ପୁରୀ :ଅଣସର ପିଣ୍ଡିରେ ମହାପ୍ରଭୁ । ଶ୍ରୀମନ୍ଦିରରେ ପୂଜା ପାଉଛନ୍ତି ପଟି ଦିଅଁ । ଶ୍ରୀଜିଉଙ୍କ ଦର୍ଶନରୁ ବଞ୍ଚିତ ଭକ୍ତ ଶ୍ରୀ ଅଲାରନାଥଙ୍କ ଦର୍ଶନ କରୁଛନ୍ତି । ଆଜି ତୃତୀୟ ଦିନ ବ୍ରହ୍ମଗିରିରେ ଶୀ ଅଲାରନାଥଙ୍କ ମନ୍ଦିରେ ଦେଖିବାକୁମିଳିଛି ପ୍ରବଳ ଭିଡ଼…
Category: ଜିଲ୍ଲା
ଧୀରେ ଧୀରେ ପୋତି ହେବାକୁ ବସି ଲାଣି ଚିଲିକା
ପୁରୀ :ଧୀରେ ଧୀରେ ଚିଲିକା ପୋତି ହେବାକୁ ବସିଲାଣି l ଆଗ ଭଳି ଚିଲିକା ରୁ ମିଳୁଥିବା ମାଛ ପାତୁଆ, ସୁକୁରା, ବଲିଙ୍ଗି, ଖୁରାଣ୍ଡି, ସାଙ୍ଗୁଶ, ମଗର, କଣ୍ଟିଆ, ଖଇଙ୍ଗା ଚୁଙ୍ଗୁଡ଼ି, କଙ୍କଡା, ଖାରିପଣିଆ, ଗଣିଆ,ଆଦି ମାଛ କମ ମାତ୍ରା ରେ…
ସ୍ନାନବେଦୀରେ ସେବାୟତଙ୍କ ବିଶୃଙ୍ଖଳିତ ଆଚରଣ, ଶ୍ରୀମନ୍ଦିର ପ୍ରଶାସନ ମୁକଦର୍ଶକ
ପୁରୀ : ମହାପ୍ରଭୁଙ୍କ ସ୍ନାନ ଯାତ୍ରା ପୂର୍ବରୁ ଶ୍ରୀମନ୍ଦିର ପ୍ରଶାସନ ପ୍ରସ୍ତୁତ କରିଥିଲା ସ୍ବତନ୍ତ୍ର ବ୍ୟବସ୍ଥାବଳୀ। ଭକ୍ତ ଓ ଭଗବାନଙ୍କ ମିଳନରେ ଯେମିତି ସେବାୟତ ଅଡୁଆଲ ନ ହୁଅନ୍ତି ସେ ପ୍ରତି ସର୍ବାଧିକ ଗୁରୁତ୍ବ ଦିଆଯାଇଥିଲା। ବ୍ୟବସ୍ଥାବଳୀ ଅନୁଯାୟୀ, ସ୍ନାନଯାତ୍ରା ସହିତ…
ଜଗନ୍ନାଥ ଦର୍ଶନ ଅନୁଷ୍ଠାନ ପକ୍ଷରୁ ଶିକ୍ଷାଶ୍ରୀ ସମ୍ମାନ ସମାରୋହ ୨୦୨୪
ପୁରୀ :ଜଗନ୍ନାଥ ଦର୍ଶନ ଅନୁଷ୍ଠାନ ପକ୍ଷରୁ ଶିକ୍ଷାଶ୍ରୀ ସମ୍ମାନ ସମାରୋହ ୨୦୨୪ ସ୍ଥାନୀୟ ସଂସ୍କୃତି ଭବନ ଠାରେ ଅନୁଷ୍ଠିତ ହୋଇଯାଇଛି ।ଏଥିରେ ମୁଖ୍ୟ ଅତିଥି ଭାବେ ପୁରୀ ସଦର ପୂର୍ବତନ ବିଧାୟକ ଜୟନ୍ତ କୁମାର ଷଡ଼ଙ୍ଗୀ ଯୋଗଦାନ କରିଥିବା ବେଳେ ସମ୍ମାନିତ…
ହରିହର କ୍ଷେତ୍ର ମାହାଳରେ ସ୍ନାନପୁର୍ଣିମାରେ ଗଜାନନ ବେଶରେ ଦର୍ଶନ ଦେଲେ ମହାପ୍ରଭୁ
କେନ୍ଦ୍ରାପଡ଼ା :ଗରଦପୁର ବ୍ଲକ ହରିହର କ୍ଷେତ୍ର ମାହାଳ ଠାରେ ଥିବା ଶ୍ରୀଜଗନ୍ନାଥ ମନ୍ଦିରରେ ସ୍ନାନ ପୂର୍ଣ୍ଣିମା ତିଥିରେ ମହାପ୍ରଭୁମାନେ ସ୍ନାନମଣ୍ଡପରେ ୧୦୮ କଳସ ସୁବାସିତ ଜଳରେ ସ୍ନାନ କରିଛନ୍ତି । ସ୍ନାନ ଯାତ୍ରା ଅବସରରେ ବଢି ଭୋରୁ ମନ୍ଦିର ର ଦୁଆର…
ମାସିକ ଶିଶୁ ସମ୍ବାଦ ପତ୍ର ଶିଶୁ ସମାଚାରର ୧୭ଶ ସ୍ଵନକ୍ଷତ୍ର ଉତ୍ସବ ପାଳିତ
ପୁରୀ:ଓଡ଼ିଶାର ପ୍ରଥମ ଶିଶୁ ସମ୍ବାଦ ପତ୍ର ଶିଶୁ ସମାଚାର ର ୧୭ଶ ସ୍ୱ ନକ୍ଷତ୍ର ଉତ୍ସବ ପାଳିତ ହୋଇଛି। ଏହି ଅବସରରେ ରାଜ୍ୟସ୍ତରୀୟ ଚିତ୍ରାଙ୍କନ ପ୍ରତିଯୋଗିତା ସ୍ଥାନୀୟ ବିଶ୍ବମ୍ବର ବିଦ୍ୟାପୀଠ ପରିସରରେ ଆୟୋଜିତ ହୋଇ ଯାଇଛି।ଏଥିରେ ରାଜ୍ୟର ବିଭିନ୍ନ ସ୍କୁଲରୁ ଆସିଥିବା…
କେନ୍ଦ୍ରାପଡ଼ା ଶ୍ରୀ ସିଦ୍ଧ ବଳଦେବଜୀଉଙ୍କ ସ୍ନାନଯାତ୍ରା ସମ୍ପର୍ଣ୍ଣ
କେନ୍ଦ୍ରାପଡା : କେନ୍ଦ୍ରାପଡ଼ାର ତୁଳସୀକ୍ଷେତ୍ର ଓଡ଼ିଶାର ଐତିହାସିକ କିର୍ତ୍ତୀରାଜିମାନଙ୍କ ଭିତରେ ଅନ୍ୟତମ । ଏହା ଅଷ୍ଟାଦଶ ଶତାବ୍ଦୀରେ ମରାଠା ଶାସନ କାଳରେ ତିଆରି ହୋଇଥିବାର ଅନୁମାନ କରାଯାଏ । ନାଗପୁରର ରଘୁଜୀ ଭୋସଲେ ନାମକ ମରାଠା ଶାସକ ଏହାକୁ ଗଢ଼ିଥିଲେ ବୋଲି…
କୋରାପୁଟର ଶାବର ଶ୍ରୀକ୍ଷେତ୍ରରେ ସ୍ନାନ ପୁର୍ଣିମା
କୋରାପୁଟ: ପ୍ରାକୃତିକ ପରିବେଶରେ ପରିବେଷ୍ଠିତ ପ୍ରସିଦ୍ଧ ଶାବର କ୍ଷେତ୍ର। ମହାପ୍ରଭୁଙ୍କ ଏହି ପୁରାତନ କ୍ଷେତ୍ରରେ ପାଳିତ ହୋଇଯାଇଛି ଦେବସ୍ନାନ ପୁର୍ଣ୍ଣିମା । ସ୍ନାନ ମଣ୍ଡପରେ ଗଜାନନ ବେଶରେ ଦର୍ଶନ ଦେଇଛନ୍ତି ଚତୁର୍ଦ୍ଧାମୂର୍ତ୍ତି । ଭକ୍ତଙ୍କ ସମାଗମ ମଧ୍ୟରେ ମୃଦଙ୍ଗ ଓ ଘଣ୍ଟର…
ରତ୍ନବେଦୀ ଛାଡ଼ି ସ୍ନାନମଣ୍ଡପରେ କୋଟି ଓଡ଼ିଆଙ୍କ ମଉଡମଣୀ
ପୁରୀ :ଦେଉଳର ରତ୍ନବେଦୀ ଛାଡ଼ି ସ୍ନାନମଣ୍ଡପକୁ ଆସିଛନ୍ତି ଚତୁର୍ଦ୍ଧା ମୂର୍ତ୍ତୀ। ୧୦୮ ସୁବାସିିତ ଜଳରେ ସ୍ନାକ କରିବେ ଶ୍ରୀଜିଉ। ପରେ ଦୁର୍ଲଭ ଗଜାନନ ବେଶରେ ଭକ୍ତଙ୍କୁ ଦେବେ ଦର୍ଶନ।ଆଜି ୫ଟାରୁ ଶ୍ରୀବିଗ୍ରହଙ୍କ ପହଣ୍ଡି ଆରମ୍ଭ ହୋଇଥିଲା। ଏବେ ଚତୁର୍ଦ୍ଧାମୂର୍ତ୍ତୀ ସ୍ନାନମଣ୍ଡପରେ ବିରାଜମାନ…
ବଳିୟାରଭୁଜଙ୍କ ଶ୍ରୀଭୁଜରେ ସେବକମାନଙ୍କ ଭରାଦେବା ନିଷେଧ
ପୁରୀ:ଆଜି ପବିତ୍ର ସ୍ନାନ ପୁର୍ଣିମା। ମହାବହୁ ଶ୍ରୀଜଗନ୍ନାଥ, ଶ୍ରୀବଳଭଦ୍ର, ଦେବୀ ସୁଭଦ୍ରା ଓ ସୁଦର୍ଶନ ପହଣ୍ଡି ହୋଇ ସ୍ନାନ ମଣ୍ଡପକୁ ଆସିବା ପରେ ୧୦୮ ଗରା ଜଳରେ ସ୍ନାନ କରିବେ । ପରେ ଦୁର୍ଲଭ ହାତୀ ବେଶରେ ଦର୍ଶନ ଦେବେ ।…
