ବେଙ୍ଗାଲୁର (ଶ୍ରୀକ୍ଷେତ୍ର ନ୍ୟୁଜ଼ ବ୍ୟୁରୋ) : ବାପା ତା’ ପୁଅକୁ ହରାଇବା ପରେ କେତେ ଭାଙ୍ଗିପଡିଛି ସାମ୍ନାକୁ ଆସିଥିବା ଭିଡିଓରୁ ହିଁ ଜଣାପଡୁଛି । ଆହୁରି ମଧ୍ୟ ଦେଖିବାକୁ ମିଳୁଛି ଯେ, ବାପା ପୁଅର ଦିଆଯାଇଥିବା କବର ପାଖରେ ବସି କାନ୍ଦି…
Category: ବିଶେଷ ଖବର
ବିଜେଡି ସଭାପତି ପଦ ପାଇଁ ନାମାଙ୍କନ ଭରିବେ ନବୀନ ପଟ୍ଟନାୟକ
ଭୁବନେଶ୍ୱର:(ସମୀର ରଞ୍ଜନ ନାୟକ)ସାଧାରଣ ନିର୍ବାଚନ-୨୦୨୪ରେ ଶୋଚନୀୟ ପରାଜୟ ପରେ ବିଜୁ ଜନତା ଦଳ (ବିଜେଡି)କୁ ନିଜର ସଂଗଠନ ସଜାଡ଼ିବାର ଚିନ୍ତା ଲାଗିଛି। ଆସନ୍ତାକାଲି ବିଜେଡି ସଭାପତି ପ୍ରାର୍ଥୀ ଭାବେ ନବୀନ ପଟ୍ଟନାୟକ ପୁଣି ପ୍ରାର୍ଥୀପତ୍ର ଦାଖଲ କରିବେ ବୋଲି ଜଣାଯାଇଛି। ଅନ୍ୟ…
ରାଜ୍ୟରେ ୨୫୦୦ ଗୃହରକ୍ଷୀ ପଦବୀ ସୃଷ୍ଟି: ଅନୁମୋଦନ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ
ଭୁବନେଶ୍ବର (ସମୀର ରଞ୍ଜନ ନାୟକ): ଯୁବବର୍ଗକୁ ମୁଖ୍ୟମନ୍ତ୍ରୀଙ୍କ ବଡ ଭେଟି । ବଢିଲା ଗୃହରକ୍ଷୀ ପଦବୀ ସଂଖ୍ୟା । ରାଜ୍ୟରେ ୨୫୦୦ ନୂଆ ଗୃହରକ୍ଷୀ ପଦବୀ ସଂଖ୍ୟା ସୃଷ୍ଟି କରାଯାଇଛି । ଏନେଇ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଆଜି ଏ ସଂକ୍ରାନ୍ତୀୟ…
ପାଣ୍ଡିଆନଙ୍କ କଥାରେ ମିଛ କହୁଛନ୍ତି ନବୀନବିଜେଡି ଦଳରେ ଏବେ ଷଡ଼ଯନ୍ତ୍ର ଚାଲିଛି : ପ୍ରସନ୍ନ
ଭୁବନେଶ୍ୱର :(ସମୀର ରଞ୍ଜନ ନାୟକ )ପ୍ରସନ୍ନ ପାଟ୍ଟଶାଣୀଙ୍କ ବିଷୋଦ୍ଗାର । ଟାର୍ଗେଟ୍ରେ ନବୀନ ଓ ପାଣ୍ଡିଆନ । ବୁଲେଇ ବଙ୍କାଇ ନୁହେଁ ବରଂ ସିଧାସଳଖ କହିଛନ୍ତି ବିଜେଡିର ଏ ଅବସ୍ଥା ଲାଗି ପାଣ୍ଡିଆନ ହିଁ ଦାୟୀ । ଖାଲି ଏତିକି ନୁହେଁ…
କଂଗ୍ରେସ କର୍ମୀଙ୍କ ବିଧାନସଭା ଘେରାଉ ମାମଲା ୫ ହଜାରରୁ ଉର୍ଦ୍ଧ୍ବ କର୍ମୀଙ୍କ ନାଁରେ ମାମଲା ଦାଏର
ଭୁବନେଶ୍ୱର (ସମୀର ରଞ୍ଜନ ନାୟକ): ୫ ହଜାର କଂଗ୍ରେସ କର୍ମୀଙ୍କ ନାଁରେ ମାମଲା ରୁଜୁ ହେଲା । ଦଙ୍ଗା ଭିଆଇବା, ଆଇନକୁ ହାତକୁ ନେବା ଭଳି ୧୦ ସଙ୍ଗୀନ ଦଫାରେ ମାମଲା ରୁଜୁ କରିଛି କମିଶନରେଟ ପୁଲିସ । ଗତ ୧୭…
ଖୋର୍ଦ୍ଧାରେ ଶିଳ୍ପ ପ୍ରକଳ୍ପ ଗୁଡିକର ଭିତ୍ତିପ୍ରସ୍ତର ସ୍ଥାପନ କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର (ସମୀର ରଞ୍ଜନ ନାୟକ ): ଖୋର୍ଦ୍ଧା ଜିଲ୍ଲାରେ ୧୧ଟି ଶିଳ୍ପ ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ପ୍ରଥମେ ହଳଦୀପଦା ଅସ୍ଥାୟୀ ହେଲିପ୍ୟାଡ୍ ରେ ଆଜି ଦିନ ୧୨ଟାରେ ଅବତରଣ କରିଥିଲେ ମୁଖ୍ୟମନ୍ତ୍ରୀ ।…
କର୍ଣ୍ଣାଟକର ବିଶ୍ୱ ଐତିହ ସ୍ଥଳୀ ହାମ୍ପି (ହୋସାପେଟେ)ରେ ହୋସା ଟ୍ରଷ୍ଟ ଦ୍ୱାରା ଉତ୍କଳ ଦିବସ ପାଳିତ
କର୍ଣ୍ଣାଟକ(ଶ୍ରୀକ୍ଷେତ୍ର ନ୍ୟୁଜ଼ ବ୍ୟୁରୋ): ଅନେକ ଘାତ ପ୍ରତିଘାତ ସଂଘର୍ଷ ପରେ ଦେଶ ସ୍ୱାଧୀନତାର ଠିକ ୧୧ ବର୍ଷ ପୂର୍ବରୁ ୧୯୩୬ମସିହା ଇଂରାଜୀ ମାସ ଏପ୍ରିଲ ୧ରେ ଭାଷା ଭିତ୍ତିରେ ପ୍ରଥମ ରାଜ୍ୟ ଭାବେ ସ୍ୱତନ୍ତ୍ର ଉତ୍କଳ ପ୍ରଦେଶ ଗଠନ ହୋଇଥିଲା ,ତାକୁ…
ନବୀନଙ୍କ ଅଚାନକ ତାମିଲନାଡୁ ଗସ୍ତକୁ ନେଇ ରାଜନୀତିକ ଉଷ୍ମତା ବୃଦ୍ଧି ପାଇଛି
ଭୁବନେଶ୍ୱର (ସମୀର ରଞ୍ଜନ ନାୟକ):ବିରୋଧୀ ଦଳ ନେତା ତଥା ବିଜୁ ଜନତା ଦଳ (ବିଜେଡି)ର ସୁପ୍ରିମୋ ନବୀନ ପଟ୍ଟନାୟକ ଶୁକ୍ରବାର ଦିନ ତାମିଲନାଡୁର କୋଇମ୍ବାଟୁର ବିମାନବନ୍ଦରରେ ଦେଖିବାକୁ ମିଳିଛି। ତାଙ୍କ ସହ ତାଙ୍କର ଘନିଷ୍ଠ ସହଯୋଗୀ ଭି.କେ. ପାଣ୍ଡିଆନ ମଧ୍ୟ ଉପସ୍ଥିତ…
ଛତିଶଗଡ଼ ବ୍ୟାରେଜ କାମ ବନ୍ଦ କରୁ : ବିରୋଧୀ ଦଳ ଉପନେତା ପ୍ରସନ୍ନ ଆଚାର୍ଯ୍ୟ।
ଭୁବନେଶ୍ୱର (ସମୀର ରଞ୍ଜନ ନାୟକ):ଛତିଶଗଡ଼ର ମୁଖ୍ୟମନ୍ତ୍ରୀ ବିଷ୍ଣୁ ଦେବ ସାଏ ଓଡ଼ିଶା ଗସ୍ତରେ ଆସିଥିବା ସମୟରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ଲୋକସେବା ଭବନରେ ସୌଜନ୍ୟମୂଳକ ସାକ୍ଷାତ କରିଛନ୍ତି।ଏହି ଅବସରରେ ବିଭିନ୍ନ ବିଷୟ ସହିତ ମହାନଦୀ ଜଳ ବିବାଦ ସମ୍ପର୍କରେ ମଧ୍ୟ…
ଗଞ୍ଜେଇ ଚାଲାଣ ବେଳେ ମାଡ଼ି ବସିଲା ଅବକାରୀ ଟିମ୍
ଭୁବନେଶ୍ୱର (ସମୀର ରଞ୍ଜନ ନାୟକ):ଗଜେଇ ଚାଲାଣ ବେଳେ ମାଡିବସିଲା ଅବକାରୀ ସୂଚନା ମୁତାବକ ଖୋର୍ଦ୍ଧା ଏବଂ ବାଲୁଗାଁ ଅବକାରୀ ବିଭାଗର ସ୍ଵତନ୍ତ୍ର ଟିମ୍ । ୧୬ନମ୍ବର ଜାତୀୟ ରାଜପଥ ଚଣ୍ଡେଶ୍ୱର ଓଭର ବ୍ରିଜ ଉପରେ ଏକ ବାଇକ୍ ଏବଂ ମିନିଟ୍ରକକୁ ଧରିଛି…
