ବାଲିପଦର ହାଇସ୍କୁଲରେ ବନ ମହୋତ୍ସବ ସପ୍ତାହ ପାଳିତ

ଗଞ୍ଜାମ/ବୁଗୁଡ଼ା (ସୋରେନ କୁମାର ପ୍ରଧାନ): ଗଞ୍ଜାମ ଜିଲ୍ଲା ବୁଗୁଡ଼ା ବ୍ଳକ୍ ଅନ୍ତର୍ଗତ ବାଲିପଦର ଉଚ୍ଚ ବିଦ୍ୟାଳୟ ପରିସରରେ ବନ ମହୋତ୍ସବ ସପ୍ତାହ ଆଡ଼ମ୍ବର ସହକାରେ ପାଳିତ ହୋଇଯାଇଛି। ବିଦ୍ୟାଳୟର ପ୍ରଧାନ ଶିକ୍ଷକ ପ୍ରଶାନ୍ତ କୁମାର ଗୌଡ଼ଙ୍କ ପ୍ରତ୍ୟକ୍ଷ ତତ୍ତ୍ବାବଧାନରେ ଆୟୋଜିତ ଏହି…

ଏନ୍ଏସି କର୍ମଚାରୀ ଜଗଦୀଶ ପଣ୍ଡାଙ୍କୁ ଅବସରକାଳୀନ ବିଦାୟ ସମ୍ବର୍ଦ୍ଧନା

ଗଞ୍ଜାମ/ବୁଗୁଡା (ସୋରେନ କୁମାର ପ୍ରଧାନ): ସ୍ଥାନୀୟ ବିଜ୍ଞାପିତ ଅଞ୍ଚଳ ପରିଷଦ କାର୍ଯ୍ୟାଳୟ ପରିସରରେ ଅବସରପ୍ରାପ୍ତ କର୍ମଚାରୀ ଜଗଦୀଶ ପଣ୍ଡାଙ୍କୁ ବିଦାୟ ସମ୍ବର୍ଦ୍ଧନା ପ୍ରଦାନ ଉପଲକ୍ଷେ ଏକ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଏନଏସି କର୍ମଚାରୀ ସଂଘ ସଭାପତି ଭଗବାନ ସାହୁଙ୍କ ପୌରୋହିତ୍ଯରେ ଅନୁଷ୍ଠିତ…

ଅନୁଗୁଳ ଜିଲ୍ଲା ସଡକ ସୁରକ୍ଷା କମିଟିର ବୈଠକ ଜିଲ୍ଲାପାଳଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ

ଅନୁଗୋଳ (ଅଜିତ୍ କୁମାର ଭୋଇ) : ଜିଲ୍ଲା ସଡକ ସୁରକ୍ଷା କମିଟିର ଏକ ବୈଠକ ପୂର୍ବାହ୍ନରେ ଜିଲ୍ଲା କାର୍ଯ୍ୟାଳୟ ସମ୍ମିଳନୀ କକ୍ଷଠାରେ ଜିଲ୍ଲାପାଳ ଶ୍ରୀ ଅବ୍‌ଦାଲ୍ ମୁହମ୍ମଦ୍ ଅଖ୍‌ତରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି । ବୈଠକରେ ମେ ମାସରେ ହୋଇଥିବା ଦୁର୍ଘଟଣା,…

ବୁଗୁଡ଼ାର ଶ୍ରୀ ବଳଦେବଜୀଉ ମନ୍ଦିରରେ ମହାପ୍ରଭୁଙ୍କ ସ୍ନାନଯାତ୍ରା ଅନୁଷ୍ଠିତ

ଗଞ୍ଜାମ/ବୁଗୁଡା (ସୋରେନ କୁମାର ପ୍ରଧାନ): ପବିତ୍ର ଦେବସ୍ନାନ ପୂର୍ଣ୍ଣିମା ଅବସରରେ ସ୍ଥାନୀୟ ଶ୍ରୀ ବଳଦେବଜୀଉ ମନ୍ଦିର ପରିସର ଚଳଚଞ୍ଚଳ ହୋଇଉଠିଛି। ଆଜି ମନ୍ଦିରରେ ମହାପ୍ରଭୁ ଶ୍ରୀ ବଳଦେବଜୀଉ, ଜଗନ୍ନାଥ, ସୁଭଦ୍ରା ଓ ସୁଦର୍ଶନଙ୍କ ସ୍ନାନଯାତ୍ରା ପାରମ୍ପରିକ ରୀତିନୀତି ଅନୁଯାୟୀ ଅତ୍ୟନ୍ତ ଆଧ୍ୟାତ୍ମିକ…

ବରିଷ୍ଠ ଜନସମ୍ପର୍କ ଅଧିକାରୀ ସ୍ୱର୍ଗତ ସ୍ୱରାଜ୍ୟ ଶିଶାଙ୍କୁ ଶେଷ ଶ୍ରଦ୍ଧାଞ୍ଜଳି

ରାୟଗଡ(ଗୋପୀନାଥ ଗୌଡ଼) : କୋରାପୁଟ ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ ସ୍ୱର୍ଗତ ସ୍ୱରାଜ୍ୟ ଶିଶାଙ୍କ ପରଲୋକରେ ସମଗ୍ର ସୂଚନା ଓ ଲୋକସମ୍ପର୍କ ପରିବାର ମଧ୍ୟରେ ଗଭୀର ଶୋକର ଛାୟା ଖେଳିଯାଇଛି। ତାଙ୍କ ପାର୍ଥିବ ଶରୀର ନିକଟରେ ଉପସ୍ଥିତ ଅଧିକାରୀମାନେ ପୁଷ୍ପମାଲ୍ୟ…

ପୋଷାକ ବଣ୍ଟନରେ ଅନିୟମିତତା ଅଭିଯୋଗ

କେନ୍ଦୁଝର/ଚମ୍ପୁଆ (ପ୍ରଦୀପ ମହାନ୍ତ) : ଚମ୍ପୁଆ ବ୍ଲକରେ ପୋଷାକ ବିତରଣରେ ପୁଣି ଅନିୟମିତତା ହୋଇଥିବା ଘଟଣା ସାମ୍ନାକୁ ଆସିଛି । ଚଳିତ ବର୍ଷ ଗଣଶିକ୍ଷା ବିଭାଗ ପକ୍ଷରୁ ପ୍ରଥମ ଶ୍ରେଣୀ ରୁ ଅଷ୍ଟମ ଶ୍ରେଣୀ ପ୍ରାଥମିକ ଶିକ୍ଷା ବର୍ଗରେ ସରକାରଙ୍କ ପକ୍ଷରୁ…

ଚମ୍ପୁଆରେ ଶିକ୍ଷକଙ୍କ ମନମାନୀ , ବିଦ୍ୟାଳୟ ପାଲଟିଛି ‘ଧର୍ମଶାଳା’

କେନ୍ଦୁଝର/ଚମ୍ପୁଆ (ପ୍ରଦୀପ କୁମାର ମହନ୍ତ) : କେନ୍ଦୁଝର ଜିଲ୍ଲା ଚମ୍ପୁଆ ଶିକ୍ଷାମଣ୍ଡଳ ଅଧୀନରେ ଥିବା ଅନେକ ବିଦ୍ୟାଳୟରେ ଶିକ୍ଷକ ଓ ଶିକ୍ଷୟିତ୍ରୀଙ୍କ ମନମାନୀ ଚରମ ସୀମାରେ ପହଞ୍ଚିଛି। ବିଦ୍ୟାଳୟର ନିୟମିତ ସମୟ ସାରଣୀକୁ ବେଖାତିର କରି ଶିକ୍ଷକମାନେ ନିଜ ଇଚ୍ଛାରେ ଆସିବା…

ଡ଼କ୍ଟର ନିବେଦିତା ରଥଙ୍କୁ ବିପୁଳ ସମ୍ବର୍ଦ୍ଧନା

ସୁବର୍ଣ୍ଣପୁର (ଶାନ୍ତନୁ କୁମାର କର୍ଣ୍ଣ) : ସାମାଜିକ, ପ୍ରଶାସନିକ ଓ ନ୍ୟାୟିକ କ୍ଷେତ୍ରରେ ଉଲ୍ଲେଖନୀୟ ଅବଦାନ ପାଇଁ ସୋନ୍‌ପୁର ମାଟିର ଝିଅ ନିବେଦିତା ରଥଙ୍କୁ ସମ୍ମାନଜନକ ଡକ୍ଟରେଟ୍’ ଉପାଧି ପ୍ରଦାନ କରା ଯାଇଛି ।ୱାସିଂଟନ ଡିଜିଟାଲ ୟୁନିଭରସିଟି ପକ୍ଷରୁ ତାଙ୍କୁ ଏହି…

ବିକାଶର ଧାରା ଓଡ଼ିଶା ସାରା”ବ୍ଲକସ୍ତରୀୟ କୃଷକ ସମ୍ବାଦ ଓ କର୍ମଶାଳା ଅନୁଷ୍ଠିତ

ଗଞ୍ଜାମ/ବୁଗୁଡ଼ା (ସୋରେନ କୁମାର ପ୍ରଧାନ):ଓଡ଼ିଶା ସରକାରଙ୍କ ଦୁଇ ବର୍ଷର ସଫଳ ଶାସନ ପୂର୍ତ୍ତି ଅବସରରେ ଗଞ୍ଜାମ ଜିଲ୍ଲା ବୁଗୁଡ଼ା ବ୍ଳକ ସମ୍ମିଳନୀ କକ୍ଷ ଠାରେ “ବିକାଶ ଧାରା ଓଡ଼ିଶା ସାରା” କାର୍ଯ୍ୟକ୍ରମ ଦ୍ୱିତୀୟ ଦିନରେ ବ୍ଲକସ୍ତରୀୟ କୃଷକ ସମ୍ବାଦ ଓ କର୍ମଶାଳା…

ପାତାଳୀ ଶ୍ରୀକ୍ଷେତ୍ର ପ୍ରସିଦ୍ଧ ରଥଯାତ୍ରା ପାଇଁ ପ୍ରସ୍ତୁତି ବୈଠକ

ସୁବର୍ଣ୍ଣପୁର (ଶାନ୍ତନୁ କୁମାର କର୍ଣ୍ଣ) : ସୁବର୍ଣ୍ଣପୁର ଜିଲ୍ଲା ଉଲୁଣ୍ଡା ବ୍ଲକ ମହାପ୍ରଭୁ ଶ୍ରୀ ଜଗନ୍ନାଥଙ୍କ ଆଦ୍ୟ ଲୀଳାକ୍ଷେତ୍ର ପାତାଳୀ ଶ୍ରୀକ୍ଷେତ୍ର କୋଟସମଲାଇ ଠାରେ ପ୍ରସିଦ୍ଧ ରଥଯାତ୍ରାକୁ ସରସ, ସୁନ୍ଦର, ଶୃଙ୍ଖଳିତ କରିବା ପାଇଁ ଆଜି ମ୍ୟାନେଜିଂ ଟ୍ରଷ୍ଟି ତଥା ଉପଜିଲ୍ଲାପାଳ…

error: Content is protected !!
Powered by Joinchat