ସ୍ପିରିଜା ଡ୍ୟାନ୍ସ ଏକାଡେମୀ ର ବାର୍ଷିକ ଉତ୍ସବ ଏବଂ ରଙ୍ଗାରଙ୍ଗ କାର୍ଯ୍ୟକ୍ରମ

କେନ୍ଦୁଝର (ସୀତାରାମ ଦୀକ୍ଷିତ): କେନ୍ଦୁଝର ଜିଲ୍ଲାର ଏକ ଅଗ୍ରଣୀ ସାଂକୃତିକ ଅନୁଷ୍ଠାନ ସ୍ପିରିଜା ଡ୍ୟାନ୍ସ ଏକାଡେମୀ ର ୧୦ ବର୍ଷ ପୂର୍ତ୍ତୀ ଅବସରରେ ବାର୍ଷିକ ଉତ୍ସବ ଏବଂ ରଙ୍ଗାରଙ୍ଗ କାର୍ଯ୍ୟକ୍ରମ ସ୍ଥାନୀୟ କାଳିପଡିଆ ଠାରେ ଡିସେମ୍ବର ୪ ଏବଂ ୫ ଦୁଇଦିନ…

କେନ୍ଦୁଝର ଜିଲ୍ଲାସ୍ତରୀୟ ଆନ୍ତର୍ଜାତୀୟ ଭିନ୍ନକ୍ଷମ ଦିବସ ପାଳିତ।

କେନ୍ଦୁଝର:(ସୀତାରାମ ଦୀକ୍ଷିତ): ଜିଲ୍ଲା ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ ବିଭାଗ ଦ୍ୱାରା ଆନ୍ତର୍ଜାତୀୟ ଭିନ୍ନକ୍ଷମ ଦିବସ-୨୦୨୪ ମହାସମାରୋହରେ କେନ୍ଦୁଝର ଅଡିଟୋରିଅମ ଠାରେ ପାଳିତ ହୋଇଯାଇଛି। ସକାଳ ୮:୦୦ ଘଟିକାରେ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟରୁ ଏକ ଶୋଭାଯାତ୍ରା ବାହାରି ସ୍ଥାନୀୟ ଅଡିଟୋରିଅମ ପର୍ଯ୍ୟନ୍ତ…

ଲରମ୍ଭା କଲେଜରେ ରକ୍ତଦାନ ଶିବିର ଅନୁଷ୍ଠିତ

ବରଗଡ(ମୁକୁନ୍ଦ ଦାସ) : ଅତାବିରା ବ୍ଲକ୍ ସ୍ଥିତ ଲରମ୍ଭା କଲେଜ ଠାରେ ରକ୍ତଦାନ ଶିବିର ଅନୁଷ୍ଠିତ ହୋଇଯାଇଅଛି । ଏହି ଅବସରରେ କଲେଜ ଅଧ୍ୟକ୍ଷ ଡଃ ପ୍ରମୋଦ କୁମାର ଭୋଇ ଆନୁଷ୍ଠାନିକ ଭାବରେ ଏହାକୁ ଉଦ ଘାଟନ କରିଥିଲେ। କଲେଜର ବରିଷ୍ଠ…

ପିପୁଲ୍ସ କଲେଜର ମୁଖ୍ୟ କିରାଣୀଙ୍କୁ ଅବସର କାଳୀନ ସମ୍ୱର୍ଦ୍ଧନା

ଗଞ୍ଜାମ/ବୁଗୁଡା(ସୋରେନ କୁମାର ପ୍ରଧାନ): ବୁଗୁଡା ପିପୁଲସ କଲେଜର ମୁଖ୍ୟ କିରାଣୀ କିଶୋର ଚନ୍ଦ୍ର ନାୟକଙ୍କୁ ଡିସେମ୍ବର ୦୩ ତାରିଖ ଦିନ କଲେଜର କର୍ମଚାରୀ ସଂଘ ପକ୍ଷରୁ ଅବସର କାଳୀନ ସମ୍ବର୍ଦ୍ଧନା ପ୍ରଦାନ କରାଯାଇଛି। ଏହି ଅବସର କାଳୀନ ସମ୍ବର୍ଦ୍ଧନା ସଭା କଲେଜ…

ନରଣପୁର ଉଚ୍ଚ ବିଦ୍ୟାଳୟରେ ବ୍ଲକ ସ୍ତରୀୟ ଆନ୍ତର୍ଜାତୀୟ ଭିନ୍ନକ୍ଷମ ଦିବସ ପାଳିତ

କେନ୍ଦୁଝର(ସୀତାରାମ ଦୀକ୍ଷିତ) :କେନ୍ଦୁଝର ସଦର ବ୍ଲକ ଅନ୍ତର୍ଗତ ନରଣପୁର ପଞ୍ଚାୟତର ନରଣପୁର ଉଚ ବିଦ୍ୟାଳୟ ପରିସରରେ ଆଜି ଆନ୍ତର୍ଜାତୀୟ ଭିନ୍ନକ୍ଷମ ଦିବସ ପାଳିତ ହୋଇ ଯାଇଛି | ଏହି ଅବସରରେ ସମଗ୍ର ଶିକ୍ଷା ବିଭାଗ ଦ୍ୱାରା ନରଣପୁର ଉଚ୍ଚ ବିଦ୍ୟାଳୟରେ ବ୍ଲକ…

ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କୁ ଭୁବନେଶ୍ବରରେ ସ୍ବାଗତ କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ।

ଭୁବନେଶ୍ୱର (ସମୀର ରଞ୍ଜନ ନାୟକ ): ଭୁବନେଶ୍ୱରରେ ପହଞ୍ଚିଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ନିର୍ଦ୍ଧାରିତ ସମୟ ପୂର୍ବରୁ ବାୟୁସେନାର ସ୍ୱତନ୍ତ୍ର ବିମାନରେ ଆସି ଭୁବନେଶ୍ୱର ବିଜୁ ପଟ୍ଟନାୟକ ବିମାନବନ୍ଦରରେ ପହଞ୍ଚିଥିଲେ ରାଷ୍ଟ୍ରପତି। ସେଠାରେ ତାଙ୍କୁ ଭବ୍ୟ ସ୍ୱାଗତ କରାଯାଇଥିଲା। ତା’ପରେ ରାଷ୍ଟ୍ରପତି…

ଆଷାଢ଼ ଶୁକ୍ଳ ଦ୍ଵିତୀୟା ଠାରୁ ଦଶମୀ ମଧ୍ୟରେ ଇସ୍କନ କରିପାରିବ ରଥଯାତ୍ରା

ପୁରୀ (ସମୀର ରଞ୍ଜନ ନାୟକ) : ଆଷାଢ଼ ଶୁକ୍ଳ ଦ୍ଵିତୀୟା ଠାରୁ ଦଶମୀ ମଧ୍ୟରେ ଇସ୍କନ କରିପାରିବ ରଥଯାତ୍ରା । ଶ୍ରୀନଅରରେ ଇସ୍କନ ଗଭର୍ଣ୍ଣିଂ ବଡି କମିଶନର ଅଧ୍ୟକ୍ଷ ଗୁରୁ ପ୍ରସାଦ ସ୍ବାମୀ ମହାରାଜଙ୍କ ଉପସ୍ଥିତିରେ ଅନୁଷ୍ଠିତ ବୈଠକରେ ନିଷ୍ପତ୍ତି ।…

ଆସନ୍ତାକାଲି ନୌସେନା ଦିବସ।ପୁରୀ ଜଳରାଶିରେ ଅପରେସନ୍ କୌଶଳ ଦେଖାଇବେ ନୌବୀର।

ପୁରୀ (ସମୀର ରଞ୍ଜନ ନାୟକ): ଆସନ୍ତାକାଲି ନୌସେନା ଦିବସ। ପୁରୀ ସମୁଦ୍ରର ଅଥଳ ଜଳରାଶିରେ ଅପରେସନ୍ କୌଶଳ ଦେଖାଇବେ ନୌବୀର। ୧୫ଟି ଯୁଦ୍ଧପୋତ, ୪୦ ଏୟାରକ୍ରାଫ୍ଟ୍ ଏହି ଯୁଦ୍ଧ କୌଶଳ ପ୍ରଦର୍ଶନ କରିବେ।ନୌସେନାର ଏହି ପରାକ୍ରମକୁ ଦେଖିବେ ରାଷ୍ଟ୍ରପତି ଦ୍ରୋପଦୀ ମୁର୍ମୁ।…

ବରଗଡ଼ ରେନବୋ ପବ୍ଲିକ ସ୍କୁଲର ବାର୍ଷିକ କ୍ରୀଡା ପ୍ରତିଯୋଗିତା ଉଦଯାପିତ

ବରଗଡ(ମୁକୁନ୍ଦ ଦାସ): ବରଗଡ଼ ସ୍ଥାନୀୟ ରେନବୋ ପବ୍ଲିକ ସ୍କୁଲ ଦୁଇଦିନ ଧରି ବାର୍ଷିକ କ୍ରୀଡା ପ୍ରତିଯୋଗିତା ଅନୁଷ୍ଠିତ ହୋଇଯାଇଛି।ବିଦ୍ୟାଳୟର ଅଧ୍ୟକ୍ଷ ହିମାଂଶୁ ଶେଖର ମେହେରଙ୍କ ଅଧ୍ୟକ୍ଷତା ରେ ଉଦ୍ଘାଟନୀ ଦିବସ ଦିନ ମୁଖ୍ୟ ଅତିଥି ରୂପେ ବରିଷ୍ଠ ଆଇନଜୀବୀ ନିଧୁବନ୍ ବିହାରୀ…

କେନ୍ଦୁଝର ଠାରେ ଯୁଗ୍ମ ଅଭିଯୋଗ ଶୁଣାଣି ଅନୁଷ୍ଠିତ

କେନ୍ଦୁଝର(ସୀତାରାମ ଦୀକ୍ଷିତ) : ଜିଲ୍ଲାପାଳ ଶ୍ରୀ ବିଶାଲ ସିଂହଙ୍କ ନେତୃତ୍ୱରେ କେନ୍ଦୁଝର ଜିଲ୍ଲା ସଦର ମହକୁମାସ୍ଥ ଦରବାର ହଲ୍‌ଠାରେ ଜନସାଧାରଣଙ୍କ ଅଭିଯୋଗ ଶୁଣାଣି ଅନୁଷ୍ଠିତ ହୋଇଯାଇଛି । ଏହି ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମରେ ମୋଟ୍ ୨୦୬ ଅଭିଯୋଗ ଗ୍ରହଣ କରାଯାଇଥିଲା ।…

error: Content is protected !!