ଗଞ୍ଜାମ/ବୁଗୁଡା (ସୋରେନ କୁମାର ପ୍ରଧାନ): ବୁଗୁଡା ସ୍ଥିତ ବାଘୁଆ ଜଳସେଚନ କାର୍ଯ୍ୟାଳୟଠାରେ ଚାଷୀମାନଙ୍କୁ ନେଇ ରବି ଚାଷ ସମ୍ପର୍କିତ ଏକ ସାଧାରଣ ବୈଠକ ବାଘୁଆ ଜଳସେଚନ ପ୍ରକଳ୍ପର ସହକାରୀ ନିର୍ବାହୀ ଯନ୍ତ୍ରୀ କୃଷ୍ଣ ଚନ୍ଦ୍ର ପାଳଙ୍କ ପୌରହିତ୍ୟରେ ଅନୁଷ୍ଠିତ ହୋଇଥିଲା ।…
Category: ଜିଲ୍ଲା
ଅଖିଳ ଭାରତୀୟ ସାହିତ୍ୟ ପରିଷଦ ଶାଖା ଗଠିତ
ସୁବର୍ଣ୍ଣପୁର (ଶାନ୍ତନୁ କୁମାର କର୍ଣ୍ଣ) : ସୁବର୍ଣ୍ଣପୁର ଜିଲ୍ଲାର ଶ୍ରୀ ଗୋପାଳ ଜୀ ଯୋଗାଳୟ ସାଧନା ପୀଠ ରେ ଗରେଖ ନାଥ ସାହୁ ଙ୍କ ଅଧ୍ୟକ୍ଷତାରେ ଏକ ସଭା ଅନୁଷ୍ଟିତ ହୋଇ ଯାଇଛି l ଏଥିରେ ଅଖିଳ ଭାରତୀୟ ସାହିତ୍ୟ ପରିଷଦ…
ଜିଲ୍ଲା ଡ଼ୁମାଲ ପରିଷଦର ସମୀକ୍ଷା ବୈଠକ ଅନୁଷ୍ଠିତ
ସୁବର୍ଣ୍ଣପୁର (ଶାନ୍ତନୁ କୁମାର କର୍ଣ୍ଣ ) : ସୁବର୍ଣ୍ଣପୁର ଜିଲ୍ଲା ସଦର ବ୍ଳକ ଲଛିପୁର ଗ୍ରାମପଞ୍ଚାୟତ ଅନ୍ତର୍ଗତ ଲୁପୁରୁସିଙ୍ଗା ଗ୍ରାମ ର ମାହେଶ୍ୱରୀ କଲ୍ୟାଣ ମଣ୍ଡପ ଠାରେ ଜିଲ୍ଲା ଡୁମାଳ ପରିଷଦ ସୁବର୍ଣ୍ଣପୁର ଶାଖା ପକ୍ଷରୁ ଏକ ସମୀକ୍ଷା ବୈଠକ ଅନୁଷ୍ଠିତ…
ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ କଇରାଝୁଲି ଠାରେ ବାର୍ଷିକ କ୍ରୀଡା ଅନୁଷ୍ଠିତ
ସୁବର୍ଣ୍ଣପୁର (ଚୈତନ୍ୟ ଭୁକ୍ତା): ସୁବର୍ଣ୍ଣପୁର ଜିଲ୍ଲା ଉଲୁଣ୍ଡା ବ୍ଲକ ଜାଲୋଏ ଗ୍ରାମପଞ୍ଚାୟତ ଅନ୍ତର୍ଗତ କଇରାଝୁଲି ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ବାର୍ଷିକ କ୍ରୀଡା ଅନୁଷ୍ଠିତ ହୋଇଯାଇଛି। ଏହି ବାର୍ଷିକ କ୍ରୀଡା ଉତ୍ସବରେ ଜାଲୋଏ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଶ୍ରୀଯୁକ୍ତ ଦେବେନ୍ଦ୍ର ବଘାର…
ଶ୍ରୀମନ୍ଦିର ବେହରଣ ଦ୍ୱାର ନିକଟରେ ଦୁଇ ସେବାୟତ ଗୋଷ୍ଠୀ ପିଟାପିଟି
ପୁରୀ (ସମୀର ରଞ୍ଜନ ନାୟକ) : ରାଜ୍ୟ ସରକାରଙ୍କ ତାଗିଦ୍ ସତ୍ତ୍ୱେ ସୁଧୁରୁନାହାନ୍ତି ଶ୍ରୀମନ୍ଦିର ସେବାୟତ। ଆଜି ପୁଣି ଲାଗିଛନ୍ତି ପିଟାପିଟି। ଶ୍ରୀମନ୍ଦିର ବେହରଣ ଦ୍ୱାର ନିକଟରେ ଦୁଇ ସେବାୟତ ଗୋଷ୍ଠୀ ପିଟାପିଟି ହୋଇଛନ୍ତି। ଏଥିରେ ଜଣେ ବରିଷ୍ଠ ସେବାୟତ ଗୁରୁତର…
ମାରୱାଡ଼ି ଯୁବା ମଞ୍ଚ ପକ୍ଷରୁ ରକ୍ତଦାନ ଶିବିର
ସୁବର୍ଣ୍ଣପୁର (ଶାନ୍ତନୁ କୁମାର କର୍ଣ୍ଣ) : ସୁବର୍ଣ୍ଣପୁର ଜିଲ୍ଲା ଉଲୁଣ୍ଡା ବ୍ଲକ ମାରୱାଡି ଯୁବା ମଞ୍ଚ ପକ୍ଷରୁ ମେଗା ରକ୍ତଦାନ ଶିବିର ଆୟୋଜିତ ହୋଇଛି । ଅଲ ଓଡିଶା ମାରୱାଡି ଯୁବା ମଞ୍ଚର ଆହ୍ବାନ କ୍ରମେ ୧୫ ଡିସେମ୍ବରରୁ ୨୨ ଡିସେମ୍ବର…
ଲରମ୍ଭା ଉଚ୍ଚ ବିଦ୍ୟାଳୟ ,୧୯୯୦ ମାଟ୍ରିକ ବ୍ୟାଚ ବନ୍ଧୁମିଳନ
ବରଗଡ (ମୁକୁନ୍ଦ ଦାସ) : ଲରମ୍ଭା ଉଚ୍ଚ ବିଦ୍ୟାଳୟ ଲରମ୍ଭା,୧୯୯୦ ମାଟ୍ରିକ ବ୍ୟାଚ ବନ୍ଧୁମିଳନ, ତାରିଖ ୧୫/୧୨/୨୦୨୪ ରବିବାର ଲରମ୍ଭାଉଚ୍ଚ ବିଦ୍ୟାଳୟ ଲରମ୍ଭା ୧୯୯୦ ମସିହା ଛାତ୍ରୀ /ଛାତ୍ର ମାନଙ୍କ ବନ୍ଧୁମିଳନ ଉତ୍ସବ ମହାସମାରୋହରେ ହୋଇଯାଇଛି l ବନ୍ଧୁମିଳନ ଉତ୍ସବରେ ସେସମୟର…
ନବନିଯୁକ୍ତ ମାଧ୍ୟମିକ ଶିକ୍ଷକ ଶିକ୍ଷୟିତ୍ରୀଙ୍କ ଦକ୍ଷତା ବୃଦ୍ଧି ସଂକଳ୍ପ ପ୍ରଶିକ୍ଷଣ କର୍ମଶାଳା ଆୟୋଜିତ
ବରଗଡ଼(ମୁକୁନ୍ଦ ଦାସ) : ଜିଲ୍ଲା ଶିକ୍ଷା ବିଭାଗ ଆନୁକୂଲ୍ୟରେ ସ୍ଥାନୀୟ ସରକାରୀ ବାଳିକା ହାଇସ୍କୁଲ ବରଗଡ଼ରେ ନବ ନିଯୁକ୍ତ ମାଧ୍ୟମିକ ଶିକ୍ଷକ ଶିକ୍ଷୟିତ୍ରୀଙ୍କ ଶିକ୍ଷଣ ଦକ୍ଷତା, କୌଶଳ ସମ୍ବନ୍ଧୀୟ ଜ୍ଞାନର ଅଭିବୃଦ୍ଧି ନିମନ୍ତେ ପଞ୍ଚଦିବସୀୟ ପ୍ରଶିକ୍ଷଣ କାର୍ଯ୍ୟକ୍ରମ “ସଂକଳ୍ପ “ଉଦଯାପିତ ହୋଇଯାଇଛି।ଉଦଯାପନୀ…
ରତ୍ନଭଣ୍ଡାର ମରାମତି ସରିବା ପରେ ହେବ ରତ୍ନର ଗଣତି ମଣତି : ଆଇନ ମନ୍ତ୍ରୀ
ଭୁବନେଶ୍ୱର/ପୁରୀ(ସମୀର ରଞ୍ଜନ ନାୟକ ): ଶ୍ରୀମନ୍ଦିର ରତ୍ନଭଣ୍ଡାର ମରାମତି ନେଇ ପ୍ରତିକ୍ରିୟା ରଖିଛନ୍ତି ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ । ଆଇନ ମନ୍ତ୍ରୀ କହିଛନ୍ତି, ୧୭ ତାରିଖରୁ ଆରମ୍ଭ ହେବ ରତ୍ନଭଣ୍ଡାର ମରାମତି କାମ । ମରାମତି ସରିବା ପରେ ହେବ…
ପରକୀୟା ପ୍ରୀତିର ପ୍ରତିଶୋଧ, ପତ୍ନୀର ପ୍ରେମିକକୁ ରାସ୍ତାରୁ ହଟାଇ ଦେଲା ସ୍ବାମୀ
କରଞ୍ଜିଆ ( ଜିତେନ୍ଦ୍ର ରାଜ) : ସ୍ୱାମୀ ସହିପାରିଲେନି ପତ୍ନୀର ପରକୀୟା ପ୍ରୀତି । ପ୍ରତିଶୋଧ ନିଆଁରେ ଜଳି ଶେଷରେ ସନ୍ଦେହରେ ଯୁବକଙ୍କୁ ରାସ୍ତାରୁ ହଟାଇ ଦେଲେ ସ୍ବାମୀ । ଗତ ସୋମବାର ମୟୂରଭଞ୍ଜ ଜିଲ୍ଲା ତିରିଂ ଥାନା ଧୋବାଧୋବଣୀ ଗାଁରୁ…
