ରାୟଗଡ଼ ସହର ମଧ୍ୟ ଦେଇ ୨୪ ଘଣ୍ଟା ଭାରି ଯାନ ଚଳାଚଳ ଚିନ୍ତାର କାରଣ।

ରାୟଗଡ଼(ଗୋପୀନାଥ ଗୌଡ଼): ରାୟଗଡ଼ ସହର ମଧ୍ୟ ଦେଇ ଦିନରାତି ୨୪ ଘଣ୍ଟା ଭାରି ଯାନ ଚଳାଚଳ ସାଧାରଣ ଲୋକଙ୍କ ପାଇଁ ଚିନ୍ତାର କାରଣ ପାଲଟିଛି। ପ୍ରତ୍ୟେକ ଦିନ ରାୟଗଡ଼ ସହରକୁ ୧୦ ଗୋଟି ବ୍ଲକଏବଂ ଆଖପାଖ ଗ୍ରାମାଞ୍ଚଳରୁ ଲୋକେ ନିଜ ନିଜର…

ପୋଚାଲୁଣ୍ଡି ଓ ଭାମଶ୍ୟାଳି ରେ ପ୍ରସିଦ୍ଧ ଦଣ୍ଡଯାତ୍ରା ଆରମ୍ଭ

ଗଞ୍ଜାମ/ବୁଗୁଡା (ସୋରେନ କୁମାର ପ୍ରଧାନ) : ବୁଗୁଡା ବ୍ଳକ ଅନ୍ତର୍ଗତ ପୋଚାଲୁଣ୍ଡି ଏବଂ ଭାମଶ୍ୟାଳି ଗ୍ରାମରେ ପ୍ରସିଦ୍ଧ ଦଣ୍ଡଯାତ୍ରା ଆରମ୍ଭ ହୋଇଯାଇଛି । ଯାତ୍ରାର ପ୍ରଥମ ଦିନରେ ଦଣ୍ଡ ଉଠୁଥିବା କାଳୀ ମନ୍ଦିର ଗୁଡିକରେ ପାରମ୍ପରିକ ରୀତିନୀତି ପ୍ରକାରେ ସମସ୍ତ କାର୍ଯ୍ୟ…

ସାଂସ୍କୃତିକ ଓ ସମାଜିକ ଅନୁଷ୍ଠାନ ଭୂମିକା ତରଫରୁ ବିଶ୍ଵ ନାଟ୍ୟ ଦିବସ ପାଳିତ

ସୁବର୍ଣ୍ଣପୁର (ଶାନ୍ତନୁ କୁମାର କର୍ଣ୍ଣ): ବିଶ୍ଵ ନାଟ୍ୟ ଦିବସରେ ଅବସରରେ ଓଡ଼ିଶାର ଅଗ୍ରଣୀ ସାମାଜିକ ସାଂସ୍କୃତିକ ଅନୁଷ୍ଠାନ “ଭୂମିକା” ତରଫରୁ ଗ୍ରାମାଞ୍ଚଳର ନାଟ୍ୟ ପରମ୍ପରାକୁ ଉଜ୍ଜୀବିତ କରି ରଖିବା ପାଇଁ ସୁବର୍ଣ୍ଣପୁର ଜିଲ୍ଲାର ତରଭା ନିକଟସ୍ଥ ସରଗଜ ଗ୍ରାମରେ ବିଶ୍ୱ ନାଟ୍ୟ…

ଆଦର୍ଶ ସରକାରୀ ଉପ୍ରା ବିଦ୍ୟାଳୟର ବାର୍ଷିକ ଉତ୍ସବ ପାଳନ

ସୁବର୍ଣ୍ଣପୁର (ଶାନ୍ତନୁ କୁମାର କର୍ଣ୍ଣ ସୋନପୁର ଆଦର୍ଶ ସରକାରୀ ଉ. ପ୍ରା ବିଦ୍ୟାଳୟ ଶିକ୍ଷା ବର୍ଷ ୨୦୨୪-୨୫ ର ବାର୍ଷିକ ଉତ୍ସବ ମହାସମାରୋହରେ ପାଳିତ ହୋଇଯାଇଛି l ମୁଖ୍ୟ ଅତିଥି ଭାବରେ ସୁବର୍ଣ୍ଣପୁର ଅତିରିକ୍ତ ଜିଲ୍ଲାପାଳ ଶ୍ରୀମତୀ ଅଞ୍ଜଳିନା ପ୍ରଧାନ ଯୋଗଦେଇ…

ବିଶ୍ଵହିନ୍ଦୁ ପରିଷଦର ବିଭାଗ ବୈଠକ।

ରାୟଗଡ଼(ଗୋପୀନାଥ ଗୌଡ଼): ସହରସ୍ଥିତ ସ୍ଵାମୀ ବିବେକାନନ୍ଦ ବିଦ୍ୟା ମନ୍ଦିର ସମ୍ମିଳନୀ କକ୍ଷରେ ବିଶ୍ବହିନ୍ଦୁ ପରିଷଦର ପଶ୍ଚିମ ପ୍ରାନ୍ତ ବିଭାଗ ବୈଠକ ଅନୁଷ୍ଠିତ ହୋଇଯାଇଅଛି।ଉକ୍ତ ବୈଠକରେ କେନ୍ଦ୍ରୀୟ ବେଦ ବିଦ୍ୟାଳୟ ପ୍ରମୁଖ ହରି ଶଙ୍କରଜୀ, ପଶ୍ଚିମ ପ୍ରାନ୍ତ ସଂପାଦକ ଭକ୍ତ ଚରଣ ସାହୂ,…

ସାମ୍ବାଦିକଙ୍କ ମାତୃ ବିୟୋଗ

ରାୟଗଡା (ଗୋପୀନାଥ ଗୌଡ଼) : ରାୟଗଡ଼ା ଜିଲ୍ଲାର କାର୍ଯ୍ୟରତ ସାମ୍ବାଦିକ ଦୀପକ ପୃଷ୍ଟିଙ୍କ ମା ସବିତା ପୃଷ୍ଟିଙ୍କ ଆଜି ଦେହାନ୍ତ ହୋଇଛି । ମୃତ୍ୟୁ ବେଳକୁ ତାଙ୍କୁ ୮୫ବର୍ଷ ହୋଇଥିଲା । ଆଜି ସକାଳ ସାଢେ ୯ଟା ସମୟରେ ରାୟଗଡ଼ା ସ୍ଥିତ…

ଜିଲ୍ଲା ସ୍ତରୀୟ ସୂଚନା ଅଧିକାର ଆଇନ କର୍ମଶାଳା ଅନୁଷ୍ଠିତ

ସୁବର୍ଣ୍ଣପୁର (ଶାନ୍ତନୁ କୁମାର କର୍ଣ୍ଣ): ସୂଚନା ଅଧିକାର ଆଇନ-୨୦୦୫ ଅଧିନିୟମ ୪ (୧) (ବି)ର ପୂର୍ଣାଙ୍ଗ କାର୍ଯ୍ୟନ୍ୱୟନ ଉଦ୍ଦେଶ୍ୟରେ ସୁବର୍ଣ୍ଣପୁର ଜିଲ୍ଲା ପ୍ରଶାସନ ତରଫରୁ ଏକ ଜିଲ୍ଲା ସ୍ତରୀୟ ସୂଚନା ଅଧିକାର ଆଇନ କର୍ମଶାଳା ଅନୁଷ୍ଠିତ ହୋଇଯାଇଛି।ରାଜ୍ୟ ସୂଚନା ଓ ଲୋକ…

ଉପଖଣ୍ଡ ପୋଲିସ ଅଧିକାରୀଙ୍କୁ ବରିଷ୍ଠ ନାଗରିକ ସଂଗଠନ ପକ୍ଷରୁ ସମ୍ବର୍ଦ୍ଧନା

ସୁବର୍ଣ୍ଣପୁର (ଶାନ୍ତନୁ କୁମାର କର୍ଣ୍ଣ): ସୁବର୍ଣ୍ଣପୁର ଜିଲ୍ଲl ବୀରମହାରାଜପୁରର ସ୍ଥିତ ଅବସରପ୍ରାପ୍ତ ସରକାରୀ କର୍ମଚାରୀ ଓ ବରିଷ୍ଠ ନାଗରିକ ସଂଗଠନ କାର୍ଯ୍ୟାଳୟ ପରିସରରେ ଏକ ସମ୍ବର୍ଦ୍ଧନା ପର୍ବ ସ଼ହିତ ସାଇବର କ୍ରାଇମ ସଚେତନତା କର୍ମଶାଳା ଅନୁଷ୍ଠିତ ହୋଇ ଯାଇଛି । ଅନୁଷ୍ଠାନର…

ଏନ୍ଏସି କ୍ଲଷ୍ଟର ସ୍ତରୀୟ ଟିଏଲଏମ୍ ମେଳା ଅନୁଷ୍ଠିତ

ଗଞ୍ଜାମ/ବୁଗୁଡ଼ା(ସୋରେନ କୁମାର ପ୍ରଧାନ): ସ୍ଥାନୀୟ ଶ୍ରୀ ବିରଞ୍ଚି ନାରାୟଣ ବାଳିକା ଉଚ୍ଚ ବିଦ୍ୟାଳୟ ପରିସରରେ ଏନ୍ଏସି କ୍ଲଷ୍ଟର ସ୍ତରୀୟ ଶିକ୍ଷାଦାନ ଶିକ୍ଷଣ ଉପକରଣ ମେଳା ଅନୁଷ୍ଠିତ ହୋଇଯାଇଛି। ଏଥିରେ ଏହି କ୍ଲଷ୍ଟର ଅନ୍ତର୍ଗତ ୧୦ଟି ବିଦ୍ୟାଳୟର ଛାତ୍ରଛାତ୍ରୀ ସେମାନଙ୍କ ଦ୍ଵାରା ପ୍ରସ୍ତୁତ…

ସପ୍ତଦିବସୀୟ ଯୋଗ ସାଧନା ପ୍ରଶିକ୍ଷଣ ଶିବିର ଉଦଯାପିତ

ଗଞ୍ଜାମ/ବୁଗୁଡା(ସୋରେନ କୁମାର ପ୍ରଧାନ):ବୁଗୁଡ଼ା ବ୍ଲକର ବାଲିପଦର ଗ୍ରାମସ୍ଥିତ ବିଶ୍ବକର୍ମା ଭବନ ପରିସରରେ ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ଆନୁକୂଲ୍ୟରେ ଆୟୋଜିତ ସପ୍ତଦିବସୀୟ ଯୋଗ ସାଧନା ଶିବିର ଉଦଯାପିତ ହୋଇଯାଇଛି । ବରିଷ୍ଠ ନାଗରିକ ମଞ୍ଚ ସଭାପତି ବିପ୍ର ଚରଣ ପାତ୍ରଙ୍କ ପୌରୋହିତ୍ଯରେ…

error: Content is protected !!