ଜାତୀୟ ସାଇକେଲ ଚାଳନା ପ୍ରତିଯୋଗିତା ଦର୍ଶକଙ୍କୁ ଆକୃଷ୍ଟ କରୁଛି।

ପୁରୀ (ସମୀର ରଞ୍ଜନ ନାୟକ ) : ପୁରୀ ଷ୍ଟ୍ରଲିଂ ଛକ ନିକଟରେ ଆରମ୍ଭ ହୋଇ ଥିବା ଜାତୀୟ ସାଇକେଲ ଚାଳନା ପ୍ରତିଯୋଗିତା ଦର୍ଶକ ଙ୍କୁ ଆକୃଷ୍ଟ କରୁଛି।ଦର୍ଶକ ମାନେ ଓ ପିଲାମାନେ ବିଭିନ୍ନ ରାଜ୍ୟର ସାଇକେଲ ଚାଳକ ପ୍ରତିଯୋଗୀଙ୍କ ଦ୍ରୁତ…

ଧାନର ସର୍ବନିମ୍ନ ସହାୟତା ଉପରେ ଇନପୁଟ ସବସିଡ ପ୍ରଦାନ କାର୍ଯ୍ୟକ୍ରମ।

ପୁରୀ (ସମୀର ରଞ୍ଜନ ନାୟକ) : ସରକାର କୃଷି ଓ କୃଷକ ର ଉନ୍ନତି ପାଇଁ ପ୍ରତିଶ୍ରୁତିବଦ୍ଧ।ସେଥିପାଇଁ ପ୍ରଥମ କ୍ୟାବିନେଟ ରେ କୃଷକ ମାନଙ୍କୁ ୮୦୦ ଟଙ୍କାର ସବସିଡ ପାଇଁ ମୋହର ମାରିଥିଲେ।ଆଜି ବଡ ଖୁସି ଓ ଗୌରବ ର କଥା…

ରତ୍ନଭଣ୍ଡାର ମରାମତି ପାଇଁ ଏଏସ୍‌ଆଇକୁ ପ୍ରତିଦିନ ସର୍ବନିମ୍ନ ୫ରୁ୬ ଘଣ୍ଟା ଆବଶ୍ୟକ।

ପୁରୀ (ସମୀର ରଞ୍ଜନ ନାୟକ ) : ଆସନ୍ତା ୧୬ରୁ ରତ୍ନଭଣ୍ଡାର ମରାମତି ପାଇଁ ଦିନ ଧାର୍ଯ୍ୟ। ଦିନ ଧାର୍ଯ୍ୟ ନେଇ ASI ଅଧୀକ୍ଷକଙ୍କ ପକ୍ଷରୁ ସୂଚନା। ଏନେଇ ନୀତି ସବ୍‌ କମିଟି ବୈଠକରେ ଅଧିକ ନିଷ୍ପତ୍ତି ନିଆଯିବ । ଆମେ…

ହୀରକ ଜୟନ୍ତୀ ସମାରୋହ ଉଦଯାପିତ।

ପୁରୀ (ସମୀର ରଞ୍ଜନ ନାୟକ): ଗୋପବନ୍ଧୁ ଆୟୃର୍ବେଦ ମହାବିଦ୍ୟାଳୟ ର ହୀରକ ଜୟନ୍ତୀ ସମାରୋହ ଆଜି ସଂଧ୍ୟାରେ ଉଦଯାପିତ ହୋଇ ଯାଇଛି।ଏଥିରେ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ପୂର୍ବତନ ବିଧାୟକ ଜୟନ୍ତ କୁମାର ଷଡ଼ଙ୍ଗୀ ଆୟୃର୍ବେଦ ବହୁ ପ୍ରାଚୀନ ଚିକିତ୍ସା…

ପୁରୀ ଗୋପବନ୍ଧୁ ଆୟୁର୍ବେଦ ମହାବିଦ୍ୟାଳୟର ହୀରକ ଜୟନ୍ତୀ ପାଳିତ, ଯୋଗଦେଲେ ରାଷ୍ଟ୍ରପତି

ପୁରୀ :(ସମୀର ରଞ୍ଜନ ନାୟକ )ଆଜି ପୂର୍ବାହ୍ନରେ ପୁରୀ ଗୋପବନ୍ଧୁ ଆୟୁର୍ବେଦ ମହାବିଦ୍ୟାଳୟର ହୀରକ ଜୟନ୍ତୀ ପାଳିତ ହୋଇଥିଲା।ଏଥିରେ ମୁଖ୍ୟ ଅତିଥି ଭାବେ ଯୋଗ ଦେବା ସହ ହୀରକ ଜୟନ୍ତୀ ର ସ୍ମୃତି ଫଳଖକୁ ଉଦଘାଟନ କରି ରାଷ୍ଟ୍ରପତି ଶ୍ରୀମତୀ ଦ୍ରୌପଦୀ…

ଯୁବକଙ୍କ ରକ୍ତାକ୍ତ ମୃତଦେହ ଉଦ୍ଧାର

ପୁରୀ (ସମୀର ରଞ୍ଜନ ନାୟକ) : ଜଣେ ଯୁବକଙ୍କ ମୃତ ଦେହ ଉଦ୍ଧାର ହୋଇଥିବା ଖବର ଆମ ହସ୍ତଗ ହୋଇଛି ମିଳିଥିବା ଖବର ଅନୁଯାଇ l ପୁରୀ ଟାଉନ୍ ଥାନା ଅନ୍ତର୍ଗତ ବିଶ୍ୱେଶ୍ୱରୀ ମନ୍ଦିର ନରେନ୍ଦ୍ର କୋଣ ଶ୍ରୀସେତୁ ତଳୁ ଯୁବକଙ୍କ…

ରାଜ୍ୟ ଓ ଦେଶର ମଙ୍ଗଳ ପ୍ରାର୍ଥନା କଲି ଶ୍ରୀମନ୍ଦିରରୁ ବାହାରି କହିଲେ ମହାମହିମ ରାଷ୍ଟ୍ରପତି

ପୁରୀ (ସମୀର ରଞ୍ଜନ ନାୟକ) : ମହାପ୍ରଭୁ ଜଗନ୍ନାଥଙ୍କ ଦର୍ଶନ କରି ରାଜ୍ୟ ଏବଂ ଦେଶର ମଙ୍ଗଳ ପାଇଁ ପ୍ରାର୍ଥନା କଲି । ରାଜ୍ୟର ଲୋକ, ଦେଶର ଲୋକ ଖୁସିରେ ରୁହନ୍ତୁ, ଆନନ୍ଦରେ ରୁହନ୍ତୁ । ଭଗବାନ ସମସ୍ତଙ୍କର ମଙ୍ଗଳ କରନ୍ତୁ।”…

ପୁରୀ ସମୁଦ୍ରରେ ଶକ୍ତି ପ୍ରଦର୍ଶନ କଲା ନୌସେନା

ପୁରୀ (ସମୀର ରଞ୍ଜନ ନାୟକ ): ନୌସେନା ଦିବସରେ ନୌବୀରମାନେ ପୁରୀ ସମୁଦ୍ରର ଅଥଳ ଜଳରାଶିରେ ଅପରେସନ୍ କୌଶଳ ଦେଖାଇଛନ୍ତି। ନୌସେନାର ନୌବୀରମାନେ ୧୫ଟି ଯୁଦ୍ଧପୋତ, ୪୦ ଏୟାରକ୍ରାଫ୍ଟ୍ ଏହି ଯୁଦ୍ଧ କୌଶଳ ପ୍ରଦର୍ଶନ କରିଛନ୍ତି। ଭାରତୀୟ ନୈସନାର ଦକ୍ଷତାକୁ ଉପରେ…

ଆଷାଢ଼ ଶୁକ୍ଳ ଦ୍ଵିତୀୟା ଠାରୁ ଦଶମୀ ମଧ୍ୟରେ ଇସ୍କନ କରିପାରିବ ରଥଯାତ୍ରା

ପୁରୀ (ସମୀର ରଞ୍ଜନ ନାୟକ) : ଆଷାଢ଼ ଶୁକ୍ଳ ଦ୍ଵିତୀୟା ଠାରୁ ଦଶମୀ ମଧ୍ୟରେ ଇସ୍କନ କରିପାରିବ ରଥଯାତ୍ରା । ଶ୍ରୀନଅରରେ ଇସ୍କନ ଗଭର୍ଣ୍ଣିଂ ବଡି କମିଶନର ଅଧ୍ୟକ୍ଷ ଗୁରୁ ପ୍ରସାଦ ସ୍ବାମୀ ମହାରାଜଙ୍କ ଉପସ୍ଥିତିରେ ଅନୁଷ୍ଠିତ ବୈଠକରେ ନିଷ୍ପତ୍ତି ।…

ଆସନ୍ତାକାଲି ନୌସେନା ଦିବସ।ପୁରୀ ଜଳରାଶିରେ ଅପରେସନ୍ କୌଶଳ ଦେଖାଇବେ ନୌବୀର।

ପୁରୀ (ସମୀର ରଞ୍ଜନ ନାୟକ): ଆସନ୍ତାକାଲି ନୌସେନା ଦିବସ। ପୁରୀ ସମୁଦ୍ରର ଅଥଳ ଜଳରାଶିରେ ଅପରେସନ୍ କୌଶଳ ଦେଖାଇବେ ନୌବୀର। ୧୫ଟି ଯୁଦ୍ଧପୋତ, ୪୦ ଏୟାରକ୍ରାଫ୍ଟ୍ ଏହି ଯୁଦ୍ଧ କୌଶଳ ପ୍ରଦର୍ଶନ କରିବେ।ନୌସେନାର ଏହି ପରାକ୍ରମକୁ ଦେଖିବେ ରାଷ୍ଟ୍ରପତି ଦ୍ରୋପଦୀ ମୁର୍ମୁ।…

error: Content is protected !!