କଟକ (ଆକାଶ କୁମାର ସ୍ବାଇଁ) : କଟକର ବାଣୀପୀଠ ଶ୍ରୀରାମଚନ୍ଦ୍ର ଭବନରେ କଟକ ଜିଲ୍ଲା ବରିଷ୍ଠ ନାଗରିକ ମହାସଂଘର ପ୍ରତିଷ୍ଠା ଦିବସରେ ୫୭ଟି ବରିଷ୍ଠ ନାଗରିକ ସଂଘର ସଭାପତି,ସଂପାଦକ ଏବଂ କର୍ମକର୍ତ୍ତାମାନେ ଉପସ୍ଥିତ ହୋଇ କାର୍ଯ୍ୟକ୍ରମରେ ଅଂଶଗ୍ରହଣ କରିଥିଲେ। ଉକ୍ତ କାର୍ଯ୍ୟକ୍ରମରେ…
Category: ଜିଲ୍ଲା
ଜିଲ୍ଲାସ୍ତରୀୟ ବକ୍ସି ଜଗବନ୍ଧୁ ଶ୍ରାଦ୍ଧ ଦିବସ
ଖୋର୍ଦ୍ଧା (ସମୀର ରଞ୍ଜନ ନାୟକ) : ଆଜି ଜିଲ୍ଲାସ୍ତରୀୟ ବକ୍ସି ଜଗବନ୍ଧୁ ଶ୍ରାଦ୍ଧ ଦିବସ ଉପଲକ୍ଷେ ସ୍ଥାନୀୟ ବିଜେବି ଉଚ୍ଚ ବିଦ୍ୟାଳୟ ପରିସର ସ୍ଥିତ ବକ୍ସି ଜଗବନ୍ଧୁଙ୍କ ପ୍ରତିମୂର୍ତି ରେ ସକାଳ ୧୦ ଘଣ୍ଟାରେ ମାଲ୍ୟାର୍ପଣ କରାଯାଇଛି । ପରେ ଉକ୍ତ…
ବିଭିନ୍ନ ଶିକ୍ଷାନୁଷ୍ଠାନରେ ନେତାଜୀ ଜୟନ୍ତୀ ପାଳିତ
ଗଞ୍ଜାମ/ବୁଗୁଡା (ସୋରେନ କୁମାର ପ୍ରଧାନ): ବୁଗୁଡ଼ା ଅଞ୍ଚଳର ବିଭିନ୍ନ ଶିକ୍ଷାନୁଷ୍ଠାରେ ନେତାଜୀ ଜୟନ୍ତୀ ପାଳିତ ହୋଇଯାଇଛି । ସ୍ଥାନୀୟ ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିର ପକ୍ଷରୁ ସ୍ବପରିସରରେ ପ୍ରଧାନାଚାର୍ଯ୍ୟ ଆଟଲ୍ ଲିଙ୍ଗରାଜଙ୍କ ପୌରହିତ୍ଯରେ ଅନୁଷ୍ଠିତ ନେତାଜୀ ଜୟନ୍ତୀ ପାଳନ କାର୍ଯ୍ୟକ୍ରମରେ ଅତିଥି…
ସାଧାରଣତନ୍ତ୍ର ଦିବସ ଉପଲକ୍ଷେ ଛାତ୍ରଛାତ୍ରୀଙ୍କ ପ୍ଯାରେଡ୍ ଅଭ୍ଯାସ
ଗଞ୍ଜାମ/ବୁଗୁଡା (ସୋରେନ କୁମାର ପ୍ରଧାନ): ଚଳିତ ବର୍ଷ ବୁଗୁଡ଼ା ଏନଏସି ଏବଂ ଶ୍ରୀକର ଭଞ୍ଜ ଓପନ୍ ୟୁନିଟ ର ମିଳିତ ଆନୁକୁଲ୍ୟରେ ୭୬ତମ ସାଧାରଣତନ୍ତ୍ର ଦିବସ ମହାସମାରୋହରେ ପାଳନ ହେବାକୁ ଯାଉଥିବା ବେଳେ ସେହି ଉପଲକ୍ଷେ ବିଭିନ୍ନ ସରକାରୀ ଓ ବେସରକାରୀ…
ରାୟଗଡ଼ା ଜିଲ୍ଲା ଭାରତୀୟ ମଜଦୂର ସଂଘର ଜିଲ୍ଲା ସ୍ତରୀୟ ବୈଠକ
ରାୟଗଡ଼ା (gopi ରାୟଗଡ଼ା ଜିଲ୍ଲା ଭାରତୀୟ ମଜଦୂର ସଂଘ ପକ୍ଷରୁ ଜିଲ୍ଲାସ୍ତରୀୟ ବୈଠକ ଅନୁଷ୍ଠିତ ହୋଇଯାଇଅଛି। ଭାରତୀୟ ମଜଦୂର ସଂଘ ର ଜିଲ୍ଲା ଊପସଭାନେତ୍ରୀ ଶ୍ରୀମତୀ ଜୟନ୍ତୀ ପଦ୍ମାଳୟା ସାହୁ ଏବଂ ଜିଲ୍ଲା ସମ୍ପାଦକ ଗଣେଶ କୁମାର ସାହୁଙ୍କ ନେତୃତ୍ୱରେ ବିଦ୍ୟା…
ମନ୍ତ୍ରୀ ଶ୍ରୀଯୁକ୍ତ ଗୋକୁଳାନନ୍ଦ ମଲ୍ଲିକଙ୍କ ରାୟଗଡ ଜିଲ୍ଲା ଗସ୍ତ ଓ ବିଭାଗୀୟ କାର୍ଯ୍ୟର ସମୀକ୍ଷା
ରାୟଗଡ (ଗୋପୀନାଥ ଗୌଡ଼): ଜିଲ୍ଲା ପରିଷଦ ସମ୍ମିଳନୀ କକ୍ଷ ଠାରେ ମାନ୍ୟବର ମନ୍ତ୍ରୀ ମତ୍ସ୍ୟ ଓ ପ୍ରାଣୀ ସମ୍ପଦ ବିକାଶ ବିଭାଗ, ତଥା ସୁକ୍ଷ୍ମ, କ୍ଷୁଦ୍ର ଓ ମଧ୍ୟମ ଉଦ୍ୟୋଗ ଶ୍ରୀଯୁକ୍ତ ଗୋକୁଳାନନ୍ଦ ମଲ୍ଲିକ ଙ୍କ ଅଧ୍ୟକ୍ଷତାରେ ତିନି ଗୋଟି ବିଭାଗର…
ଜଙ୍ଗଲ ନିଆଁ ନିବାରଣ ସଚେତନତା ଉପଲକ୍ଷେ ରାୟଗଡ ବନାଞ୍ଚଳ ତରଫରୁ ସଚେତନତା
ରାୟଗଡ଼ (ଗୋପୀନାଥ ଗୌଡ଼): ରାୟଗଡା ବନାଞ୍ଚଳ ତରଫରୁ ବନାଞ୍ଚଳ ସ୍ତରୀୟ ଜଙ୍ଗଲ ନିଆଁ ନିବାରଣ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଟିତ ହୋଇଯାଇଅଛି ଏହି ଅବସର ରେ ମୋଟର ସାଇକେଲ ରାଲି ଅନୁଷ୍ଠିତ ହୋଇଥିଲା । ଏହି ମୋଟର ସାଇକେଲ ରାଲିକୁ ବନଖଣ୍ଡ ଅଧିକାରୀ…
ବେଟି ବଚାଓ ବେଟି ପଢ଼ାଓ ଯୋଜନାର ୧୦ ବର୍ଷ ପୂର୍ତ୍ତି ଦିବସ ପାଳନ
ରାୟଗଡ଼ (ଗୋପୀନାଥ ଗୌଡ଼): ରାୟଗଡ଼ ଜିଲ୍ଲା ପ୍ରଶାସନ ତରଫରୁ ବେଟି ବଚାଓ ବେଟି ପଢ଼ାଓ ଯୋଜନାର ୧୦ବର୍ଷ ପୂର୍ତ୍ତି ଅବସରରେ ବିଭିନ୍ନ କାର୍ଯ୍ୟକ୍ରମର ଯୋଜନା କରାଯାଇଛି I ଅଙ୍ଗନବାଡି କେନ୍ଦ୍ର ସ୍ତରରେ, ଗ୍ରାମ ସ୍ତରରେ, ବିଦ୍ୟାଳୟ ସ୍ତରରେ, ଗ୍ରାମ ସଭା ଆୟୋଜନ…
ଉତ୍କଳ ଆଲୁମିନା କେଣ୍ଟିନରେ ଜଣେ ଯୁବକ କାମ କରୁଥିବା ଅବସ୍ଥାରେ ନିଆଁ ଲାଗି ଗୁରୁତର ।
ରାୟଗଡା (ଗୋପୀନାଥ ଗୌଡ଼): ରାୟଗଡା ଜିଲ୍ଲା ଦୋରଗୁଡା ଥାନା ଅନ୍ତର୍ଗତ ଉତ୍କଳ ଆଲୁମିନା କାରଖାନାର ଏକ କେଣ୍ଟିନରେ ବଡ ଧାରଣ ଏକ ଅଘଟଣ ଘଟି ଯାଇଥିବା ବେଳେ, ପୀଡିତ ଯୁବକ ୩ ଦିନ ଧରି ନୂଆପଡା ମେଡ଼ିକାଲରେ ଭର୍ତ୍ତି ହେଇ ମୃତ୍ୟୁ…
ଆଜାଦ୍ ହିନ୍ଦ୍ ୟୁଥ୍ ଆସୋସିଏସନ୍ ପକ୍ଷରୁ ନେତାଜୀ ଜୟନ୍ତୀ ପାଳିତ
ରାୟଗଡା (ଗୋପୀନାଥ ଗୌଡ଼) : ସ୍ଥାନୀୟ ଆଜାଦ୍ ହିନ୍ଦ୍ ୟୁଥ୍ ଆସୋସିଏସନ୍ ପକ୍ଷରୁ ନେତାଜୀ ଜୟନ୍ତୀ ତଥା ଅନୁଷ୍ଠାନର ବାର୍ଷିକ ଉତ୍ସବ ମହାସମାରୋହରେ ପାଳନ କରାଯାଇଛି। ଆଜି ସନ୍ଧ୍ୟାରେ ଆୟୋଜିତ କାର୍ଯ୍ୟକ୍ରମରେ ଅନୁଷ୍ଠାନର ସାଧାରଣ ସମ୍ପାଦକ ବିନାୟକ କର ଅଧ୍ୟକ୍ଷତା କରିଥିଲେ।…
