପରେ ରାଜ୍ୟ ସରକାର ବଢ଼ାଇଲେ ପେଟ୍ରୋଲ, ଡିଜେଲ ମୂଲ୍ୟ
ବେଙ୍ଗାଲୁରୁ :କଂଗ୍ରେସ ଶାସିତ କର୍ଣ୍ଣାଟକର ସିଦ୍ଧରମେୟା ସରକାର ପେଟ୍ରୋଲ ଲିଟର ପିଛା ୩ ଟଙ୍କା ଓ ଡିଜେଲ ଲିଟର ପିଛା ୩.୫ ଟଙ୍କା ବୃଦ୍ଧି କରିଛନ୍ତି। ଗତ ନିର୍ବାଚନରେ ଦେଇଥିବା ଗ୍ୟାରେଣ୍ଟି ପୂରଣ ପାଇଁ ଅର୍ଥର ଆବଶ୍ୟକତା ହିଁ ମୂଲ୍ୟ ବୃଦ୍ଧିର…
ରାଜ୍ୟ ମନ୍ତ୍ରୀମଣ୍ଡଳରେ କାହାକୁ ମିଳିଲା କେଉଁ ବିଭାଗ
ଭୁବନେଶ୍ୱର:ସବୁ କଳ୍ପନା ଜଳ୍ପନା ର ଅନ୍ତ ଘଟାଇ ମନ୍ତ୍ରୀ ମାନଙ୍କ ବିଭାଗ ବଣ୍ଟନ କରାଯାଇଛି।ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ସୁପାରିଶ କ୍ରମେ ରାଜ୍ୟପାଳ ରଘୁବର ଦାସ ମନ୍ତ୍ରୀମାନଙ୍କୁ ବିଭିନ୍ନ ବିଭାଗ ବଣ୍ଟନ କରିଛନ୍ତି ।ଶପଥ ନେବାର ୪ ଦିନ ପରେ ରାଜ୍ୟରେ…
ଆଇନଶୃଙ୍ଖଳାକୁ ନେଇ ଡିଜିପି ଓ ଗୁଇନ୍ଦା ନିର୍ଦ୍ଦେଶକଙ୍କ ସହ ବୈଠକ କରୁଛନ୍ତି ମୁଖ୍ୟମନ୍ତ୍ରୀ ମୋହନ
ଭୁବନେଶ୍ୱର :ପୋଲିସ ଲୋକଙ୍କୁ ଉତ୍ତମ ବ୍ୟବହାର କରନ୍ତୁ । ଲୋକଙ୍କୁ ଗୁଣାତ୍ମକ ସେବା ପ୍ରଦାନ କରିବାକୁ ନିର୍ଦ୍ଦେଶ ଦେବା ସହ ରାଜ୍ୟର ଆଇନ ଶୃଙ୍ଖଳା ବ୍ୟବସ୍ଥାର ସମୀକ୍ଷା କରିଛନ୍ତି ମୁଖ୍ୟମନ୍ତ୍ରୀ । ଆଜି ରାଜ୍ୟ ଅତିଥିଭବନରେ ଓଡ଼ିଶାର ଆଇନଶୃଙ୍ଖଳା ବ୍ୟବସ୍ଥା ନେଇ…
ମନ୍ତ୍ରୀପରିଷଦର ପ୍ରଥମ ପ୍ରସ୍ତାବରେ ଶ୍ରୀମନ୍ଦିର ୪ଦ୍ୱାରା ଖୋଲିବା ପାଇଁ ନିଷ୍ପତି
ଭୁବନେଶ୍ୱର :ରାଜ୍ୟ ସରକାରଙ୍କ ପ୍ରଥମ କ୍ୟାବିନେଟ୍ ଓ ମନ୍ତ୍ରିପରିଷଦ ବୈଠକ ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି। ସେଥିରେ ୧ମ ପ୍ରସ୍ତାବରେ ପୁରୀ ମହାପ୍ରଭୁ ଶ୍ରୀଜଗନ୍ନାଥ ମନ୍ଦିରର ୪ ଦ୍ୱାର ଖୋଲିବାକୁ ନିଷ୍ପତ୍ତି ନିଆଯାଇଛି ।…
ଶପଥ ନେଲେ ଓଡିଶାର ନୂଆ ମୁଖ୍ୟମନ୍ତ୍ରୀ ଓ ତାଙ୍କ ମନ୍ତ୍ରୀମଣ୍ଡଳ
ଭୁବନେଶ୍ୱର :ସବୁ ଅପେକ୍ଷାର ଅନ୍ତ ଘଟାଇ ୨୪ ବର୍ଷ ପରେ ଓଡ଼ିଶାକୁ ମିଳିଲେ ନୂଆ ମୁଖ୍ୟମନ୍ତ୍ରୀ । ଏହା ସହିତ ତାଙ୍କ ସହ ଶପଥ ନେଇଛନ୍ତି ଦୁଇ ଉପମୁଖ୍ୟମନ୍ତ୍ରୀ ନିମାପଡା ବିଧାୟକ ପ୍ରଭାତୀ ପରିଡ଼ା ଓ ପାଟଣାଗଡ ବିଧାୟକ କେଭି ସିଂହଦେଓ…
ଓଡିଶା ଶପଥଗ୍ରହଣ ଉତ୍ସବରେ ଯୋଗଦେବାକୁ ରାଜଧାନୀରେ ୯ ରାଜ୍ୟର ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର:ନୂଆ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବେ ମୋହନ ମାଝୀ। ସେଥିପାଇଁ ଚଳଞ୍ଚଳ ହୋଇଛି ରାଜଧାନୀ ଭୁବନେଶ୍ୱର। ଶପଥ ଗ୍ରହଣ ଉତ୍ସବରେ ସାମିଲ୍ ହେବା ପାଇଁ ଆସିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, କେନ୍ଦ୍ରମନ୍ତ୍ରୀ ଓ ୯ ରାଜ୍ୟର ମୁଖ୍ୟମନ୍ତ୍ରୀ। ଆଜିର ଶପଥ ଗ୍ରହଣ…
ଶେଷରେ ମୁଖ୍ୟମନ୍ତ୍ରୀଙ୍କ ନାଁ ଉପରୁ ଉଠିଲା ପରଦା
ଭୁବନେଶ୍ୱର:ସବୁ କଳ୍ପନା ଜଳ୍ପନାର ଅନ୍ତ ଘଟାଇ ମୁଖ୍ୟମନ୍ତ୍ରୀଙ୍କ ନାଁ ଉପରୁ ଉଠିଛି ପରଦା। ଓଡ଼ିଶାର ନୂଆ ମୁଖ୍ୟମନ୍ତ୍ରୀ ହେବେ ବରିଷ୍ଠ ବିଜେପି ନେତା ତଥା କେନ୍ଦୁଝରର ବିଧାୟକ ମୋହନ ମାଝୀ ସେ ଆସନ୍ତାକାଲି ଅପରାହ୍ନ ୪.୪୫ଟାରେ ଓଡ଼ିଶାର ମୁଖ୍ୟମନ୍ତ୍ରୀ ଭାବେ ଶପଥ…
ମୁଖ୍ୟମନ୍ତ୍ରୀଙ୍କ ନାମକୁ ନେଇ ଏବେବି ସସ୍ପେନ୍ସ ଜାରି
ଭୁବନେଶ୍ୱର:ଏପର୍ଯ୍ୟନ୍ତ ଓଡ଼ିଶାର ମୁଖ୍ୟମନ୍ତ୍ରୀଙ୍କୁ ଚୟନ କରାଯାଇନାହିଁ । ଏନେଇ ଚର୍ଚ୍ଚା ଜୋର ଧରିଛି । ତେବେ ବୁଧବାର ୧୨ ଜୁନରେ ଜଣାପଡିବ କିଏ ହେବ ଓଡ଼ିଶାର ନୂତନ ମୁଖ୍ୟମନ୍ତ୍ରୀ । ନୂଆ ମୁଖ୍ୟମନ୍ତ୍ରୀଙ୍କ ଶପଥପାଠ କରିବାର ସମୟ ସୀମା ବର୍ତ୍ତମାନ ଧାର୍ଯ୍ୟ…