ପ୍ରଧାନମନ୍ତ୍ରୀ ଭାବେ ମୋଦୀଙ୍କ ତୃତୀୟ କାର୍ଯ୍ଯକାଳ ଦେଶ ପାଇଁ ଭଲ ହେବ – ଯଶୋଦାବେନ୍

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ତୃତୀୟ ଥର ପାଇଁ ପ୍ରଧାନମନ୍ତ୍ରୀ ହୋଇଥିବାରୁ ଖୁସି ବ୍ୟକ୍ତ କରିଛନ୍ତି ପ୍ରଧାନମନ୍ତ୍ରୀଙ୍କ ପତ୍ନୀ ଯଶୋଦାବେନ୍ ଏବଂ ଏହା ଦେଶ ପାଇଁ ଭଲ ବୋଲି ବର୍ଣ୍ଣନା କରିଛନ୍ତି। ଗୁରୁବାର ସନ୍ଧ୍ୟାରେ ଗଣମାଧ୍ଯମ ସହ ଏକ ସଂକ୍ଷିପ୍ତ ବାର୍ତ୍ତାଳାପରେ ଯଶୋଦାବେନ୍…

5-ଟି ବ୍ୟବସ୍ଥାକୁ ସମ୍ପୂର୍ଣ ଭାବେ ବନ୍ଦ କଲେ ସରକାର

ଭୁବନେଶ୍ୱର: ରାଜ୍ୟରେ ସରକାର ବଦଳିବା ପରେ ବନ୍ଦହୋଇଛି ବହୁଚର୍ଚିତ ଫାଇଭ-ଟି ବ୍ୟବସ୍ଥା। ପୂର୍ବରୁ ବିରୋଧୀରେ ଥିବା ବେଳେ ବାରମ୍ବାର 5ଟିକୁ ଟାର୍ଗେଟ କରି ଆସୁଥିବା ନିଜେ ମୋହନ ମାଝି ଏବେ ମୁଖ୍ୟମନ୍ତ୍ରୀ ହେବା ପରେ ଖେଳିଛନ୍ତି ମାଷ୍ଟରଷ୍ଟ୍ରୋକ। ରାଜ୍ଯରୁ ହଟାଇଛନ୍ତି ଫାଇଭ-ଟି…

ଶ୍ରୀ ମନ୍ଦିରର ଚାରି ଦ୍ୱାରର ବିଶେଷତ୍ୱ

ପୁରୀ:ଶ୍ରୀମନ୍ଦିରରେ କାହିଁ କେତେ ଦିନରୁ ଶ୍ରଦ୍ଧାଳୁଙ୍କ ପାଇଁ ଖୋଲାଯାଇଛି ୪ ଦ୍ୱାର। କିନ୍ତୁ କୋଭିଡ-୧୯ କଟକଣାର ଆଢୁଆଳରେ କେବଳ ଗୋଟିଏ ଦ୍ୱାର ଛାଡି ବାକି ସମସ୍ତ ଦ୍ଵାରକୁ ବନ୍ଦ କରିଦିଆଗଲା।ବିଭିନ୍ନ ସଂଗଠନ ଓ ଜନ ସାଧାରଣ ବାରମ୍ବାର ଦାବି କଲେ ବି…

କ୍ଷମା ପ୍ରାର୍ଥନା ଖାରଜ କଲେ ମହାମହିମ ରାଷ୍ଟ୍ରପତି

ନୂଆଦିଲ୍ଲୀ:ଲାଲ କିଲ୍ଲ ଆକ୍ରମଣ ମାମଲାରେ ଦୋଷୀ ସାବ୍ୟସ୍ତ ହୋଇଥିବା ପାକିସ୍ତାନୀ ଆତଙ୍କବାଦୀ ମହମ୍ମଦ ଆରିଫ ଦ୍ଵାରା କରାଯାଇଥିବା ଆବେଦନକୁ ଖାରଜ କରିଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ଆତଙ୍କବାଦୀ ସଂଗଠନ ଲସ୍କର ଏ ତୋଏବା ୨୨ ଡିସେମ୍ବର ୨୦୦୦ ରେ ଲାଲକିଲ୍ଲା…

୫୩ ବର୍ଷ ପରେ ୧୩ ଦିନ ଅଣସର ନୀତିବିଳମ୍ବିତ ହେବ ସେନାପଟାଲାଗି, ପହଣ୍ଡି ଓ ରଥଟଣା

ପୁରୀ: ଚଳିତ ବର୍ଷ ମହାପ୍ରଭୁଙ୍କ ବିଶ୍ୱ ପ୍ରସିର୍ଦ୍ଧ ରଥଯାତ୍ରା କୁ ନେଇ ସେବାୟତ ମତ ଦେଇଛନ୍ତି l ଖବର ମୁତାବକ l୫୩ ବର୍ଷ ପରେ ଚଳିତବର୍ଷ ୧୫ ଦିନ ବଦଳରେ ୧୩ ଦିନ ଅଣସର ପଡ଼ିଛି। ଯେଉଁଦିନ ନେତ୍ରୋତ୍ସବ, ସେହିଦିନ ନବଯୌବନ…

ରାଜ୍ୟରେ ବଡ ଧରଣର ସିବିଆଇ ରେଡ,୬୭ଟିସ୍ଥାନରେ ସିବିଆଇ ରେଡ

ଭୁବନେଶ୍ୱର :ଓଡିଶାରେ ବଡ ଧରଣର ସିବିଆଇ ରେଡ କରାଯାଇଛି । ୬୭ଟିସ୍ଥାନରେ ସିବିଆଇ ରେଡ ହୋଇଥିବା ସୂଚନା ମିଳିଛି ମିଳିଥିବା ସୂଚନା ମୁତାବକ । ସାର୍ଟିଫିକେଟ ନେଇ ୬୩ ଜଣ ଆଶାୟୀ ଅଭିଯୋଗ କରିଥିଲେ ।ନୁଆପଡା ରାୟଗଡା କନ୍ଧମାଳ ନବରଙ୍ଗପୁର କେନ୍ଦୁଝର…

ସାମ୍ବାଦିକଙ୍କ ଲୋକସେବା ଭବନକୁ ପ୍ରବେଶ କଟକଣା ପ୍ରତ୍ୟାହାର କଲେ ନୂଆ ସରକାର

ଭୁବନେଶ୍ୱର : କୋଭିଡ୍‌-୧୯ ଆଳରେ ପୂର୍ବ ସରକାର ସାମ୍ବାଦିକଙ୍କ ଲୋକସେବା ଭବନକୁ ପ୍ରବେଶ ଉପରେ କଟକଣା ଲଗାଇଥିଲେ । ୨୦୨୦ ମାର୍ଚ୍ଚରୁ ଲୋକସେବା ଭବନକୁ ସାମ୍ୱାଦିକଙ୍କ ପ୍ରବେଶ ନିଷିଦ୍ଧ କରାଯାଇଥିଲା। କିନ୍ତୁ ନୂଆ ସରକାର ଶପଥ ନେବାର କିଛି ସମୟ ମଧ୍ୟରେ…

ମନ୍ତ୍ରୀପରିଷଦର ପ୍ରଥମ ପ୍ରସ୍ତାବରେ ଶ୍ରୀମନ୍ଦିର ୪ଦ୍ୱାରା ଖୋଲିବା ପାଇଁ ନିଷ୍ପତି

ଭୁବନେଶ୍ୱର :ରାଜ୍ୟ ସରକାରଙ୍କ ପ୍ରଥମ କ୍ୟାବିନେଟ୍ ଓ ମନ୍ତ୍ରିପରିଷଦ ବୈଠକ ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି। ସେଥିରେ ୧ମ ପ୍ରସ୍ତାବରେ ପୁରୀ ମହାପ୍ରଭୁ ଶ୍ରୀଜଗନ୍ନାଥ ମନ୍ଦିରର ୪ ଦ୍ୱାର ଖୋଲିବାକୁ ନିଷ୍ପତ୍ତି ନିଆଯାଇଛି ।…

ଶପଥ ନେଲେ ଓଡିଶାର ନୂଆ ମୁଖ୍ୟମନ୍ତ୍ରୀ ଓ ତାଙ୍କ ମନ୍ତ୍ରୀମଣ୍ଡଳ

ଭୁବନେଶ୍ୱର :ସବୁ ଅପେକ୍ଷାର ଅନ୍ତ ଘଟାଇ ୨୪ ବର୍ଷ ପରେ ଓଡ଼ିଶାକୁ ମିଳିଲେ ନୂଆ ମୁଖ୍ୟମନ୍ତ୍ରୀ । ଏହା ସହିତ ତାଙ୍କ ସହ ଶପଥ ନେଇଛନ୍ତି ଦୁଇ ଉପମୁଖ୍ୟମନ୍ତ୍ରୀ ନିମାପଡା ବିଧାୟକ ପ୍ରଭାତୀ ପରିଡ଼ା ଓ ପାଟଣାଗଡ ବିଧାୟକ କେଭି ସିଂହଦେଓ…

ନିମନ୍ତ୍ରଣ ରକ୍ଷା କଲେ ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

ଭୁବନେଶ୍ୱର :ଭାବୀ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ନିମନ୍ତ୍ରଣ ରକ୍ଷା କରିବେ ବୋଲି ବିଜେଡି ସଭାପତି ନବୀନ ପଟ୍ଟନାୟକ ସୂଚନା ଦେଇଥିଲେ । ଯାହାର ଭିଜୁଆଲ ମଧ୍ୟ ଦେଖିବାକୁ ମିଳିଛି। ନିଜର ସୋସିଆଲ୍ ମିଡିଆ ଏକାଉଣ୍ଟରେ ନବୀନ ପଟ୍ଟନାୟକ ଲେଖିଛନ୍ତି, ରାଜ୍ୟର…

error: Content is protected !!