କେନ୍ଦୁଝର (ସୀତାରାମ ଦୀକ୍ଷିତ) : କେନ୍ଦୁଝରଗଡର ସର୍ବପୁରାତନ ଶିକ୍ଷାନୁଷ୍ଠାନ ଧନୁର୍ଜୟ ନାରାୟଣ ଉଚ୍ଚ ବିଦ୍ୟାଳୟର ୧୯୭୧ ମସିହା ମାଟ୍ରିକ ବ୍ୟାଚର ପୁରାତନ ଛାତ୍ର ଏବଂ ସେମାନଙ୍କ ପରିବାରକୁ ନେଇ ଏକ ବନ୍ଧୁ ମିଳନ ସ୍ଥାନୀୟ ଅଶୋକ ବାଟିକା ପରିସରରେ ଅନୁଷ୍ଠିତ ହୋଇଯାଇଛି…
Category: ଜିଲ୍ଲା
ପତଞ୍ଜଳି ଯୋଗ ସମିତି ଆନୁକୂଲ୍ୟରେ ଚକ୍ଷୁ ଚିକିତ୍ସା ଶିବିର ଅନିଷ୍ଠିତ
ସୁବର୍ଣ୍ଣପୁର (ଶାନ୍ତନୁ କୁମାର କର୍ଣ୍ଣ): ପତଞ୍ଜଳି ଯୋଗ ସମିତି ମେଣ୍ଡା ଓ ମହାନଦୀ ନେତ୍ର ଚିକିତ୍ସାଳୟ ପଣ୍ଡାପାଲିର ମିଳିତ ପ୍ରୟାସରେ ଭାରତୀ ପାଠାଗାର ମେଣ୍ଡା ଠାରେ ଏକ ମାଗଣା ଚକ୍ଷୁ ପରୀକ୍ଷା ଓ ଚିକିତ୍ସା ଶିବିର ଅନୁଷ୍ଠିତ ହୋଇ ଯାଇଛି। ଏହି…
ସୁବର୍ଣ୍ଣ ଲୋକ ମହୋତ୍ସବ-୨୦୨୫ ଦ୍ଵିତୀୟ ସନ୍ଧ୍ୟା : କଳାକାରଙ୍କ ନାଚ ଗୀତରେ ଦର୍ଶକ ବିଭୋର
ସୁବର୍ଣ୍ଣପୁର (ଶାନ୍ତନୁ କୁମାର କର୍ଣ୍ଣ ): ସୁବର୍ଣ୍ଣ ଲୋକ ମହୋତ୍ସବ ଓ ଜିଲ୍ଲା ସ୍ତରୀୟ ପଲ୍ଲୀଶ୍ରୀ ମେଳା ସୁବର୍ଣ୍ଣପୁର ର ଦ୍ବିତୀୟ ସାଂସ୍କୃତିକ ସନ୍ଧ୍ୟା କାର୍ଯକ୍ରମ କୁ ବୌଦ୍ଧ rଜିଲ୍ଲାପାଳ ଶ୍ରୀ ସୁବ୍ରତ କୁମାର ପଣ୍ଡା ମୁଖ୍ୟ ଅତିଥି ଭାବେ ଯୋଗଦେଇ…
ସୁବର୍ଣ୍ଣପୁର ଲୋକ ମହୋତ୍ସବ ଓ ଜିଲ୍ଲା ସ୍ତରୀୟ ପଲ୍ଲୀଶ୍ରୀ ମେଳା ଉଦଘାଟିତ
ସୁବର୍ଣ୍ଣପୁର (ଶାନ୍ତନୁ କୁମାର କର୍ଣ୍ଣ) : ସୁବର୍ଣ୍ଣପୁର ଜିଲ୍ଲାର ସୁବର୍ଣ୍ଣ ଲୋକ ମହୋତ୍ସବ ଓ ଜିଲ୍ଲା ସ୍ତରୀୟ ପଲ୍ଲୀଶ୍ରୀ ମେଳା ଗତକାଲି ସନ୍ଧ୍ୟାରେ ଉଦଘାଟିତ ହୋଇ ଯାଇଛି l ଓରମାସ ପଞ୍ଚାୟତି ରାଜ ଓ ପାନୀୟ ଜଳ ବିଭାଗ ଓ ଜିଲ୍ଲା…
ତୃତୀୟ ପାଞ୍ଚପିଢ଼ ପ୍ରିମିୟର ଲିଗ ଉଦଘାଟିତ, ପ୍ରଥମ ମ୍ୟାଚରେ ଆଜାଦ କ୍ଲବ ୩୩ ରନ ରେ ବିଜୟୀ
କରଞ୍ଜିଆ:(ଜିତେନ୍ଦ୍ର ରାଜ )ଯଶିପୁର ବ୍ଲକ ପାଣ୍ଠ ମିନିଷ୍ଟାଡିୟମ ଠାରେ ହେଲପିଂ ହ୍ୟାଣ୍ଡ ଫାଉଣ୍ଡେସନ ଦ୍ୱାରା ଆୟୋଜିତ ପାଞ୍ଚପିଢ଼ ପ୍ରିମିୟର ଲିଗ ୨୦୨୫ ଉଦଘାଟିତ ହୋଇଯାଇଛି ଫାଉଣ୍ଡେସନର ସଭାପତି ଶୈଲେଶ ଦଳେଇ ଙ୍କ ସଭାପତିତ୍ୱ ରେ ଆୟୋଜିତ ଟୁର୍ନାମେଣ୍ଟର ଉଦଘାଟନୀ କାର୍ଯ୍ୟକ୍ରମ ରେ…
ବିଭିନ୍ନ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ଆତ୍ମ ସୁରକ୍ଷା ତାଲିମ୍ ଶିବିର ଆରମ୍ଭ
ଗଞ୍ଜାମ/ବୁଗୁଡ଼ା (ସୋରେନ କୁମାର ପ୍ରଧାନ): ବୁଗୁଡ଼ା ଅଞ୍ଚଳର ବିଭିନ୍ନ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ଆୟୋଜିତ ଅଷ୍ଟ ଦିବସୀୟ ମହିଳା ଆତ୍ମ ସୁରକ୍ଷା ତାଲିମ୍ ଶିବିର ଗୁଡିକର ଶୁଭାରମ୍ଭ ହୋଇଯାଇଛି। ଏ ପରିପ୍ରେକ୍ଷୀରେ ସ୍ଥାନୀୟ ବଳଦେବଜୀୟୁ ମହିଳା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପକ୍ଷରୁ…
ପଚିଶତମ ବାର୍ଷିକୋତ୍ସବ ନିମନ୍ତେ କ୍ରୀଡ଼ା ପ୍ରତିଯୋଗିତା
ଗଞ୍ଜାମ/ବୁଗୁଡ଼ା (ସୋରେନ କୁମାର ପ୍ରଧାନ): ସ୍ଥାନୀୟ ଶ୍ରୀ ବଳଦେବଜୀଉ ମହିଳା ଉଚ୍ଚମାଧ୍ୟମିକ ବିଦ୍ୟାଳୟ ର ୨୫ ତମ ବାର୍ଷିକ ଉତ୍ସବ ଅବସରରେ ଜନତା ଉଚ୍ଚବିଦ୍ୟାଳୟ ପ୍ରାଙ୍ଗଣରେ ବିଧିବଦ୍ଧ ଭାବେ କ୍ରୀଡ଼ା ପ୍ରତିଯୋଗିତା ଅନୁଷ୍ଠିତ ହୋଇଯାଇଛି। ଅଧ୍ୟକ୍ଷ ମନୋଜ କୁମାର ସ୍ଵାଇଁ କ୍ରୀଡ଼ା…
ନିଆରା ଢଙ୍ଗରେ ପାଳିତ ହେଲା ବନ ମହୋତ୍ସବ।
ରାୟଗଡ଼ (ଗୋପୀନାଥ ଗୌଡ଼) ଏକାଠି ହେଲେ ଏକାଦଶୀ ଗ୍ରୁପ୍, ନିଆରା ଢଙ୍ଗରେ ପାଳିଲେ ବନ ମହୋତ୍ସବ। ରାୟଗଡ଼ ବ୍ରାହ୍ମଣ ସାହି ରାଧାକାନ୍ତ ମନ୍ଦିରରେ ଆଜକୁ ଦିର୍ଘ ବର୍ଷ ଧରି ଏକାଦଶୀ ପାଳନ କରି ଆସୁଥିବା ମହିଳା ମାନେ ପାଳିଲେ ବନ ମହୋତ୍ସବ।…
ସ୍ବାମୀ ବିବେକାନନ୍ଦ ବିଦ୍ୟା ମନ୍ଦୀର ର ୨୧ତମ ବାର୍ଷିକ କ୍ରୀଡା ମହୋତ୍ସବ ପାଳନ।
ରାୟଗଡ଼ (ଗୋପୀନାଥ ଗୌଡ଼) : ରାୟଗଡ଼ ସହର ରିଙ୍ଗ ରୋଡ ସ୍ଥିତ ସ୍ଵାମୀ ବିବେକାନନ୍ଦ ବିଦ୍ୟା ମନ୍ଦୀର ର ବାର୍ଷିକ କ୍ରୀଡା ମହୋତ୍ସବ ଅନୁଷ୍ଟିତ ହୋଇ ଯାଇଛି। ସ୍ଥାନୀୟ ଫାୟର ଷ୍ଟେସନ ପାଖ ଖେଳ ପଡିଆ ଠାରେ ୨୧ତମ ବାର୍ଷିକ କ୍ରୀଡ଼ା…
ପଲ୍ଲିଶ୍ରୀ ଖାଦ୍ୟ ମେଳା ରେ ବିଶେଷ ଆକର୍ଷଣ “କଂସ ଥାଳି”, “କୃଷ୍ଣ ଥାଳି” ଏବଂ “ଯଶୋଦା ଥାଳି”
ବରଗଡ (ମୁକୁନ୍ଦ ଦାସ): ୭୭ତମ ବିଶ୍ୱପ୍ରସିଦ୍ଧ ପବିତ୍ର ଧନୁଯାତ୍ରା ମହୋତ୍ସବ ଅବସରରେ ଓରମାସ ଏବଂ ଜିଲ୍ଲା ପ୍ରଶାସନ, ବରଗଡ଼ ର ମିଳିତ ପ୍ରଚେଷ୍ଟାରେ ଉତଘାଟିତ ହେଇଥିବା ଜାତୀୟ ସ୍ତରୀୟ ପଲ୍ଲିଶ୍ରୀ ମେଳା ଚଳିତ ବର୍ଷ ଖାଦ୍ୟ ଷ୍ଟଲ ର ବେଶ ଚାହିଦା…
