ଭୁବନେଶ୍ୱର:ସବୁ କଳ୍ପନା ଜଳ୍ପନାର ଅନ୍ତ ଘଟାଇ ମୁଖ୍ୟମନ୍ତ୍ରୀଙ୍କ ନାଁ ଉପରୁ ଉଠିଛି ପରଦା। ଓଡ଼ିଶାର ନୂଆ ମୁଖ୍ୟମନ୍ତ୍ରୀ ହେବେ ବରିଷ୍ଠ ବିଜେପି ନେତା ତଥା କେନ୍ଦୁଝରର ବିଧାୟକ ମୋହନ ମାଝୀ ସେ ଆସନ୍ତାକାଲି ଅପରାହ୍ନ ୪.୪୫ଟାରେ ଓଡ଼ିଶାର ମୁଖ୍ୟମନ୍ତ୍ରୀ ଭାବେ ଶପଥ…
Category: ବିଶେଷ ଖବର
ହତ୍ୟା ମାମଲାରେ ବନ୍ଧା ହେଲେ ଲୋକପ୍ରିୟ କନ୍ନଡ ଅଭିନେତା ଦର୍ଶନ
ବେଙ୍ଗାଲୁରୁ:ଏକ ହତ୍ୟା ମାମଲାରେ କନ୍ନଡ ଅଭିନେତା ଦର୍ଶନଙ୍କୁ ଗିରଫ କଲା ପୁଲିସ। ଜୁନ୍ ୯ରେ କନ୍ନଡ ଅଭିନେତା ଦର୍ଶନଙ୍କ ବିରୋଧରେ ଏକ ହତ୍ୟା ମାମଲା ପଞ୍ଜୀକୃତ ହୋଇଥିବା ବେଳେ ଏବେ ତାଙ୍କୁ ଏହି ମାମଲାରେ ଗିରଫ କରାଯାଇଛି। ତାଙ୍କୁ ତାଙ୍କ ମହୀସୁରର…
ମୋଦୀ ୩.0 ସରକାରରେ ମିଳିବ କାହାକୁ କେଉଁ ମନ୍ତ୍ରଣାଳୟ
ଶପଥ ନେବାର ପ୍ରାୟ ୨୪ ଘଣ୍ଟା ପରେ ମୋଦି ୩.୦ ସରକାର କାହାକୁ କେଉଁ ମନ୍ତ୍ରଣାଳୟ ଦାୟିତ୍ୱ ମିଳିଛି, ତା’ର ତାଲିକା ଜାରି କରିଛନ୍ତି। ବିଜେପିର ଚାଣକ୍ୟ ଅମିତ ଶାହ ସ୍ୱରାଷ୍ଟ୍ର ମନ୍ତ୍ରଣାଳୟର ଦାୟିତ୍ୱ ପୁଣି ପାଇଛନ୍ତି। ବରିଷ୍ଠ ନେତା ନୀତୀନ…
ଆଜି ପ୍ରଧାନମନ୍ତ୍ରୀ ଭାବେ ତୃତୀୟ ଥର ଶପଥ ନେବେ ନରେନ୍ଦ୍ର ମୋଦୀ
ଦିଲ୍ଲୀ:ଆଜି ତୃତୀୟ ଥର ପାଇଁ ନରେନ୍ଦ୍ର ମୋଦି ଦେଶର ପ୍ରଧାନମନ୍ତ୍ରୀ ହେବାକୁ ଯାଉଛନ୍ତି। ସେ ଆଜି ସନ୍ଧ୍ୟାରେ ରାଷ୍ଟ୍ରପତି ଭବନରେ ଶପଥ ଗ୍ରହଣ କରିବେ। ମୋଦିଙ୍କ ଶପଥ ଗ୍ରହଣ ଉତ୍ସବ ପାଇଁ ସମସ୍ତ ପ୍ରସ୍ତୁତି ସରିଛି। ମୋଦିଙ୍କ ସହ କେନ୍ଦ୍ର କ୍ୟାବିନେଟ…
ତାଇୱାନର ରାଷ୍ଟ୍ରପତିଙ୍କ ପ୍ରଧାନମନ୍ତ୍ରୀ ମୋଦୀଙ୍କୁ ଅଭିନନ୍ଦନ
ନିର୍ବାଚନରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ବିଜୟକୁ ନେଇ ସାରା ବିଶ୍ୱରୁ ଅଭିନନ୍ଦନ ବାର୍ତ୍ତା ଆସୁଛି। ତାଇୱାନର ରାଷ୍ଟ୍ରପତି ଲାଇ ଚିଙ୍ଗ-ଟି ମଧ୍ୟ ମୋଦିଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ଯାହାର ପ୍ରତିଉତ୍ତରରେ ପ୍ରଧାନମନ୍ତ୍ରୀ ମୋଦୀ ଧନ୍ୟବାଦ ଜଣାଇଛନ୍ତି। ଏହି ଘଟଣା ଚାଇନାକୁ ଚକିତ କରିଛି।…
ହଠାତ ଲମ୍ବା ଛୁଟିରେ ଗଲେ ସୁଜାତା କାର୍ତ୍ତିକେୟନ
ଭିକେ ପାଣ୍ଡିଆନଙ୍କ ସ୍ତ୍ରୀ ସୁଜାତା କାର୍ତ୍ତିକେୟନକୁ ନେଇ ବର୍ତ୍ତମାନ ଏକ ଖବର ସାମ୍ନାକୁ ଆସିଛି । ଝିଅର ଦଶମ ଶ୍ରେଣୀ ପରୀକ୍ଷା ପ୍ରସ୍ତୁତି ପାଇଁ ରାଜ୍ୟ ସରକାରଙ୍କ ଅର୍ଥ ବିଭାଗର ସ୍ବତନ୍ତ୍ର ସଚିବ ସୁଜାତା ଆର୍ କାର୍ତ୍ତିକେୟନ୍ ୬ ମାସ ପାଇଁ…
ଅର୍ପଣ ରଥ ଚାଉଳରେ ପ୍ରସ୍ତୁତ ଖେଚୁଡ଼ି,କନିକା ବିତରଣ ବନ୍ଦ
ପରିକ୍ରମା ପ୍ରକଳ୍ପ ପାଇଁ ଗାଁ ଗାଁ ବୁଲି ଆଦାୟ କରାଯାଇଥିଲା ଅର୍ପଣ ଚାଉଳ। ପ୍ରାୟ ୧୩ହଜାର କ୍ବିଣ୍ଟାଲ ଚାଉଳ ସଂଗ୍ରହ କରାଯାଇଥିଲା। ଯାହା ଶ୍ରୀଗୁଣ୍ଡିଚା ମନ୍ଦିର ପରିସରରେ ଗଚ୍ଛିତ ରଖାଯାଇଥିଲା। ରାଜ୍ୟ ସରକାରଙ୍କ ନିର୍ଦ୍ଦେଶ ଓ ଶ୍ରୀମନ୍ଦିର ପ୍ରଶାସନର ନିଷ୍ପତ୍ତିକ୍ରମେ ମହାପ୍ରଭୁଙ୍କ…
ଖୋଲିବ ଶ୍ରୀ ମନ୍ଦିରର ଚାରି ଦ୍ୱାର
ଭୁବନେଶ୍ବର:ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ପ୍ରତିଶ୍ରୁତି ଅନୁସାରେ ରାଜ୍ୟରେ ବିଜେପି ସରକାର ଗଢ଼ିଲା ପରେ ଭକ୍ତମାନେ ସିଂହଦ୍ବାର ସମେତ ପଶ୍ଚିମ, ଉତ୍ତର ଓ ଦକ୍ଷିଣ ଦ୍ବାର ଦେଇ ଶ୍ରୀମନ୍ଦିରକୁ ପ୍ରବେଶ କରିପାରିବେ।ବର୍ତ୍ତମାନ ପରିପ୍ରେକ୍ଷୀରେ ସିଂହଦ୍ୱାର ପଟେ ପ୍ରବେଶ ପାଇଁ ଅନୁମତି ଥିବାରୁ ଭକ୍ତ…
ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟଳୟ ରୁ ଇସ୍ତଫା ଦେଲେ ଦୁଇ ବରିଷ୍ଠ ଅଧିକାରୀ
ଭୁବନେଶ୍ୱର :ଗତ ବୁଧବାର ଦିନ ରାଜ ଭବନ ଯାଇ ରାଜ୍ୟପାଳଙ୍କୁ ଭେଟି ନବୀନ ପଟ୍ଟନାୟକ ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେଥିଥିଲେ l ଏବେ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟଳୟ ରୁ ଦୁଇ ବରିଷ୍ଠ ଅଧିକାରୀ ଇସ୍ତଫା ଦେଇଥିବା ସୂଚନା ମିଳିଛି ମିଳିଥିବା ସୂଚନା ଅନୁଯାଇ…
ବଦଳିବ କି କୋଟିଆ ର ଭାଗ୍ୟ? ଦୁଇ ରାଜ୍ୟର ସରକାର ଏବେ ଗୋଟିଏ କ୍ଷମତା ଡ଼ଙ୍ଗାର ଯାତ୍ରୀ
ଭୁବନେଶ୍ୱର:ଓଡିଶା ରାଜ୍ୟର ଜନସାଧାରଣ ମାନେ ପଡୋଶୀ ରାଜ୍ୟର ଲୋକଙ୍କ ସହ ଭାଇଚାରା ସମ୍ପର୍କରେ ଚଳନ୍ତି ଏବଂ ପଡୋଶୀ ରାଜ୍ୟର ଅଧିବାସୀ ମାନେ ମଧ୍ୟ ଓଡିଶା ସୀମାନ୍ତରେ ବାସ କରୁଥିବା ଲୋକଙ୍କ ସହିତ ମଧ୍ୟ ଉତ୍ତର ସମ୍ପର୍କ ରଖିଛନ୍ତି l କିନ୍ତୁ କେତେକ…