ଅନୁଗୁଳ (ଅଜିତ କୁମାର ଭୋଇ) : ଜିଲ୍ଲାର ବିଜୁ ପଟ୍ଟନାୟକ ସ୍ୱିମିଂ କମ୍ପ୍ଲେକ୍ସରେ ଏକ ଉତ୍ସାହପୂର୍ଣ୍ଣ ଜିଲ୍ଲା ସ୍ତରୀୟ ସ୍ୱିମିଂ ପ୍ରତିଯୋଗିତା ଅନୁଷ୍ଠିତ ହେଲା। ଏହି ପ୍ରତିଯୋଗିତାରେ ମୁଖ୍ୟ ଅତିଥି ଭାବେ ଅତିରିକ୍ତ ଜିଲ୍ଲାପାଳ (ADM) ମି. ଉଦୟ କୁମାର ମହାପାତ୍ର…
Category: ଜିଲ୍ଲା
ସୁବର୍ଣ୍ଣପୁର ଜିଲ୍ଲାବାସୀଙ୍କୁ ୩୨୩ କୋଟି ଟଙ୍କାର ୫୬ ଗୋଟି ପ୍ରକଳ୍ପ ଭେଟି ଦେଲେ ମୁଖ୍ୟମନ୍ତ୍ରୀ
ସୁବର୍ଣ୍ଣପୁର (ଶାନ୍ତନୁ କୁମାର କର୍ଣ୍ଣ): ମାନ୍ୟବର ମୁଖ୍ୟମନ୍ତ୍ରୀ ଓଡିଶା ଶ୍ରୀଯୁକ୍ତ ମୋହନ ଚରଣ ମାଝୀ ସୁବର୍ଣ୍ଣପୁର ଜିଲ୍ଲା ଗସ୍ତରେ ଆସି ଉପସ୍ଥିତ ଜନସାଧାରଣଙ୍କୁ ସଂଵୋଧିତ କରିଥିଲେ। ମାନ୍ୟବର ମୁଖ୍ୟମନ୍ତ୍ରୀ ଏହି ଅବସରରେ ଜିଲ୍ଲାପ୍ରଶାସନ ଦ୍ୱାରା ଆୟୋଜିତ ଜନ ସମାବେଶରେ ଯୋଗଦାନ କରି…
କୁଞ୍ଜବନ-ମୋଟାବାଡି ରାସ୍ତାର ଅବସ୍ଥା ଶୋଚନୀୟ , ପ୍ରତିକାର ଦାବି
ଗଞ୍ଜାମ/ବୁଗୁଡ଼ା (ସୋରେନ କୁମାର ପ୍ରଧାନ): ବୁଗୁଡା ବ୍ଲକ ଅନ୍ତର୍ଗତ କୁଞ୍ଜବନ ଗାଁଠାରୁ ମୋଟାବାଡି ଗ୍ରାମ ପର୍ଯ୍ୟନ୍ତ ରାସ୍ତାର ଅବସ୍ଥା ଶୋଚନୀୟ ହୋଇପଡ଼ିଛି। ସାମାନ୍ୟ ବର୍ଷା ହେଲେ ରାସ୍ତାରେ ଅନେକ ସ୍ଥାନରେ ପାଣି ଜମି ରହୁଛି। ଫଳରେ ଲୋକଙ୍କ ଯାତାୟାତରେ ଘୋର ଅସୁବିଧା…
ବୁଗୁଡ଼ା-ପୋଲସରା ମୁଖ୍ୟ ସଡକ କଡରେ ବିପଦଶଙ୍କୁଳ ଅବସ୍ଥାରେ ବିରାଟ ଶୁଖିଲା ଗଛ
ଗଞ୍ଜାମ/ବୁଗୁଡା (ସୋରେନ କୁମାର ପ୍ରଧାନ): ବୁଗୁଡ଼ା-ପୋଲସରା ମୁଖ୍ୟ ସଡକ ଅନ୍ତର୍ଗତ ଗୋଲିଆ ଗାଁ ନିକଟସ୍ଥ ମୋହିଦଣ୍ଡାଠାରେ ଏକ ବିରାଟ ଶୁଖିଲା ଥୁଣ୍ଟା କାକପୋଇ ଗଛ ବିପଦ ଶଙ୍କୁଳ ଅବସ୍ଥାରେ ରହିଥିବା ଜଣାଯାଇଛି । ଉକ୍ତ ଗଛଟି ପବନରେ କେତେବେଳେ ଯେ ଭାଙ୍ଗି…
ପିପୁଲ୍ସ କଲେଜରେ ନୂତନ ଅଧ୍ଯକ୍ଷଙ୍କ ଦାୟିତ୍ବ ଗ୍ରହଣ
ଗଞ୍ଜାମ/ବୁଗୁଡା (ସୋରେନ କୁମାର ପ୍ରଧାନ): ସ୍ଥାନୀୟ ପିପୁଲ୍ସ କଲେଜରେ ନୂତନ ଅଧ୍ଯକ୍ଷ ଭାବେ ପ୍ରଧ୍ଯାପକ ଡ଼କ୍ଟର ପୁରୁଷୋତ୍ତମ ମିଶ୍ର ଦାୟିତ୍ବ ଗ୍ରହଣ କରିଛନ୍ତି । ସେ ପୂର୍ବରୁ ସୋନପୁର ଜିଲ୍ଲାର ଧର୍ମଶାଳା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ଓଡ଼ିଆ ବିଭାଗୀୟ ପ୍ରାଧ୍ଯାପକ ଭାବେ…
ନିଉ ଏରା ପବ୍ଲିକ ସ୍କୁଲକୁ ମିଳିଲା ପ୍ରକୃତି ମିତ୍ର ପୁରସ୍କାର
ଗଞ୍ଜାମ/ବୁଗୁଡ଼ା (ସୋରେନ କୁମାର ପ୍ରଧାନ): ଗଞ୍ଜାମ ଜିଲ୍ଲା ଅନ୍ତର୍ଗତ ବୁଗୁଡ଼ା ସହରର ଅଗ୍ରଣୀ ଶିକ୍ଷାନୁଷ୍ଠାନ ନିୟୁ ଏରା ପବ୍ଲିକ ସ୍କୁଲକୁ ପ୍ରକୃତି ମିତ୍ର ପୁରସ୍କାର ମିଳିଛି। ଭୁବନେଶ୍ୱର ସ୍ଥିତ କୃଷି ଶିକ୍ଷା ସଦନରେ ଏକ ବର୍ଣ୍ଣାଢ଼୍ୟ ଉତ୍ସବରେ ଓଡ଼ିଶାର ଜଙ୍ଗଲ ପରିବେଶ…
ଶ୍ରୀ ନୀଳକଣ୍ଠେଶ୍ଵର ବାବା ଓ ମାତା ପାର୍ବତୀ ଙ୍କ ବିବାହ ସମ୍ପନ୍ନ: ମନ୍ଦିରକୁ ଫେରିଲେ ଦେବ ଦମ୍ପତ୍ତି
ସୁବର୍ଣ୍ଣପୁର (ଶାନ୍ତନୁ କୁମାର କର୍ଣ୍ଣ): ସୁବର୍ଣ୍ଣପୁର ଜିଲ୍ଲା ତରଭା ବ୍ଲକ ଶ୍ରୀ ନୀଳକଣ୍ଠେଶ୍ଵର ମନ୍ଦିର ପରିସରରେ ନିରାଡ଼ମ୍ବର ଭାବରେ ଦେବଦେବ ମହାଦେବ ଓ ମାତା ପାର୍ବତୀଙ୍କ ବିବାହ ସମ୍ପନ୍ନ ହୋଇ ଯାଇଛି I ଶନିବାର ପୂର୍ବାହ୍ନରେ ମହାଦେବ ଓ ମାତା ପାର୍ବତୀଙ୍କ…
ରେଜାଙ୍ଗାଲା ସହିଦ୍ ମାଟି କଳସକୁ ଭବ୍ୟ ସ୍ଵାଗତ।
ରାୟଗଡ଼ (ଗୋପୀନାଥ ଗୌଡ଼): ରାୟଗଡ଼ ଜିଲ୍ଲା ଯାଦବ ମହାସଭା ପକ୍ଷରୁ ପବିତ୍ର ରେଜାଙ୍ଗାଲା ମାଟି କଳସକୁ ରାୟଗଡ଼ ର କଲେଜ୍ ରୋଡ଼ ନିକଟସ୍ଥ ଶ୍ରୀ ଶ୍ରୀ ରାଧାକୃଷ୍ଣ ମନ୍ଦିର ପ୍ରାଙ୍ଗଣରେ ଭବ୍ୟ ସ୍ଵାଗତ କରଯାଇଛି। ଏହି ପବିତ୍ର କଳସ କୁ କାଶିପୁର…
ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ କରକମଳରେ ସ୍ୱୟଂଚାଳିତ ଯାନ ଚାଳନା ପରୀକ୍ଷଣ କେନ୍ଦ୍ରର ଉଦଘାଟନ
ସୁବର୍ଣ୍ଣପୁର (ଶାନ୍ତନୁ କୁମାର କର୍ଣ୍ଣ): ଓଡିଶା ସରକାର ପରିବହନ ବିଭାଗ ଦ୍ୱାରା ସୁବର୍ଣ୍ଣପୁର ଜିଲ୍ଲାବାସୀଙ୍କ ସୁବିଧା ପାଇଁ ସୁବର୍ଣ୍ଣପୁର ଜିଲ୍ଲାର ସାହାଜପିଟାସ୍ଥିତ ଜିଲ୍ଲା ସ୍ୱୟଂଚାଳିତ ଯାନ ଚାଳନା ପରୀକ୍ଷଣ କେନ୍ଦ୍ରର ଆଜି ଉଦ୍ଘାଟନ ଓ ଲୋକାର୍ପଣ କରାଯାଇଛି। ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ…
ବିକଶିତ କୃଷି ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ର ଶୁଭାରମ୍ଭ
କେନ୍ଦୁଝର/ଚମ୍ପୁଆ (ପ୍ରଦୀପ ମହାନ୍ତ):ଚମ୍ପୁଆ ବ୍ଲକର ହୁଞ୍ଜପଶି ଓ ଚିମିଳା ଠାରେ ବିକଶିତ କୃଷି ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମର ଶୁଭାରମ୍ଭ ହୋଇ ଯାଇଛି। ହୁଞ୍ଜପଶି ଓ ଚିମିଳା ପଞ୍ଚାୟତ କାର୍ଯ୍ୟାଳୟ ପରିସରରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ସ୍ଥାନୀୟ ସରପଞ୍ଚ ମଞ୍ଜୁଲତା ନାୟକ, ବ୍ଲକ…
