ରାୟଗଡ଼ ଠାରୁ ପ୍ରୟାଗରାଜ କୁମ୍ଭ ମେଳା ଅଭିମୁଖେ ଯାତ୍ରା।

ରାୟଗଡ଼ (ଗୋପୀନାଥ ଗୌଡ଼): ରାୟଗଡା ଜଗନ୍ନାଥ ମନ୍ଦିର ଠାରୁ ୬୦ ଜଣ ଯାତ୍ରୀଙ୍କୁ ନେଇ ପ୍ରୟାଗରାଜର କୁମ୍ଭମେଳା ଅଭିମୁଖେ ଯାତ୍ରା ଆରମ୍ଭ କରିଛି ‘ଅନନ୍ୟା” ନାମକ ଏକ ଯାତ୍ରୀବାହୀ ବସ୍ । ଯାହାର ଗାଡ଼ି ନମ୍ବର ହେଉଚି OD 01 AD…

ଚନ୍ଦ୍ରଗିରି ବେଙ୍ଗଲୀ ମହିଳାଙ୍କ ମୃତ୍ୟୁ ଆତ୍ମହତ୍ୟା ନା ଷଡଯନ୍ତ୍ର? କାଶୀପୁର ପୋଲିସର ତଦନ୍ତ ଜାରି।

ରାୟଗଡା/କାଶିପୁର (ଗୋପୀନାଥ ଗୌଡ଼): କାଶୀପୁର ଥାନା ଅନ୍ତର୍ଗତ ଚନ୍ଦ୍ରଗିରି ସଦର ମହକୁମାରେ ଜାନୁଆରୀ ୨୪ ତାରିଖରେ ଏକ ଅଭାବନୀୟ ପରିସ୍ଥିତିରେ ଜଣେ ବିବାହିତ ବେଙ୍ଗଲୀ ମହିଳା ନାମ ଟୁଲୀ ଗୋଲଧର ସ୍ୱାମୀ ଅସୀନ୍ତ ଗୋଲଧର ବୟସ ୩୨ ସେ ଆତ୍ମହତ୍ୟା କରିଥିବା…

ପିପୁଲ୍ସ ହାଇସ୍କୁଲର ୮୧ତମ ବାର୍ଷିକ କ୍ରୀଡା ଉତ୍ସବ ଅନୁଷ୍ଠିତ

ଗଞ୍ଜାମ/ବୁଗୁଡା (ସୋରେନ କୁମାର ପ୍ରଧାନ): ସ୍ଥାନୀୟ ପିପୁଲ୍ସ ହାଇସ୍କୁଲର ୮୧ତମ ବାର୍ଷିକ କ୍ରୀଡାର ଉଦଘାଟନୀ ଉତ୍ସବ ସ୍ବପରିସରସ୍ଥ ମିନି ଷ୍ଟାଡିୟମରେ ଅନୁଷ୍ଠିତ ହୋଇଯାଇଛି । ପ୍ରଧାନ ଶିକ୍ଷକ କାଳୀ ଚରଣ ବେହେରାଙ୍କ ପୌରହିତ୍ଯରେ ଅନୁଷ୍ଠିତ ଉକ୍ତ କ୍ରୀଡା ଉତ୍ସବରେ ମୁଖ୍ୟ ଅତିଥି…

ରାଷ୍ଟ୍ରପତିଙ୍କ ଅପମାନର ପ୍ରତିବାଦରେ ସୋନିଆ ଓ ରାହୁଲ ଗାନ୍ଧୀଙ୍କ କୁଶ ପୁତ୍ତଳିକା ଦାହ

ଗଞ୍ଜାମ/ବୁଗୁଡା (ସୋରେନ କୁମାର ପ୍ରଧାନ): ଭାରତର ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ପ୍ରତି କଂଗ୍ରେସ ନେତ୍ରୀ ସୋନିଆ ଗାନ୍ଧୀ ଓ ରାହୁଲ ଗାନ୍ଧୀ ଅପମାନଜନକ ଶବ୍ଦ ପ୍ରୟୋଗ କରିଥିବାରୁ ତାହାର ପ୍ରତିବାଦରେ ବୁଗୁଡା ନଗର ବିଜେପି ପକ୍ଷରୁ ରବିବାର ସନ୍ଧ୍ୟାରେ ସ୍ଥାନୀୟ ମଦନ…

ଅନୁଗୁଳ ଜିଲ୍ଲା କ୍ରିକେଟ୍ ଆସୋସିଏସନ ତରଫରୁ ଅନୁଗୁଳ କପ୍ ୨୦୨୫ ଆୟୋଜିତ

ଅନୁଗୁଳ (ଅଜିତ୍ କୁମାର ଭୋଇ): ଅନୁଗୁଳ କପ୍ ୨୦୨୫ କ୍ରିକେଟ୍ ଟୁର୍ଣ୍ଣାମେଣ୍ଟର ଉଦଯାପନୀ ଦିବସ ଫାଇନାଲ୍_ମ୍ୟାଚ୍ ରେ ଓଡିଶା ସରକାର ଙ୍କର ମାନ୍ୟବର କ୍ରୀଡ଼ା, ଯୁବ ବ୍ୟାପାର, ଉଚ୍ଚଶିକ୍ଷା, ମନ୍ତ୍ରୀ ଶ୍ରୀ ସୂର୍ଯ୍ୟବଂଶୀ ସୂରଜ ମୂଖ୍ୟଅତିଥି ଭାବେ ଯୋଗଦେଇ ବିଜୟୀ ଓ…

ବାଲିପଦର ଆଞ୍ଚଳିକ ବିଜ୍ଞାନ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ୩୧ତମ ବାର୍ଷିକ ଉତ୍ସବ ଅନୁଷ୍ଠିତ

ଗଞ୍ଜାମ/ବୁଗୁଡ଼ା (ସୋରେନ କୁମାର ପ୍ରଧାନ) :ବୁଗୁଡ଼ା ବ୍ଲକ୍ ଅନ୍ତର୍ଗତ ବାଲିପଦର ଆଞ୍ଚଳିକ ବିଜ୍ଞାନ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ୩୧ତମ ବାର୍ଷିକ ଉତ୍ସବ ମହାସମାରୋହ ରେ ପାଳିତ ହୋଇଯାଇଛି।ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ର ଅଧ୍ୟକ୍ଷ ସରୋଜ କାନ୍ତ ଦାସଙ୍କ ସଭାପତିତ୍ବରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ…

କବି ସମ୍ରାଟ ଉପେନ୍ଦ୍ର ଭଞ୍ଜଙ୍କ ଜୟନ୍ତୀ ପାଳିତ

ଗଞ୍ଜାମ/ବୁଗୁଡ଼ା (ସୋରେନ କୁମାର ପ୍ରଧାନ): ସ୍ଥାନୀୟ ବିରଞ୍ଚିନାରାୟଣ କଲ୍ଯାଣୀ ମଣ୍ଡପ ପରିସରରେ କବିସମ୍ରାଟ ସ୍ମାରକ ସଂସଦ ପକ୍ଷରୁ ଉପେନ୍ଦ୍ର ଭଞ୍ଜଙ୍କ ଜୟନ୍ତୀ ସମାରୋହ ଉତ୍ସବ ଅନୁଷ୍ଠିତ ହୋଇଯାଇଛି ।ଉକ୍ତ ଅନୁଷ୍ଠାନର ସଭାପତି ମହନ୍ତ ଭକ୍ତରାମ ଦାସଙ୍କ ପୌରହିତ୍ୟରେ ଅନୁଷ୍ଠିତ ଉକ୍ତ କାର୍ଯ୍ୟକ୍ରମରେ…

ଅଲ୍ ଇଣ୍ଡିଆ ରାମଧୁନ କପ ଫୁଟବଲ୍ ପାଇଁ ଫ୍ରାଞ୍ଚାଇଜ୍ ମିଟ୍

ସୁବର୍ଣ୍ଣପୁର (ଶାନ୍ତନୁ କୁମାର କର୍ଣ୍ଣ) :ସ୍ଥାନୀୟ ହୋଟେଲ ମୁନ ଠାରେ ସୋନପୁର ରମଧୁନ କ୍ଲବ୍ ପକ୍ଷ ରୁ ୧୬ତମ ସର୍ବଭାରତୀୟ ରାମଧୁନ କପ ଫୁଟବଲ ଟୁର୍ନାମେଣ୍ଟ ପାଇଁ ଏକ ଫ୍ରାଞ୍ଚାଇଜ୍ ମିଟ ଅନୁଷ୍ଟିତ ହୋଇଯାଇଅଛି l ଆଠ ଗୋଟି ଫ୍ରାଞ୍ଚାଇଜ ମାନଙ୍କୁ…

ନୂତନ ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ରବୀନ୍ଦ୍ର କୁମାର ପ୍ରଧାନଙ୍କ ଯୋଗଦାନ

କେନ୍ଦୁଝର (ସୀତାରାମ ଦୀକ୍ଷିତ) : ଓଡ଼ିଶା ପ୍ରଶାସନିକ ସେବାର ବରିଷ୍ଠ ଅଧିକାରୀ ଶ୍ରୀ ରବୀନ୍ଦ୍ର କୁମାର ପ୍ରଧାନ ଆଜି ପୂର୍ବାହ୍ଣରେ କେନ୍ଦୁଝରର ଅତିରିକ୍ତ ଜିଲ୍ଲାପାଳ (ରାଜସ୍ୱ) ଭାବେ ଦାୟିତ୍ୱଭାର ଗ୍ରହଣ କରିଛନ୍ତି । ଏହା ପୂର୍ବରୁ ଶ୍ରୀ ପ୍ରଧାନ କେନ୍ଦ୍ରାପଡ଼ା ଉପଜିଲ୍ଲାପାଳ…

ଜିଲ୍ଲାପାଳ ଓ ଏସ୍‌.ପି.ଙ୍କ ମିଳିତ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମର ସୂଚୀ ପ୍ରକାଶିତ

କେନ୍ଦୁଝର (ସୀତାରାମ ଦୀକ୍ଷିତ) : କେନ୍ଦୁଝର, ଆସନ୍ତା ଫେବ୍ରୁଆରୀ ମାସ ପାଇଁ ଜିଲ୍ଲାପାଳ ଓ ଏସ୍‌.ପି.ଙ୍କ ମିଳିତ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମର ସୂଚୀ ପ୍ରକାଶ ପାଇଛି । ସ୍ଥିରୀକୃତ ହୋଇଥିବା କାର୍ଯ୍ୟକ୍ରମର ସୂଚୀ ଅନୁଯାୟୀ ତା.୦୩.୦୨.୨୦୨୫ରିଖ ସୋମବାର ଦିନ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟସ୍ଥ…

error: Content is protected !!