କେନ୍ଦୁଝର/ବଡ଼ବିଲ(ସୀତାରାମ ଦୀକ୍ଷିତ) : କେନ୍ଦୁଝର ଜିଲ୍ଲାର ବଡ଼ବିଲ ତହସିଲ ଅନ୍ତର୍ଗତ କାରାଖେନ୍ଦ୍ରାସ୍ଥିତ ରୁଙ୍ଗଟା ମାଇନ୍ସ ଲିମିଟେଡ଼ ଦ୍ୱାରା ଏହାର କାରାଖେନ୍ଦ୍ରା ଷ୍ଟିଲ୍ ପ୍ଲାଣ୍ଟ ପରିସରରେ ଏକ ବ୍ୟାପକ ରକ୍ତଦାନ ଶିବିର ଆୟୋଜନ କରାଯାଇଥିଲା। ସାମାଜିକ ଦାୟିତ୍ୱବୋଧ ଓ ମାନବ ସେବାର ଉଦ୍ଦେଶ୍ୟରେ…
Category: ଜିଲ୍ଲା
ବୀର ସହିଦଙ୍କୁ ଶ୍ରଦ୍ଧାଞ୍ଜଳୀ l
କେନ୍ଦୁଝର/ବଡ଼ବିଲ(ସୀତାରାମ ଦୀକ୍ଷିତ) :-୨0୧୯ ମସିହା ଫେବୃଆରୀ ୧୫ ତାରିଖ ଦିନ ଜାମୁ କାଶ୍ମୀର ପୁଲୱାମା ଜିଲ୍ଲାରେ ଆତଙ୍କବାଦୀ ଆକ୍ରମଣରେ ୪0 ଜଣ ସି ଆର୍ ପି ଏଫ୍ ଯବାନ ସହିତ ହୋଇଥିଲେ l ଦେଶପାଇଁ ବଳିଦାନ ଦେଇଥିବା ଏହି ବୀର ଯବାନ…
ମହାଶିବରାତ୍ରୀ ଉପଲକ୍ଷେ ବୁଗୁଡ଼ା ଅଞ୍ଚଳର ସମସ୍ତ ଶୈବପୀଠ ଚଳଚଞ୍ଚଳ
ଗଞ୍ଜାମ/ବୁଗୁଡ଼ା (ସୋରେନ କୁମାର ପ୍ରଧାନ):ଗଞ୍ଜାମ ଜିଲ୍ଲା ବୁଗୁଡ଼ା ସହର ସମେତ ଆଖପାଖ ଅଞ୍ଚଳରେ ପବିତ୍ର ମହାଶିବରାତ୍ରି ବା ଜାଗର ଅତି ଉତ୍ସାହ ଓ ଉଦ୍ଦୀପନାର ସହ ଅନୁଷ୍ଠିତ ହୋଇଯାଇଛି। ସ୍ଥାନୀୟ ଶୈବପୀଠ ଗୁଡ଼ିକରେ ହଜାର ହଜାର ଶ୍ରଦ୍ଧାଳୁଙ୍କ ଭିଡ଼ ଜମିବା ସହ…
ବ୍ୟାଙ୍କ ଅଫ ମହାରାଷ୍ଟ୍ର ବଡ଼ବିଲ ଶାଖାରେ ସଶସ୍ତ୍ର ଡକାୟତି: ବିହାରରୁ ଆଉ ୨ ଅଭିଯୁକ୍ତ ଗିରଫ
କେନ୍ଦୁଝର/ବଡ଼ବିଲ(ସୀତାରାମ ଦୀକ୍ଷିତ) : ବହୁଚର୍ଚ୍ଚିତ ବ୍ୟାଙ୍କ ଅଫ ମହାରାଷ୍ଟ୍ର ବଡ଼ବିଲ ଶାଖାରେ ଘଟିଥିବା ସଶସ୍ତ୍ର ଡକାୟତି ମାମଲାରେ ପୋଲିସ୍ ଆଉ ୨ ଅଭିଯୁକ୍ତଙ୍କୁ ବିହାରରୁ ଗିରଫ କରିଛି। ଗିରଫ ଅଭିଯୁକ୍ତ ହେଲେ ବିହାରର ବୈଶାଳୀ ଜିଲ୍ଲା ଆସୋଇ ଅଞ୍ଚଳର ସନ୍ତୋଷ କୁମାର…
ସରାଙ୍ଗ ଗାଁରେ ସ୍ୱଚ୍ଛତା ଜନଜାଗୃତି ଓ ଶିକ୍ଷା ରାଲି ଆୟୋଜିତ
ଅନୁଗୋଳ/ସରାଙ୍ଗ(ଅଜିତ କୁମାର ଭୋଇ) : ସରାଙ୍ଗ ଗାଁରେ ସ୍ୱଚ୍ଛତା ଓ ଶିକ୍ଷା ପ୍ରତି ସଚେତନତା ବୃଦ୍ଧି କରିବା ଉଦ୍ଦେଶ୍ୟରେ ଏକ ଭବ୍ୟ ରାଲି ଆୟୋଜିତ ହୋଇଥିଲା। କାର୍ଯ୍ୟକ୍ରମର ଶୁଭାରମ୍ଭ ସରକାରୀ ୟୁ.ପି.ଏସ୍ ସ୍କୁଲ, ସରାଙ୍ଗର ମୁଖ୍ୟାଧ୍ୟାପିକା ସୌଦାମିନୀ ବେହେରା ଫିତା କାଟି…
ଏପି ସିଂହ ମେମୋରିଆଲ ଓ ମା ବ୍ରହ୍ମlୟଣୀ କ୍ରିକେଟ ଟୁର୍ଣ୍ଣlମେଣ୍ଟ ଉଦଘାଟିତ
ଅନୁଗୋଳ/ବଅଁରପାଳ(ଅଜିତ କୁମାର ଭୋଇ): ବଅଁରପାଳ ବ୍ଲକ ଗୋତମରା ଖେଳ ପଡ଼ିଆ ଠାରେ ୧୩ତମ ସର୍ବ ଭାରତୀୟ ଏପି ସିଂହ ମେମୋରିଆଲ ଓ ୩୩ ତମ ମା ବ୍ରହ୍ମାୟଣୀ କ୍ରିକେଟ ଟୁର୍ଣ୍ଣାମେଣ୍ଟ ଉଦଘାଟିତ ହୋଇଯାଇଛି। ବଅଁରପାଳ ବ୍ଲକ ଅଧ୍ୟକ୍ଷ ବିଜୟ କୁମାର ନାଥ…
ଜିଲ୍ଲା ସ୍ତରୀୟ ମିଳିତ ଜନ ଅଭିଯୋଗ ଶୁଣାଣି
ଗଞ୍ଜାମ/ବୁଗୁଡ଼ା (ସୋରେନ କୁମାର ପ୍ରଧାନ): ନିକଟସ୍ଥ ବିରଞ୍ଚିନାରାୟଣ କଲ୍ୟାଣ ମଣ୍ଡପ ଠାରେ ଗଞ୍ଜାମ ଜିଲ୍ଲା ସ୍ତରୀୟ ମିଳିତ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ ହୋଇଯାଇଛି।ଗଞ୍ଜାମ ଜିଲ୍ଲାପାଳ ଭି କୀର୍ତ୍ତି ଭାସନ୍ ଅଭିଯୋଗ ଶୁଣାଣୀ ଶିବିରରେ ଯୋଗଦେଇ ମୋଟ ୧୦୪ଟି ଅଭିଯୋଗ ପତ୍ର…
କଦମଫୁଲ ସାହିତ୍ୟ ସଂସଦ ର ବାର୍ଷିକୋତ୍ସବ ପାଇଁ ପ୍ରସ୍ତୁତି ବୈଠକ
ସୁବର୍ଣ୍ଣପୁର (ଶାନ୍ତନୁ କୁମାର କର୍ଣ୍ଣ): ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର ସ୍ଥିତ ଗାୟତ୍ରୀ ଆବାସିକ ଶିକ୍ଷାନିକେତନ ର ସଭାଗୃହ ଠାରେ କୋସଲି ସାହିତ୍ୟ ଅନୁଷ୍ଠାନ କଦମଫୁଲ ସାହିତ୍ୟ ସଂସଦର ଷଷ୍ଠ ବାର୍ଷିକ ଉତ୍ସବ ପତ୍ରିକା ଉନ୍ମୋଚନ ତଥା ସମ୍ବର୍ଦ୍ଧନା ପ୍ରଦାନ ଉତ୍ସବ ଉତ୍ସବ…
ଜନଗଣନା ଅଧିକାରୀଙ୍କ ସମୀକ୍ଷା ଓ ତାଲିମ କାର୍ଯ୍ୟକ୍ରମ ଅନୁଷ୍ଠିତ
ଅନୁଗୋଳ(ଅଜିତ କୁମାର ଭୋଇ) : ଆଜି ସ୍ଥାନୀୟ ଜିଲ୍ଲା ସମ୍ମିଳନୀ କକ୍ଷଠାରେ ୨୦୨୭ ଜନଗଣନା ନିମନ୍ତେ ଜିଲ୍ଲାସ୍ତରୀୟ ଜନଗଣନା ଅଧିକାରୀଙ୍କ ସମୀକ୍ଷା ଓ ତାଲିମ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମରେ ଅଧ୍ୟକ୍ଷତା କରି ଜିଲ୍ଲାପାଳ ତଥା ପ୍ରମୁଖ ଜିଲ୍ଲା ଜନଗଣନା…
ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ୭୦ତମ ବାର୍ଷିକ ଉତ୍ସବ
ଗଞ୍ଜାମ/ବୁଗୁଡ଼ା (ସୋରେନ କୁମାର ପ୍ରଧାନ): ବୁଗୁଡ଼ା ବ୍ଲକ୍ ଅନ୍ତର୍ଗତ ପାଙ୍ଗିଡି ଗ୍ରାମ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ୭୦ତମ ବାର୍ଷିକ ଉତ୍ସବ ଅନୁଷ୍ଠିତ ହୋଇଯାଇଛି। ବିଦ୍ୟାଳୟର ପ୍ରଧାନଶିକ୍ଷକ କିଶୋର ଚନ୍ଦ୍ର ପାତ୍ରଙ୍କ ପୌରହିତ୍ୟରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ…
