ଗୋଲାମୁଣ୍ଡୁଳା ସ୍କୁଲରେ କ୍ଲଷ୍ଟର ସ୍ତରୀୟ ନିପୁଣ ଓଡିଶା ମେଳା ଅନୁଷ୍ଠିତ

ଗଞ୍ଜାମ/ବୁଗୁଡ଼ା (ସୋରେନ କୁମାର ପ୍ରଧାନ): ସ୍ଥାନୀୟ ଗୋଲାମୁଣ୍ଡୁଳା ପ୍ରାଥମିକ ବିଦ୍ୟାଳୟ ପରିସରରେ କ୍ଲଷ୍ଟର ସ୍ତରୀୟ ନିପୁଣ ଓଡିଶା ମେଳା ଅନୁଷ୍ଠିତ ହୋଇଯାଇଛି। ଉକ୍ତ କାର୍ଯ୍ୟକ୍ରମରେ ଏନ୍ଏସି ଅନ୍ତର୍ଗତ ବିଭିନ୍ନ ପ୍ରାଥମିକ ବିଦ୍ୟାଳୟର ୧ମ, ୨ୟ ଓ ୩ୟ ଶ୍ରେଣୀରେ ଅଧ୍ୟୟନରତ ଅନେକ…

ଶ୍ରୀ ବଳଦେବସ୍ବାମୀ ହ୍ଯାଣ୍ଡବଲ୍ ଟୁର୍ଣ୍ଣାମେଣ୍ଟ ଉଦଯାପିତ

ଗଞ୍ଜାମ/ବୁଗୁଡା (ସୋରେନ କୁମାର ପ୍ରଧାନ): ସ୍ଥାନୀୟ ପ୍ରାଣୀଧନ ଚିକିତ୍ସାଳୟ ପରିସରରେ ଆୟୋଜିତ ଶ୍ରୀ ବଳଦେବସ୍ବାମୀ ହ୍ଯାଣ୍ଡବଲ୍ ଟୁର୍ଣ୍ଣାମେଣ୍ଟ ଉଦଯାପିତ ହୋଇଯାଇଛି। ଉକ୍ତ ଦ୍ବିଦିବସୀୟ ଟୁର୍ଣ୍ଣାମେଣ୍ଟକୁ ମତ୍ସ୍ୟ ଓ ପଶୁ ସମ୍ପଦ ବିକାଶ ମନ୍ତ୍ରୀ ଗୋକୁଳାନନ୍ଦ ମଲ୍ଲିକ ଉଦଘାଟନ କରିଥିବା ବେଳେ ଏଥିରେ…

ବଲାଣି ରୁ ପାସେଞ୍ଜର ରେଳ ଚଳାଚଳ ନେଇ ସାଉଥ୍ ଇଷ୍ଟର୍ଣର “ଜି ଏମ “ଙ୍କୁ ଲିଖିତ ଅଭିଯୋଗ

କେନ୍ଦୁଝର/ଚମ୍ପୁଆ (ପ୍ରଦୀପ କୁମାର ମହାନ୍ତ): ଚମ୍ପୁଆ ଉପଖଣ୍ଡ ବଲାଣି ଠାରେ ଆଜି ସକାଳୁ ସକାଳୁ ଚକ୍ରଧରପୁର ଡିଭିଜନର ଦକ୍ଷିଣ ପାର୍ଶ୍ଵବର୍ତ୍ତି ଥିବା ବଲାଣି ରେଳ ସାଇଡିଂ କୁ ସାଉଥ୍ ଇଷ୍ଟର୍ଣ୍ଣ ର ଜେନେରାଲ ମ୍ୟାନେଜର “ଶ୍ରୀ ଅନିଲ କୁମାର ମିଶ୍ର ”…

ବୁଗୁଡ଼ା ବିରଞ୍ଚି ନାରାୟଣ ଙ୍କ ତିଳ ସପ୍ତମୀ ରେ ରଥ ଯାତ୍ରା ଅନୁଷ୍ଠିତ

ଗଞ୍ଜାମ/ବୁଗୁଡ଼ା (ସୋରେନ କୁମାର ପ୍ରଧାନ) : ସ୍ଥାନୀୟ ଶ୍ରୀ ବିରଞ୍ଚି ନାରାୟଣ ମନ୍ଦିରରେ ତିଳ ସପ୍ତମୀ ଯାତ୍ରା ମହାସମାରୋହରେ ଅନୁଷ୍ଠିତ ହୋଇଯାଇଛି । ଆଜି ପ୍ରତ୍ଯୁଷରୁ ମଙ୍ଗଳ ଆଳତି ଏବଂ ଅବକାଶ ନୀତି ପରେ ଠାକୁରଙ୍କ ସ୍ବତନ୍ତ୍ର ବେଶ ଅନୁଷ୍ଠିତ ହୋଇଥିଲା…

ବୁଗୁଡ଼ାରେ ବିକଶିତ ଗାଁ ବିକଶିତ ଓଡିଶା ର କାର୍ଯ୍ୟକ୍ରମ ଅନୁଷ୍ଠିତ

ଗଞ୍ଜାମ/ବୁଗୁଡ଼ା (ସୋରେନ କୁମାର ପ୍ରଧାନ):ସ୍ଥାନୀୟ ପିପୁଲ୍ସ ହାଇସ୍କୁଲ ମିନି ଷ୍ଟାଡିୟମ ପରିସରରେ ବୁଗୁଡା ବ୍ଲକ ପ୍ରଶାସନ ପକ୍ଷରୁ ବିକଶିତ ଗାଁ ବିକଶିତ ଓଡିଶା କାର୍ଯ୍ଯକ୍ରମ ଅନୁଷ୍ଠିତ ହୋଇଯାଇଛି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି ଉକ୍ତ କାର୍ଯ୍ୟକ୍ରମର ଶୁଭାରମ୍ଭ କରିଥିଲା ବେଳେ ଏଲଇଡି…

ଖୋର୍ଦ୍ଧା ଜିଲ୍ଲା ଜଙ୍କିଆ ଠାରେ ବିକଶିତ ଗାଁ, ବିକଶିତ ଓଡ଼ିଶା ଯୋଜନାର ରାଜ୍ୟସ୍ତରୀୟ ଶୁଭାରମ୍ଭ

ଭୁବନେଶ୍ୱର (ସମୀର ରଞ୍ଜନ ନାୟକ ) ଖୋର୍ଦ୍ଧାରେ ‘ବିକଶିତ ଗାଁ, ବିକଶିତ ଓଡ଼ିଶା’ କାର୍ଯ୍ୟକ୍ରମର ଶୁଭାରମ୍ଭ ହୋଇଯାଇଛି । ଏହାକୁ ଶୁଭାରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଓଡ଼ିଶା ସରକାରଙ୍କ ପକ୍ଷରୁ ‘ବିକଶିତ ଗାଁ, ବିକଶିତ ଓଡ଼ିଶା’ ପାଇଁ…

ନବ ନିର୍ମିତ ଯଦୁମଣି ପ୍ରଧାନ ଅଡ଼ିଟୋରିୟମର ଶୁଭ ଉଦଘାଟନ ପାଇଁ ପ୍ରସ୍ତୁତି ବୈଠକ

ବରଗଡ଼ (ମୁକୁନ୍ଦ ଦାସ) : ପୂର୍ବତନ ବିଧାୟକ ସ୍ବର୍ଗତ ଯଦୁମଣି ପ୍ରଧାନ ଙ୍କ ନାମ ରେ ନବ ନିର୍ମିତ ଅଡ଼ିଟୋରିୟମର ଶୁଭ ଉଦଘାଟନ ଆସନ୍ତା ୯ ତାରିଖ ରେ ହେବାକୁ ଥିବାରୁ ଏହାର ଭବ୍ୟ କାର୍ଯ୍ୟକ୍ରମ ନିମନ୍ତେ ବରଗଡ଼ ନାଗରିକ ମଞ୍ଚ…

ଜୟପୁରରେ ଅଷ୍ଟପ୍ରହରୀ ନାମଯଜ୍ଞ ଉଦଯାପିତ

ସୁବର୍ଣ୍ଣପୁର (ଶାନ୍ତନୁ କୁମାର କର୍ଣ୍ଣ): ସୁବର୍ଣ୍ଣପୁର ଜିଲ୍ଲା ଉଲୁଣ୍ଡା ବ୍ଲକ କାଦୋଦର ପଞ୍ଚାୟତ ଅନ୍ତର୍ଗତ ଜୟପୁରରେ ଗ୍ରାମରେ ଅଷ୍ଟପ୍ରହରୀ ନାମଯଜ୍ଞ ଉଦଯାପିତ ହୋଇଯାଇଛି। ଏହି ଅବସରରେ ମଙ୍ଗଳବାର ସକାଳୁ କଳସ ଶୋଭାଯାତ୍ରା ଅନୁଷ୍ଠିତ ହୋଇ ଅଷ୍ଟପ୍ରହରୀ ନାମଯଜ୍ଞ ଆରମ୍ଭ ହୋଇଥିଲା l…

କେନ୍ଦୁଝରଠାରେ ନିର୍ମାଣ ଶ୍ରମିକ ସହାୟତା ବଣ୍ଟନ ଶିବିର ଅନୁଷ୍ଠିତ

କେନ୍ଦୁଝର (ସୀତାରାମ ଦୀକ୍ଷିତ): ଜିଲ୍ଲା ପ୍ରଶାସନ ଏବଂ ଜିଲ୍ଲା ଶ୍ରମ କାର୍ଯ୍ୟାଳୟ ତରଫରୁ ନିର୍ମାଣ ଶ୍ରମିକ କଲ୍ୟାଣ ଯୋଜନା ଅନ୍ତର୍ଗତ ଏକ ଜିଲ୍ଲାସ୍ତରୀୟ ମେଗା ଶିବିର ତଥା ସହାୟତା ବଣ୍ଟନ କାର୍ଯ୍ୟକ୍ରମ ଆଜି ୦୩.୦୨.୨୦୨୫ ଦିନ ପୂର୍ବାହ୍ନ ୧୧.୦୦ ଟାରେ କେନ୍ଦୁଝରର…

ସାହାରପଡ଼ା ଶ୍ରୀ ଅନ୍ନ ଅଭିଯାନ ତରଫରୁ ମାଣ୍ଡିଆ ମଣ୍ଡି ଉଦଘାଟିତ

କେନ୍ଦୁଝର/ପାଟଣା(ଦଶରଥ ବାରିକ) : କେନ୍ଦୁଝର ଜିଲ୍ଲା ସାହାରପଡା ବ୍ଲକ ଅନ୍ତର୍ଗତ ରାଇଡିହା ଗ୍ରାମ ପଞ୍ଚାୟତ ସ୍ଥିତ କଟୁପଡ଼ା ଠାରେ ସାହାରପଡା କୃଷି ଉତ୍ପାଦକ ସଙ୍ଗଠନ କାର୍ଯ୍ୟାଳୟ ପରିସରରେ ସାହାରପଡା ବ୍ଲକ ଅଧ୍ୟକ୍ଷା ରିନା ନାଏକ ଙ୍କ ଦ୍ଵାରା ମାଣ୍ଡିଆ ମଣ୍ଡି ର…

error: Content is protected !!