ଖୋର୍ଦ୍ଧା: ଭୁବନେଶ୍ୱରରୁ ନିର୍ବାଚନ ରାଣାଙ୍ଗନରେ ଅବତୀର୍ଣ୍ଣ ବିଜେଡିର ସାଂସଦ ପ୍ରାର୍ଥୀ କ୍ୟାପ୍ଟେନ୍ ମନ୍ମଥ ରାଉତରାୟ ନିଜ ପ୍ରାର୍ଥିପତ୍ର ଦାଖଲ କରିଛନ୍ତି। ଶଗଡ଼ ଗାଡ଼ିରେ ମନ୍ମଥଙ୍କ ଶୋଭାଯାତ୍ରା ସ୍ଥାନୀୟ ମୁକୁନ୍ଦପ୍ରସାଦ ଅସୁରଢ଼ିପଠାରୁ ତିନିଟି ବଳଦ ଯୋଚା ଯାଇଥିବା ଶଗଡ଼ଗାଡ଼ିରେ ଶୋଭାଯାତ୍ରାରେ ବାହାରିଥିଲେ। ଶୋଭାଯାତ୍ରାରେ…
