ଜଣେ ଲେଖାଏଁ ଶିକ୍ଷକ ଥିବା ୩ଟି ବିଦ୍ୟାଳୟରେ ନିଯୁକ୍ତି ପାଇଲେ ୩ ଶିକ୍ଷକ

ଗଞ୍ଜାମ/ବୁଗୁଡା (ସୋରେନ କୁମାର ପ୍ରଧାନ):: ବୁଗୁଡା ବ୍ଲକର ମୋଟାବାଡି ପଞ୍ଚାୟତ ଅନ୍ତର୍ଗତ ଠଣାପଲ୍ଲୀ ଗ୍ରାମସ୍ଥ ପ୍ରାଥମିକ ବିଦ୍ୟାଳୟ ସାଙ୍ଗକୁ ପାଙ୍ଗିଡି ପଞ୍ଚାୟତ ଅନ୍ତର୍ଗତ କଞ୍ଚୁରୁ ପାଟଣା ଓ ବେଲପଡା ଆଦି ଗ୍ରାମର ପ୍ରାଥମିକ ବିଦ୍ୟାଳୟ ଗୁଡିକ ଦୀର୍ଘକାଳ ହେଲା ଜଣେ ଲେଖାଏଁ…

ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକଙ୍କ ସୂଚନା ଆନନ୍ଦ ବଜାରରେ ଲାଗୁ ହେବ ନୂଆ ଡ୍ରେସ୍‌କୋଡ୍‌

ପୁରୀ (ସମୀର ରଞ୍ଜନ ନାୟକ) :ଆନନ୍ଦବଜାରରେ ଲାଗୁ ହେବ ନୂଆ ଡ୍ରେସ୍‌କୋଡ୍‌ । ଏଣିକି ମହାପ୍ରସାଦ ବିକ୍ରି କରୁଥିବା ସୁପକାରଙ୍କ ସହାୟକମାନେ ପିନ୍ଧିବେ ଗେରୁଆ ରଙ୍ଗର ପୋଷାକ । ଶ୍ରୀମନ୍ଦିର ପ୍ରଶାସନର ସ୍ୱୀକୃତି ମିଳିବା ପରେ ସୁଆ ମହାସୁଆର ନିଯୋଗ ଆନନ୍ଦଜାର…

ଚମ୍ପୁଆ ମହତାବ ସରକାରୀ ଉଚ୍ଚ ବିଦ୍ୟାଳୟର ହୀରକ ଜୟନ୍ତୀ, ଯୋଗଦେଲେ ମୁଖ୍ୟମନ୍ତ୍ରୀ

କେନ୍ଦୁଝର (ସୀତାରାମ ଦୀକ୍ଷିତ) : ଚମ୍ପୁଆ ମହତାବ ସରକାରୀ ଉଚ୍ଚ ବିଦ୍ୟାଳୟର ହୀରକ ଜୟନ୍ତୀ ପାଳିତ।ରାଜ୍ୟର ଶିକ୍ଷା ପରିବେଶକୁ ସୁଦୃଢ କରିବା ପାଇଁ ଉଦ୍ୟମ ଆରମ୍ଭ ହୋଇଛି, ଜୁନ୍ ଶେଷ ସୁଦ୍ଧା ସମ୍ପୂର୍ଣ୍ଣ ହେବ ବୈତରଣୀ ବୃହତ ଜଳ ସେଚନ ପ୍ରକଳ୍ପ,…

ମାନ୍ୟବର ମୁଖ୍ୟମନ୍ତ୍ରୀ ଙ୍କ ସହ ଓଡିଶା ରାଜସ୍ଵ ଅମଲା ସଂଘର ସୌଜନ୍ୟମୂଳକ ସାକ୍ଷାତ l

କେନ୍ଦୁଝର (ସୀତାରାମ ଦୀକ୍ଷିତ) : ଆଜି ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀଯୁକ୍ତ ମୋହନ ଚରଣ ମାଝି ଙ୍କ କେନ୍ଦୁଝର ସରକାରୀ ଗସ୍ତ ସମୟରେ ସ୍ଥାନୀୟ ସର୍କିଟ ହାଉସ ଠାରେ ଓଡିଶା ରାଜସ୍ୱ ଅମଲା ସଂଘର ଏକ ପ୍ରତିନିଧି ଦଳ ମାନ୍ୟବର ମୁଖ୍ୟମନ୍ତ୍ରୀ ଙ୍କ…

ଶିମିଳିପାଳକୁ ଜଗିବେ ସଶସ୍ତ୍ର ପୋଲିସ : ଗଠନ ହେବ ୧୩୧ ଜଣିଆ ପୋଲିସ ରିଜର୍ଭ କମ୍ପାନୀ

ମୟୁରଭଞ୍ଜ/କରଞ୍ଜିଆ (ଜିତେନ୍ଦ୍ର ରାଜ଼) : ଶିମିଳିପାଳ ବ୍ୟାଘ୍ର ସଂରକ୍ଷଣ ପ୍ରକଳ୍ପ ଜଗିବେ ଗୋଟିଏ କମ୍ପାନୀ ସଶସ୍ତ୍ର ପୁଲିସ ବଳ। ତିଆରି ହେବ ୧୩୧ ଜଣିଆ ଏକ ସମର୍ପିତ ସଶସ୍ତ୍ର ବା ଡେଡିକେଟେଡ ଆର୍ମଡ ପୁଲିସ ରିଜର୍ଭ କମ୍ପାନୀ । ଏଥିପାଇଁ ଆକାଉଣ୍ଟ…

ପାଞ୍ଚପୀଢ ମହିଳା ମହାବିଦ୍ୟାଳୟର ବାର୍ଷିକ କ୍ରୀଡା ଉତ୍ସବ ଅନୁଷ୍ଠିତ

ମୟୁରଭଞ୍ଜ/କରଞ୍ଜିଆ ( ଜିତେନ୍ଦ୍ର ରାଜ): ମୟୂରଭଞ୍ଜ ଜିଲ୍ଲା କରଞ୍ଜିଆ ସହରସ୍ଥିତ ପାଞ୍ଚପୀଢ ମହିଳା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ କରଞ୍ଜିଆ ରେ ତା ୧୮/୧୨/୨୦୨୪ ଓ ତା ୧୯/୧୨/୨୦୨୪ ରିଖ ରେ ବାର୍ଷିକ କ୍ରୀଡା ଉତ୍ସବ ଅନୁଷ୍ଠିତ ହୋଇ ଯାଇଛି । ପ୍ରଥମ…

ବୀରମହାରାଜପୁର କଲେଜରେ ବାର୍ଷିକ କ୍ରୀଡା ପ୍ରତିଯୋଗିତା ଉଦଘାଟିତ

ସୁବର୍ଣ୍ଣପୁର(ଶାନ୍ତନୁ କୁମାର କର୍ଣ୍ଣ) : ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର ମହାବିଦ୍ୟାଳୟ ରେ ଦ୍ବି-ଦିବାସୀୟ ୪୩ ଧବାର ଉଦଘାଟିତ ହୋଇଯାଇଛି I ଏହି ଅବସରରେ କ୍ରୀଡ଼ାବିତ ମାନଙ୍କ ଦ୍ୱାରା ସ୍ଥାନୀୟ ଦୁର୍ଗା ମନ୍ଦିରରୁ ଅଣାଯାଇଥିବା କ୍ରୀଡା ମଶାଲକୁ ନିମନ୍ତ୍ରିତ ଅତିଥିମାନଙ୍କ ଦ୍ୱାରା ସ୍ୱାଗତ…

ବାଇକ ଦୁର୍ଘଟଣାରେ ଯୁବକ ଗୁରୁତର

ଗଞ୍ଜାମ/ବୁଗୁଡା (ସୋରେନ କୁମାର ପ୍ରଧାନ): ବୁଗୁଡା-ବାଲିପଦର ରାସ୍ତାରେ ବାଇକ୍ ଦୁର୍ଘଟଣାରେ ଜଣେ ଯୁବକ ଗୁରୁତର ହୋଇଥିବା ବେଳେ ଅନ୍ୟ ଜଣେ ଆହତ ହୋଇଥିବା ଜଣାଯାଇଛି। ଗୁରୁତର ଯୁବକ ଜଣକ ହେଲେ ପୋଲସରା ଥାନା ଅନ୍ତର୍ଗତ ବିରିପୁର ଗ୍ରାମର ପ୍ରବୀଣ ଡାକୁଆ (୨୬)…

ବିରଞ୍ଚି ନାରାୟଣ ପବ୍ଲିକ୍ ସ୍କୁଲର ବାର୍ଷିକ କ୍ରୀଡା ଉତ୍ସବ ଅନୁଷ୍ଠିତ

ବୁଗୁଡ଼ା (ସୋରେନ କୁମାର ପ୍ରଧାନ): ସ୍ଥାନୀୟ ବିରଞ୍ଚି ନାରାୟଣ ପବ୍ଲିକ୍ ସ୍କୁଲର ୧୦ମ ବାର୍ଷିକ କ୍ରୀଡା ଅନୁଷ୍ଠିତ ହୋଇଯାଇଛି । ଉକ୍ତ ଦ୍ବିଦିବସୀୟ ବାର୍ଷିକ କ୍ରୀଡାର ଉଦଘାଟନୀ ଉତ୍ସବରେ ସ୍କୁଲ ପରିଚାଳନା ନିର୍ଦ୍ଦେଶକ ଚନ୍ଦନ ଚର୍ଚ୍ଚିତ ପାତ୍ର ଅଧ୍ଯକ୍ଷତା କରିଥିବା ବେଳେ…

ତୃତୀୟ ଆନ୍ତର୍ଜାତିକ ଯୋଦ୍ଧା ଦିବସ ପାଳିତ।

ରାୟଗଡ଼ (ଗୋପୀନାଥ ଗୌଡ଼): ରାୟଗଡା ସହର ସ୍ଥିତ ବିଜୁପଟ୍ଟନାୟକ କଲ୍ୟାଣ ମଣ୍ଡପ ଠାରେ ମହା ସମାରୋହରେ ପାଳିତ ହୋଇଯାଇଛି ଆନ୍ତର୍ଜାତିକ ମାନବଧିକାର ଯୋଦ୍ଧା ଦିବସ। ରାୟଗଡ଼ ଓଟନମସ କଲେଜ ପ୍ରିନ୍ସିପାଲ ବବିଲତା ସରାଫ ମହୋଦୟା ମୁଖ୍ୟ ଅତିଥି ଭାବେ ଯୋଗ ଦେଇଥିଲେ।…

error: Content is protected !!