ଭୁବନେଶ୍ବର (ସମୀର ରଞ୍ଜନ ନାୟକ):ରାତି ଅଧରେ ରାଜଧାନୀରେ ପୁଣି ଏନକାଉଣ୍ଟର। ଦୁର୍ଦ୍ଦାନ୍ତ ଅପରାଧୀ ଦୀପକ କୁମାରକୁ ଏନକାଉଣ୍ଟର ହୋଇଛି। ଗତକାଲି ବିଳମ୍ବିତ ରାତିରେ ଭୁବନେଶ୍ବର ବରଗଡ଼ରେ ଏନକାଉଣ୍ଟର ହୋଇଛି। ଦୀପକର ବାମ ଗୋଡ଼ରେ ଗୁଳି ବାଜିଛି । ତାକୁ ଗୁରୁତର ଅବସ୍ଥାରେ…
Category: ଜିଲ୍ଲା
ଶ୍ରୀମନ୍ଦିରରେ ଆଜି ମହାପ୍ରଭୁଙ୍କ ଫଗୁ ଦଶମୀ ପାଇଁ ସ୍ୱତନ୍ତ୍ର ନୀତିକାନ୍ତି ।
ପୁରୀ (ଜିତେନ୍ଦ୍ର କୁମାର ସାବୁତ) : ଆଜିଠୁ ଏକ ସପ୍ତାହ ଧରି ପାଳନ ହେବ ଦୋଳ ଉତ୍ସବ । ମହାପ୍ରଭୁଙ୍କ ଦ୍ୱାଦଶ ଯାତ୍ରା ମଧ୍ୟରୁ ଦୋଳଯାତ୍ରା ଅନ୍ୟତମ ପ୍ରମୁଖ ଯାତ୍ରା ଅଟେ । ଫଗୁ ଦଶମୀରେ ଆଜି ଶ୍ରୀମନ୍ଦିରରେ ମଧ୍ୟାହ୍ନ ଧୂପ…
ପୁରୀ ରଥଯାତ୍ରାକୁ ମିଳିବ ୟୁନେସ୍କୋ ଦ୍ୱାରା ବିଶ୍ବ ସାଂସ୍କୃତିକ ଐତିହ୍ୟ ମାନ୍ୟତା
ପୁରୀ (ଜିତେନ୍ଦ୍ର କୁମାର sabut) : ରଥଯାତ୍ରାକୁ ମିଳିବ ବିଶ୍ବ ସାଂସ୍କୃତିକ ଐତିହ୍ୟ ମାନ୍ୟତା । ୟୁନେସ୍କୋ ଦ୍ବାରା ମାନ୍ୟତା ଲାଭ ନେଇ ପ୍ରକ୍ରିୟା ଆରମ୍ଭ କରିଛି ପୁରୀ ଶ୍ରୀମନ୍ଦିର ପ୍ରଶାସନ । ନାମାଙ୍କନ ପ୍ରକ୍ରିୟା ଚାଲିଥିବା ବେଳେ ଖୁବ୍ ଶୀଘ୍ର…
ମହିଳା ଦିବସ ଉପଲକ୍ଷେ ସ୍ବାସ୍ଥ୍ୟ ଓ ଚକ୍ଷୁ ପରୀକ୍ଷା ଶିବିର
ଗଞ୍ଜାମ/ବୁଗୁଡା (ସୋରେନ କୁମାର ପ୍ରଧାନ): ମାର୍ଚ୍ଚ ୮ ତାରିଖ ବିଶ୍ବ ମହିଳା ଦିବସ ଉପଲକ୍ଷେ ବୁଗୁଡା ବ୍ଲକ ଅନ୍ତର୍ଗତ କରୁଣା ଟ୍ରଷ୍ଠ ପରିଚାଳିତ ମାଣିତରା ଆୟୁଷ୍ମାନ ଆରୋଗ୍ୟ ମନ୍ଦିର (ପ୍ରାଥମିକ ସ୍ବାସ୍ଥ୍ୟ କେନ୍ଦ୍ର) ପରିସରରେ ସ୍ବାସ୍ଥ୍ୟ ସେବା ଓ ପରିକ୍ଷା ଏବଂ…
ପ୍ରତାପପୁର ସ୍କୁଲରେ ଆନ୍ତର୍ଜାତୀୟ ମହିଳା ଦିବସ ପାଳିତ
ସୁବର୍ଣ୍ଣପୁର (ଶାନ୍ତନୁ କୁମାର କର୍ଣ୍ଣ) : ସୁବର୍ଣ୍ଣପୁର ଜିଲ୍ଲା ସଦର ବ୍ଲକ ଅନ୍ତର୍ଗତ ପ୍ରତାପପୁର ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଆନ୍ତର୍ଜାତୀୟ ମହିଳା ଦିବସ ପାଳିତ ହୋଇ ଯାଇଛି । ଏଥିରେ ବିଜୁ ପଟ୍ଟନାୟକ ମହିଳା ମହା ବିଦ୍ୟାଳୟର ରାଜନୀତି ବିଜ୍ଞାନର…
ମାର୍ଚ୍ଚ ୯ ରେ ଅନୁଷ୍ଠିତ ହେବ ରାଷ୍ଟ୍ରୀୟ ନାଟ ମେଲା -୨୦୨୫
ସୁବର୍ଣ୍ଣପୁର (ଶାନ୍ତନୁ କୁମାର କର୍ଣ୍ଣ): ନାଟକ, ସାହିତ୍ୟ ଏବଂ ସମାଜସେବା ପ୍ରତି ସମର୍ପିତ ସୁବର୍ଣ୍ଣପୁରର ଅଗ୍ରଣୀ ଅନୁଷ୍ଠାନ ନୋଡ଼ାଲ ଏସୋସିଏସନ ଫର ଏମେଚ୍ୟୋର ଥିଏଟର (ନାଟ୍ ) ମାର୍ଚ୍ଚ ୯ ତାରିଖରେ ଆୟୋଜିତ କରୁଛି ରାଷ୍ଟ୍ରୀୟ ନାଟ୍ ମେଲା ୨୦୨୫ ।…
ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଆନ୍ତର୍ଜାତୀୟ ମହିଳା ଦିବସ ପାଳିତ
ସୁବର୍ଣ୍ଣପୁର (ଶାନ୍ତନୁ କୁମାର କର୍ଣ୍ଣ) : ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ସଭା ଗୃହ ଠାରେ ଆନ୍ତର୍ଜାତୀୟ ମହିଳା ଦିବସ ଭାରପ୍ରାପ୍ତ ଜିଲ୍ଲା ମୁଖ୍ୟ ଚିକିତ୍ସା ଓ ଜନ ସ୍ୱାସ୍ଥ୍ୟ ଅଧିକାରୀ ଡା ଦୁର୍ଗାଦତ୍ତ ଦାସ ଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଅଛି l…
ଆନ୍ତର୍ଜାତୀୟ ମହିଳା ଦିବସ ଅବସରରେ ସୁଭଦ୍ରା ଯୋଜନାର ଦ୍ୱିତୀୟ କିସ୍ତି ଅର୍ଥ ପ୍ରଦାନ
ପୁରୀ (ଜିତେନ୍ଦ୍ର କୁମାର ସାବୁତ): ଆନ୍ତର୍ଜାତୀୟ ମହିଳା ଦିବସ ଅବସରରେ ଆଜି ପୂର୍ବାହ୍ନରେ ତାଳବଣିଆ ଜିଲ୍ଲା ପଡିଆ ଠାରେ ସୁଭଦ୍ରା ଯୋଜନା ର ଦ୍ୱିତୀୟ କିସ୍ତି ଅର୍ଥ ପ୍ରଦାନ କରାଯାଇଛି।ଏହି ଉପଲକ୍ଷେ ଆୟୋଜିତ ଉତ୍ସବରେ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ…
ଜାପାନର ସାକୁରା କାର୍ଯ୍ୟକ୍ରମରେ ଯୋଗ ଦେବେ କେଶାଇପାଲି ହାଇସ୍କୁଲର ଛାତ୍ରୀ
ବରଗଡ଼ (ମୁକୁନ୍ଦ ଦାସ) : ବରଗଡ଼ ଜିଲ୍ଲା ଭଟଲି ବ୍ଲକ୍ ଅନ୍ତର୍ଗତ କେଶାଇପାଲି ଉନ୍ନୀତ ଉଚ୍ଚ ବିଦ୍ୟାଳୟର ଛାତ୍ରୀ ଦିବ୍ୟାଶା ପଧାନ ଭାରତ ସରକାରଙ୍କ ବିଜ୍ଞାନ ଓ ପ୍ରଯୁକ୍ତି ବିଦ୍ୟା ବିଭାଗ ତଥା ଜାତୀୟ ନବପ୍ରବର୍ତ୍ତନ ପ୍ରତିଷ୍ଠାନ, ଭାରତଙ୍କ ମିଳିତ ଆନୁକୂଲ୍ୟରେ…
ଇନଟାକ୍ ତରଫରୁ ଭୋଜନାଳୟକୁ ଐତିହ୍ୟ ମାନ୍ୟତା ପ୍ରଦାନ
କଟକ (ଆକାଶ କୁମାର ସ୍ୱାଇଁ): ମର୍କତ ନଗରସ୍ଥିତ ବାଣିଜ୍ୟ କର ଆଡଭୋକଟ୍ ସଂଘ ପ୍ରକ୍ଷଆଳୟ ଠାରେ ଅନୁଷ୍ଠିତ ଏକ ସ୍ବତନ୍ତ୍ର ଉତ୍ସବରେ କଟକ ନଗରର ପୁରାତନ ଭୋଜନାଳୟ ମାନଙ୍କୁ ଇନଟାକ୍ ତରଫରୁ ଐତିହ୍ୟ ଫଳକ ପ୍ରଦାନ କରାଯାଇଛି। ହଜାର ବର୍ଷରୁ ପୁରୁଣା…
