ଆଡ଼ପ ପହଣ୍ଡି ଅଘଟଣ ରିପୋର୍ଟ ଅସଂପୂର୍ଣ୍ଣ ଥିବା କହିଲା ଶ୍ରୀ ମନ୍ଦିର ପରିଚାଳନା କମିଟି

ପୁରୀ (ରିପୋର୍ଟ -ସମୀର ରଞ୍ଜନ ନାୟକ ): ଆଜି ଶ୍ରୀମନ୍ଦିର ପଲିଚାଳନା ବୈଠକ ଗଜପତିଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି l ଏହି ବୈଠକ ରେ ବଡ଼ ନିଷ୍ପତି ହୋଇଛି l ଶ୍ରୀ ମନ୍ଦିର ପାଇଁ ହେବ ସ୍ୱତନ୍ତ୍ର fm ସେବାୟତ କନ୍ୟାଣ…

ଜାତୀୟ କ୍ରୀଡା ଦିବସରେ ଧ୍ୟାନଚାନ୍ଦ ଙ୍କୁ ଶ୍ରଦ୍ଧାଞ୍ଜଳି ଓ ଶୋଭାଯାତ୍ରା ଅନୁଷ୍ଠିତ।

ପୁରୀ (ରିପୋର୍ଟ -ସମୀର ରଞ୍ଜନ ନାୟକ):ପୃଥିବୀ ରେ କ୍ରୀଡ଼ା ଥିବା ପର୍ଯ୍ୟନ୍ତ କିମ୍ବଦନ୍ତୀ କ୍ରିଡାବିତ ଧ୍ୟାନଚାନ୍ଦ ଜନମାନସରେ ରହିଥିବେ।ତାଙ୍କ କ୍ରୀଡା ପ୍ରତିଭା ଅତୁଳନୀୟ।ସମଗ୍ର ବିଶ୍ୱ ତାଙ୍କ ଚମତ୍କାର କ୍ରୀଡା ନୈପୁଣ୍ୟ ରେ ଅଭିଭୂତ ହୋଇଥିଲା।ଆଜିର ଯୁବପିଢ଼ି ଓ କ୍ରୀଡା ପ୍ରତି ମନୋନିବେଶ…

ସୁଭଦ୍ରା ଯୋଜନା ପାଇଁ ବୈଠକ ଅନୁଷ୍ଠିତ

ପୁରୀ (ରିପୋର୍ଟ-ସମୀର ରଞ୍ଜନ ନାୟକ):ପୁରୀ ଜିଲ୍ଲାରେ ସରକାରଙ୍କ ଫ୍ଲାଗସିପ୍ ସୁଭଦ୍ରା ଯୋଜନାରେ ସାମିଲ ପାଇଁ ହିତାଧିକାରୀଙ୍କ ଆବେଦନ ପ୍ରକ୍ରିୟାର ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ଆଜି ଅପରାହ୍ନ ରେ ଅନୁଷ୍ଠିତ ହୋଇଥିଲା।ଓସୱାନ ହଲରେ ଆଭାସୀ ମାଧ୍ୟମରେ ଅନୁଷ୍ଠିତ ଏହି ବୈଠକରେ ପୁରୀ ଜିଲ୍ଲାପାଳ…

ଗୋଟିଏ ଗଛ କୋଟିଏ ଜୀବନ କାର୍ଯ୍ୟକ୍ରମ

ପୁରୀ (ରିପୋର୍ଟ – ସମୀର ରଞ୍ଜନ ନାୟକ): ପୁରୀ ଜିଲ୍ଲା ସ୍ବେଛାସେବୀ ସଂଗଠନ ସାମୁଖ୍ୟ ଦି ବେଲ୍ ଓ ଷ୍ଟେଟ ବ୍ୟାଙ୍କ୍ ମିଳିତ ଆନୁକୁଲ୍ୟରେ ଆୟୋଜିତ ହୋଇଯାଇଛି ଗୋଟିଏ ଗଛ କୋଟିଏ ଜୀବନ କାର୍ଯ୍ୟକ୍ରମ ।ପୁରୀ ବାଙ୍ଗର୍ ଠାରେ ଠାରେ ଥିବା…

ମଣିଷ ଦେହରେ ବାର୍ଡ ଫ୍ଲୁ, ସୂଚନା ଦେଲେ ସ୍ବାସ୍ଥ୍ୟମନ୍ତ୍ରୀ ଡକ୍ଟର ମୁକେଶ ମହାଲିଙ୍ଗ

ଭୁବନେଶ୍ୱର (ରିପୋର୍ଟ – ସମୀର ରଞ୍ଜନ ନାୟକ )ବାର୍ଡ ଫ୍ଲୁ ଆକ୍ରାନ୍ତ ଥିବା ସନ୍ଦେହ ହେବା ପରେ ରକ୍ତ ନମୁନା RMRCକୁ ପଠାଯାଇଛି । ରିପୋର୍ଟ ଆସିବା ପରେ ବାର୍ଡ ଫ୍ଲୁ କି ନୁହେଁ ସ୍ପଷ୍ଟ ହେବ ବୋଲି କହିଛନ୍ତି ସ୍ବାସ୍ଥ୍ୟମନ୍ତ୍ରୀ…

ଶ୍ରୀମନ୍ଦିରରେ ଶ୍ରୀକୃଷ୍ଣ ଲୀଳା ଆରମ୍ଭ।

ପୁରୀ (ରିପୋର୍ଟ -ସମୀର ରଞ୍ଜନ ନାୟକ): ଗତକାଲି ଥିଲା ଜନ୍ମାଷ୍ଟମୀ।କୃଷ୍ଣଙ୍କ ଜନ୍ମ ପରେ ଶ୍ରୀମନ୍ଦିର ରେ ଶ୍ରୀକୃଷ୍ଣ ଲୀଳା ଆଜି ଠାରୁ ଆରମ୍ଭ ହୋଇଛି।ଏହି ପରମ୍ପରା ବର୍ଷ ବର୍ଷ ଧରି ଶ୍ରୀମନ୍ଦିର ରେ ପ୍ରଚଳିତ ହୋଇ ଆସୁଛି।ଶ୍ରୀକୃଷ୍ଣ ଙ୍କ ଚରିତ ରେ…

ମିଳିତ ଓଡିଶା ନିଶାନିବାରଣ ଅଭିଯାନ (ମୋନା) ପକ୍ଷରୁ ଗଣଧାରଣା

ପୁରୀ (ରିପୋର୍ଟ – ସମୀର ରଞ୍ଜନ ନାୟକ ) : ମିଳିତ ଓଡିଶା ନିଶା ନିବାରଣ ଅଭିଯାନ ପୁରୀ ଜିଲ୍ଲା କମିଟି ତରଫରୁ ଜିଲ୍ଲା ତଥା ରାଜ୍ୟରେ ସମ୍ପୂର୍ଣ ନିଶା ନିବାରଣ ଆଇନ ଲାଗୁ କରିବା ଦାବିରେ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ…

ଜିଲ୍ଲାସ୍ତରୀୟ ଅଭିଯୋଗ ଶୁଣାଣି ଅନୁଷ୍ଠିତ

ପୁରୀ(ରିପୋର୍ଟ – ସମୀର ରଞ୍ଜନ ନାୟକ): ଜିଲ୍ଲା ସ୍ତରୀୟ ଅଭିଯୋଗ ଶୁଣାଣି ଜିଲ୍ଲାପାଳ ସିଦ୍ଧାର୍ଥ ଶଙ୍କର ସ୍ୱାଇଁଙ୍କ ଅଧ୍ୟକ୍ଷତାରେ ଆଜି କାକଟପୁର ବ୍ଲକ କାର୍ଯ୍ୟାଳୟ ରେ ଅନୁଷ୍ଠିତ ହୋଇଥିଲା।ଏଥିରେ ମୋଟ ୫୦ ଗୋଟି ଅଭିଯୋଗ ମିଳିଥିଲା।ସେଥି ମଧ୍ୟରୁ ୪୫ ଗୋଟି ବ୍ୟକ୍ତିଗତ,୪…

ନଟିଆରେ ନଟବରଙ୍କର ଜନ୍ମାଷ୍ଟମୀ ଓ ନନ୍ଦ ଉତ୍ସବ ଅନୁଷ୍ଠିତ

ପୁରୀ (ରିପୋର୍ଟ-ସମୀର ରଞ୍ଜନ ନାୟକ):ନନ୍ଦନନ୍ଦନ, ଯଶୋଦା ସନ୍ତାନ,ଗୋପୀବଲ୍ଲଭ ,ଗୋପ ଚୂଡ଼ାମଣି ଶ୍ରୀ ଗୋପାଳ ମହାପ୍ରଭୁ ଶ୍ରୀକୃଷ୍ଣ ଭଗବାନ ହେଉଛନ୍ତି ଗୋପାଳ ଜାତିର ଇଷ୍ଟଦେବତା।ସେ ବିଶ୍ବ ଚିନ୍ତାମଣି ବିଶ୍ୱ ନାୟକ।ସେ ଭାବ, ଭକ୍ତି, ବିଶ୍ୱାସ ଓ ପ୍ରେମର ଠାକୁର। ପବିତ୍ର ଜନ୍ମାଷ୍ଟମୀ ତିଥି…

ମହାପ୍ରଭୂଙ୍କ ରତ୍ନଭଣ୍ଡାର ଅଳଙ୍କାର ହେବ ଗଣନ୍ତି

ପୁରୀ :ଖୋଲିଛି ମହାପ୍ରଭୁଙ୍କ ରତ୍ନ ଭଣ୍ଡାର। ଏବେ ତାକୁ ଗଣତି ନେଇ ବିଭିନ୍ନ ଚର୍ଚ୍ଚା ଆରମ୍ଭ ହୋଇଛି । ଏହାରି ଭିତରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଏକ ବଡ କଥା କହିଛନ୍ତି ।ରତ୍ନ ଭଣ୍ଡାରରେ ଥିବା ସମସ୍ତ ରତ୍ନ, ଅଳଙ୍କାରର ହେବ…

error: Content is protected !!