ବୁଗୁଡ଼ା ଏନଏସିରେ ତ୍ରିରଙ୍ଗା ଶୋଭାଯାତ୍ରା,୫୦୦ ମିଟର ଲମ୍ବା ତ୍ରିରଙ୍ଗା ଶୋଭାଯାତ୍ରା

ଗଞ୍ଜାମ/ବୁଗୁଡ଼ା (ସୋରେନ କୁମାର ପ୍ରଧାନ):ଗଞ୍ଜାମ ଜିଲ୍ଲା ବୁଗୁଡ଼ା ଠାରେ ଆଜି ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ ହୋଇଯାଇଛି l ୫୦୦ ମିଟର ବିଶାଳ ତ୍ରିରଙ୍ଗା ପତାକା କୁ ଛାତ୍ର ଛାତ୍ରୀ ଏବଂ ମହିଳା ମାନେ ଧରି ସହର ପରିକ୍ରମା କରିଥିଲେ lବ୍ଳକ ଛକ…

ଗଞ୍ଜାମ ଜିଲ୍ଲାସ୍ତରୀୟ ଯୁଗ୍ମ ଜନ ଶୁଣାଣି ଅନୁଷ୍ଠିତ

ଗଞ୍ଜାମ/ବୁଗୁଡ଼ା (ସୋରେନ କୁମାର ପ୍ରଧାନ):ଗଞ୍ଜାମ ଜିଲ୍ଲା ପ୍ରଶାସନ ପକ୍ଷରୁ ବୁଗୁଡ଼ା ବ୍ଲକ ପରିସରରେ ଜିଲ୍ଲାସ୍ତରୀୟ ଯୁଗ୍ମ ଜନ ଶୁଣାଣି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। କାର୍ଯ୍ୟକ୍ରମରେ ଜିଲ୍ଲା ଅତିରିକ୍ତ ଜିଲ୍ଲାପାଳ ସଚ୍ଚିତାନନ୍ଦ ନାୟକ, ଆରକ୍ଷୀ ଅଧୀକ୍ଷକ ହରିଶ ବିଶି, ଜିଲ୍ଲା ଗ୍ରାମ୍ୟ ଉନ୍ନୟନ…

ବାଇକ ଚୋରି ଅଭିଯୋଗରେ ୨ଗିରଫ, ଦୁଇ ବାଇକ ଓ ସ୍କୁଟି ଉଦ୍ଧାର

ଗଞ୍ଜାମ/ବୁଗୁଡ଼ା (ସୋରେନ କୁମାର ପ୍ରଧାନ): ବୁଗୁଡ଼ା ସହରରେ ବାଇକ ଚୋରି ଘଟଣାରେ ପୋଲିସ ୨ ଜଣଙ୍କୁ ଗିରଫ କରିବା ସହ ଦୁଇଟି ବାଇକ ଓ ଗୋଟିଏ ସ୍କୁଟି ଜବତ କରିଛି l ଗିରଫ ଅଭିଯୁକ୍ତ ହେଲେ ବୁଗୁଡ଼ା ମହାପାତ୍ର ସାହିର ରୁଦ୍ର…

ରାଜନୀତି ବିଜ୍ଞାନ ବିଭାଗ ପକ୍ଷରୁ ନୂତନ ଅଧ୍ୟକ୍ଷଙ୍କୁ ସମ୍ବର୍ଦ୍ଧନା ଓ ପାଠଚକ୍ର ଆଲୋଚନା

ଗଞ୍ଜାମ/ବୁଗୁଡ଼ା (ସୋରେନ କୁମାର ପ୍ରଧାନ):ସ୍ଥାନୀୟ ପିପୁଲ୍ସ କଲେଜର ରାଜନୀତି ବିଜ୍ଞାନ ବିଭାଗ ପକ୍ଷରୁ ନୂତନ ପ୍ରିନ୍ସିପାଲ ଭଗବାନ ଶତପଥୀଙ୍କୁ ସ୍ୱାଗତ ସମ୍ବର୍ଦ୍ଧନା ପ୍ରଦାନ ଓ ପାଠଚକ୍ର ଅନୁଷ୍ଠିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମରେ କଲେଜର ଅଧ୍ୟକ୍ଷ ଶ୍ରୀ ଶତପଥୀ ଅଧ୍ୟକ୍ଷତା କରିବା ସହ…

ବାଲିପଦର ସ୍ନାତକ ମହାବିଦ୍ୟାଳୟ ରେ ଶକ୍ତିଶ୍ରୀ ସଶକ୍ତି କରଣ କର୍ମଶାଳା ଉଦଯାପିତ

ଗଞ୍ଜାମ/ବୁଗୁଡ଼ା (ସୋରେନ କୁମାର ପ୍ରଧାନ):ବୁଗୁଡ଼ା ବ୍ଳକ୍ ଅନ୍ତର୍ଗତ ବାଲିପଦର ସ୍ନାତକ ମହାବିଦ୍ୟାଳୟରେ ଶକ୍ତିଶ୍ରୀ ସଶକ୍ତି କରଣ କର୍ମଶାଳା ଉଦଯାପିତ ହୋଇଯାଇଛି।ଉକ୍ତ କାର୍ଯ୍ୟକ୍ରମରେ ମହାବିଦ୍ୟାଳୟ ଅଧକ୍ଷ ଶ୍ରୀଯୁକ୍ତ ଗୋପୀନାଥ ମହାନ୍ତି ପୌରାହିତ୍ୟ କରିଥିବାବେଳେ ବୁଗୁଡ଼ା ଥାନା ଅଧିକାରୀଙ୍କ ପ୍ରତିନିଧି ଭାବେ ଶ୍ରୀଯୁକ୍ତ ଅଜୟ…

ପିପୁଲ୍ସ କଲେଜରେ ରାଜନୀତି ବିଜ୍ଞାନ ବିଭାଗ ପକ୍ଷରୁ ପାଠ୍ୟଚକ୍ର ଆଲୋଚନା

ଗଞ୍ଜାମ/ବୁଗୁଡ଼ା (ସୋରେନ କୁମାର ପ୍ରଧାନ): ସ୍ଥାନୀୟ ପିପୁଲ୍ସ କଲେଜର ରାଜନୀତି ବିଜ୍ଞାନ ବିଭାଗ ପକ୍ଷରୁ ଏକ ପାଠ୍ୟଚକ୍ର ଅନୁଷ୍ଠିତ ହୋଇଯାଇଛି।ଉକ୍ତ କାର୍ଯ୍ୟକ୍ରମରେ କଲେଜର ଅଧ୍ୟକ୍ଷ ଭଗବାନ ଶତପଥୀ ଏଥିରେ ଅଧ୍ୟକ୍ଷତା କରିବା ସହ ପ୍ରଦୀପ ପ୍ରଜ୍ୱଳନ କରି କାର୍ଯ୍ୟକ୍ରମକୁ ଉଦ୍‌ଘାଟନ କରିଥିଲେ।…

ବୁଗୁଡ଼ାରେ ମହାପ୍ରଭୁଙ୍କ ଅଧରପଣା ନୀତି ସମ୍ପନ୍ନ

ଗଞ୍ଜାମ/ବୁଗୁଡ଼ା (ସୋରେନ କୁମାର ପ୍ରଧାନ):ଆଜି ଆଷାଢ଼ ଶୁକ୍ଳ ଦ୍ୱାଦଶୀ ତିଥି ଅବସରରେ ବୁଗୁଡ଼ା ସହରର ବଳଦେବଜୀଙ୍କ ରଥଯାତ୍ରାର ଅନ୍ୟତମ ମୁଖ୍ୟ ଆକର୍ଷଣ “ଅଧରପଣା” ନୀତି ଅତ୍ୟନ୍ତ ଆଧ୍ୟାତ୍ମିକ ଓ ଭକ୍ତିମୟ ପରିବେଶ ମଧ୍ୟରେ ଅନୁଷ୍ଠିତ ହୋଇଯାଇଛି।ମହାପ୍ରଭୁ ଶ୍ରୀଜଗନ୍ନାଥ, ପ୍ରଭୁ ବଳଭଦ୍ର ଓ…

ଯୁବମୋର୍ଚ୍ଚା ପକ୍ଷରୁ କାର୍ଗିଲ ବିଜୟ ଦିବସ ପାଳିତ

ଗଞ୍ଜାମ/ବୁଗୁଡ଼ା (ସୋରେନ କୁମାର ପ୍ରଧାନ):କାର୍ଗିଲ ବିଜୟ ଦିବସ ଅବସରରେ ବୁଗୁଡ଼ା ସ୍ଥିତ ‘ଶହୀଦ ବୀର ଓଡ଼ିଆ ଯବାନ ମେମୋରିଆଲ’ ପରିସରରେ ଯୁବମୋର୍ଚ୍ଚା ପକ୍ଷରୁ ଏକ ଶ୍ରଦ୍ଧାଞ୍ଜଳି ସଭା ଓ ମହମବତୀ ପ୍ରଜ୍ଜ୍ୱଳନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ମାତୃଭୂମିର ସୁରକ୍ଷା, ସାର୍ବଭୌମତ୍ୱ ଓ…

ପ୍ରଧାନ ଶିକ୍ଷକଙ୍କ ବହିଷ୍କାର ଦାବିରେ ଜିଲ୍ଲା ଶିକ୍ଷାଧିକାରୀଙ୍କୁ ଲିଖିତ ଅଭିଯୋଗ

ଗଞ୍ଜାମ/ବୁଗୁଡ଼ା (ସୋରେନ କୁମାର ପ୍ରଧାନ):ଗଞ୍ଜାମ ଜିଲ୍ଲା ବୁଗୁଡ଼ା ବ୍ଲକ କରସିଙ୍ଗି ଉନ୍ନୀତ ଉଚ୍ଚ ବିଦ୍ୟାଳୟର ପ୍ରଧାନ ଶିକ୍ଷକଙ୍କ ବିଭିନ୍ନ ଅନିୟମିତତା ଓ କଥିତ ଅନୈତିକ କାର୍ଯ୍ୟକଳାପକୁ ନେଇ ବିଦ୍ୟାଳୟ ପରିଚାଳନା କମିଟି ମଧ୍ୟରେ ଅସନ୍ତୋଷ ଦେଖାଦେଇଛି। ଏହି ପରିପ୍ରେକ୍ଷୀରେ ପରିଚାଳନା କମିଟିର…

ବୁଗୁଡ଼ାରେ ବାହୁଡ଼ାଯାତ୍ରା ସମ୍ପନ୍ନ: ମଝି ଦାଣ୍ଡରେ ଅଟକିଲା ରଥ

ଗଞ୍ଜାମ/ବୁଗୁଡ଼ା (ସୋରେନ କୁମାର ପ୍ରଧାନ): ବୁଗୁଡ଼ାର ପ୍ରସିଦ୍ଧ ବାହୁଡ଼ାଯାତ୍ରା ଶାନ୍ତି ଓ ଶୃଙ୍ଖଳାର ସହ ସମ୍ପନ୍ନ ହୋଇଯାଇଛି। ଆଜି ସକାଳୁ ଶ୍ରୀଜୀଉମାନଙ୍କ ଶ୍ରୀଅଙ୍ଗ ନୀତି ପରେ ଚତୁର୍ଦ୍ଧାମୂର୍ତ୍ତିଙ୍କୁ ମଙ୍ଗଳ ଆଳତି ଓ ପୂଜାର୍ଚ୍ଚନା କରାଯାଇଥିଲା। ଏହା ପରେ ଭକ୍ତଙ୍କ ଗହଣରେ ଶ୍ରୀବଳଭଦ୍ର,…

Powered by Joinchat