ସୁବର୍ଣ୍ଣପୁର (ଶାନ୍ତନୁ କୁମାର କର୍ଣ୍ଣ): ସୁବର୍ଣ୍ଣପୁର ମହାନଦୀ ଯୋଗ ବିହାର ସ୍ଥିତ ଶ୍ରୀ ଗୋପାଳଜୀ ତଡ଼ିତ୍ ମନ୍ତ୍ର ଶ୍ଵାସ ଯୋଗାଳୟ ର ବାର୍ଷିକ ଉତ୍ସବ ଯୋଗାଳୟ ର ସଭାପତି ହରିହର ଶତପଥୀ ଙ୍କ ସଭାପତିତ୍ବରେ ଅନୁଷ୍ଠିତ ହୋଇଯାଇଛି। ଆୟୋଜିତ ସଭା ମଞ୍ଚରେ…
Category: ଜିଲ୍ଲା
ମେଣ୍ଡା ଗ୍ରାମକୁ ବ୍ଲକଘୋଷଣା ଦାବିନେଇ ଦ୍ୱିତୀୟବୈଠକ, ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଦାବିପତ୍ର
ସୁବର୍ଣ୍ଣପୁର (ଶାନ୍ତନୁ କୁମାର କର୍ଣ୍ଣ) : ରାଜ୍ୟରେ ନୂତନ ବ୍ଲକପୁନଃର୍ଗଠନ ନେଇ ପଞ୍ଚାୟତିରାଜ ଓ ପାନୀୟଜଳ ବିଭାଗର ମନ୍ତ୍ରୀଙ୍କ ସୂଚନା ପରେ ସୁବର୍ଣ୍ଣପୁର ଜିଲ୍ଲାର ସର୍ବପୁରାତନ ତଥା ବୃହତଗ୍ରାମ ଐତିହାସିକ ମେଣ୍ଡା ଗ୍ରାମପଞ୍ଚାୟତକୁ ବ୍ଲକ ଘୋଷଣା କରିବାକୁ ଦାବି ତେଜୁଛି ।…
ଜଗନ୍ନାଥ ମହୋତ୍ସବ ପାଇଁ ବିଭିନ୍ନ କମିଟି ଗଠିତ
ସୁବର୍ଣ୍ଣପୁର (ଶାନ୍ତନୁ କୁମାର କର୍ଣ୍ଣ) : ଆସନ୍ତା ମାର୍ଚ୍ଚ ୧୯ ରୁ ୨୫ ତାରିଖ ପର୍ଯ୍ୟନ୍ତ ତ୍ରିବେଣୀ ସଙ୍ଗମଠାରେ ଅନୁଷ୍ଠିତ ହେବାକୁ ଥିବା ଜଗନ୍ନାଥ ମହୋତ୍ସବ ପାଇଁ ବିଭିନ୍ନ କମିଟି ଗଠିତ ହୋଇଛି । ଉତ୍ସବରେ ଜଗନ୍ନାଥଙ୍କ ବେଶ, ସଂକୀର୍ତ୍ତନ, ହୋମ,…
ବାଲୁଙ୍କେଶ୍ବର ମନ୍ଦିର ପ୍ରତିଷ୍ଠା ଉତ୍ସବ।
ରାୟଗଡ଼ (ଗୋପୀନାଥ ଗୌଡ଼) : ରାୟଗଡ଼ ସହର ସର୍ବ ଶ୍ରେଷ୍ଠ ଦେବତା ସ୍ଵୟଂଭୂ ସଦାଶିବ ବାଲୁଙ୍କେଶ୍ବର ମହାଦେବଙ୍କ ମନ୍ଦିର ପ୍ରତିଷ୍ଠା ଉତ୍ସବ ଆରମ୍ଭ ହୋଇ ଯାଇଛି। ଏହି ପବିତ୍ର କାର୍ଯ୍ୟକ୍ରମରେ ବାଲୁଙ୍କେଶ୍ବର ମହାଦେବଙ୍କ ବାର୍ଷିକ ଉତ୍ସବ, ମହା ଶିବରାତ୍ରି ପାଳନ ଏବଂ…
ରାୟଗଡାରେ iRAD ଏବଂ e-DAR ମlଧ୍ୟମରେ ପୋଲିସ ଅଧିକାରୀଙ୍କ ପ୍ରଶିକ୍ଷଣ l
ରାୟଗଡ(ଗୋପୀନାଥ ଗୌଡ଼) : ରାୟଗଡ଼ ଜିଲ୍ଲାର ବିଭିନ୍ନ ପୋଲିସ ଥାନାର ଅନୁସନ୍ଧାନ କରୁଥିବା ଅଧିକାରୀମାନେ (Investigating Officers) ଏବଂ ଷ୍ଟେସନ୍ ହାଉସ୍ ଅଫିସର ମାନେ (SHOs) ପାଇଁ Integrated Road Accident Database (iRAD) ଏବଂ e-Detailed Accident Report (e-DAR)…
ଆଜି ପବିତ୍ର ପଙ୍କୋଦ୍ଧାର ଏକାଦଶୀ।
ପୁରୀ (ଜିତେନ୍ଦ୍ର କୁମାର ସାବୁତ) : ଆଜି ପବିତ୍ର ପଙ୍କୋଦ୍ଧାର ଏକାଦଶୀ। ଏହି ଅବସରରେ ପ୍ରଭୁ ଲୋକନାଥଙ୍କ ସ୍ୱତନ୍ତ୍ର ନୀତିକାନ୍ତି ଅନୁଷ୍ଠିତ ହେଉଛି । ୧୨ଟା ୩୦ରେ ଦ୍ବାରଫିଟା ହେବା ପରେ ମଙ୍ଗଳ ଆଳତୀ, ଅବକାଶ ହୋଇ ସକାଳ ଧୂପ ଓ…
ଶ୍ରୀକ୍ଷେତ୍ରର ୫ଟି ପବିତ୍ର ପୁଷ୍କରିଣୀ ପ୍ରଦୂଷିତ। ଶ୍ରେଣୀ ‘ଖ’ର ମାନଦଣ୍ଡ ବି ପୂରଣ କରିପାରୁନାହିଁ
ପୁରୀ (ଜିତେନ୍ଦ୍ର କୁମାର ସାବୁତ) : ପୁରୀର ୫ ପବିତ୍ର ପୁଷ୍କରିଣୀ ପ୍ରଦୂଷିତ । ଶ୍ରେଣୀ ‘ଖ’ର ମାନଦଣ୍ଡ ବି ପୂରଣ କରିପାରୁନାହିଁ ଏହି ସବୁ ପୁଷ୍କରିଣୀର ପାଣି। ପ୍ରତିକାର ପାଇଁ ପୁରୀ ପୌରସଂସ୍ଥାକୁ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡର ବାରମ୍ବାର ଚିଠି…
ଶ୍ରୀଅରବିନ୍ଦ ପୂର୍ଣ୍ଣାଙ୍ଗ ଶିକ୍ଷାକେନ୍ଦ୍ର ସେଲେଡି ର ବାର୍ଷିକ ଉତ୍ସବ
ସୁବର୍ଣ୍ଣପୁର (ଶାନ୍ତନୁ କୁମାର କର୍ଣ୍ଣ) : ସୁବର୍ଣ୍ଣପୁର ଜିଲ୍ଲା ବିନିକା ବ୍ଲକ ଅନ୍ତର୍ଗତ ସେଲେଡି ଶ୍ରୀଅରବିନ୍ଦ ପୂର୍ଣ୍ଣାଙ୍ଗ ଶିକ୍ଷାକେନ୍ଦ୍ର ଝାରପଡା ମାତୃବିହାର ର ୧୫ ତମ ବାର୍ଷିକ ଉତ୍ସବ ଶ୍ରୀମା ଙ୍କ ୧୪୭ ତମ ଜନ୍ମ ଦିନରେ ପାଳିତ ହୋଇଯାଇଛି ।…
୧୬ ତମ ରାମଧୂନ କପ ଫୁଟବଲ ଟୁର୍ଣ୍ଣାମେଣ୍ଟ : କଟକ ସ୍ପୋର୍ଟସ ହଷ୍ଟେଲ ଫାଇନାଲ ରେ ପ୍ରବେଶ
ସୁବର୍ଣ୍ଣପୁର (ଶାନ୍ତନୁ କୁମାର କର୍ଣ୍ଣ) : ସୁବର୍ଣ୍ଣପୁର ଠାରେ ଚାଲିଥିବା ୧୬ ତମ ସର୍ବ ଭାରତୀୟ ରାମଧୁନ କପ ଫୂଟବଲ ଚାମ୍ପିୟନସିପ-୨୦୨୫ ର ଆଜି ଦ୍ଵିତୀୟ ସେମି ଫାଇନାଲ ମ୍ୟାଚ ଆୟୋଜକ ସୋନପୁର ରାମ ଧୂନ୍ କ୍ଳବ୍ ଓ କଟକ ସ୍ପୋର୍ଟସ…
ବୁଗୁଡ଼ାରେ ଡ୍ରେନ୍ ଅବରୋଧ ସମସ୍ଯା, ସାମାନ୍ୟ ବର୍ଷାରେ ଛକରେ ଜମୁଛି ପାଣି , ପ୍ରତିକାର ଦାବି
ଗଞ୍ଜାମ/ବୁଗୁଡ଼ା (ସୋରେନ କୁମାର ପ୍ରଧାନ) : ସ୍ଥାନୀୟ ମଦନ ମୋହନ ଛକ ସାମାନ୍ୟ ବର୍ଷାରେ ଜଳାର୍ଣ୍ଣବ ଯୋଗୁଁ ଯାତାୟାତରେ ଅସୁବିଧା ହେଉଥିବାରୁ ସାଧାରଣରେ ଅସନ୍ତୋଷ ଦେଖା ଦେଇଛି। ସହରର ସେହି ମୁଖ୍ୟ ଛକରେ ଜମୁଥିବା ପାଣି ଡ୍ରେନ ଅବରୋଧ ଯୋଗୁଁ ନିଷ୍କାସନ…
