ମହାଶିବରାତ୍ରି ପାଇଁ ଶ୍ରୀଲିଙ୍ଗରାଜଙ୍କ ପୀଠରେ ପ୍ରବଳ ଭିଡ଼, ୨ ମହିଳା ଭକ୍ତ ଆହତ

ଭୁବନେଶ୍ୱର (ସମୀର ରଞ୍ଜନ ନାୟକ) ବୁଧବାର ପବିତ୍ର ଜାଗର । ଶିବରାତ୍ରି ପାଇଁ ଶ୍ରୀଲିଙ୍ଗରାଜଙ୍କ ପୀଠରେ ଶ୍ରଦ୍ଧାଳୁଙ୍କ ଭିଡ଼ ଦେଖିବାକୁ ମିଳିଛି । ମନ୍ଦିରର ମୁଖ୍ୟ ପ୍ରବେଶ ଦ୍ୱାର ଦେଇ ଧାଡ଼ିରେ ଦର୍ଶନ କରୁଛନ୍ତି ଶ୍ରଦ୍ଧାଳୁ । ବାବା ଲିଙ୍ଗରାଜଙ୍କୁ ଦର୍ଶନ…

ଆସନ୍ତା କାଲି ୫ଘଣ୍ଟା ମହାପ୍ରଭୁ ଜଗନ୍ନାଥଙ୍କ ଦର୍ଶନ ବନ୍ଦ

ପୁରୀ (ଜିତେନ୍ଦ୍ର କୁମାର ସାବୁତ) : ଆସନ୍ତାକାଲି ୧୯ ତାରିଖ ବୁଧବାର ଫାଲଗୁନ କୃଷ୍ଣ ଷଷ୍ଠୀ ତିଥିରେ ଶ୍ରୀବିଗ୍ରହ ମାନଙ୍କର ବନକଲାଗି ନୀତି ବା ଶ୍ରୀମୁଖ ଶୃଙ୍ଗାର ନୀତି ଅନୁଷ୍ଠିତ ହେବ। ଦ୍ୱିତୀୟ ଭୋଗମଣ୍ଡପ ଭୋଗ ନୀତି ଶେଷ ହେବାପରେ ଏହି…

ରାଜ୍ୟର ୧୮ ଲକ୍ଷ ମହିଳାଙ୍କୁ ଆସିବ ‘ସୁଭଦ୍ରା’ ଟଙ୍କା, ବଡ ଅପ୍‌ଡେଟ୍ ଦେଲେ ଉପ-ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର (ସମୀର ରଞ୍ଜନ ନାୟକ) : ଆସନ୍ତାକାଲି (୮ତାରିଖ) ‘ସୁଭଦ୍ରା’ ଯୋଜନାର ପ୍ରଥମ କିସ୍ତିର ଚତୁର୍ଥ ପର୍ଯ୍ୟାୟ ଟଙ୍କା ମିଳିବ। ଏଥିରେ ୧୮ ଲକ୍ଷରୁ ଊର୍ଦ୍ଧ୍ବ ମହିଳାଙ୍କ ବ୍ୟାଙ୍କ ଖାତାକୁ ଟଙ୍କା ଯିବ। ଯାଜପୁର ଜିଲ୍ଲା ବ୍ୟାସନଗରର ଚାନ୍ଦମା ପଡ଼ିଆ ଠାରେ…

ଖଣ୍ଡଗିରି ଯାତ୍ରାରେ ଅଶ୍ଳୀଳ ନୃତ୍ୟକୁ ନେଇ କମିଶନରଙ୍କ ତାଗିଦ

ଭୁବନେଶ୍ୱର (ସମୀର ରଞ୍ଜନ ନାୟକ) :ଖଣ୍ଡଗିରି ଯାତ୍ରାରେ ଅଶ୍ଳୀଳ ନୃତ୍ୟ ବନ୍ଦ୍‌ । ଖଣ୍ଡଗିରି ଯାତ୍ରାରେ ଅଶ୍ଳୀଳ ନୃତ୍ୟକୁ ନେଇ କମିଶନରଙ୍କ ତାଗିଦ । ଐତିହାସିକ ପରମ୍ପରା ମର୍ଯ୍ୟାଦା ଭିତରେ ଯାତ୍ରା ପରିବେଷଣ ପାଇଁ ନିର୍ଦ୍ଦେଶ । ନିୟମ ଉଲ୍ଲଘଂନ କଲେ…

ଠିକା ସରକାରୀ କର୍ମଚାରୀଙ୍କ କଟିବନି ରାସନ କାର୍ଡ: କାର୍ଡ ଫେରାଇଲେଣି ୨୦ହଜାର

ଭୁବନେଶ୍ବର (ସମୀର ରଞ୍ଜନ ନାୟକ): ଠିକାରେ ନିଯୁକ୍ତ ହୋଇଥିବା ସରକାରୀ କର୍ମଚାରୀଙ୍କର କଟିବନି ରାସନ କାର୍ଡ। ଯେଉଁ କର୍ମଚାରୀଙ୍କର ମାସିକ ୧୫ହଜାର ଟଙ୍କାରୁ କମ୍ ଦରମା ପାଉଛନ୍ତି, ସେମାନଙ୍କ ରାସନକାର୍ଡ କଟିବ ନାହିଁ ବୋଲି କହିଛନ୍ତି ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର।…

ଏହି ଘଟଣା ଭୁବନେଶ୍ୱରବାସୀଙ୍କ ସୁରକ୍ଷାକୁ ନେଇ ଚିନ୍ତିତ : ନିରଞ୍ଜନ ପଟ୍ଟନାୟକ

ଭୁବନେଶ୍ୱର (ସମୀର ରଞ୍ଜନ ନାୟକ): ଭିଆଇପି କଲୋନୀ ସ୍ଥିତ କଂଗ୍ରେସ ନେତା ତଥା ପୂର୍ବତନ ପିସିସି ସଭାପତିଙ୍କ ଘରୁ ଲୁଟ୍ ଘଟଣାକୁ ନେଇ ପ୍ରତିକ୍ରିୟା ରଖିଛନ୍ତି ନିରଞ୍ଜନ ପଟ୍ଟନାୟକ। ଫେସ୍‌ବୁକ୍‌ରେ ପୋଷ୍ଟ କରି ନିରଞ୍ଜନ ରାଜ୍ୟ ସରକାରଙ୍କ ଉପରେ କ୍ଷୋଭ ପ୍ରକାଶ…

ମୁଖ୍ୟମନ୍ତ୍ରୀଙ୍କ ଉପଦେଷ୍ଟା ହେଲେ ପୂର୍ବତନ ଡିଜି ଅବସରପ୍ରାପ୍ତ ଆଇଏଏସ ଅଫିସର ପ୍ରକାଶ ମିଶ୍ର

ଭୁବନେଶ୍ୱର(ସମୀର ରଞ୍ଜନ ନାୟକ ) : ଅବସରପ୍ରାପ୍ତ ଆଇଏଏସ୍‌ ମଧୁସୂଦନ ପାଢ଼ୀ ରାଜ୍ୟ ନିର୍ବାଚନ କମିଶନର ହୋଇଛନ୍ତି। ସେହିପରି ପୂର୍ବତନ ପୋଲିସ ଡିଜି ପ୍ରକାଶ ମିଶ୍ରଙ୍କୁ କ୍ୟାବିନେଟ୍‌ ପାହ୍ୟା ମିଳିଛି। ସେ ମୁଖ୍ୟମନ୍ତ୍ରୀଙ୍କ ଉପଦେଷ୍ଟା ଭାବେ ନିଯୁକ୍ତ ହୋଇଛନ୍ତି। ସାଧାରଣ ପ୍ରଶାସନ…

ମାହାଙ୍ଗା ଡବଲ୍ ମର୍ଡର କେସ୍‌କୁ ବିଚାର ପାଇଁ ଗ୍ରହଣ କଲେ ସୁପ୍ରିମକୋର୍ଟ

ଭୁବନେଶ୍ବର(ସମୀର ରଞ୍ଜନ ନାୟକ) :ମାହାଙ୍ଗା ଡବଲ ମର୍ଡର ଘଟଣା ନେଇ ଏବେ ପୁଣି ବଢିଛି ବିଜେଡି ବିଧାୟକ ପ୍ରତାପ ଜେନାଙ୍କ ଅଡୁଆ । ମାମଲାକୁ ପୁଣି ବିଚାର କରିବା ପାଇଁ ଗ୍ରହଣ କରିଛନ୍ତି ସୁପ୍ରିମକୋର୍ଟ । ଏଥିସହିତ ଏହି ଘଟଣାକୁ ନେଇ…

ଓଡିଶା ପୋଲିସ ତଟରକ୍ଷକ ବଳ ସହ ମିଶି ଏକ ସ୍ବତନ୍ତ୍ର ବୋର୍ଡ ଗଠନ

ଭୁବନେଶ୍ୱର (ସମୀର ରଞ୍ଜନ ନାୟକ):ଆଜି ପୂର୍ବାହ୍ନରେ ଭୁବନେଶ୍ୱରସ୍ଥିତ ଡିଜିପି କ୍ୟାମ୍ପ କାର୍ଯ୍ୟାଳୟଠାରେ ରାଜ୍ୟ ଆରକ୍ଷୀ ମହାନିର୍ଦ୍ଦେଶକ ଯୋଗେଶ ବାହାଦୁର ଖୁରାନିଆଙ୍କୁ ପୂର୍ବ ସମୁଦ୍ର ତଟର କୋଷ୍ଟ ଗାର୍ଡ କମାଣ୍ଡର ADG ଡନି ମିଚେଲ ସୌଜନ୍ୟମୂଳକ ସାକ୍ଷାତ କରିଛନ୍ତି। ଉପକୂଳ ସୁରକ୍ଷା ଏବଂ…

ଜାନୁଆରୀ ୩୧ ରେ ରାସନକାର୍ଡ ଇ-କେୱାଇସି ଶେଷ – ଯୋଗାଣ ମନ୍ତୀ

ଭୁବନେଶ୍ୱର (ସମୀର ରଞ୍ଜନ ନାୟକ )ପୁଣି ରାସନ କାର୍ଡ କୁ ନେଇ ଆସିଲା ବଡ଼ ଖବର ବଡ ସୂଚନା ଦେଲେ ମନ୍ତ୍ରୀ । ଜାନୁଆରୀ ୩୧ ରେ ଇ କେୱାଇସି ଶେଷ ହେବ , ତା ପୂର୍ବରୁ ଅଯୋଗ୍ୟ ହିତାଧିକାରୀ କାର୍ଡ…

error: Content is protected !!