ଭୁବନେଶ୍ୱର : କୋଭିଡ୍-୧୯ ଆଳରେ ପୂର୍ବ ସରକାର ସାମ୍ବାଦିକଙ୍କ ଲୋକସେବା ଭବନକୁ ପ୍ରବେଶ ଉପରେ କଟକଣା ଲଗାଇଥିଲେ । ୨୦୨୦ ମାର୍ଚ୍ଚରୁ ଲୋକସେବା ଭବନକୁ ସାମ୍ୱାଦିକଙ୍କ ପ୍ରବେଶ ନିଷିଦ୍ଧ କରାଯାଇଥିଲା। କିନ୍ତୁ ନୂଆ ସରକାର ଶପଥ ନେବାର କିଛି ସମୟ ମଧ୍ୟରେ…
Category: ରାଜନୀତି
ଆନ୍ଧ୍ରପ୍ରଦେଶ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ଚନ୍ଦ୍ରବାବୁ ନାଇଡ଼ୁ
ନୂଆଦିଲ୍ଲୀ :ତେଲୁଗୁ ଦେଶମ ପାର୍ଟି (ଟିଡିପି)ର ମୁଖ୍ୟ ଚନ୍ଦ୍ରବାବୁ ନାଇଡୁ ଆଜି ଚତୁର୍ଥ ଥର ପାଇଁ ଆନ୍ଧ୍ରପ୍ରଦେଶର ମୁଖ୍ୟମନ୍ତ୍ରୀ ଭାବରେ ଶପଥ ଗ୍ରହଣ କରିଛନ୍ତି। ତାଙ୍କ ସହିତ ଉପ ମୁଖ୍ୟମନ୍ତ୍ରୀ ଭାବେ ପୱନ କଲ୍ୟାଣ ଶପଥ ନେଇଥିଲେ। ଶପଥ ଗ୍ରହଣ ଉତ୍ସବରେ…
ନିମନ୍ତ୍ରଣ ରକ୍ଷା କଲେ ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ
ଭୁବନେଶ୍ୱର :ଭାବୀ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ନିମନ୍ତ୍ରଣ ରକ୍ଷା କରିବେ ବୋଲି ବିଜେଡି ସଭାପତି ନବୀନ ପଟ୍ଟନାୟକ ସୂଚନା ଦେଇଥିଲେ । ଯାହାର ଭିଜୁଆଲ ମଧ୍ୟ ଦେଖିବାକୁ ମିଳିଛି। ନିଜର ସୋସିଆଲ୍ ମିଡିଆ ଏକାଉଣ୍ଟରେ ନବୀନ ପଟ୍ଟନାୟକ ଲେଖିଛନ୍ତି, ରାଜ୍ୟର…
କ୍ରମାଗତ ତୃତୀୟ ଥର ପ୍ରଧାନମନ୍ତ୍ରୀ ଭାବେ ଶପଥ ନେଲେ ମୋଦୀ
ନୂଆଦିଲ୍ଲୀ :ତୃତୀୟଥର ପାଇଁ ପ୍ରଧାନମନ୍ତ୍ରୀ ଭାବେ ଶପଥ ଗ୍ରହଣ କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ଆଜି ରାଷ୍ଟ୍ରପତି ଭବନରେ ଆୟୋଜିତ ଶପଥ ପାଠ ଉତ୍ସବରେ ତାଙ୍କୁ ଶପଥ କରାଇଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ଆଜି ଆୟୋଜିତ ଏହି ଉତ୍ସବରେ ପଡୋଶୀ ରାଷ୍ଟ୍ରର…
ସକ୍ରିୟ ରାଜନୀତିରୁ ସନ୍ୟାସ ଗ୍ରହଣ କଲେ ଭିକେ ପାଣ୍ଡିଆନ.
ଭୁବନେଶ୍ୱର ଦୀର୍ଘ ୨୪ ବର୍ଷର ରାଜୁତି ଗୋଟେ ଝଟକାରେ ସରିଗଲା।ତେବେ କେବଳ ଏତିକିରେ ସରିନି ବିଜେଡିର ଖରାପସମୟ । ରବିବାର ହଠାତ୍ ରାଜନୀତିରୁ ସନ୍ନ୍ୟାସ ନେଇଛନ୍ତି ୨ୟ କ୍ଷମତା କେନ୍ଦ୍ର ଭିକେ ପାଣ୍ଡିଆନ ।ପୂର୍ବରୁ ଆଇଏଏସ ଚାକିରୀ ଛାଡିଲେ,ଏବେ ରାଜନୀତି ଛାଡିଲେ…
ଦିଲ୍ଲୀ ମୁଖ୍ୟମନ୍ତ୍ରୀଙ୍କ ସବୁ ପ୍ଲାନ ଫେଲ,ମିଳିଲାନି ଅନ୍ତରୀଣ ଜାମିନ
କିଛିଦିନ ପୂର୍ବରୁ ଦିଲ୍ଲୀ ମୁଖ୍ୟମନ୍ତ୍ରୀଙ୍କୁ ଜାମିନ ମିଳିଥିଲା। କିନ୍ତୁ ଜାମିନଅବଧି ସରିବା ପୂର୍ବରୁ ଜାମିନକୁ ବଢ଼ାଇବାକୁ ଅନୁରୋଧ କରାଯାଇଥିଲା। କାରଣରେ କୁହାଯାଇ ଥିଲା କି କେଜ୍ରିୱାଲଙ୍କ ଠାରେ କିଛି ଡାକ୍ତରୀ ପରୀକ୍ଷଣ କରିବାର ଅଛି। କୋର୍ଟ କହିଥିଲେ ଯେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ…
ଇଭିଏମ ଭଙ୍ଗା ଘଟଣାରେ ଗିରଫ ପ୍ରଶାନ୍ତ ଜଗଦେବଙ୍କୁ ୩ଦିନ ପାଇଁ ଜାମିନ ମିଳିଲା
ସୂଚନାଯୋଗ୍ୟ ଚଳିତ ସାଧାରଣ ନିର୍ବାଚନରେ ଖୋର୍ଦ୍ଧାରୁ ବିଜେପିର ବିଧାୟକ ପ୍ରାର୍ଥୀ ପ୍ରଶାନ୍ତ ଜଗଦେବ ଗତ ୨୫ ତାରିଖ ବୋଲଗଡ଼ର ଏକ ବୁଥରେ ପଶି ଇଭିଏମ ଭଙ୍ଗାରୁଜା କରିଥିବା ନେଇ ଥାନାରେ ଅଭିଯୋଗ ହୋଇଥିଲା । ପରେ ପୋଲିସ ତାଙ୍କୁ ଗିରଫକରି ଅଦାଲତ…
୨୪ ବର୍ଷର ନଂ୧ ମୁଖ୍ୟମନ୍ତ୍ରୀଙ୍କୁ ପରାଜିତ କରିଛନ୍ତି ଲକ୍ଷ୍ମଣ ବାଗ
୨୦୨୪ ନିର୍ବାଚନର ଅନ୍ୟତମ ଚର୍ଚ୍ଚିତ ଆସନ ଥିଲା କଣ୍ଟାବାଞ୍ଜି। କାରଣ ସେଠାରୁ ପ୍ରାର୍ଥୀ ହୋଇଥିଲେ ନିଜେ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ। ଫଳାଫଳ ଚକିତ କରିଦେଲା ସମସ୍ତଙ୍କୁ। ନବୀନ ଓ ପାଣ୍ଡିଆନ ସ୍ୱପ୍ନରେ ବି ଭାବି ନଥିବେ ଯେ ସେଠାରୁ ପରାସ୍ତ…
ମୁଖ୍ୟମନ୍ତ୍ରୀ ପଦ ଦୌଡରେ ଅବସର ପ୍ରାପ୍ତ ବରିଷ୍ଠ ପ୍ରଶାସକ ଗିରିଶଚନ୍ଦ୍ର ମୁର୍ମୁ
ଓଡିଶାରେ ବିଜେପି ଏକ ବୃହତ ବିଜୟ ହାସଲ କରିଛି। ଯେଉଁଠାରେ ବିଜେପି ୫ ଥର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ପରାସ୍ତ କରିଛି। ବିଜେପି ପୁରା ନିର୍ବାଚନରେ ଓଡ଼ିଆ ଅସ୍ମିତା ବିଷୟରେ ବାରମ୍ବାର କହିଛି। ବିଜୟ ପରେ ଜଣେ ସଚୋଟ ଓ ପରିଶ୍ରମୀ…
ନବୀନଙ୍କ ଛାଇ ପାଣ୍ଡିଆନ ମଧ୍ୟ ଏବେ ଅଦୃଶ୍ୟ ହୋଇଯାଇଛନ୍ତି।
ନବୀନ ନିବାସରେ ଭି.କେ ପାଣ୍ଡିଆନଙ୍କର ଆଉ ଦେଖା ମିଳୁନି। ନିର୍ବାଚନୀ ଫଳାଫଳ ବାହାରିବା ପରଠୁ ପାଣ୍ଡିଆନ ଅଦୃଶ୍ୟ ହୋଇଯାଇଛନ୍ତି। ବିଜେଡିର ଶୋଚନୀୟ ପରାଜୟ ପରେ ପାଣ୍ଡିଆନଙ୍କୁ ସର୍ବସାଧାରଣରେ ଦେଖିବାକୁ ମିଳୁନି। କିମ୍ବା ନିର୍ବାଚନ ଫଳାଫଳକୁ ନେଇ କୌଣସି ପ୍ରତିକ୍ରିୟା ମଧ୍ୟ ତାଙ୍କ…