ଦୟା ପ୍ରଦୂଷିତ; ପର୍ଯ୍ୟଟନସ୍ଥଳୀକୁ ନେଇ ଚିନ୍ତା, ପର୍ଯ୍ୟଟନସ୍ଥଳୀର ସ୍ଵଚ୍ଛତାକୁ ଗୁରୁତ୍ଵ: ପ୍ରଭାତୀ ପରିଡ଼ା

ପୁରୀ(ସମୀର ରଞ୍ଜନ ନାୟକ) ପୁରୀ ଜିଲ୍ଲା କଣାସରେ ଝାଡ଼ାବାନ୍ତି ଘଟଣା। ଏବେ ବି ଆକ୍ରାନ୍ତ ସଂଖ୍ୟା ନିୟନ୍ତ୍ରଣକୁ ଆସିପାରି ନାହିଁ। ଗତ ୧୦ ଦିନ ଭିତରେ ଶତାଧିକ ଆକ୍ରାନ୍ତ ବିଭିନ୍ନ ଡାକ୍ତରଖାନାରେ ଭର୍ତ୍ତି ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୪ଜଣଙ୍କ ମୃତ୍ୟୁ ହୋଇଥିବା…

ଜନତା ସରକାରୀ ଉଚ୍ଚ ବିଦ୍ୟାଳୟରେ ମାନକ କୁଇଜ୍ ପ୍ରତିଯୋଗୀତା ଅନୁଷ୍ଠିତ

ବରଗଡ଼(ମୁକୁନ୍ଦ ଦାସ ଶିକ୍ଷାର୍ଥୀମାନଙ୍କ ମଧ୍ଯରେ ମାନକ ସମ୍ବନ୍ଧୀୟ ଜ୍ଞାନର ଅଭିବୃଦ୍ଧି ନିମନ୍ତେ ଭାରତୀୟ ମାନକ ବ୍ୟୁରୋର ୭୮ତମ ପ୍ରତିଷ୍ଠା ଦିବସ ପାଳନ ଅବସରରେ ଭୁବନେଶ୍ଵର ଶାଖା ତରଫରୁ ବରଗଡ଼ ଜିଲ୍ଲା ଅମ୍ବାଭୋନା ବ୍ଲକ ଅନ୍ତର୍ଗତ ଜନତା ସରକାରୀ ଉଚ୍ଚ ବିଦ୍ୟାଳୟ, ଭୁକ୍ର୍ତାରେ…

ଗ୍ରୀଷ୍ମ ପ୍ରବାହ ରେ ଶ୍ରଦ୍ଧାଳୁ ଙ୍କ ପାଇଁ ବିବିଧ ବ୍ୟବସ୍ଥା ସମୀକ୍ଷା

ପୁରୀ (ସମୀର ରଞ୍ଜନ ନାୟକ) : ଆଗାମୀ ଗ୍ରୀଷ୍ମ ପ୍ରବାହ ପାଇଁ ଶ୍ରୀମନ୍ଦିର କୁ ଆସୁଥିବା ଶ୍ରଦ୍ଧାଳୁ ମାନଙ୍କୁ ସୁବିଧା ଯୋଗାଇ ଦେବାକୁ ବିବିଧ ବ୍ୟବସ୍ଥା କରୁଛି ପ୍ରଶାସନ।ଆଜି ଅପରାହ୍ନ ରେ ଶ୍ରୀମନ୍ଦିର କାର୍ଯ୍ୟାଳୟ ସଭାଗୃହ ପରିସରରେ ଏକ ସମୀକ୍ଷା ବୈଠକ…

ଦୟା ଜଳ ପ୍ରଦୂଷିତ, ପିଇବା ପାଇଁ ଅନୁପଯୁକ୍ତ: ପୁରୀ ସିଡିଏମଓ

ପୁରୀ (ସମୀର ରଞ୍ଜନ ନାୟକ) : ଦୟା ନଦୀର ପାଣି ଅତ୍ୟନ୍ତ ପ୍ରଦୂଷିତ ଏବଂ ଏହା ଲୋକଙ୍କ ପିଇବା ପାଇଁ ଉପଯୁକ୍ତ ନୁହେଁ। ଏହାକୁ ବ୍ୟବହାର ନକରିବାକୁ ଲୋକଙ୍କୁ ପରାମର୍ଶ ଦେଇଛନ୍ତି ପୁରୀର ମୁଖ୍ୟ ଜିଲ୍ଲା ଚିକିତ୍ସା ଅଧିକାରୀ (ସିଡିଏମ୍ଓ) ରୂପଭାନୁ…

ଝାଡ଼ାବାନ୍ତି ସ୍ଥିତି ଉପରେ ନଜର ରଖିବାକୁ ମୁଖ୍ୟମନ୍ତ୍ରୀ ମୋତେ ନିର୍ଦେଶ ଦେଇଛନ୍ତି: ସ୍ବାସ୍ଥ୍ୟ ମନ୍ତ୍ରୀ

ଭୁବନେଶ୍ୱର /ପୁରୀ(ସମୀର ରଞ୍ଜନ ନାୟକ):କଣାସ ଅଞ୍ଚଳ ରେ ଡା ଇରିଆ ରେ ଜଣଙ୍କ ମୃତ୍ୟୁ ପରେ ରାଜ୍ୟ ସରକାର ଏହାକୁ ଗୁରୁତ୍ୱରସହନେଇ ଛନ୍ତି l ତେବେ କଣାସ ଅଞ୍ଚଳରେ ଝାଡ଼ାବାନ୍ତି ବ୍ୟାପିବାକୁ ନେଇ ସ୍ୱାସ୍ଥ୍ୟ ମନ୍ତ୍ରୀ ଡକ୍ଟର ମୁକେଶ ମହାଲିଙ୍ଗ ପ୍ରତିକ୍ରିୟା…

ଶ୍ରୀ ବିରଞ୍ଚି ନାରାୟଣ ବାଳିକା ଉଚ୍ଚ ବିଦ୍ୟାଳୟର ୬୨ତମ ବାର୍ଷିକ କ୍ରୀଡା ଅନୁଷ୍ଠିତ

ଗଞ୍ଜାମ/ବୁଗୁଡା (ସୋରେନ କୁମାର ପ୍ରଧାନ): ସ୍ଥାନୀୟ ଶ୍ରୀ ବିରଞ୍ଚି ନାରାୟଣ ବାଳିକା ଉଚ୍ଚ ବିଦ୍ୟାଳୟର ୬୨ତମ ବାର୍ଷିକ କ୍ରୀଡା ଉତ୍ସବ ପିପୁଲ୍ସ ହାଇସ୍କୁଲ ମିନି ଷ୍ଟାଡିୟମ ପରିସରରେ ଅନୁଷ୍ଠିତ ହୋଇଯାଇଛି । ଭାରପ୍ରାପ୍ତା ପ୍ରଧାନ ଶିକ୍ଷୟିତ୍ରୀ କୃଷ୍ଣପ୍ରିୟା ମହାରଣାଙ୍କ ପୌରହିତ୍ଯରେ ଅନୁଷ୍ଠିତ…

ଜାତୀୟ ମତଦାନ ଦିବସ ପାଳନ ନିମନ୍ତେ ଜିଲ୍ଲା ପ୍ରଶାସନର ପ୍ରସ୍ତୁତି ବୈଠକ

ବରଗଡ (ମୁକୁନ୍ଦ ଦାସ): ଆସନ୍ତା ଜାନୁୟାରୀ ୨୫ ତାରିଖରେ ବରଗଡ଼ ଜିଲ୍ଲା ପ୍ରଶାସନ ତଥା ଜିଲ୍ଲା ନିର୍ବାଚନ କାର୍ଯ୍ୟ।ଳୟଦ୍ୱାରା ଆୟୋଜିତ ହେବାକୁ ଯାଉଥିବା ୧୫ ତମ ଜାତୀୟ ମତଦାନ ଦିବସର ବିଭିନ୍ନ କାର୍ଯ୍ୟକ୍ରମଗୁଡିକର ସୁବ୍ୟବସ୍ଥିତ ସୁପରିଚାଳନା ନିମନ୍ତେ ଅତିରିକ୍ତ ଜିଲ୍ଲାପାଳ ଶ୍ରୀ…

ପିପୁଲ୍ସ କଲେଜର ୪୭ତମ ବାର୍ଷିକ କ୍ରୀଡା ଉଦଘାଟିତ

ଗଞ୍ଜାମ/ବୁଗୁଡା (ସୋରେନ କୁମାର ପ୍ରଧାନ): ସ୍ଥାନୀୟ ପିପୁଲ୍ସ କଲେଜର ୪୭ତମ ବାର୍ଷିକ କ୍ରୀଡାର ଶୁଭାରମ୍ଭ ହୋଇଯାଇଛି । ନିକଟସ୍ଥ ଠାକୁରାଣୀ ମନ୍ଦିରରୁ କ୍ରୀଡା ଜ୍ୟୋତି ଆସି ପହଞ୍ଚିବା ପରେ କଲେଜ ଅଧ୍ୟକ୍ଷ ହରିକୃଷ୍ଣ ନାୟକଙ୍କ ଦ୍ବାରା କ୍ରୀଡା ପତାକା ଉତ୍ତୋଳନ ସହ…

ଅଭିଭାବକଙ୍କ ଏକ ଦିବସୀୟ ତାଲିମ ଶିବିର

ଗଞ୍ଜାମ/ବୁଗୁଡ଼ା (ସୋରେନ କୁମାର ପ୍ରଧାନ): ସ୍ଥାନୀୟ ସରକାରୀ ବାଳକ ପ୍ରକଳ୍ପ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପରିସରରେ ବୁଗୁଡ଼ା ଗୋଷ୍ଠୀ ଶିକ୍ଷାଧିକାରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଅଭିଭାବକଙ୍କ ତାଲିମ ଶିବିର ଅନୁଷ୍ଠିତ ହୋଇଯାଇଛି । ଉକ୍ତ ତାଲିମ ଶିବିରରେ ମୁଖ୍ଯ ଅତିଥି ଭାବେ ବିଇଓ…

ଧନୁଯାତ୍ରାରୁ ନିଖୋଜ ଯୁବତୀ ଜଙ୍ଗଲରୁ ଉଦ୍ଧାର ଘଟଣା: ୩ ଅଭିଯୁକ୍ତଙ୍କୁ କୋର୍ଟ ଚାଲାଣ

ବରଗଡ଼ (ମୁକୁନ୍ଦ ଦାସ) : ଧନୁଯାତ୍ରା ଦେଖିବାକୁ ଆସି ନିଖୋଜ ଯୁବତୀଙ୍କୁ ଅପହରଣ, ବଳାତ୍କାର ଏବଂ ହତ୍ୟା ଉଦ୍ୟମ ମାମଲା ସାରାରାଜ୍ୟରେ ହଇଚଇ ସୃଷ୍ଟି କରିଛି। ପୀଡ଼ିତା ଏବେ ମଧ୍ୟ ଭୀମସାର୍‌, ବୁର୍ଲାରେ ଚିକିତ୍ସାଧୀନ ଅଛନ୍ତି। ଅନ୍ୟପକ୍ଷରେ ଏହି ଘଟଣାରେ ସୋମବାର…

error: Content is protected !!