୨୬ ଗ୍ରାମ ବ୍ରାଉନ ସୁଗାର ସହ ଜଣେ ଅଭିଯୁକ୍ତ ଗିରଫ

ଅନୁଗୋଳ(ଅଜିତ କୁମାର ଭୋଇ): ସଦର ରେଞ୍ଜ ଅବକାରୀ ବିଭାଗ ପକ୍ଷରୁ ବିଶେଷ ସୂତ୍ରରୁ ଖବର ପାଇ ବଅଁରପାଳ ଥାନା ଅନ୍ତର୍ଗତ ଗୋତମରା ଗ୍ରାମରୁ ଜଣେ ବ୍ୟକ୍ତିଙ୍କ ଠାରୁ ୨୬ ଗ୍ରାମର ବ୍ରାଉନ ସୁଗାର ଜବତ ହୋଇଥିଲା। ଉକ୍ତ ବ୍ୟକ୍ତି ଜଣଙ୍କ ବେଆଇନ୍…

ପ୍ରକଳ୍ପ ସ୍ତରୀୟ କିଶୋର ଓ କିଶୋରୀ ବୃନ୍ଦଙ୍କ ପ୍ରତିଭା ଅନ୍ୱେଷଣ କାର୍ଯ୍ୟକ୍ରମ

ଗଞ୍ଜାମ:ବୁଗୁଡା (ସୋରେନ କୁମାର ପ୍ରଧାନ): ଓଡିଶା ସରକାରଙ୍କ ମହିଳା ଓ ଶିଶୁ ବିକାଶ ବିଭାଗ ନିର୍ଦ୍ଦେଶ କ୍ରମେ ବୁଗୁଡା ସମନ୍ୱୟ ଶିଶୁ ବିକାଶ ପ୍ରକଳ୍ପ ପକ୍ଷରୁ ବୁଗୁଡ଼ ପଞ୍ଚାୟତ ସମିତି ସଭା ଗୃହରେ ଡିସେମ୍ବର ୧୨ ତାରିଖ ଦିନ ପ୍ରକଳ୍ପ ସ୍ତରୀୟ…

ତାଲୁକା ଆଇନ ସେବା ପ୍ରାଧିକରଣ ପକ୍ଷରୁ ମାନବାଧିକାର ଦିବସ ପାଳନ

ଗଞ୍ଜାମ/ବୁଗୁଡ଼ା(ସୋରେନ କୁମାର ପ୍ରଧାନ):ବୁଗୁଡା ତାଲୁକା ଆଇନ ସେବା ପ୍ରାଧିକରଣ ପକ୍ଷରୁ ମାନବାଧିକାର ଦିବସ ବୁଗୁଡା କୋର୍ଟ ବାର ଏସୋସିଏସନ କକ୍ଷରେ ଅନୁଷ୍ଠିତ ହୋଇଯାଇଛି । ମାନବାଧିକାର ଦିବସ ଉପଲକ୍ଷେ ବିଚାରପତି ତଥା ବୁଗୁଡା ତାଲୁକା ଆଇନ ସେବା ପ୍ରାଧିକରଣ ଚେୟାରମ୍ୟାନ ସୁଧା…

ସୁବର୍ଣ୍ଣପୁର ଜିଲ୍ଲାରେ ଜିଲ୍ଲା ସ୍ତରୀୟ ୨୦୨୫ ଖରିଫ ଧାନ ମଣ୍ଡିର ଶୁଭ ଉଦଘାଟନ

ସୁବର୍ଣ୍ଣପୁର(ଶାନ୍ତନୁ କୁମାର କର୍ଣ୍ଣ):ସୁବର୍ଣ୍ଣପୁର ଜିଲ୍ଲା ବିନିକା ବ୍ଲକ ସିଲାଟି ପ୍ରାଥମିକ ସେବା ସମବାୟ ସମିତିଠାରେ ସୁବର୍ଣ୍ଣପୁର ଜିଲ୍ଲାପାଳ ଡ଼ ନୃପରାଜ ସାହୁ ଦ୍ୱାରା ଜିଲ୍ଲା ସ୍ତରୀୟ ଧାନମଣ୍ଡିର ଶୁଭ ଉଦଘାଟନ ଓ ୨୦୨୫ ବର୍ଷର ଖରିଫ ଋତୁ ଧାନକ୍ରୟ କାର୍ଯ୍ୟର ଶୁଭାରମ୍ଭ…

ଅବସରପ୍ରାପ୍ତ ପ୍ରାଥମିକ ଶିକ୍ଷକ ନ୍ଯାସର କର୍ମକର୍ତ୍ତା ନିର୍ବାଚନ

ଗଞ୍ଜାମ/ବୁଗୁଡ଼ା (ସୋରେନ କୁମାର ପ୍ରଧାନ):ସ୍ଥାନୀୟ ଶିକ୍ଷକ ଭବନ ପରିସରରେ ଅବସରପ୍ରାପ୍ତ ପ୍ରାଥମିକ ଶିକ୍ଷକ ନ୍ଯାସର ନୂତନ କର୍ମକର୍ତ୍ତା ନିର୍ବାଚନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ପ୍ରାରମ୍ଭରେ ବଂଶୀଧର ଦାଶଙ୍କ ବେଦପାଠ ପରେ ଚନ୍ଦ୍ରଶେଖର ଦାଶ ନିର୍ବାଚନ ପରିଚାଳନା କରିଥିଲେ। ଏ ଅବସରରେ ବିଶ୍ବମୋହନ…

ଚଇତି -୨୦୨୫ ପ୍ରସ୍ତୁତି ସମୀକ୍ଷା କଲେ ଜିଲ୍ଲାପାଳ

ରାୟଗଡ଼ (ଗୋପୀନାଥ ଗୌଡ଼): ରାୟଗଡ଼ ଜିଲ୍ଲାର ଗଣପର୍ବ ଚଇତି -୨୦୨୫ର ବିଭିନ୍ନ ଉପ ସମିତିର ପ୍ରସ୍ତୁତି ସମ୍ପର୍କରେ ଜିଲ୍ଲାପାଳ ଶ୍ରୀ ଆଶୁତୋଷ କୁଲକାର୍ଣ୍ଣି ଆଜି. ସମୀକ୍ଷା କରିଛନ୍ତି l ସ୍ଥାନୀୟ ଜିଲ୍ଲାପରିଷଦ ସମ୍ମିଳନୀ କକ୍ଷରେ ଅପରାହ୍ନ ୪ଟା ବେଳେ ବିଭିନ୍ନ ଉପ-ସମିତି…

ରାଜନୀତି ବିଜ୍ଞାନ ବିଭାଗ ପକ୍ଷରୁ ମାନବାଧିକାର ଦିବସ ପାଳନ ଓ ପାଠଚକ୍ର ଅନୁଷ୍ଠିତ

ଗଞ୍ଜାମ/ବୁଗୁଡା (ସୋରେନ କୁମାର ପ୍ରଧାନ): ଗଞ୍ଜାମ ଜିଲ୍ଲା ଅନ୍ତର୍ଗତ ବୁଗୁଡା ପିପୁଲ୍ସ କଲେଜର ରାଜନୀତି ବିଜ୍ଞାନ ବିଭାଗ ପକ୍ଷରୁ ଡିସେମ୍ବର ୧୦ ତାରିଖ ଦିନ କଲେଜ ପରିସରରେ ଆନ୍ତର୍ଜାତୀୟ ମାନବାଧିକାର ଦିବସ ପାଳନ ହେବା ସହ ପାଠଚକ୍ର ଅନୁଷ୍ଠିତ ହୋଇଯାଇଛି। ଏହି…

ବରିଷ୍ଠ ନାଗରିକଙ୍କ ପରିଚୟ ପତ୍ର ବଣ୍ଟନ ଓ ସାଇବର କ୍ରାଇମ ଉପରେ ଏକ କର୍ମଶାଳା ଅନୁଷ୍ଠିତ

ସୁବର୍ଣ୍ଣପୁର(ଶାନ୍ତନୁ କୁମାର କର୍ଣ୍ଣ): ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର ବ୍ଲକ ଖଣ୍ଡହତାର ସାପ୍ତାହିକ ବଜାର ପ୍ରାଙ୍ଗଣରେ ବରିଷ୍ଠ ନାଗରିକ ସଂଗଠନ ସଦସ୍ୟ ସଦସ୍ୟା ମାନଙ୍କର ପରିଚୟ ପତ୍ର ବଣ୍ଟନ ବୈଠକ ତଥା ସାଇବର୍ କ୍ରାଇମ୍ ଉପରେ ଏକ କର୍ମଶାଳା କରା ଯାଇଥିଲା ।…

ରାୟଗଡରେ ବିଜୁ କନ୍ୟା ରତ୍ନ ଯୋଜନାରେ ହକି ଓ ଫୁଟବଲ୍ ପ୍ରତିଯୋଗିତା ଆୟୋଜିତ

ରାୟଗଡ(ଗୋପୀନାଥ ଗୌଡ଼): ଜିଲ୍ଲା ଶିଶୁ ସୁରକ୍ଷା ୟୁନିଟ ରାୟଗଡା ତରଫରୁ ବିଜୁ କନ୍ୟା ରତ୍ନ ଯୋଜନା –ବେଟି ବଚାଓ ବେଟି ପଢ଼ାଓ ଅଭିଯାନ ଅଧୀନରେ ଝିଅମାନଙ୍କ ସଶକ୍ତିକରଣ ପାଇଁ ହକି ଓ ଫୁଟବଲ୍ କ୍ରୀଡା ପ୍ରତିଯୋଗିତା ଆୟୋଜନ କରାଗଲା। କାର୍ଯ୍ୟକ୍ରମରେ ମୁଖ୍ୟ…

ଚିମିଳାରେ ସାଂସଦ ଖେଳ ମହୋତ୍ସବ

କେନ୍ଦୁଝର/ଚମ୍ପୁଆ (ପ୍ରଦୀପ କୁମାର ମହନ୍ତ): ଚିମିଳା ଖେଳପଡିଆଠାରେ ଚମ୍ପୁଆ ନିର୍ବାଚନ କ୍ଷେତ୍ର ସ୍ତରୀୟ ସାଂସଦ ଖେଳ ମହୋତ୍ସବ ଅନୁଷ୍ଠିତ ହୋଇଯାଇଛି । ଏଥିରେ ମୁଖ୍ୟଅତିଥି ଭାବେ କେନ୍ଦୁଝର ସାଂସଦ ଅନନ୍ତ ଚରଣ ନାୟକ ଯୋଗଦାନ କରି ଖେଳକୁଦକୁ ଆନୁଷ୍ଠାନିକ ଭାବେ ଉଦଘାଟନ…

error: Content is protected !!