ସୁଭଦ୍ରା ଯୋଜନାରେ ସାଂଘାତିକ ତଥ୍ୟ , ୧୫୭ ପୁରୁଷ କରିଥିଲେ ଆବେଦନ

ଭୁବନେଶ୍ବର(ସମୀର ରଞ୍ଜନ ନାୟକ ): ପୁରୁଷଙ୍କ ସୁଭଦ୍ରା ଟଙ୍କା ଲୋଭ ! ମହିଳାଙ୍କ ପାଇଁ ଉଦ୍ଦିଷ୍ଟ ସୁଭଦ୍ରା ଯୋଜନା ଟଙ୍କା ପାଇବାକୁ ଆବେଦନ କରିଛନ୍ତି 157 ପୁରୁଷ । ଯାଞ୍ଚ ବେଳେ ଜଣାପଡ଼ିଲା ଏହି ତଥ୍ୟ । ଗଣମାଧ୍ୟମକୁ ଏହି ସୂଚନା…

୫ ବର୍ଷ ଯାଏଁ କାର୍ଯ୍ୟକାରୀ ହେବ ‘ବିକଶିତ ଗାଁ, ବିକଶିତ ଓଡ଼ିଶା’

ଭୁବନେଶ୍ୱର (ସମୀର ରଞ୍ଜନ ନାୟକ ):କ୍ୟାବିନେଟ୍‌ରେ ବିକଶିତ ଗାଁ, ବିକଶିତ ଓଡ଼ିଶାକୁ ମଞ୍ଜୁରୀ। ଗାଁର ବିକାଶ ହେଲେ ଦେଶର ବିକାଶ ହୋଇପାରିବ ବୋଲି କହିଲେ ମୁଖ୍ୟମନ୍ତ୍ରୀ। ଏଥିପାଇଁ ପ୍ରଥମ ବର୍ଷ ବଜେଟ୍‌ରେ ୧ ହଜାର କୋଟି ଟଙ୍କା ଥିଲା । ପରବର୍ତ୍ତୀ…

ନବଦାସ ହତ୍ୟାକାଣ୍ଡ ମାମଲାରେ ନୂଆ ଟ୍ଵିଷ୍ଟ,କାହିଁକି ପୋଡିଦେଲା ରକ୍ତଭିଜା ସାର୍ଟ ଉଠିଲା ପ୍ରଶ୍ନ?

ଭୁବନେଶ୍ୱର (ସମୀର ରଞ୍ଜନ ନାୟକ): ବର୍ତ୍ତମାନ ଓଡିଶା ରାଜନୀତିରେ ପୁଣି ଥରେ ନବ ଦାସ ହତ୍ୟାକାଣ୍ଡର ଚର୍ଚ୍ଚା ଆରମ୍ଭ ହୋଇଯାଇଛି। ଏହି ହତ୍ୟାକାଣ୍ଡରେ ଗୋପାଳ ଦାସ ନୁହଁ ଅନ୍ୟ ବଡ ବଡ ମୁଣ୍ଡ ରହିଛି ବୋଲି କହି ଆସୁଛି। ବିଜେଡି ସରକାର…

ଗୋପବନ୍ଧୁ ପ୍ରଶାସନିକ ଏକାଡେମୀରେ ଓଡ଼ିଶା ପ୍ରଶାସନିକଙ୍କ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଉଦଯାପିତ

ଭୁବନେଶ୍ୱର (ସମୀର ରଞ୍ଜନ ନାୟକ) :ଗୋପବନ୍ଧୁ ପ୍ରଶାସନିକ ଏକାଡେମୀ ଠାରେ ଆଜି ଓଡ଼ିଶା ପ୍ରଶାସନିକ ଅଧିକାରୀଶିକ୍ଷାନବିଶ(ପ୍ରୋବେସନର)ଙ୍କ ପାଇଁ ଆୟୋଜିତ ପ୍ରଶିକ୍ଷଣ କାର୍ଯ୍ୟକ୍ରମର ‘ଉଦଯାପନ ସମାରୋହ’ ଅନୁଷ୍ଠିତ ହୋଇଯାଇଛି | ଗତ କିଛି ମାସ ଧରି ଏକାଡେମୀରେ ୧୧୨ ଜଣ ଓଏଏସ ଅଫିସର…

ଖଣ୍ଡଗିରି ମାଘ ମେଳା ପାଇଁ ବିଏମ୍ ସି ର ପ୍ରସ୍ତୁତି ବୈଠକ

ଭୁବନେଶ୍ୱର (ସମୀର ରଞ୍ଜନ ନାୟକ ) : ମେଳାରେ ଆଇନ ଶୃଙ୍ଖଳା ଓ ଟ୍ରାଫିକ୍ ନିୟନ୍ତ୍ରଣ ପାଇଁ ପୋଲିସ ସାଙ୍ଗକୁ 7ଟି ସ୍ୱତନ୍ତ୍ର ସ୍କ୍ୱାର୍ଡ ଓ ସାଇନ୍ ଟିମ୍ ,ଏଥିରେ ଅଛନ୍ତି ଅବସର ପ୍ରାପ୍ତ ସେନା କର୍ମଚାରୀ •ଲାଗିବ ଅଧିକ ସିସିଟିଭି…

କୋଟିଆ ଭାଗ୍ୟ କେବେ ବଦଳିବ

ଭୁବନେଶ୍ୱର (ସମୀର ରଞ୍ଜନ ନାୟକ): ଓଡିଶା ରାଜ୍ୟର ଜନସାଧାରଣ ମାନେ ପଡୋଶୀ ରାଜ୍ୟର ଲୋକ ସହ ଭାଇଚାରା ସମ୍ପର୍କରେ ଚଳନ୍ତି ଏବଂ ପଡୋଶୀ ରାଜ୍ୟର ଅଧିବାସୀ ମାନେ ମଧ୍ୟ୍ୟ ଓଡିଶା ସୀମାନ୍ତରେ ବାସ କରୁଥିବା ଲୋକଙ୍କ ସହିତ ମଧ୍ୟ ଉତ୍ତର ସମ୍ପର୍କ…

ଆହୁରି ୩ ଦିନ ଥରାଇବ ଶୀତ

ଭୁବନେଶ୍ୱର (ସମୀର ରଞ୍ଜନ ନାୟକ) : ଥରାବ ସତ ରାଜ୍ୟରେ ତାପମାତ୍ର ବିଶେଷ ପରିବର୍ତନ ସମ୍ବା ନାହିଁ ତେବେ ରାଜ୍ୟରେ ରାଜ୍ୟରେ ଜାରି ରହିଛି ଶୀତ ଲହରି । ସକାଳୁ ସକାଳୁ କୁହୁଡି ସାଙ୍ଗକୁ ପ୍ରବଳ ଥଣ୍ଡା ଅନୁଭୂତ ହେଉଛି ।…

ଡବଲ୍‌ ଡେକର ବସ୍‌ର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର (ସମୀର ରଞ୍ଜନ ନାୟକ) :ଡବଲ୍‌ ଡେକର ବସ୍‌ର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ । ୫ଟି ଡବଲ ଡେକର, ୧୦ଟି ହପ୍‌ ଅନ୍‌ ହପ୍‌ ଅଫ୍‌ ବସ୍‌ର ଶୁଭାରମ୍ଭ। ଏଥିସହ ୨୫ଟି ଶ୍ରୀମନ୍ଦିର ପ୍ରଶାସନ ବସ୍‌ର ଶୁଭାରମ୍ଭ।ଏହି ବସ୍‌ ସର୍ବ ଭାରତରେ…

ବୈଦେଶିକ ବ୍ୟାପାର ମନ୍ତ୍ରୀ ଏସ୍.ଜୟଶଙ୍କର କୋଣାର୍କ ଓ ପରେ ମହାପ୍ରଭୁଙ୍କୁ ଦର୍ଶନ କଲେ

ଭୁବନେଶ୍ୱର (ସମୀର ରଞ୍ଜନ ନାୟକ) :କେନ୍ଦ୍ର ବୈଦେଶିକ ବ୍ୟାପାର ମନ୍ତ୍ରୀ ଏସ୍. ଜୟଶଙ୍କର । କୋଣାର୍କର ରାମଚଣ୍ଡୀ ମୁହାଣ ନିକଟ ଇକୋ ରିଟ୍ରିଟ୍‌ରେ ଜୟଶଙ୍କର ରାତ୍ରୀଯାପନ କରିବା ପରେ ଆଜି ପ୍ରଥମେ କୋଣାର୍କ ସୂର୍ଯ୍ୟ ମନ୍ଦିର ପରିଦର୍ଶନ କରିଥିଲେ ।ଏହାପରେ ଶ୍ରୀମନ୍ଦିର…

ପାଣି ପଞ୍ଚାୟତ ପକ୍ଷ ପାଳନ ପ୍ରସ୍ତୁତି ବୈଠକ

ଭୁବନେଶ୍ୱର (ସମୀର ରଞ୍ଜନ ନାୟକ) : ଆଜି ଅପରାହ୍ନ ୫.୩୦ ମିନିଟ ସମୟରେ ଜିଲ୍ଲାପାଳ, ଖୋର୍ଦ୍ଧାଙ୍କ ସମ୍ମିଳନୀ କକ୍ଷରେ ପାଣି ପଞ୍ଚାୟତ ପକ୍ଷ ପାଳନ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି । ଏହି ବୈଠକରେ ଅତିରିକ୍ତ ଜିଲ୍ଲାପାଳ ସାଫଲ୍ୟ ମଣ୍ଡିତ ପ୍ରଧାନ…

error: Content is protected !!