ପ୍ରତ୍ୟେକ ପଞ୍ଚାୟତରେ ଆଦର୍ଶ ଗୋଶାଳା ପ୍ରତିଷ୍ଠା ହେବା ଆବଶ୍ୟକ

ପୁରୀ (ସମୀର ରଞ୍ଜନ ନାୟକ ):ଓଡ଼ିଶା ରାଜ୍ୟସ୍ତରୀୟ ଗୋ ନବରାତ୍ର ମହୋତ୍ସବର ପଞ୍ଚମ ଦିବସରେ ସୁରଭି ସତସଙ୍ଗରେ ଯୋଗଦେଇ ସ୍ଵାମୀ ସମର୍ପଣାନନ୍ଦ ଗିରି ନିଜ ଅଭିଭାଷଣରେ କହିଲେ ଯେ ଗୋମାତାଙ୍କ ନିକଟରୁ ଆମେ ଆୟୁଷ, ପୀୟୂଷ ଓ ଆରୋଗ୍ୟ ପାଇଛୁ।ପୂଜ୍ୟ ଅଖଣ୍ଡାନନ୍ଦ…

ପୁରୀରେ ନାଗ ଚତୁର୍ଥୀରେ ଉଇ ହୁଙ୍କାରେ ପୂଜା କରିଲେ ତେଲୁଗୁ ସମ୍ପ୍ରଦାୟର ମହିଳାମାନେ

ପୁରୀ (ସମୀର ରଞ୍ଜନ ନାୟକ) :କାର୍ତ୍ତିକ ଶୁକ୍ଳ ଚତୁର୍ଥୀ ଦିନ ନାଗ ଦେବତାଙ୍କ ଉଦ୍ଦେଶ୍ୟରେ ଏହି ପୂଜା ଅନୁଷ୍ଠିତ ହୋଇଥାଏ । ନାରୀମାନେ ପରିବାର ତଥା ସନ୍ତାନମାନଙ୍କ ମଙ୍ଗଳ କାମନା କରି ଏହିପର୍ବ ପାଳନ କରିଥାନ୍ତି । ଏହି ପୂଜା କରିବା…

ଇସ୍କନର ଅଦିନିଆ ରଥଯାତ୍ରା ଶ୍ରୀ ମନ୍ଦିର ପରମ୍ପରା ଉଲଘଂନ :ଗଜପତି

ପୁରୀ (ରିପୋର୍ଟ – ସମୀର ରଞ୍ଜନ ନାୟକ):ଅଦିନିଆ ରଥଯାତ୍ରାକୁ ନେଇ ଗଜପତି ମହାରାଜାଙ୍କ ପ୍ରେସମିଟ୍‌ । ଇସ୍କନର ଅଦିନିଆ ରଥ ଶ୍ରୀମନ୍ଦିର ପରମ୍ପରାର ଉଲ୍ଲଂଘନ କହିଲେ ଗଜପତି। ୯ ତାରିଖରେ ଆମେରିକାର ହ୍ୟୁଷ୍ଟନରେ ରଥଯାତ୍ରା ଆୟୋଜନ ହେଉଛି । ଚିଠି ଲେଖିବା…

୨୩ତମ ସିନିଅର ଅନ୍ତଃ ଜିଲ୍ଲା ସିପକଟାକ୍ରୋ ଚାମ୍ପିୟନସିପ ଉଦଯାପିତ

ପୁରୀ (ସମୀର ରଞ୍ଜନ ନାୟକ):ପୁରୀ ଜିଲ୍ଲା ସିପକଟାକ୍ରୋ ଆସୋସିଏସନ ତରଫରୁ ୨୩ତମ ସିନିଅର ଅନ୍ତଃ ଜିଲ୍ଲା ସିପକଟାକ୍ରୋ ଚାମ୍ପିୟନସିପ ଉଦଯାପିତ ହୋଇଯାଇଛି। ଏହି ଚମ୍ପିୟାନସିପରେ ପୁରୁଷ ବିଭାଗରେ ଭୁବନେଶ୍ୱର କିସ ଓ ମହିଳା ବିଭାଗରେ କଟକ ଚମ୍ପିୟାନ ହୋଇଥିଲା।ସ୍ଥାନୀୟ ତାଳବଣିଆ ଇଣ୍ଡୋର…

ଆଇନ ମନ୍ତ୍ରୀଙ୍କ ବଡ ସୂଚନା ; କହିଲେ ତୁରନ୍ତ ମେଘନାଦ ପାଚେରୀର କାମ ହେବ

ପୁରୀ/ଭୁବନେଶ୍ୱର (ରିପୋର୍ଟ – ସମୀର ରଞ୍ଜନ ନାୟକ ): ଶ୍ରୀମନ୍ଦିର ରକ୍ଷଣାବେକ୍ଷଣରେ ଗୁରୁତର ଅବହେଳା ଦେଖିବାକୁ ମିଳିଛି। ସିଂହଦ୍ବାର ସମ୍ମୁଖରେ ଲଙ୍ଗୁଳି ମଠ ଧୂନିକୁଣ୍ଡଠାରୁ ରାମଦୟା ପରିଷଦ ପର୍ଯ୍ୟନ୍ତ ପ୍ରାୟ ୫୦ରୁ ୬୦ ଫୁଟ ଓସାରରେ ମେଘନାଦ ପାଚେରିରେ ଏକାଧିକ ସ୍ଥାନରେ…

ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ମହାସ୍ନାନ ପାଇଁ ସମସ୍ତ ନୀତି ବିଳମ୍ବ ଓ ଦର୍ଶନ ବନ୍ଦ

ପୁରୀ :ଶ୍ରୀମନ୍ଦିର ଭିତରକାଠ ନିକଟରେ ଛେପ ପଡିବାରୁ ଅବକାଶ ନୀତି ପରେ ଶ୍ରୀଜୀଉଙ୍କ ମହାସ୍ନାନ କରାଯାଇଛି । ଏହି ସମୟରେ ପ୍ରାୟ ୧ ଘଣ୍ଟା ପାଇଁ ମାହପ୍ରଭୁଙ୍କ ଦର୍ଶନ ବନ୍ଦ କରାଯାଇଥିଲା। ମହାସ୍ନାନ ନୀତି ସରିବା ପରେ ଦର୍ଶନ ବ୍ୟବସ୍ଥା ସ୍ୱାଭାବିକ…

ପୁରୀ ରେଲୱେ ଷ୍ଟେସନ ଟ୍ୟାକ୍ସି ଆସୋସିଏସନ ପକ୍ଷରୁ ୧୫ତମ କାଳୀପୂଜା ମହୋତ୍ସବ ଅନୁଷ୍ଠିତ

ପୁରୀ (ରିପୋର୍ଟ – ସମୀର ରଞ୍ଜନ ନାୟକ ):ପୁରୀ ରେଲୱେ ଷ୍ଟେସନ ଟ୍ୟାକ୍ସି ଆସୋସିଏସନ ର ସୋମନାଥ ସାହୁଙ୍କ ତତ୍ୱାବଧାନ ରେ ୧୫ତମ ବାର୍ଷିକ କାଳୀପୂଜା ମହୋତ୍ସବ ପାଳନ ସହିତ ବିଭିନ୍ନ ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରାଯାଇଛି l ଗତକାଲି ସନ୍ଧ୍ୟାରେ…

ଆର୍ମି ନିଯୁକ୍ତି ରାଲିରେ ପରବର୍ତ୍ତୀ ପର୍ଯ୍ୟାୟକୁ ୨୪୫୭ ଉନ୍ନୀତ

ପୁରୀ ( ରିପୋର୍ଟ – ସମୀର ରଞ୍ଜନ ନାୟକ): ତାଳବଣିଆ ସ୍ପୋର୍ଟ୍ସ କମ୍ପ୍ଲେକ୍ସ ଠାରେ ଆୟୋଜିତ ଆର୍ମି ରିକ୍ୟୁଟମେଣ୍ଟ ରାଲି ରେ ପରବର୍ତ୍ତୀ ପର୍ଯ୍ୟାୟ ପାଇଁ ୨୪୫୭ ପ୍ରାର୍ଥୀ ଯୋଗ୍ୟତା ଅର୍ଜନ କରିଛନ୍ତି।ଏଥିରେ ୨୦୦ ଜଣ ମହିଳା ପ୍ରାର୍ଥୀ ରହିଛନ୍ତି।ପରବର୍ତ୍ତୀ ପର୍ଯ୍ୟାୟରେ…

ରତ୍ନଭଣ୍ଡାରରେ କୌଣସି ସୁଡ଼ଙ୍ଗ ବା ଗୁପ୍ତ କୋଠରୀ ନାହିଁ: ପୃଥ୍ବୀରାଜ ହରିଚନ୍ଦନ

ଭୁବନେଶ୍ୱର (ରିପୋର୍ଟ – ସମୀର ରଞ୍ଜନ ନାୟକ ) :ରତ୍ନଭଣ୍ଡାର ଗଣତିମଣତି ନେଇ ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ ବଡ଼ ଘୋଷଣା କରିଛନ୍ତି। ସେ କହିଛନ୍ତି ନୂଆବର୍ଷରୁ ଆରମ୍ଭ ହେବ ରତ୍ନଭଣ୍ଡାର ଗଣତିମଣତି। ସେ ଆହୁରି କହିଛନ୍ତି ଯେ ପ୍ରାଥମିକ ଆଲୋଚନାରୁ…

ପଡୋଶୀଙ୍କ ମରାଣାନ୍ତକ ଆକ୍ରମଣରେ ବାପପୁଅଙ୍କ ମୁଣ୍ଡଗଡିଲା

ପୁରୀ (ରିପୋର୍ଟ -ସମୀର ରଞ୍ଜନ ନାୟକ ):କିଛି ଦିନର ବ୍ୟବଧାନ ପରେ ପୁରୀରେ ପୁଣି ଜୁଇଜଣଙ୍କ ମୁଣ୍ଡ ଗଡିଛି। ମରାଣାତ୍ମ ଆକ୍ରମଣରେ ବାପ ପୁଅଙ୍କ ମୃତ୍ୟୁ ହୋଇଥିବା ଜଣାପଡିଛି। ଏପରି ଅଭାବନୀୟ ଘଟଣା ଘଟିଛି ସଦରଥାନା ଅନ୍ତର୍ଗତ ସମଙ୍ଗରା ଗ୍ରାମରେ। ଯାଗାବାଡ଼ି…

error: Content is protected !!