ବୁଗୁଡ଼ାରେ ଡ୍ରେନ୍ ଅବରୋଧ ସମସ୍ଯା, ସାମାନ୍ୟ ବର୍ଷାରେ ଛକରେ ଜମୁଛି ପାଣି , ପ୍ରତିକାର ଦାବି

ଗଞ୍ଜାମ/ବୁଗୁଡ଼ା (ସୋରେନ କୁମାର ପ୍ରଧାନ) : ସ୍ଥାନୀୟ ମଦନ ମୋହନ ଛକ ସାମାନ୍ୟ ବର୍ଷାରେ ଜଳାର୍ଣ୍ଣବ ଯୋଗୁଁ ଯାତାୟାତରେ ଅସୁବିଧା ହେଉଥିବାରୁ ସାଧାରଣରେ ଅସନ୍ତୋଷ ଦେଖା ଦେଇଛି। ସହରର ସେହି ମୁଖ୍ୟ ଛକରେ ଜମୁଥିବା ପାଣି ଡ୍ରେନ ଅବରୋଧ ଯୋଗୁଁ ନିଷ୍କାସନ…

ବାଇକ୍ ଧକ୍କାରେ କୃଷ୍ଣସାର ମୃଗ ମୃତ

ଗଞ୍ଜାମ/ବୁଗୁଡ଼ା (ସୋରେନ କୁମାର ପ୍ରଧାନ): ବୁଗୁଡ଼ା-ବାଲିପଦର ରାସ୍ତାରେ ବାଙ୍କେଶ୍ଵରୀ ମନ୍ଦିର ନିକଟରେ ଏକ କୃଷ୍ଣସାର ମୃଗ ବାଇକ୍ ଧକ୍କାରେ ମୃତ୍ୟୁ ବରଣ କରିଥିବା ଜଣାଯାଇଛି। ପ୍ରକାଶ ଯେ, ଆଜି ସନ୍ଧ୍ୟାରେ ଏକ ମାଈ କୃଷ୍ଣସାର ମୃଗ ଦ୍ରୃତ ଗତିରେ ରାସ୍ତା ପାରି…

ମହାଶିବରାତ୍ରୀ ପାଇଁ ସଜେଇ ହେଉଛି ଶୈବପୀଠ

ଗଞ୍ଜାମ/ବୁଗୁଡ଼ା (ସୋରେନ କୁମାର ପ୍ରଧାନ) : ମହାଶିବରାତ୍ରୀ ପାଇଁ ବୁଗୁଡ଼ା ଅଞ୍ଚଳର ବିଭିନ୍ନ ଶୈବପୀଠ ସଜେଇ ହେଉଥିବା ଦେଖିବାକୁ ମିଳିଛି । ଚଳିତ ବର୍ଷ ଜାଗର ଯାତ୍ରାକୁ ସୁରୁଖୁରୁରେ ପରିଚାଳନା କରିବା ପାଇଁ ମନ୍ଦିର ପରିଚାଳନା କମିଟି ଗୁଡିକ ପକ୍ଷରୁ ପ୍ରସ୍ତୁତି…

ଦଶମ ଶ୍ରେଣୀ ବୋର୍ଡ ପରୀକ୍ଷା ଆରମ୍ଭ, ୧୦ କେନ୍ଦ୍ରରେ ୧୭୦୮ ଜଣ ପରୀକ୍ଷାର୍ଥୀ

ଗଞ୍ଜାମ/ବୁଗୁଡା (ସୋରେନ କୁମାର ପ୍ରଧାନ): ଶିକ୍ଷା ବର୍ଷ ୨୦୨୪-୨୫ ପାଇଁ ମାଧ୍ୟମିକ ଶିକ୍ଷା ପରିଷଦ ଦ୍ବାରା ପରିଚାଳିତ ଦଶମ ଶ୍ରେଣୀ ପରୀକ୍ଷା ଆଜିଠାରୁ ଆରମ୍ଭ ହୋଇଯାଇଛି । ବୁଗୁଡା ଗୋଷ୍ଠୀ ଶିକ୍ଷାଧକାରୀଙ୍କ କାର୍ଯ୍ୟାଳୟ ଅଧୀନସ୍ଥ ୨୭ଟି ହାଇସ୍କୁଲର ଫର୍ମ ପୂରଣ କରିଥିବା…

ଖୋର୍ଦ୍ଧା ଜିଲା ମହୋତ୍ସବ, ପଲ୍ଲୀଶ୍ରୀ ମେଳା ଓ ପୁସ୍ତକ ମେଳା ଉଦଘାଟିତ

ଭୁବନେଶ୍ୱର (ସମୀର ରଞ୍ଜନ ନାୟକ) : ଓରମାସ୍ (ପଞ୍ଚାୟତରାଜ ଓ ପାନୀୟ ଜଳ ବିଭାଗ), ଓଡ଼ିଶା ସରକାର ଓ ଜିଲ୍ଲା ପ୍ରଶାସନ ଆନୁକୁଲ୍ୟରେ ଖୋର୍ଦ୍ଧା ଜିଲା ମହୋତ୍ସବ, ପଲ୍ଲୀଶ୍ରୀ ମେଳା ଓ ପୁସ୍ତକ ମେଳା ଉଦଘାଟିତ ହୋଇଯାଇଛି। ହାବେଳୀ ପଡ଼ିଆ ରେ…

ଚମ୍ପୁଆ ବଜାର ମଧ୍ୟ ଦେଇ ପ୍ରସ୍ତାବିତ ବାଇପାସ୍ ରାସ୍ତାକୁ ଚମ୍ପୁଆ ବଣିକ ସଂଘର ବିରୋଧ

କେନ୍ଦୁଝର/ଚମ୍ପୁଆ (ପ୍ରଦୀପ ମହାନ୍ତ) :ଚମ୍ପୁଆ ବଜାର ମଧ୍ୟ ଦେଇ ପ୍ରସ୍ତାବିତ ବାଇପାସ୍ ରାସ୍ତା ( ଓଭର ବ୍ରିଜ) କୁ ବିରୋଧ କରି ଚମ୍ପୁଆ ବଣିକ ସଂଘ ର ଏକ ଜରୁରୀ କାଳୀନ ବୈଠକସ୍ଥାନୀୟ ଧରଣୀ ଧର ନଗର ଭବନ ରେ ଅନୁଷ୍ଠିତ…

ଆଜିଠୁ ଆରମ୍ଭ ମ୍ୟାଟ୍ରିକ ପରୀକ୍ଷା, ୧୧ ପରୀକ୍ଷା କେନ୍ଦ୍ରରେ ୧୭୬୯ ପରୀକ୍ଷାର୍ଥୀ : ୬୮ ଅନୁପସ୍ଥିତ !

ଚମ୍ପୁଆ/କେନ୍ଦୁଝର (ପ୍ରଦୀପ କୁମାର ମହାନ୍ତ) : ଆଜି ଠାରୁ ଆରମ୍ଭ ହୋଇଥିବା ମ୍ୟାଟ୍ରିକ ପରୀକ୍ଷା ଚମ୍ପୁଆ ବ୍ଲକ ରେ ୧୧ ଗୋଟି ପରୀକ୍ଷା କେନ୍ଦ୍ରରେ ଅନୁଷ୍ଠିତ ହୋଇଛି। ୧୮୩୭ ରେଗୁଲାର ପରୀକ୍ଷାର୍ଥୀ ଙ୍କ ମଧ୍ଯ ରୁ ୧୭୬୯ ପରୀକ୍ଷାର୍ଥୀ ପରୀକ୍ଷା ଦେଇଥିବା…

କୁଷ୍ଠରୋଗୀଙ୍କ ସେବାପାଇଁ ଡ ମୁକୁନ୍ଦ ଦାଶଙ୍କୁ ସମ୍ମାନିତ କଲେ ବରଗଡ ସାଂସଦ ପ୍ରଦୀପ ପୁରୋହିତ

ବରଗଡ: ଆଜି ସକାଳ 10 ଘଟିକା ସମୟରେ ସାଂସଦଙ୍କ ବାସଭବନରେ ଜନ କଲ୍ୟାଣ ସେବା ଟ୍ରଷ୍ଟର ପ୍ରତିଷ୍ଠାତା ସଭାପତି ଡ଼ଃ ମୁକୁନ୍ଦ ଦାଶଙ୍କୁ କୁଷ୍ଠରୋଗୀଙ୍କ ସେବା, କରୋନା ମହାମାରୀ ସମୟରେ ଅସହାୟ ଲୋକଙ୍କ ସେବାପାଇଁ ନିଜକୁ ସମର୍ପିତ କରିଥିବା ଦେଖି ଓ…

ରାଣୀ ମହୁମାଛି ସହିତ ଧରାହେଲେ ଦେହ ବ୍ୟବସାୟ ଗ୍ୟାଙ୍ଗ

ପୁରୀ (ଜିତେନ୍ଦ୍ର କୁମାର ସାବୁତ) : ପୁରୀ ତାଳବଣିଆ ପୋଲିସକୁ ବଡ଼ ସଫଳତା । ନିଖୋଜ ନାବାଳିକାକୁ ଖୋଜୁ ଖୋଜୁ ଦେହ ବ୍ୟବସାୟ ଗ୍ୟାଙ୍ଗକୁ ଧରିଲା ପୋଲିସ । କିଙ୍ଗପିନ ରଞ୍ଜୁଲତା ଦାସଙ୍କ ସମେତ ୧୨ ଜଣ ଗିରଫ । ଜୋରଜବରଦସ୍ତ…

ଗଡ଼ସନ୍ତ୍ରୀସ୍ଥିତ ନେହେରୁ ଉଚ୍ଚ ବିଦ୍ୟାଳୟର ବାର୍ଷିକ ଉତ୍ସବ ଅନୁଷ୍ଠିତ

ଅନୁଗୁଳ (ଅଜିତ୍ କୁମାର ଭୋଇ): ବଅଁରପାଳ, ବ୍ଲକ ଅନ୍ତର୍ଗତ ଗଡ଼ସନ୍ତ୍ରୀସ୍ଥିତ ନେହେରୁ ଉଚ୍ଚ ବିଦ୍ୟାଳୟର ବାର୍ଷିକ ଉତ୍ସବ ଅନୁଷ୍ଠିତ ହୋଇଯାଇଛି l ପ୍ରଧାନ ଶିକ୍ଷୟତ୍ରୀ କଲ୍ୟାଣୀ ପ୍ରଧାନଙ୍କ ପ୍ରତ୍ୟକ୍ଷ ତତ୍ୱାବଧାନରେ ଅନୁଷ୍ଠିତ ଏହି ବାର୍ଷିକ ଉତ୍ସବରେ ମୁଖ୍ୟଅତିଥି ଭାବେ ୨୭ ନଂ…

error: Content is protected !!